ଜାତୀୟ

କ୍ୟାବିନେଟ୍‌ ମନ୍ତ୍ରୀ ହେଲେ ଷ୍ଟାଲିନ୍‌ଙ୍କ ପୁଅ

ଚେନ୍ନାଇ,୧୫।୧୨: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କ ପୁଅ ତଥା ଡିଏମକେ ବିଧାୟକ ଉଦୟନିଧି ଷ୍ଟାଲିନ୍‌ ବୁଧବାର ଚେନ୍ନାଇର ରାଜ ଭବନରେ ଯୁବ କଲ୍ୟାଣ ଏବଂ କ୍ରୀଡ଼ା ବିକାଶ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଏବଂ…

ଭାରତ ଯୋଡ଼ୋ ଯାତ୍ରାରେ ରଘୁରାମ ରାଜନ

ନୂଆଦିଲ୍ଲୀ,୧୫ା୧୨: କଂଗ୍ରେସ ପକ୍ଷରୁ ଚାଲିଥିବା ଭାରତ ଯୋଡ଼ୋ ଯାତ୍ରାରେ ନେତା ରାହୁଲ ଗାନ୍ଧୀଙ୍କ ସହ ଜଣେ ପରେ ଜଣେ ସେଲିବ୍ରିଟି ଓ ବିଶିଷ୍ଟ ବ୍ୟକ୍ତି ସାମିଲ ହେବାରେ ଲାଗିଛନ୍ତି। ଏହି କ୍ରମରେ ବୁଧବାର ସକାଳେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ପୂର୍ବତନ…

ଆସାମ ଗାମୋଚାକୁ ଜିଆଇ ଟ୍ୟାଗ୍‌

ଗୁଆହାଟି,୧୫।୧୨: ଆସାମର ଗାମୋଚାକୁ ଭୌଗୋଳିକ ସାଙ୍କେତିକ (ଜିଆଇ) ମାନ୍ୟତା ମିଳିଛି। ଆସାମର ସଂସ୍କୃତିକୁ ଦର୍ଶାଉଥିବା ଗାମୋଚାକୁ କେନ୍ଦ୍ର ସରକାରଙ୍କ ତରଫରୁ ଏହି ମାନ୍ୟତା ପ୍ରଦାନ କରାଯାଇଛି। ମଙ୍ଗଳବାର କେନ୍ଦ୍ରୀୟ ଅର୍ଥନୀତି ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋଏଲ ଟୁଇଟରରେ ପୋଷ୍ଟ ଶେୟାର…

୩୭୦ ଉଚ୍ଛେଦର ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫ା୧୨: ୨୦୧୯ ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ଉଚ୍ଛେଦ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଖଲ ହୋଇଛି। ଶିକ୍ଷାବିତ୍‌ ତଥା ଲେଖକ ରାଧା କୁମାର ଉକ୍ତ ପିଟିଶନଗୁଡ଼ିକର…

ଖଣ୍ଡପୀଠ ତ୍ୱରିତ ଗଠନ ହେବ ନାହିଁ: ସୁପ୍ରିମକୋର୍ଟରେ ବିଲ୍‌କିସ୍‌ଙ୍କ ଆବେଦନର ଶୁଣାଣି

ନୂଆଦିଲ୍ଲୀ,୧୫ା୧୨: ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍‌କିସ ବାନୋଙ୍କୁ ଗଣବଳାତ୍କାର ଓ ତାଙ୍କ ପରିବାର ସଦସ୍ୟମାନଙ୍କୁ ହତ୍ୟା ଘଟଣାରେ ଦୋଷୀସାବ୍ୟସ୍ତ ୧୧ ଜଣଙ୍କୁ ଦଣ୍ଡ ଅବଧି ଶେଷ ହେବା ପୂର୍ବରୁ ମୁକ୍ତ କରିଦେବା ମାମଲାର ଶୁଣାଣି ପାଇଁ ଶୀଘ୍ର ଖଣ୍ଡପୀଠ ଗଠନ…

ମୋ ସ୍ବାମୀଙ୍କୁ ସିବିଆଇ ମାରିଦେଇଛି

କୋଲକାତା,୧୫ା୧୨: ଗତ ମାର୍ଚ୍ଚ ୨୧ରେ ପଶ୍ଚିମବଙ୍ଗସ୍ଥିତ ବୀରଭୂମ ଜିଲା ରାମପୁରହାଟରେ ଅଭାବନୀୟ ଘଟଣା ଘଟିଥିଲା। ବୋରତୁଲ ଗ୍ରାମରେ ଭୋରରେ ଏକ ଭସ୍ମୀଭୂତ ଘରୁ ୨ ଶିଶୁ ଓ ଅନ୍ୟ ୭ ଜଣଙ୍କ ମୃତଦେହ ଜବତ ହୋଇଥିବାବେଳେ ଆଉ ଜଣେ ଆହତ ହସ୍ପିଟାଲରେ…

ଜୟପୁର ବାଳ ସୁଧାର ଗୃହରୁ ୬ କଏଦୀ ଫେରାର

ଜୟପୁର,୧୫ ।୧୨; ରାଜସ୍ଥାନ ଜୟପୁରର ଟ୍ରାନ୍ସପୋର୍ଟ ନଗର ଥାନା ଅଞ୍ଚଳରେ ଥିବା ବାଳ ସୁଧାର ଗୃହରୁ ମଙ୍ଗଳବାର ରାତିରେ ୬ ଜଣ କଏଦି ଫେରାର ହୋଇଯାଇଛନ୍ତି । ଟ୍ରାନ୍ସପୋର୍ଟ ନଗର ଥାନାର ଥାନାଧିକାରୀ ଅବଦୁଲ ୱାହିଦ ବୁଧବାର କହିଛନ୍ତି ବାଳ ସୁଧାର…

ହାଇକୋର୍ଟ ବେଞ୍ଚ ହେବ ନାହିଁ

ନୂଆଦିଲ୍ଲୀ,୧୫।୧୨: ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ନେଇ ଚାଲିଥିବା ଆନ୍ଦୋଳନ ଏବଂ ବିକ୍ଷୋଭରେ ଯବନିକା ପଡ଼ିଛି। ଆଇନଜୀବୀଙ୍କ ଏହି ଦାବି ପ୍ରତି ସର୍ବୋଚ୍ଚ ଅଦାଲତ ବୁଧବାର କଡ଼ା ଆଭିମୁଖ୍ୟ ପ୍ରଦର୍ଶନ କରିଛନ୍ତି। ଟେକ୍ନୋଲୋଜିର ବହୁଳ ବ୍ୟବହାର ଆଇନଜୀବୀଙ୍କ ବେଞ୍ଚ…

ପାକିସ୍ତାନକୁ ଚୁପ କରାଇଲେ ଏସ ଜୟଶଙ୍କର

ନୂଆଦିଲ୍ଲୀ,୧୫ ।୧୨: ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ କଶ୍ମୀର ପ୍ରସଙ୍ଗ ଉଠାଇବା ପରେ ବୁଧବାର ଭାରତ ପାକିସ୍ତାନକୁ କଡା ଜବାବ ଦେଇଛି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର କହିଛନ୍ତି, ଯେଉଁ ଦେଶ ଅଲ-କାଏଦା ଆତଙ୍କବାଦୀ ଓସାମା ବିନ ଲାଦେନଙ୍କୁ…

ସମାଧାନ ରାସ୍ତାରେ ହୁଏ ନାହିଁ: ଅମିତ ଶାହା

ନୂଆଦିଲ୍ଲୀ,୧୪।୧୨: ମହାରାଷ୍ଟ୍ର ଏବଂ କର୍ନାଟକ ମଧ୍ୟରେ ଚାଲିଥିବା ସୀମା ବିବାଦ ମଧ୍ୟରେ ବୁଧବାର ଦିଲ୍ଲୀର ସଂସଦ ଗୃହରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସହ ବୈଠକରେ କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭରାଜ ବୋମ୍ମାଇ ଏବଂ…

ଭାଜପା ନେତାଙ୍କ କାର୍ଯ୍ୟକ୍ରମରେ ଦଳାଚକଡା: ୩ ମୃତ

କୋଲକତା,୧୪।୧୨: ପଶ୍ଚିମବଙ୍ଗର ଆସାନସୋଲରେ ଭାଜପା ନେତା ତଥା ବିରୋଧୀଦଳର ନେତା ଶୁଭେନ୍ଦୁ ଅଧିକାରୀଙ୍କ କମ୍ବଳ ବଣ୍ଟନ କାର୍ଯ୍ୟକ୍ରମ ସମୟରେ ବୁଧବାର ଦଳଚକଡା ହୋଇଛି। ଏଥିରେ ଅତି କମରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ୫ ଜଣ ଆହତ ହୋଇଛନ୍ତି।…

ଏସିଡ ମାଡ ଘଟଣା: ୩ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୪।୧୨: ଦିଲ୍ଲୀର ଜଣେ ୧୭ ବର୍ଷୀୟା ଛାତ୍ରୀଙ୍କୁ ଏସିଡ ମାଡ ଘଟଣାରେ ତିନି ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଡିସିପି ଏମ ହର୍ଷବର୍ଦ୍ଧନ ଏହି ସୂଚନା ଦେଇଛନ୍ତି। ବୁଧବାର ପଶ୍ଚିମ ଦିଲ୍ଲୀର ମୋହନ ଗାର୍ଡେନ ଅଞ୍ଚଳରେ ସ୍କୁଲକୁ ଯାଉଥିବା ସମୟରେ ଛାତ୍ରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?