ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଘଟଣା: କଂଗ୍ରେସ ନେତା ଗିରଫ
ଭୋପାଳ,୧୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମଧ୍ୟପ୍ରଦେଶର ପୂର୍ବତନ ମନ୍ତ୍ରୀ ରାଜା ପଟେରିଆଙ୍କୁ ପାନ୍ନା ପୋଲିସ ଗିରଫ କରିଛି। ମଙ୍ଗଳବାର ସକାଳେ ଦାମୋହ ଜିଲାର ହଟାରେ ଥିବା ପାଟେରିଆଙ୍କ ବାସଭବନରୁ ପୋଲିସ ତାଙ୍କୁ ଗିରଫ କରିଥିଲା। ଏହାପୂର୍ବରୁ…
ଦାମ୍ପତ୍ୟ ସମ୍ପର୍କକୁ ପ୍ରଭାବିତ କରୁଛି ସ୍ମାର୍ଟ ଫୋନ୍
ନୂଆଦିଲ୍ଲୀ, ୧୩।୧୨:ଦୂରରେ ରହୁଥିବା ପ୍ରିୟଜନମାନଙ୍କୁ ଫୋନ୍ ନିକଟତର କରିପାରିଛି। ଏହା ସାହାଯ୍ୟରେ ଲୋକେ ନିଜ ସମ୍ପର୍କୀୟଙ୍କ ସହିତ କଥା ହେବା ସାଙ୍ଗକୁ ଭିଡିଓ କଲ୍ ଯୋଗେ ପରସ୍ପରକୁ ଦେଖିପାରୁଛନ୍ତି। କିନ୍ତୁ ଆଣ୍ଡ୍ରଏଡ୍ ଫୋନ୍ ବର୍ତ୍ତମାନର ଦାମ୍ପତ୍ୟ ଜୀବନକୁ ପ୍ରଭାବିତ କରିଛି। ସ୍ମାର୍ଟ…
୩ ବର୍ଷ ପରେ ଚେନ୍ନାଇରୁ ଜାଫ୍ନା ଉଡ଼ିଲା ବିମାନ
ଚେନ୍ନାଇ,୧୩।୧୨: ୩ ବର୍ଷ ପରେ ସୋମବାର ଚେନ୍ନାଇରୁ ଶ୍ରୀଲଙ୍କାର ଜାଫ୍ନାକୁ ବିମାନ ଉଡ଼ାଣ ଆରମ୍ଭ ହୋଇଛି। କୋଭିଡ୍ କାରଣରୁ ଚେନ୍ନାଇରୁ ଜାଫ୍ନା ବିମାନ ଚଳାଚଳ ବନ୍ଦ କରାଯାଇଥିଲା। ସୋମବାର ସକାଳ ପ୍ରାୟ ୧୧ଟା ୨୫ ମିନିଟରେ ଏଲିଆନ୍ସ ଏୟାର ସର୍ଭିସ ଜାଫ୍ନା…
ସାବାସ୍ ଶାଲିନି
ଭୋପାଳ,୧୩।୧୧: ମଧ୍ୟପ୍ରଦେଶର ମହିଳା କନଷ୍ଟେବଳ ଶାଲିନି ଚୌହାନ ଇନ୍ଦୋରର ଗାନ୍ଧୀ ମେମୋରିଆଲ୍ ମେଡିକାଲ କଲେଜରୁ ଏକ ରାଗିଂ ଗ୍ୟାଙ୍ଗ୍ ଉପରୁ ପର୍ଦ୍ଦା ହଟାଇଛନ୍ତି। ଏ ପ୍ରକାର ସ୍ବତନ୍ତ୍ର ମିଶନରେ ଶାଲିନିଙ୍କ କାର୍ଯ୍ୟକରିବା ପ୍ରଣାଳୀକୁ ଲୋକେ ପସନ୍ଦ କରିବା ସହ ଅନେକେ ତାଙ୍କୁ…
କର୍ନାଟକରେ ଜିକା ଭାଇରସ
ବେଙ୍ଗାଲୁରୁ,୧୩ ।୧୨: କରୋନା ଭାଇରସ ଏବେ ଦେଶରୁ ପ୍ରାୟ ଶେଷ ହେବାକୁ ବସିଥିବା ବେଳେ ଏବେ ଜିକା ଭାଇରସ ପୁଣି ସରକାରଙ୍କ ଚିନ୍ତା ବଢାଇବାରେ ଲାଗିଛି । ପୁଣେ ପରେ ଏବେ କର୍ନାଟକରେ ଜିକା ଭାଇରସର ସନ୍ଧାନ ମିଳିଛି । ରାଜ୍ୟରେ…
ଡିଜିପିଙ୍କ ଉପରେ ସୁପ୍ରିମକୋର୍ଟ କ୍ଷୁବ୍ଧ: ପାରୁନ ଯଦି ଜଣାଅ
ନୂଆଦିଲ୍ଲୀ, ୧୩ା୧୨:ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆଇନଜୀବୀମାନେ ଚଳାଇଥିବା ଆନ୍ଦୋଳନ ଯୋଗୁ କୋର୍ଟ କାର୍ଯ୍ୟ ହୋଇପାରୁନାହିଁ। କୋର୍ଟ ପରିସରକୁ ନ୍ୟାୟିକ ଅଧିକାରୀ, ମହକିଲମାନେ ଯାଇପାରୁନାହାନ୍ତି। ଏଭଳି ସ୍ଥିତିର ମୁକାବିଲା କରିବାରେ ପୋଲିସ…
ସମ୍ବଲପୁରର ୨୯ ଆଇନଜୀବୀଙ୍କ ଲାଇସେନ୍ସ ରଦ୍ଦ
ନୂଆଦିଲ୍ଲୀ, ୧୩ା୧୨:ସମ୍ବଲପୁରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନ ଚଳାଇଥିବା ସମ୍ବଲପୁର ଜିଲା ବାର୍ କାଉନସିଲର ଆଇନଜୀବୀଙ୍କ ଉପରେ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆ (ବିସିଆଇ) କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବିଚାରପତିଙ୍କୁ କାର୍ଯ୍ୟରେ ଯୋଗଦେବାକୁ ସୁଯୋଗ ନ ଦେବା,…
ଦିଲ୍ଲୀ ଦଙ୍ଗାର ଅଭିଯୁକ୍ତ ଉମର ଖାଲିଦ୍ଙ୍କୁ ମିଳିଲା ଅନ୍ତରୀଣ ଜାମିନ
ନୂଆଦିଲ୍ଲୀ,୧୨।୧୨: ଦିଲ୍ଲୀ ଦଙ୍ଗା ମାମଲାରେ ଗିରଫ ହୋଇଥିବା ଜେଏନ୍ୟୁ ଛାତ୍ର ଅଭିଯୁକ୍ତ ଉମର ଖାଲିଦଙ୍କୁ କୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୋମବାର ଦିଲ୍ଲୀର କର୍କାଡୋମା କୋର୍ଟ ଉମର ଖାଲିଦଙ୍କୁ ଏକ ସପ୍ତାହ ପାଇଁ ସର୍ତ୍ତମୂଳକ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି।…
ଗୁଜରାଟ କ୍ୟାବିନେଟର ସମ୍ପ୍ରସାରଣ: କାନୁଭାଇଙ୍କୁ ଅର୍ଥ, ହର୍ଷ ସାଙ୍ଗଭିିଙ୍କୁ ମିଳିଲା ଗୃହ ମନ୍ତ୍ରଣାଳୟ
ଅହମ୍ମଦାବାଦ,୧୨।୧୨: ଗୁଜୁରାଟରେ ଭାଜପାର ଐତିହାସିକ ବିଜୟ ପରେ ସୋମବାର ଭୂପେନ୍ଦ୍ର ପଟେଲ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଗାନ୍ଧି ନଗରର ହେଲିପ୍ୟାଡ ଗ୍ରାଉଣ୍ଡରେ ରାଜ୍ୟର ୧୮ତମ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ଗ୍ରହଣ କରିଥିଲେ। ଭୂପେନ୍ଦ୍ରଙ୍କ ସହ ୧୬ଜଣ ମନ୍ତ୍ରୀ…
ଜି-୨୦ ସମ୍ମିଳନୀ: ଗାଡ଼ି ଚଳାଚଳ ନେଇ ଆଡଭାଇଜରୀ ଜାରି କଲା ପୋଲିସ
ମୁମ୍ବାଇ,୧୨।୧୨: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇର ତାଜ ହୋଟେଲରେ ଡିସେମ୍ବର ୧୩ରେ ଜି-୨୦ ସମ୍ମିଳନୀ ଆୟୋଜିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଟ୍ରାଫିକ ପୋଲିସ ପକ୍ଷରୁ ଏକ ଆଡଭାଇଜରୀ ଜାରି କରାଯାଇଛି। ଏହି ଆଡଭାଇଜରୀ ଅନୁଯାୟୀ, ଦକ୍ଷିଣ ମୁମ୍ବାଇର…
ପୁଣି ବଢ଼ିଲା ଅଡ଼ୁଆ: ସିସୋଡିଆଙ୍କ ଆବେଦନ ଖାରଜ
ନୂଆଦିଲ୍ଲୀ,୧୨।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ବିରୋଧରେ ଦାଏର କରିଥିବା ମାନହାନି ମାମଲା ଖାରଜ କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଏହାକୁ ଖାରଜ କରିବା ଲାଗି ସିସୋଡିଆ ସର୍ବୋଚ୍ଚ ଅଦାଲତରେ ଆବେଦନ କରିଥିଲେ। ଯଦି ସର୍ବସାଧାରଣ…
କଶ୍ମୀରକୁ ନେଇ ଇସ୍ଲାମିକ୍ ସଂଗଠନ ରଖିଲା ଏଭଳି ପ୍ରତିକ୍ରିୟା
ନୂଆଦିଲ୍ଲୀ,୧୨।୧୨: ଇସ୍ଲାମିକ ଦେଶର ସଂଗଠନ ଓଆଇସି (ଅର୍ଗାନାଇଜେସନ୍ ଅଫ୍ ଇସ୍ଲାମିକ କୋଅପରେଶନ୍) ପୁଣି ଥରେ କଶ୍ମୀର ବିବାଦ ସମ୍ପର୍କରେ ଏକ ବୟାନ ଜାରି କରିଛି। କଶ୍ମୀର ପ୍ରସଙ୍ଗରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆଲୋଚନାର ଏକ ରାସ୍ତା ଖୋଜିବା ପାଇଁ ଏହି…

