ଋଣଗ୍ରହୀତାଙ୍କୁ ଆର୍ବିଆଇ ଝଟକା
ମୁମ୍ବାଇ,୧ା୧୦: ଦେଶରେ ହୁ ହୁ ହୋଇ ବଢ଼ିଚାଲିଥିବା ଦରଦାମ ଉପରେ ଅଙ୍କୁଶ ଲଗାଇବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ଶୁକ୍ରବାର ପୁଣିଥରେ .୫୦% ରେପୋ ରେଟ୍ ବଢ଼ାଇଛି। କେନ୍ଦ୍ରୀୟ ବ୍ୟାଙ୍କ ଗର୍ଭନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ୩ ଦିନ ଧରି…
ବୋମା ଗୁଜବରୁ ବିମାନ ଉଡ଼ାଣରେ ବିଳମ୍ବ
ନୂଆଦିଲ୍ଲୀ,୩୦।୯: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ଶୁକ୍ରବାର ଦୁଇଜଣ ଯାତ୍ରୀଙ୍କ ମଧ୍ୟରେ ଗଣ୍ଡଗୋଳ ପରେ ବିମାନରେ ବୋମା ଥିବା ଖବର ପ୍ରଚାରିତ ହୋଇଥିଲା। ଫଳରେ ମାଲେସିଆ ଯିବାକୁ ଥିବା ବିମାନ ଉଡ଼ାଣରେ ବିଳମ୍ବ ହୋଇଛି। ମାଲେସିଆ ଯିବାକୁ ଥିବା ଏମ୍ଏଚ୍୧୭୩…
ଇସ୍ତାହାରରେ ଭାରତର ଭୁଲ ମାନଚିତ୍ର ପାଇଁ କ୍ଷମା ମାଗିଲେ ଥରୁର
ନୂଆଦିଲ୍ଲୀ,୩୦।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ବରିଷ୍ଠ ନେତା ଶଶୀ ଥରୁର ଆଣିଥିବା ଇସ୍ତାହାରରେ ଭାରତର ଭୁଲ୍ ମାନଚିତ୍ର ପାଇଁ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରିଛନ୍ତି। ସେ ଦେଖାଇଥିବା ଇସ୍ତାହାର ପୁସ୍ତିକାର ଭାରତ ମାନଚିତ୍ରରେ ଜମ୍ମୁ-କଶ୍ମୀର ଓ ଲଦାଖ ନ ଥିଲା।…
ଗିରଫ ହୋଇପାରନ୍ତି ରାଘବ ଚଡ୍ଡା: କେଜ୍ରିଓ୍ବାଲଙ୍କ ଦାବି
ନୂଆଦିଲ୍ଲୀ,୩୦।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଶୁକ୍ରବାର ଟୁଇଟ କରି ଏକ ବଡ଼ ଦାବି କରିଛନ୍ତି। ଏଥିସହ ସେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ରାଘବ ଚଡ୍ଡାଙ୍କୁ ଖୁବ୍ଶୀଘ୍ର ଗିରଫ କରାଯାଇପାରେ। ତାଙ୍କର ଏହି ଟୁଇଟକୁ ନେଇ ଚର୍ଚ୍ଚା ଜୋର…
ଭାଜପା ଗଡ଼ରେ ୫ଶହ କି.ମି. ପଦଯାତ୍ରା କରିବେ ରାହୁଲ
ବେଙ୍ଗାଲୁରୁ,୩୦।୯: ଗୋଟିଏ ପଟେ ଦିଲ୍ଲୀ କଂଗ୍ରେସରେ ରାଜନୈତିକ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ଅନ୍ୟପଟେ ‘ଭାରତ ଯୋଡୋ ଯାତ୍ରା’ ଶୁକ୍ରବାର କର୍ନାଟକରେ ପ୍ରବେଶ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାରତ ଯୋଡୋ ଯାତ୍ରାର ୨୧ତମ ଦିନରେ କେରଳ ସୀମାରେ ଥିବା…
ଖଡଗେଙ୍କୁ ସମର୍ଥନ କଲେ ମନିଷ ତିୱାରୀ, କହିଲେ ଥରୁରଙ୍କ ସହ ରହିବ ବନ୍ଧୁତ୍ୱର ସମ୍ପର୍କ
ନୂଆଦିଲ୍ଲୀ,୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିଲା ଶୁକ୍ରବାର ଅର୍ଥାତ୍ ସେପ୍ଟେମ୍ବର ୩୦ ତାରିଖ । ଏହି ରେସ୍ରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂ ବାହାରି ଯାଇଥିବା ବେଳେ ଏଥିରେ ଏଣ୍ଟ୍ରି…
ଶନିବାର ୫-ଜି ସେବା ଶୁଭାରମ୍ଭ କରିବେ ମୋଦି
ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଇଣ୍ଡିଆ ମୋବାଇଲ କଂଗ୍ରେସର ଷଷ୍ଠ ସଂସ୍କରଣ ଅବସରରେ ୫-ଜି ସେବା ଉନ୍ମୋଚନ କରିବେ। ପିଏମ୍ଓ ସୂଚନାନୁଯାୟୀ, ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ ଟାରେ ପ୍ରଗତି ମଇଦାନରେ ନିଜର ଅଭିଭାଷଣ ପ୍ରଦାନ କରିବେ। ୫-ଜି ସେବା ଶୁଭାରମ୍ଭ…
କାର୍କେଡକୁ ଅଟକାଇ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିଲେ ମୋଦି
ଅହମଦାବାଦ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି। ଶୁକ୍ରବାର ଗାନ୍ଧୀନଗରରୁ ମୁମ୍ବାଇ ମଧ୍ୟରେ ଚାଲିବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ର ସେ ଉଦ୍ଘାଟନ କରିଛନ୍ତି। ଟ୍ରେନ୍ରେ ବସି ମୋଦି ଗାନ୍ଧିନଗରରୁ ଅହମଦାବାଦର କାଲୁପୁର ଷ୍ଟେସନ ପର୍ଯ୍ୟନ୍ତ…
କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଶଶି ଥରୁର, ମଲିକାର୍ଜୁନ ଖଡଗେ, କେ.ଏନ୍ ତ୍ରିପାଠୀ
ନୂଆଦିଲ୍ଲୀ,;୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । ଏହି ରେସ୍ରେ ହଠାତ୍ କେତେଜଣ ନୂଆ ଚେହେରାଙ୍କୁ ଦେଖିବାକୁ ମିଳିଥିବା ବେଳେ ଯେଉଁ ଦୁଇ ଜଣଙ୍କ ନାମକୁ ନେଇ ବେଶୀ ଚର୍ଚ୍ଚା ହେଉଥିଲା ସେମାନେ…
କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୩୦।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୨୭୨ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୨୭ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ନାହିଁ ଦିଗ୍ବିଜୟ
ନୂଆଦିଲ୍ଲୀ,୩୦।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରାର୍ଥୀଙ୍କୁ ନେଇ ସସ୍ପେନ୍ସ ଲାଗିରହିଛି। ଶୁକ୍ରବାର ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ମନା କରିଦେଇଛନ୍ତି ଦଳର ବରିଷ୍ଠ ନେତା ଦିଗ୍ବିଜୟ ସିଂ। ସେ କହିଛନ୍ତି, ସେ ନିର୍ବାଚନ ଲଢିବେନି ମଲ୍ଲିକାର୍ଜୁନ ଖାର୍ଗେଙ୍କ ପ୍ରସ୍ତାବକ ରହିବେ। ଦିଗବିଜୟ ଗୁରୁବାର…
ଟଳିପଡିଲେ ୨ ଆତଙ୍କବାଦୀ
ଶ୍ରୀନଗର,୩୦।୯: ଜମ୍ମୁ କଶ୍ମୀରର ଶୋପିଆନ ଏବଂ ବାରାମୂଳାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁରୁବାର ବିଳମ୍ବିତ ରାତିରେ ଗୁଳିବିନିମୟ ହୋଇଥିଲା। ବାରମୂଲାର ବିଦିପୋରା ପଟନ ଅଞ୍ଚଳରେ ହୋଇଥିବା ଏହି ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ଟଳିପଡିଛନ୍ତି। ଅନ୍ୟପକ୍ଷରେ, ଶୋପିଆନ ଜିଲାର ଚିତ୍ରାଗାମରେ…
Archives


