ଟଳିପଡିଲେ ୨ ଆତଙ୍କବାଦୀ
ଶ୍ରୀନଗର,୩୦।୯: ଜମ୍ମୁ କଶ୍ମୀରର ଶୋପିଆନ ଏବଂ ବାରାମୂଳାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁରୁବାର ବିଳମ୍ବିତ ରାତିରେ ଗୁଳିବିନିମୟ ହୋଇଥିଲା। ବାରମୂଲାର ବିଦିପୋରା ପଟନ ଅଞ୍ଚଳରେ ହୋଇଥିବା ଏହି ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ଟଳିପଡିଛନ୍ତି। ଅନ୍ୟପକ୍ଷରେ, ଶୋପିଆନ ଜିଲାର ଚିତ୍ରାଗାମରେ…
ସିଡିଏସ୍ ଭାବେ ଦାୟିତ୍ୱ ଗ୍ରହଣ ଅନିଲ ଚୌହାନ
ନୂଆଦିଲ୍ଲୀ,୩୦।୯: ଜେନେରାଲ ବିପିନ ରାୱତଙ୍କ ମୃତ୍ୟୁ ପରେ ଲେଫ୍ଟନାଣ୍ଟ ଜେନେରାଲ (ଅବସରପ୍ରାପ୍ତ) ଅନିଲ ଚୌହାନ ନୂତନ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ସେ କହିଛନ୍ତି, ଭାରତୀୟ ସଶସ୍ତ୍ର…
ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ମୋଦି
ଗାନ୍ଧିନଗର,୩୦।୯: ତୃତୀୟ ସ୍ବଦେଶୀ ନିର୍ମିତ ହାଇ ସ୍ପିଡ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଗାନ୍ଧିନଗର ଷ୍ଟେଶନରୁ ସବୁଜ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ ଗାନ୍ଧିନଗରରୁ ମୁମ୍ବାଇ ସେଣ୍ଟ୍ରାଲ ପର୍ଯ୍ୟନ୍ତ…
ବଢିଲା ରେପୋ ରେଟ୍: ଋଣ ନେବା ହେବ ମହଙ୍ଗା
ନୂଆଦିଲ୍ଲୀ,୩୦।୯: କ୍ରମାଗତ ଚତୁର୍ଥ ଥର ପାଇଁ ରେପୋ ରେଟ୍ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି ରିର୍ଜଭ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(ଆରବିଆଇ)। ରେପୋ ରେପୋ ରେଟ୍ ୫୦ ଆଧାର ପଏଣ୍ଟକୁ ବୃଦ୍ଧି ପାଇ ୫.୪୦ ପ୍ରତିଶତରୁ ୫.୯୦ ପ୍ରତିଶତକୁ ବୃଦ୍ଧି ପାଇଛି। ଆରବିଆଇ…
କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ: ଆକ୍ଟିଭ ହେଲା ଜି-୨୩ ଗ୍ରୁପ, ମନିଷ ତିୱାରୀ କରିପାରନ୍ତି ପ୍ରାର୍ଥିପତ୍ର ଦାଖଲ
ନୂଆଦିଲ୍ଲୀ,୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପୂର୍ବରୁ ଦଳ ମଧ୍ୟରେ ବହୁତ କିଛି ଘଟଣା ଘଟିବାରେ ଲାଗିଛି । ଗୋଟିଏ ପଟେ ରାଜସ୍ଥାନରେ ସଙ୍କଟ ଦେଖାଦେଇଥିବା ବେଳେ ଅନ୍ୟପଟେ କିଏ ହେବେ କଂଗ୍ରେସ ଅଧ୍ୟକ୍ଷ ତାହା ସ୍ପଷ୍ଟ ହୋଇପାରୁ ନାହିଁ…
ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତର ଦ୍ୱିତୀୟ ଦିନ, ବନ୍ଦେ ଭାରତ ଏକ୍ସପ୍ରେସର କରିବେ ଶୁଭାରମ୍ଭ
ନୂଆଦିଲ୍ଲୀ,୩୦ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଅଛନ୍ତି । ଶୁକ୍ରବାର ଏହାର ଦ୍ୱିତୀୟ ଦିନ । ଗୁରୁବାର ଖୁବ୍ ବ୍ୟସ୍ତ କାର୍ଯ୍ୟକ୍ରମ ସହ ଶେଷ ହୋଇଛି ତାଙ୍କ ପ୍ରଥମ ଦିନର ଗସ୍ତ । ଶୁକବ୍ରାର ବି…
ସ୍ବଳ୍ପ ସଞ୍ଚୟ ଜମା ସୁଧହାର ବଢ଼ିଲା
ନୂଆଦିଲ୍ଲୀ,୩୦।୯: କେନ୍ଦ୍ର ସରକାର ଗୁରୁବାର କିଷାନ ବିକାଶ ପତ୍ର, ବରିଷ୍ଠ ନାଗରିକ ସଞ୍ଚୟ ଯୋଜନା ସମେତ ୫ଟି ସ୍ବଳ୍ପ ସଞ୍ଚୟ ଯୋଜନାର ସୁଧ ହାର ବୃଦ୍ଧି କରିଛନ୍ତି। ଏହି ସୁଧହାର ଅକ୍ଟୋବର ୧ରୁ ଆରମ୍ଭ ହେଉଥିବା ଚଳିତ ଆର୍ଥତ୍କ ବର୍ଷର ତୃତୀୟ…
ଆତଙ୍କବାଦ ନିରୋଧୀ ଲଢ଼େଇରେ ଭାରତର ଭୂମିକା ଗୁରୁତ୍ୱପୂର୍ଣ୍ଣ: ରାଷ୍ଟ୍ରପତି
ନୂଆଦିଲ୍ଲୀ,୩୦।୯(ପି.ଟି.): ବିଭିନ୍ନ କ୍ଷେତ୍ରରେ ଭାରତର ନେତୃତ୍ୱ ଏବେ ଚ୍ୟାଲେଞ୍ଜବିହୀନ ହୋଇଛି ଏବଂ ଆତଙ୍କବାଦ ବିରୋଧୀ ଲଢ଼େଇରେ ଏକ ଆଗୁଆ ରାଷ୍ଟ୍ର ଭାବେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଛି ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର କହିଛନ୍ତି। ରାଷ୍ଟ୍ରପତି ଭବନରେ ୨୦୨୧ ବ୍ୟାଚ୍ର…
ବିଚାରପତିଙ୍କ ପ୍ରଦର୍ଶନ ଭିତ୍ତିରେ ସୁପ୍ରିମକୋର୍ଟକୁ ପଦୋନ୍ନତି
ନୂଆଦିଲ୍ଲୀ,୩୦ା୯:ହାଇକୋର୍ଟ ବିଚାରପତିମାନଙ୍କ ପ୍ରଦର୍ଶନ ଆଧାରରେ ସେମାନଙ୍କୁ ସୁପ୍ରିମକୋର୍ଟକୁ ପଦୋନ୍ନତି ଦିଆଯିବ। ବିଚାରପତିମାନେ କେତେ ସଂଖ୍ୟକ ମାମଲାର ଫଇସଲା କିଭଳି ଭାବେ କରିଛନ୍ତି ତାହା ଦେଖାଯିବ। ସିଜେଆଇ ୟୁ.ୟୁ. ଲଳିତଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କଲେଜିୟମ୍ରେ ପ୍ରଥମ ଥର ପାଇଁ ଏଭଳି ନିଷ୍ପତ୍ତି…
କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ: ମଲ୍ଲିକାର୍ଜୁନ ଖଡଗେ କରିପାରନ୍ତି ପ୍ରାର୍ଥିପତ୍ର ଦାଖଲ
ନୂଆଦିଲ୍ଲୀ,୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ରେସରେ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡଗେ ବି ସାମିଲ ହୋଇପାରନ୍ତି ବୋଲି ଜଣାପଡିଛି । ଏହା ଜଣାପଡିବା ପରେ ଏବେ କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ଆହୁରି ରୋମାଞ୍ଚକର ପରିସ୍ଥିତିରେ ପହଞ୍ଚିଛି । ଦଳର…
ବ୍ୟାପମ୍ ଦୁର୍ନୀତିରେ ୫ ଅଭିଯୁକ୍ତଙ୍କୁ ୭ ବର୍ଷ କାରାଦଣ୍ଡ
ଭୋପାଳ,୨୯।୯: ବ୍ୟାପମ୍ ଦୁର୍ନୀତି ମାମଲାରେ ଭୋପାଳର ଏକ ସ୍ବତନ୍ତ୍ର ସିିବିଆଇ କୋର୍ଟ ଗୁରୁବାର ୫ ଜଣଙ୍କୁ ଦୋଷୀସାବ୍ୟସ୍ତ କରିବା ସହ ୭ ବର୍ଷ ଲେଖାଏ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହିତ କୋର୍ଟ ୧୦ ହଜାର ଟଙ୍କା ଲେଖାଏ ଜରିମାନା ନିର୍ଦ୍ଦେଶ ଦେଇଛନ୍ତି।…
ସୋନିଆଙ୍କୁ ଭେଟିଲେ ପାଇଲଟ: କହିଲେ, ସମସ୍ତଙ୍କୁ ମିଳିମିଶି କରିବାକୁ ପଡ଼ିବ କାମ
ନୂଆଦିଲ୍ଲୀ, ୨୯।୯: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍ପେନ୍ସ ଜାରି ରହିଛି। ଇତିମଧ୍ୟରେ ଗୁରୁବାର ସନ୍ଧ୍ୟାରେ ରାଜସ୍ଥାନର ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ଦିଲ୍ଲୀ ସ୍ଥିତ ୧୦ ଜନପଥରେ ଦୀର୍ଘ ୧ଘଣ୍ଟା ଧରି…
Archives


