ଜାତୀୟ

ମୁଖ୍ୟ ଶାସନ ସଚିବ ଫୋନ ନ ଉଠାଇବାରୁ ରାଗିଲେ ମୁଖ୍ୟମନ୍ତ୍ରୀ

ପାଟନା,୬।୧୨: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଉଗ୍ର ରୂପ ଦେଖିବାକୁ ମିଳିଛି। ମୁଖ୍ୟ ଶାସନ ସଚିବ ଅମିର ସୁଭାନୀ ଫୋନ କଲ ନ ଉଠାଇବାରୁ ନୀତୀଶ ତାଙ୍କ ଉପରେ ବର୍ଷିଛନ୍ତି। ମୁଖ୍ୟମନ୍ତ୍ରୀ ସୋମବାର ଜନତା ଦରବାରରେ ଲୋକଙ୍କ ସମସ୍ୟା ଶୁଣୁଥିଲେ। ଏହି…

ଜି୨୦ ଲୋଗୋରେ ରହୁ ଭିନ୍ନ ପ୍ରତୀକ

ନୂଆଦିଲ୍ଲୀ,୬।୧୨: ୨୦୨୩ ବର୍ଷ ଲାଗି ଭାରତ ଜି୨୦ ରାଷ୍ଟ୍ରଗୋଷ୍ଠୀର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଛି। ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ରଣନୀତି ପ୍ରସ୍ତୁତି ନିମନ୍ତେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ରାଷ୍ଟ୍ରପତି ଭବନରେ…

ବାବ୍ରୀ ମସଜିଦ ଧ୍ୱଂସର ବର୍ଷ ପୂର୍ତ୍ତିକୁ ନେଇ ଅଯୋଧ୍ୟାରେ ହାଇ ଆଲର୍ଟ, ମଥୁରାରେ କଡା ସୁରକ୍ଷା ସହ ନଜର ରଖିବ ଡ୍ରୋନ୍‌

ଲକ୍ଷ୍ନୌ,୬ ।୧୨: ଠିକ୍ ଆଜିର ଦିିନରେ ୧୯୯୨ରେ ବାବ୍ରୀ ମସଜିଦ ଧ୍ୱଂସ କରି ଦିଆଯାଇଥିଲା । ଉତ୍ତର ପ୍ରଦେଶର ଅଯୋଧ୍ୟାରେ ୬ ଡିସେମ୍ବର ଅର୍ଥାତ୍ ବାବ୍ରୀ ମସଜିଦ ଧ୍ୱଂସର ବର୍ଷ ପୂର୍ତ୍ତିକୁ ଦେଖି ହାଇ ଆଲର୍ଟ ଘୋଷଣା କରାଯାଇଛି । କେବଳ…

ଭାରତ-ଜର୍ମାନୀ ଗତିଶୀଳତା ଚୁକ୍ତି ସ୍ବାକ୍ଷର

ନୂଆଦିଲ୍ଲୀ,୫।୧୨: ଭାରତ ଏବଂ ଜର୍ମାନୀ ମଧ୍ୟରେ ସୋମବାର ଗତିଶୀଳତା ସହଯୋଗିତା ଚୁକ୍ତି ସ୍ବାକ୍ଷର ହୋଇଛି। ଏଥିସହିତ ୟୁକ୍ରେନ୍‌ ଯୁଦ୍ଧ, ଆଫଗାନିସ୍ତାନ ସ୍ଥିତି ଏବଂ ପାକିସ୍ତାନରୁ ସୀମାପାର ଆତଙ୍କବାଦ ଆଦି ପ୍ରମୁଖ ବିଶ୍ୱସ୍ତରୀୟ ଚ୍ୟାଲେଞ୍ଜ ଉପରେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର…

ଠାକୁର ଅନୁକୂଳଚନ୍ଦ୍ରଙ୍କୁ ପରମାତ୍ମା ଘୋଷଣା ଆବେଦନ ଖାରଜ

ନୂଆଦିଲ୍ଲୀ,୬।୧୨: ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ଠାକୁର ଅନୁକୂଳଚନ୍ଦ୍ରଙ୍କୁ ‘ପରମାତ୍ମା’ ଘୋଷଣା କରିବା ଲାଗି ଦାଏର ଜନସ୍ବାର୍ଥ ମାମଲାକୁ ସୁପ୍ରିମକୋର୍ଟ ସୋମବାର ଖାରଜ କରିଦେଇଛନ୍ତି। ଏଥିସହିତ ଆବେଦନକାରୀଙ୍କ ଉପରେ ସର୍ବୋଚ୍ଚ ଅଦାଲତ ୧ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି। ଭାରତ ଏକ ଧର୍ମନିରପେକ୍ଷ…

ବଳପୂର୍ବକ ଧର୍ମାନ୍ତରୀକରଣ ସମ୍ବିଧାନ ବିରୋଧୀ

ନୂଆଦିଲ୍ଲୀ,୬।୧୨: ବଳପୂର୍ବକ ଧର୍ମାନ୍ତରୀକରଣ ଏକ ଗମ୍ଭୀର ପ୍ରସଙ୍ଗ ଏବଂ ଏହା ସମ୍ବିଧାନ ବିରୋଧୀ ବୋଲି ସୋମବାର ସୁପ୍ରିମକୋର୍ଟ କହିଛନ୍ତି। ଭୟ ଦେଖାଇ, ଧମକ ଦେଇ, କିମ୍ବା ଉପହାର ଏବଂ ଆର୍ଥତ୍କ ଫାଇଦାର ପ୍ରଲୋଭନ ଦେଖାଇ କରାଯାଉଥିବା ପ୍ରତାରଣାପୂର୍ଣ୍ଣ ଧର୍ମ ପରିବର୍ତ୍ତନ ରୋକିବା…

ଜି୨୦ ସର୍ବଦଳୀୟ ବୈଠକରେ ନବୀନ

ନୂଆଦିଲ୍ଲୀ,୬।୧୨:ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରଣନୀତି ପ୍ରସ୍ତୁତି ସର୍ବଦଳୀୟ ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ଭାରତ ୨୦ ରାଷ୍ଟ୍ରସମୂହକୁ ନେଇ ଗଠିତ ଜି୨୦ର ଅଧ୍ୟକ୍ଷତା ଗ୍ରହଣ…

ଗୁଜରାଟରେ ଭାଜପା, ହିମାଚଳରେ କଂଗ୍ରେସ

ନୂଆଦିଲ୍ଲୀ,୬ା୧୨:ସଦ୍ୟ ଅନୁଷ୍ଠିତ ଗୁଜରାଟ ନିର୍ବାଚନରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ପୁଣି ଥରେ ବିଜୟୀ ହୋଇପାରେ। ଏଠାରେ ଭାଜପା ୧୩୧ ଆସନ ଦଖଲ କରି ଲଗାତର ସପ୍ତମ ଥର ପାଇଁ ସରକାର ଗଢ଼ିବା ନେଇ ଅଧିକାଂଶ ସର୍ବେକ୍ଷଣ ସଂସ୍ଥା ଭବିଷ୍ୟବାଣୀ…

ଅଖିଳେଶ ପ୍ରସାଦ ବିହାରର ନୂଆ ଅଧ୍ୟକ୍ଷ

ପାଟନା,୫।୧୨: ବିହାରରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ମଦନ ମୋହନ ଝା ଇସ୍ତଫା ଦେଇଛନ୍ତି। ଏହାପରେ କଂଗ୍ରେସ ଏମ୍‌ପି ଅଖିଳେଶ ପ୍ରସାଦ ସିଂହଙ୍କୁ ଏକ ବଡ଼ ଦାୟିତ୍ୱ ପ୍ରଦାନ କରିଛି। ଅଖିଳେଶଙ୍କୁ ବିହାର କଂଗ୍ରେସର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ବfର୍ତ୍ତaମାନ ଅଖିଳେଶ…

ମଙ୍ଗଳବାର ବସିବ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୫।୧୨: ପାର୍ଲାମେଣ୍ଟର ଶୀତ ଅଧିବେଶନ ଆସନ୍ତା ୭ରୁ ଆରମ୍ଭ ହେବାକୁ ଥିବା ବେଳେ କେନ୍ଦ୍ର ସରକାର ମଙ୍ଗଳବାର ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ଅଧିବେଶନ କାର୍ଯ୍ୟସୂଚୀ ଏବଂ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ଏତଦ୍‌ବ୍ୟତୀତ ଲୋକ ସଭା ବାଚସ୍ପତି…

ଜି୨୦ ସମିଟ୍‌ ରଣନୀତି: ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ,୫।୧୨: ୨୦୨୩ ବର୍ଷ ଲାଗି ଭାରତ ଜି୨୦ ରାଷ୍ଟ୍ରଗୋଷ୍ଠୀର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିଛି। ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ରଣନୀତି ପ୍ରସ୍ତୁତି ନିମନ୍ତେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ରାଷ୍ଟ୍ରପତି…

ଆସାମ ରାଇଫଲ୍ସକୁ ବଡ଼ ସଫଳତା: ୪ମ୍ୟାନମାର ନାଗରିକ ଗିରଫ

ଆଇଜଲ,୫।୧୨: ମିଜୋରାମରେ ଆସାମ ରାଇଫଲ୍ସକୁ ଏକ ବଡ଼ ସଫଳତା ମିଳିଛି। ସୋମବାର ୪ମ୍ୟାନମାର ନାଗରିକଙ୍କୁ ଗିରଫ କରିବା ସହ ବହୁ ମାତ୍ରାରେ ଅସ୍ତ୍ରଶସ୍ତ୍ର ଓ ଗୋଳାବାରୁଦ ଜବତ ହୋଇଛି। ଏଥିସହ ଲୁଙ୍ଗଲେଇ ବାଟାଲିଅନ୍‌ ବହୁମାତ୍ରାରେ ଡବ୍ଲ୍ୟୁୟୁଏଲ୍‌ଏସ୍‌ ଜବତ କରିଛି। ଏହି ଅପରେଶନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?