ଜାତୀୟ

‘ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଉଛି ଭାରତ’: ପାକିସ୍ତାନ ସହିତ ଯୁଦ୍ଧବିରତି ଘୋଷଣା ପରେ ସୋସିଆଲ ମିଡିଆରେ ଟ୍ରେଣ୍ଡ କଲେ ‘Iron Lady’

ନୂଆଦିଲ୍ଲୀ, ୧୧।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଆମେରିକୀୟ ମଧ୍ୟସ୍ଥତାରେ ଯୁଦ୍ଧବିରତି ଘୋଷଣା ହେବା ପରେ ଲୋକେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ମାନେ ପକାଇ ସୋସିଆଲ ମିଡିଆରେ ‘ଆଇରନ ଲେଡି’ ଟ୍ରେଣ୍ଡ କରିଛନ୍ତି। କଂଗ୍ରେସ ନେତା ଏବଂ ସାଧାରଣ...

ଭାରତ-ପାକିସ୍ଥାନ ଅସ୍ତ୍ରବିରତି ପରେ, ଟ୍ରମ୍ପ ଦେଲେ ବଡ଼ ଅଫର୍‌, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ, ୧୧।୫: ଚାରି ଦିନର ତୀବ୍ର ଡ୍ରୋନ ଓ କ୍ଷେପଣାସ୍ତ୍ର ଆକ୍ରମଣ ପରେ ଭାରତ ଓ ପାକିସ୍ତାନ ଶନିବାର ସଂଧ୍ୟାରେ ଏକ ସମ୍ପୂର୍ଣ୍ଣ ଓ ତୁରନ୍ତ ଯୁଦ୍ଧବିରତି ପାଇଁ ରାଜି ହୋଇଛନ୍ତି। ଏହି ଘୋଷଣା ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ...

ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତିକୁ ନେଇ ୟୁନୁସ ସରକାରଙ୍କ ବଡ଼ ବୟାନ, କହିଲେ ମୋଦି…

ଢାକା,୧୧।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଅସ୍ତ୍ରବିରତି ଚୁକ୍ତିନାମା ଘୋଷଣା ହୋଇଛି। ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ସଚିବ ବିକ୍ରମ ମିଶ୍ରୀ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ଘୋଷଣା କରିଛନ୍ତି। ତେବେ ଏହାରି ଭିତରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ...

ନବଜାତକଙ୍କ ନାମ ‘ସିନ୍ଦୂର’ ରଖୁଛନ୍ତି ରାଜସ୍ଥାନୀ ମା’

ଜୟପୁର, ୧୧।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ଉତ୍ତେଜନାପୂର୍ଣ୍ଣ ସ୍ଥିତିରେ ଲୋକମାନେ ନିଜ ନିଜ ଦେଶପ୍ରେମକୁ ବିଭିନ୍ନ ଉପାୟରେ ପ୍ରକାଶ କରିଛନ୍ତି। ଆତଙ୍କବାଦ ବିରୋଧରେ ଭାରତ ସରକାରଙ୍କ ‘ଅପରେଶନ ସିନ୍ଦୂର’ରେ ଅନୁପ୍ରାଣିତ ହୋଇ ରାଜସ୍ଥାନର ଅନେକ ମା’...

ବିଶ୍ୱରେ କେତେବଡ଼ ଯୁଦ୍ଧାସ୍ତ୍ର ବେପାର? ଜାଣିଲେ ତାଜୁବ ହେବେ

ସାମ୍ପ୍ରତିକ ସ୍ଥିତିରେ ବିଭିନ୍ନ ଦେଶ ବିଶେଷକରି ପଡ଼ୋଶୀ ରାଷ୍ଟ୍ରଗୁଡ଼ିକ ମଧ୍ୟରେ ସୀମା ସଂଘର୍ଷ ଘଟି ଭୂରାଜନୈତିକ ତଥା ସାମରିକ ଉତ୍ତେଜନା ବଢ଼ିବାରେ ଲାଗିଛି। ୨୦୨୨ ଫେବୃଆରୀରୁ ରୁଷିଆ ଓ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଲାଗିରହିଥିବାବେଳେ ୨୦୨୩ ଅକ୍ଟୋବରରୁ ଇସ୍ରାଏଲ-ଗାଜା ସଂଘର୍ଷ...

ପାକିସ୍ତାନର ଡ୍ରୋନ ଆକ୍ରମଣ: ଉଧମପୁର ଏୟାର ବେସର ଜଣେ ଯବାନ ଶହୀଦ

ଉଧମପୁର, ୧୧/୫: ଜମ୍ମୁ ଓ କଶ୍ମୀରର ଉଧମପୁର ଜିଲ୍ଲାରେ ଥିବା ଏକ ବାୟୁସେନା ଘାଟିରେ କାର୍ଯ୍ୟରତ ଜଣେ ଯବାନ ଶହୀଦ ହୋଇଛନ୍ତି। ଶନିବାର ରାତିରେ ପାକିସ୍ତାନ ପକ୍ଷରୁ ହୋଇଥିବା ଡ୍ରୋନ ଆକ୍ରମଣରେ ଯବାନଙ୍କ ମୃତ୍ୟୁ ହୋଇଛି ବୋଲି ପ୍ରତିରକ୍ଷା ବିଭାଗର...

ରାତି ଅଧରେ ଭାରତୀୟ ସେନାର ବଡ଼ ଘୋଷଣା, ଅପରେଶନ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୦।୫: ଅପରେଶନ ସିନ୍ଦୂର ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଉତ୍ତେଜନା କମ କରିବା ପାଇଁ ଶନିବାର ଅସ୍ତ୍ରବିରତି ଘୋଷଣା କରାଯାଇଥିଲା, କିନ୍ତୁ ୩ ଘଣ୍ଟା ମଧ୍ୟରେ ପାକିସ୍ତାନ ଯୁଦ୍ଧବିରତି ଉଲଘଂନ କରି ଅନେକ ସ୍ଥାନରେ ପ୍ରବଳ ଗୁଳିବର୍ଷା କରିଛି।...

ମୋଦିଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଡକାଯାଉ: କଂଗ୍ରେର ବଡ଼ ଦାବି

ନୂଆଦିଲ୍ଲୀ, ୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ବୈଠକ ଡାକିବାକୁ ଶନିବାର କଂଗ୍ରେସ ପ୍ରସ୍ତାବ ଦେଇଛି। ୧୯୭୧ ଯୁଦ୍ଧ ବେଳେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ନେତୃତ୍ୱକୁ ମନେ ପକାଇ ସରକାର ସବୁ ଦଳଙ୍କୁ ବିଶ୍ୱାସକୁ ନେବା...

ବଡ଼ ସୂଚନା ଦେଲେ ସରକାର, ଘୋର୍‌ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକ୍‌ ସେନା

ନୂଆଦିଲ୍ଲୀ,୧୦।୫: ପାକିସ୍ତାନ ସେନା ଘୋର୍‌ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି। ଏନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ବୈଦେଶିକ ସଚିବ ବିକ୍ରମ ମିଶ୍ରି। ସେ କହିଛନ୍ତି, ଏନେଇ ସେନାକୁ କଡ଼ା ପଦକ୍ଷେପ ନେବାକୁ କୁହାଯାଇଛି। ଅସ୍ତ୍ରବିରତି ଉଲ୍ଲଙ୍ଘନ ପାଇଁ ପାକିସ୍ତାନ ଦାୟୀ।...

କଚ୍ଛ ଆକାଶରେ ଉଡ଼ିଲା ପାକିସ୍ତାନୀ ଡ୍ରୋନ: ବ୍ଲାକ ଆଉଟ୍‌ ହେଲା ସହର

କଚ୍ଛ,୧୦।୫: ଭାରତ-ପାକିସ୍ତାନ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ ପାକିସ୍ତାନ ପୁଣି ଥରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି। LoCରେ ପାକିସ୍ତାନ ଗୁଳିଗୋଳା, ଡ୍ରୋନ ଆକ୍ରମଣ କରିଥିବା ବେଳେ ଗୁଜରାଟର କଚ୍ଛ ଆକାଶରେ ମଧ୍ୟ ଉଡ଼ିଛି ପାକିସ୍ତାନୀ ଡ୍ରୋନ। ଏନେଇ ଗୁଜରାଟ...

ବର୍ଡରରେ ବଡ଼ ଆଟାକ୍‌ କଲା ପାକିସ୍ତାନ! ଭାରତରେ ବଡ଼ ବିସ୍ଫୋରଣ

ଜମ୍ମୁ,୧୦।୫: ମାତ୍ର ୪ ଘଣ୍ଟା ନପୁରୁଣୁ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ସୀମାରେ ଗୁଳିବର୍ଷା କରୁଛି ପାକିସ୍ତାନ । ପୁଣି ସୀମା ପଟୁ ଆରମ୍ଭ ହେଲା ଗୁଳି ବର୍ଷା ସହ ଡ୍ରୋନ ଆକ୍ରମଣ । ଜମ୍ମୁକଶ୍ମୀରର ବିଭିନ୍ନ...

ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ: ଓମାର ଅବଦୁଲ୍ଲା କହିଲେ…

କଶ୍ମୀର,୧୦।୫: ଭାରତ-ପାକିସ୍ତାନ ଯୁଦ୍ଧବିରତି ଘୋଷଣାର କିଛି ଘଣ୍ଟା ପରେ ପାକିସ୍ତାନ ପୁଣି ଥରେ ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି। LoCରେ ପାକିସ୍ତାନ ଗୁଳିଗୋଳା, ଡ୍ରୋନ ଆକ୍ରମଣ କରିଛି। ଯୁଦ୍ଧବିରତି ଘୋଷଣାର ମାତ୍ର ୩ ଘଣ୍ଟା ପରେ ପାକିସ୍ତାନ ଅସ୍ତ୍ରବିରତି ଭାଙ୍ଗିଛି। ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri