ଜାତୀୟ

ପାର୍ବଣରେ ୨.୫ ଲକ୍ଷ କୋଟି ଖର୍ଚ୍ଚ କରିବେ ଭାରତୀୟ

ନୂଆଦିଲ୍ଲୀ,୨୫।୯: ଗତ ୨ ବର୍ଷ ହେବ କୋଭିଡ୍‌ ମହାମାରୀ ପାଇଁ ପାର୍ବଣ ବଜାର ମାନ୍ଦା ପଡ଼ିଯାଇଥିଲା। ବିଶେଷକରି ୨୦୨୦ ଏବଂ ୨୦୨୧ରେ ପାର୍ବଣର ମଜା ଉଠାଇପାରି ନ ଥିଲେ। ଫଳରେ ଚଳିତ ବର୍ଷ ପାର୍ବଣରେ ଲୋକମାନେ କିଣାକିଣି ସାଙ୍ଗକୁ ପୂଜା ପାଳନର…

ତିରୁମାଲା ତିରୁପତି ଦେବସ୍ଥାନମ ମନ୍ଦିରର ସମ୍ପତ୍ତି ରିପୋର୍ଟ: ବ୍ୟାଙ୍କରେ ୧୪୦୦୦ କୋଟି-୧୪ ଟନ୍‌ ସୁନା-୭,୧୨୩ ଏକର ଜମି…

ତିରୁପତି, ୨୫।୯ : ବିଶ୍ୱର ସବୁଠାରୁ ଧନୀ ହିନ୍ଦୁ ପୂଜା ସ୍ଥଳ ତିରୁମାଲା ତିରୁପତି ଦେବସ୍ଥାନମ (ଟିଟିଡି) ଘୋଷଣା କରିଛି ଯେ ଏହାର ସମଗ୍ର ଦେଶରେ ୯୬୦ଟି ସମ୍ପତ୍ତି ରହିଛି। ଯାହାର ମୂଲ୍ୟ ୮୫,୭୦୫ କୋଟି ଟଙ୍କା। ଗଣମାଧ୍ୟମ ରିପୋର୍ଟ ଅନୁସାରେ…

ଭାରତରେ ୫,୦୦୦ କୋଟି ଟଙ୍କା ବିନିଯୋଗ କରିବ ନେସ୍‌ଲେ

ନୂଆଦିଲ୍ଲୀ,୨୫।୯: ଦେଶର ପ୍ରମୁଖ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ତଥା ବିଶ୍ୱର ଜଣାଶୁଣା ଖାଦ୍ୟ ତଥା ପାନୀୟ କମ୍ପାନୀ ନେସ୍‌ଲେ ଏସ୍‌ଏ ଆସନ୍ତା ସାଢେ ୩ ବର୍ଷ ମଧ୍ୟରେ ବା ୨୦୨୫ ସୁଦ୍ଧା ଭାରତରେ ୫୦୦୦ କୋଟି ଟଙ୍କା ବିନିଯୋଗ କରିବାକୁ ଯୋଜନା…

ଥମୁଛି କରୋନା, ସକ୍ରିୟ ମାମଲା ୪୪ ହଜାର ତଳେ…

ନୂଆଦିଲ୍ଲୀ, ୨୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୪ ହଜାର ତଳେ ରହିଛି। କେରଳରେ ସତର୍କ…

ଦ୍ୱିତୀୟ କାର୍ଯ୍ୟକାଳର ୬ମାସ ପୂରଣ କଲେ ଯୋଗୀ ସରକାର, ଅଧା ଜନସଂଖ୍ୟାର ‘ଡ୍ରିମ ଡେଷ୍ଟିନେଶନ’ ହୋଇଛି ୟୁପି: ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୨୫ ।୯: ଉତ୍ତର ପ୍ରଦେଶରେ ଭାରତୀୟ ଜନତା ପାର୍ଟି(ଭାଜପା) ଅନୁଗାମୀ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳକୁ ରବିବାର ୬ ମାସ ପୂରଣ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟୁଇଟ କରି ରାଜ୍ୟବାସୀଙ୍କୁ ଶୁଭକାମନା ଦେଇଛନ୍ତି…

ଅଙ୍କିତାଙ୍କ ଅନ୍ତିମ ସଂସ୍କାର ଆଜି, ଫାଷ୍ଟ ଟ୍ରାକ କୋର୍ଟରେ ହେବ ଶୁଣାଣି, ଯାଞ୍ଚ ଆରମ୍ଭ କଲା ଏସଆଇଟି

ଡେରାଡୁନ,୨୫ ।୯: ଉତ୍ତରାଖଣ୍ଡ ସ୍ଥିତ ଋଷିକେଶର ବନତାରା ରିସର୍ଟର ମୃତକ ଯୁବତି ଅଙ୍କିତା ଭଣ୍ଡାରୀଙ୍କ ଅନ୍ତିମ ସଂସ୍କାର ରବିବାର ହେବ । ତାଙ୍କର ଅନ୍ତିମ ସଂସ୍କାର ଶ୍ରୀନଗରର ଶ୍ରୀଘାଟରେ ହେବ । ମୃତ ଯୁବତି ପୌଡି ଜିଲା ତଲ୍ଲୀ ଗାଁ ନିବାସୀ…

ଅଙ୍କିତା ଭଣ୍ଡାରୀ ହତ୍ୟାକାଣ୍ଡ ପରେ ଆକ୍ସନରେ ଉତ୍ତରାଖଣ୍ଡ ସରକାର, ୫ ରିସର୍ଟ ସିଲ୍‌

ଡେରାଡୁନ,୨୫ ।୯: ଉତ୍ତରାଖଣ୍ଡରେ ୧୯ ବର୍ଷୀୟା ଅଙ୍କିତା ଭଣ୍ଡାରୀ ହତ୍ୟାକାଣ୍ଡକୁ ନେଇ ଏବେ ସରକାର ଆକ୍ସନ ମୁଡକୁ ଆସିଯାଇଛନ୍ତି । ଲୋକଙ୍କ ଆକ୍ରୋଶ ମଧ୍ୟରେ ରାଜ୍ୟ ସରକାର ଶନିବାର ନୈନିତାଲ ଜିଲାର ୫ ରିସର୍ଟକୁ ସିଲ କରି ଦେଇଛନ୍ତି । ଅଙ୍କିତା…

‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦେଲେ ହେବ କଡା କାର୍ଯ୍ୟାନୁଷ୍ଠାନ

ମୁମ୍ବାଇ,୨୫ ।୯: ରାଷ୍ଟ୍ରୀୀୟ ଯାଞ୍ଚ ଏଜେନ୍ସି(ଏନଆଇଏ) ନେତୃତ୍ୱରେ ଗୁରୁବାର ୧୫ ରାଜ୍ୟରେ ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ(ପିଏଫଆଇ)ର କାର୍ଯ୍ୟାଳୟ ଉପରେ ଚଢାଉ କରାଯାଇଥିଲା । ଏହି ଚଢାଉ ସମୟରେ ପ୍ରାୟ ୧୦୬ ଜଣଙ୍କୁ ଅଟକ ରଖାଯାଇଥିଲା । ପିଏଫଆଇ କର୍ମୀ ଏହାର…

୨ ଶ୍ରମିକଙ୍କୁ ଗୁଳି କଲେ ଆତଙ୍କବାଦୀ, ସର୍ଚ୍ଚ ଅପରେଶନ ଜାରି…

ଶ୍ରୀନଗର, ୨୪।୯ : ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ୨ ଜଣ ବିହାରର ଶ୍ରମିକଙ୍କ ଆତଙ୍କବାଦୀମାନେ ଗୁଳି କରିଛନ୍ତି। ଏହି ଘଟଣା ଶନିବାର ପୁଲଓ୍ବାମାର ଖରପୋରାର ରତ୍ନପୋରାରେ ଘଟିଛି। ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍ପିଟାଲ…

ଜୋତା କାରଖାନାରେ ଅଗ୍ନିକାଣ୍ଡ

ଭୋପାଳ,୨୪ା୯: ଶନିବାର ମଧ୍ୟପ୍ରଦେଶର ଗ୍ବାଲିଅରର ଏକ ଜୋତା କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଫଳରେ ୩୦ ଜଣ କର୍ମଚାରୀଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ବୋଲି ଜଣେ ଅଧିକାରୀ କହିଛନ୍ତି। ଆଜି ଅପରାହ୍ନରେ ତାନସେନ ନଗରରେ ପ୍ଲାଷ୍ଟିକ ଜୋତା ଉତ୍ପାଦନ କରୁଥିବା ଏକ…

ମଥୁରାରୁ ନିର୍ବାଚନ ଲଢ଼ିବେ କଙ୍ଗନା? ଏମ୍‌ପି ହେମା କହିଲେ-ରାକ୍ଷୀ ସାଓ୍ବନ୍ତ ବି ଜିତିଯିବ…

ନୂଆଦିଲ୍ଲୀ,୨୪।୯: ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ କଟାକ୍ଷ କରିଛନ୍ତି ଭେଟେରାନ ଅଭିନେତ୍ରୀ ହେମା ମାଳିନୀ। ମଥୁରା ଲୋକ ସଭା ଆସନରୁ କଙ୍ଗନା ଲଢ଼ିବା ପ୍ରସଙ୍ଗରେ ପଚରାଯିବାରେ ସେ କହିଛନ୍ତି ଯେ, ବହୁତ ଭଲ କଥା। ମୋ ବିଚାର କିନ୍ତୁ ଭଗବାନଙ୍କ ଉପରେ…

ବିଧାନସଭାରେ ତାସ ଖେଳୁଛନ୍ତି-ତମାଖୁ ଖାଉଛନ୍ତି ବିଧାୟକ, ଭିଡ଼ିଓ ଭାଇରାଲ…

ଲକ୍ଷ୍ନୌ, ୨୪।୯ : ଜୟନ୍ତ ଚୌଧୁରୀଙ୍କ ନେତୃତ୍ୱାଧୀନ ରାଷ୍ଟ୍ରିୟ ଲୋକ ଦଳ ପକ୍ଷରୁ ଉତ୍ତରପ୍ରଦେଶ ବିଧାନସଭାରେ ରେକର୍ଡ ହୋଇଥିବା ଏକ କ୍ଷୁଦ୍ର ଭିଡିଓ କ୍ଲିପ ପୋଷ୍ଟ କରାଯାଇଛି। ଏହା ମାଧ୍ୟମରେ ରାଷ୍ଟ୍ରିୟ ଲୋକ ଦଳ ଭାଜପାକୁ କଟାକ୍ଷ କରିଛି। ବିଧାନସଭାର ଅଧିବେଶନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri