ଜାତୀୟ

ବର୍ଷକରେ ନିର୍ମାଣ ହେବ ୧୪ ଶହ ମନ୍ଦିର

ଅମରାବତୀ,୩।୧୨: ଆନ୍ଧ୍ରପ୍ରଦେଶରେ ୧,୪୦୦ ନୂଆ ମନ୍ଦିର ନିର୍ମାଣ ହେବ। ଗ୍ରାମାଞ୍ଚଳରେ ମୁଖ୍ୟତଃ ଏହି ମନ୍ଦିର ନିର୍ମାଣ କରିବା ନେଇ ପ୍ରସ୍ତାବ ରହିଛି। ଏନେଇ ତିରୁମାଲା ତିରୁପତି ଦେବସ୍ଥାନମ୍‌(ଟିଟିଡି) ଆର୍ଥତ୍କ ସହାୟତା ଯୋଗାଇଦେବ। ରାଜ୍ୟ ସରକାର ଧର୍ମୀୟ ସ୍ବେଚ୍ଛାସେବୀ ଅନୁଷ୍ଠାନ, ଆର୍‌ଏସ୍‌ଏସ୍‌ର ସ୍ବୀକୃତିପ୍ରାପ୍ତ…

ସକ୍ରିୟ ମାମଲା ୫ ହଜାର ତଳେ…

ନୂଆଦିଲ୍ଲୀ, ୩।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଦୈନିକ ସଂକ୍ରମଣ…

‘ନ୍ୟୁୟର୍କ ଫିଲ୍ମ କ୍ରିଟିକ୍ସ ସର୍କଲ ଆଓ୍ବାର୍ଡ’: ରାଜାମୌଲି ଶ୍ରେଷ୍ଠ ନିର୍ଦ୍ଦେଶକ

ନୂଆଦିଲ୍ଲୀ,୩।୧୨: ସୁପରହିଟ ଫିଲ୍ମ ଆରଆରଆର ପାଇଁ ନିର୍ଦ୍ଦେଶକ ଏସ୍‌ଏସ୍‌ ରାଜାମୌଲିଙ୍କୁ ପୁରସ୍କାର ମିଳିଛି। ଆମେରିକାରେ ନ୍ୟୁୟର୍କ ଫିଲ୍ମ କ୍ରିଟିକ୍ସ ସର୍କଲ ଆଓ୍ବାର୍ଡ(ଏନ୍‌ଓ୍ବାଇଏଫ୍‌ସିସି)ରେ ରାଜାମୌଳିଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶକ ସମ୍ମାନରେ ସମ୍ମାନିତ କରାଯାଇଛି। ନ୍ୟୁୟର୍କ ଫିଲ୍ମ କ୍ରିଟିକ୍ସ ସର୍କଲ ହେଉଛି ଆମେରିକାର ଫିଲ୍ମ କ୍ରିଟିକ୍ସର…

ମଲାଡରେ ଭୟଙ୍କର ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ଝରକାରୁ ଡେଇଁଲେ ଯୁବତୀ

ମୁମ୍ବାଇ,୩।୧୨: ମୁମ୍ବାଇର ମଲାଡ ଅଞ୍ଚଳରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ମଲାଡ ସ୍ଥିତ ଜନକଲ୍ୟାଣ ନଗରରେ ଥିବା ଏକ ୨୧ମହଲା ବିଶିଷ୍ଟ କୋଠାରେ ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡ ତୃତୀୟ ମହଲାରେ ଘଟିଥିବା ବେଳେ ଏହାକୁ ଆୟତ୍ତ…

ଟିଏମ୍‌ସି ନେତାଙ୍କ ଘରେ ବିସ୍ଫୋରଣ: ୩ ମୃତ

କୋଲାକାତା,୩।୧୨: ପଶ୍ଚିମବଙ୍ଗର ପୂର୍ବ ମେଦିନୀପୁରରେ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ଦୁର୍ଘଟଣାରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇ ଜଣ ଟିଏମ୍‌ସିି କର୍ମୀ ଥିବା କୁହାଯାଉଛି। ପୂର୍ବ ମେଦିନୀପୁରର ଅର୍ଜୁନନଗର…

ଶୀତ ଅଧିବେଶନ ପାଇଁ ରଣକୌଶଳ

ନୂଆଦିଲ୍ଲୀ,୩ା୧୨: ଆସନ୍ତା ୭ ତାରିଖରୁ ପାର୍ଲାମେଣ୍ଟର ଶୀତ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବା ଲାଗି ବିରୋଧୀ ଦଳ କଂଗ୍ରେସ ରଣକୌଶଳ ପ୍ରସ୍ତୁତି ନିମନ୍ତେ ଶନିବାର ଏହାର ବରିଷ୍ଠ ନେତାମାନଙ୍କ ବୈଠକ ଡାକିଛି। ମୁଖ୍ୟତଃ ବେରୋଜଗାରୀ, ଦରଦାମ୍‌…

ବିଜେଡି, ଭାଜପା ପଦ୍ମପୁରବାସୀଙ୍କୁ ଠକିଛନ୍ତି: ଶରତ

ପଦ୍ମପୁର,୩ା୧୨(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣକୁ ଆଉ ୩ ଦିନ ବାକି ଅଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ପଦ୍ମପୁର କର୍ମୀ ସମ୍ମିଳନୀ ଏବଂ ସାଧାରଣ ସଭାରେ ଯୋଗ ଦେଇଥିଲେ। ଆସନ୍ତା…

ହୁକ୍କା ବାର ଉପରେ ପ୍ରତିବନ୍ଧକ ଲଗାଇଲେ ପଶ୍ଚିମବଙ୍ଗ ସରକାର

କୋଲକାତା,୩।୧୨: ପଶ୍ଚିମବଙ୍ଗ ସରକାର ଶୁକ୍ରବାର ରାଜଧାନୀ କୋଲକାତାରେ ହୁକ୍କା ବାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ସରକାର କହିଛନ୍ତି ଯେ, ହୁକ୍କା ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି। ଏହି ନିଷେଧାଦେଶ ଘୋଷଣା କରି କୋଲକାତା ମେୟର ତଥା ଟିଏମ୍‌ସି ନେତା ଫିରହାଦ ହାକିମ…

ଶାହି ଇଦଗାହରେ ହନୁମାନ ଚାଳିଶା ପାଠ ପାଇଁ ଅନୁମତି ମାଗିଲା ହିନ୍ଦୁ ମହାସଭା, ମଥୁରାରେ ୧୪୪ ଧାରା ଜାରି

ମଥୁରା, ୩ ।୧୨: ଉତ୍ତର ପ୍ରଦେଶ ମଥୁରାରେ ହଠାତ୍ ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ହେବାକୁ ଯାଉଛି । ସୂଚନାଯୋଗ୍ୟ, ଅଖିଳ ଭାରତୀୟ ହିନ୍ଦୁ ମହାସଭା ମଥୁରା ଜନପଦରେ ଶ୍ରୀକୃଷ୍ଣ ଜନ୍ମଭୂମୀ-ଇଦଗାହ ପରିସରରେ ଲଡୁ ଗୋପାଳଙ୍କର ୬ ଡିସେମ୍ବରରେ ଜଳାଭିଷେକ କରିବା ଓ…

ବିଚାରପତି ନିଯୁକ୍ତି ବ୍ୟବସ୍ଥା ସବୁଠୁ ସ୍ବଚ୍ଛ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୧୨: ବିଚାରପତି ନିଯୁକ୍ତି ବ୍ୟବସ୍ଥାକୁ ନେଇ ଦେଶବ୍ୟାପୀ ବିତର୍କ ଆରମ୍ଭ ହୋଇଥିବାବେଳେ ଏଥିରେ ପରିବର୍ତ୍ତନ ହେବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମ୍ପୃକ୍ତ ବିଚାରପତିମାନଙ୍କ କଲେଜିୟମ ସବୁଠୁ ସ୍ବଚ୍ଛ ବୋଲି ସର୍ବୋଚ୍ଚ ଅଦାଲତ ମତ…

ପଦ୍ମ ଭୂଷଣରେ ସମ୍ମାନୀତ ହେଲେ ଗୁଗଲ ସିଇଓ ସୁନ୍ଦର ପିଚାଇ, କହିଲେ ମୋର ଏକ ଅଂଶ ହେଉଛି ଭାରତ

ସାନ ଫ୍ରାନ୍ସିସକୋ,୩ ।୧୨: ଗୁଗଲ ଓ ଆଲଫାବେଟର ସିଇଓ ସୁନ୍ଦର ପିଚାଇ କହିଛନ୍ତି, ଭାରତ ମୋର ଏକ ଅଂଶ ଆଉ ମୁଁ ଏହାକୁ ମୋ ସହ ରଖିଥାଏ । ଭାରତୀୟ-ଆମେରିକୀୟ ବ୍ୟବସାୟ ଓ ଉଦ୍ଦ୍ୟୋଗ କ୍ଷେତ୍ରରେ ୨୦୨୨ ପାଇଁ ପଦ୍ମ ଭୂଷଣରେ…

୪ ଜଣଙ୍କ ଜାମିନ ସୁପ୍ରିମକୋର୍ଟରେ ଖାରଜ

ନୂଆଦିଲ୍ଲୀ,୩ା୧୨: ୧୯୯୪ ଇସ୍ରୋ ଗୁପ୍ତଚରଗିରି ଘଟଣାରେ ବୈଜ୍ଞାନିକ ନାମ୍ବି ନାରାୟଣଙ୍କୁ ସମ୍ପୃକ୍ତ କରାଯିବା ମାମଲାରେ ପୂର୍ବତନ ପୋଲିସ ଡିଜିଙ୍କ ସମେତ ୪ ଜଣଙ୍କୁ କେରଳ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଥିବାବେଳେ ସୁପ୍ରିମକୋର୍ଟ ଶୁକ୍ରବାର ଏହାକୁ ଖାରଜ କରିଦେଇଛନ୍ତି। ଜଷ୍ଟିସ୍‌ ଏମ୍‌.ଆର୍‌.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?