ଆନ୍ଦୋଳନକାରୀଙ୍କ ଲାଇସେନ୍ସ ବାତିଲ କର
ନୂଆଦିଲ୍ଲୀ, ୨୯ା୧୧: ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ କୋର୍ଟ କାର୍ଯ୍ୟ ବନ୍ଦ କରି ଆନ୍ଦୋଳନ ଚଳାଇଥିବା ଓକିଲମାନଙ୍କୁ ଝଟକା ଲାଗିଛି। ଏଭଳି ଆନ୍ଦୋଳନକୁ ନେଇ ସର୍ବୋଚ୍ଚ ଅଦାଲତ ସୋମବାର କ୍ଷୋଭ ପ୍ରକାଶ କରିବା ସହ…
୪୪ ଦିନ ପରେ ସରକାରୀ ଘର ଖାଲି କଲେ ମେହେବୁବା
ଶ୍ରୀନଗର,୨୯ ।୧୧: ସରକାରୀ ନୋଟିସର ୪୪ ଦିନ ପରେ ଶେଷରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ମୁଖ୍ୟ ମେହେବୁବା ମୁଫତି ଶ୍ରୀନଗରର ପଁଶ ଅଞ୍ଚଳରେ ଗୁପକାରରେ ଥିବା ତାଙ୍କର ସରକାରୀ ଘର ଫେୟାର ଭ୍ୟୁକୁ ସୋମବାର ଖାଲି କରିଛନ୍ତି । ଏହାପରେ…
ବଢ଼ିଲା ବହିର୍ବ୍ୟାପାର ସଚିବଙ୍କ କାର୍ଯ୍ୟକାଳ
ନୂଆଦିଲ୍ଲୀ,୨୮।୧୧: ଭାରତର ବହିର୍ବ୍ୟାପାର ସଚିବ ବିନୟ ମୋହନ କ୍ୱାତ୍ରାଙ୍କ କାର୍ଯ୍ୟକାଳ ବୃଦ୍ଧି ପାଇଲା। ଡିସେମ୍ବର ୩୧ରେ ତାଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଥିବା ବେଳେ ଏହାକୁ ଆଉ ୧୬ ମାସ ବଢ଼ାଇ ଦିଆଯାଇଛି। ସେ ୨୦୨୪ ଏପ୍ରିଲ ୩୦ ଯାଏ ବହିର୍ବ୍ୟାପାର…
୨ ଦଳରୁ ଇସ୍ତଫା ଦେଲେ ୩ ବିଧାୟକ
ଶିଲ୍ଂ,୨୮।୧୧: ମେଘାଳୟରେ ଶାସନରେ ଥିବା ନ୍ୟାସନାଲ ପିପୁଲ୍ସ ପାର୍ଟି(ଏନ୍ପିପି)ର ୨ ଓ ଟିଏମ୍ସିର ଜଣେ ବିଧାୟକ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏହାପରେ ୨ଦଳକୁ ଝଟ୍କା ଲାଗିଛି। ସୂଚନାଯୋଗ୍ୟ,ଏନ୍ପିପି ବିଧାୟକ ଫେର୍ଲିନ ସାଙ୍ଗମା, ବେନେଡିକ ମାରକ ଏବଂ ଟିଏମ୍ସି ଏଚଏମ…
ଆଫତାବଙ୍କୁ ନେଇ ଯାଉଥିବା ଭ୍ୟାନ୍ ଉପରକୁ ଖଣ୍ଡାରେ ଆକ୍ରମଣ
ନୂଆଦିଲ୍ଲୀ, ୨୮।୧୧: ରାଜଧାନୀ ଦିଲ୍ଲୀର ବହୁଚର୍ଚ୍ଚିତ ଶ୍ରଦ୍ଧା ଓ୍ବାଲକର ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଆଫତାବ ପୁନାଓ୍ବାଲାଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରାଯାଇଛି। ସୋମବାର ସନ୍ଧ୍ୟାରେ ପୋଲିସ ଭ୍ୟାନ୍ରେ ଆଫତାବଙ୍କୁ ଫୋରେନ୍ସିକ ସାଇନ୍ସ ଲାବରେଟୋରୀରୁ ଜେଲ ଅଭିମୁଖେ ନେଇ ଯାଉଥିବା ବେଳେ ଗୋଟିଏ…
ଏକ ଘରୋଇ ସ୍କୁଲ୍କୁ ବୋମା ଧମକ
ନୂଆଦିଲ୍ଲୀ,୨୮।୧୧: ରାଜଧାନୀ ଦିଲ୍ଲୀରୁ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଦିଲ୍ଲୀର ଏକ ସ୍କୁଲକୁ ବୋମାରେ ଉଡାଇଦେବାକୁ ଧମକ ମିଳିଛି। ଆଉ ଏ ଧମକ ସ୍କୁଲର ଇମେଲ ଜରିଆରେ ଦିଆଯାଇଛି। ଏହାପରେ ସ୍କୁଲ ପ୍ରଶାସନଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ସୂଚନାଯୋଗ୍ୟ,…
ବିଶ୍ୱର ପ୍ରଥମ ଇଣ୍ଟରନାଜାଲ କୋଭିଡ୍ ଟିକାକୁ ମଞ୍ଜୁରୀ
ପୁଣେ,୨୮।୧୧: ଭାରତ ବାୟୋଟେକ୍ ପ୍ରସ୍ତୁତ ବିଶ୍ୱର ପ୍ରଥମ ଇଣ୍ଟରନାଜାଲ କୋଭିଡ୍ ଟିକା ଆଇଏନ୍ସିଓଭିଏସିସିକୁ ମଞ୍ଜୁରୀ ମିଳିଛି। ଜରୁରୀ ସ୍ଥିତିରେ ଏହି ଟିକାର ପ୍ରାଥମିକ ସିରିଜ୍ ଏବଂ ହେଟେରୋଲୋଜିଅସ୍ ବୁଷ୍ଟରକୁ ସୀମିତ ବ୍ୟବହାର ନିମନ୍ତେ କେନ୍ଦ୍ରୀୟ ଔଷଧ ମାନ ନିୟନ୍ତ୍ରଣ ସଂଗଠନ (ସିଡିଏସ୍ସିଓ)…
କେଜ୍ରିଓ୍ବାଲଙ୍କ ରୋଡ ଶୋ’ରେ ପଥରମାଡ଼
ସୁରଟ,୨୮।୧୧: ଗୁଜରାଟରେ ବର୍ତ୍ତମାନ ବିଧାନସଭା ନିର୍ବାଚନ ପାଇଁ ରାଜନୈତିକ ମାହୋଲ ସରଗରମ ରହିଛି। ଏଥିପାଇଁ ସେଠାରେ ଲଗାତର ଭାବେ ରୋଡ ଶୋ’ ଓ ଜନସଭା ଅନୁଷ୍ଠିତ ହେଉଛି। ଇତିମଧ୍ୟରେ ଏଏପିର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସୋମବାର ସୁରଟରେ…
ପାର୍ଥ ଚାଟାର୍ଜୀଙ୍କ ଜାମିନ୍ ଆବେଦନ ଖାରଜ
କୋଲକାତା,୨୮।୧୧: କୋଲକାତାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ)ର ଏକ ସ୍ବତନ୍ତ୍ର ଅଦାଲତ ଶିକ୍ଷକ ନିଯୁକ୍ତି ଦୁର୍ନୀତି ତଥା ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବା ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଜାମିନ୍ ଆବେଦନକୁ ଖାରଜ କରିଦେଇଛନ୍ତି। ଏହାସହ ଡିସେମ୍ବର ୧୨…
ରାଜ୍ୟରେ ୨ ନୂଆ ଜିଲା ଘୋଷଣା କରିବେ ମୁଖ୍ୟମନ୍ତ୍ରୀ
କୋଲକାତା,୨୮।୧୧: ପଶ୍ଚିମବଙ୍ଗରେ ସୁନ୍ଦରବନ ଏବଂ ବସିରହାଟବାସୀଙ୍କୁ ରାଜ୍ୟ ସରକାର ଏକ ଉପହାର ଭେଟି ଦେବାକୁ ଯାଉଛନ୍ତି। ବର୍ତ୍ତମାନ ସୁନ୍ଦରବନ ଏବଂ ବସିରହାଟ ଏହି ଦୁଇଟି ନୂଆ ଜିଲା ହେବାକୁ ଯାଉଛି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ହେବାକୁ ଥିବା ଏକ…
ବାପାର ଋଣ ବୋଝ ଝିଅର ନେଲା ଜୀବନ
ବେଙ୍ଗାଲୁରୁ,୨୮।୧୧: ରୁଣ ବୋଝ ସାଙ୍ଗକୁ ଚାକିରି ହରାଇବା ଭୟ ଏବଂ କାଳେ ଝିଅକୁ ଦି’ଅଳି ଖାଇବାକୁ ଦେଇପାରିବେ ନାହିଁ ବୋଲି ଭାବି ଭାଙ୍ଗିପଡ଼ିଥିଲେ ବାପା। ଯାହାର କରୁଣ ପରିଣତି ଏବେ ସମସ୍ତଙ୍କ ସାମ୍ନାରେ। ନିଜ ୨ ବର୍ଷର ଝିଅଙ୍କୁ ସାଙ୍ଗରେ ଧରି…
ଶ୍ରଦ୍ଧା ହତ୍ୟା ମାମଲାର ପୁନରାବୃତ୍ତି, ସ୍ବାମୀଙ୍କୁ ୧୦ ଖଣ୍ଡ କଲେ ସ୍ତ୍ରୀ
ନୂଆଦିଲ୍ଲୀ,୨୮।୧୧: ଶ୍ରଦ୍ଧା ହତ୍ୟା ମାମଲା ଭଳି ଦିଲ୍ଲୀରେ ଆଉ ଏକ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ତ୍ରିଲୋକପୁରୀର ପାଣ୍ଡବନଗର ପୋଲିସ ଷ୍ଟେଶନ ଅଞ୍ଚଳରୁ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର ହେବା ପରେ ପୋଲିସ ଏହି ଘଟଣାର ଖୁଲାସା କରିଛି। ମୃତକ ଜଣଙ୍କ ବିହାରର ଅଞ୍ଜନ…

