ଜାତୀୟ

୭୩ ବର୍ଷର ହେଲା ଭାରତୀୟ ସମ୍ବିଧାନ

ନୂଆଦିଲ୍ଲୀ,୨୬ ।୧୧: ଦେଶ ସ୍ୱାଧିନ ହେବା ପରେ ଗଣତନ୍ତ୍ରର ପଥକୁ ବାଛି ନେଇ ନିଜର ସମ୍ବିଧାନ ଗଠନ କଲା ଭାରତ । ୧୯୪୯ରେ ଦେଶର ସମ୍ବିଧାନ ପ୍ରସ୍ତୁତ କରାଯାଇଥିଲା । ସେହି ବର୍ଷ ହିଁ ଏହାକୁ ଗ୍ରହଣ କରାଯାଇଥିଲା । ଏବେ…

୨୦୨୩ ଗଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ହୋଇପାରନ୍ତି ଇଜିପ୍ଟ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧୧: ୨୦୨୩ ଗଣତନ୍ତ୍ର ଦିବସ ପରେଡ ସମାରୋହ ଲାଗି ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତ୍ତାହ ଏଲ-ସିସିଙ୍କୁ ମୁଖ୍ୟ ଅତିଥି ଭାବେ ନିମନ୍ତ୍ରଣ କରିଛି ଭାରତ। ୨୦୧୪ରୁ ଏଲ୍‌-ସିସି ଇଜିପ୍ଟର ରାଷ୍ଟ୍ରପତି ଅଛନ୍ତି। ଏହାପୂର୍ବରୁ ସେ ୨୦୧୬ରେ ଭାରତ ଗସ୍ତ କରିଥିଲେ। କହିରଖୁଛୁ,…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ସିବିଆଇ ଦାଖଲ କଲା ଚାର୍ଜସିଟ, ମନିଷ ସିସୋଡିଆଙ୍କ ନାମ ନାହିଁ

ନୂଆଦିଲ୍ଲୀ,୨୫ ।୧୧: ଦିଲ୍ଲୀ ମଦ ଘୋଟାଲା ମାମଲାରେ ସିବିଆଇ ଶୁକ୍ରବାର ଅର୍ଥାତ୍ ୨୫ ଡିସେମ୍ବର ୨୦୨୨ରେ ଚାର୍ଜସିଟ ଦାଖଲ କରିଛି । ଏହି ଚାର୍ଜସିଟ ପ୍ରାୟ ୭ ଜଣଙ୍କ ବିରୋଧରେ ଦାଖଲ କରାଯାଇଛି । ସିବିଆଇ ଦିଲ୍ଲୀର ରାଉଜ ଏଭେନ୍ୟୁ କୋର୍ଟରେ…

ଗଡକରିଙ୍କ ବଡ ଘୋଷଣା- ୧୫ ବର୍ଷ ପରେ ସଡ଼କରେ ଦୌଡିବ ନାହିଁ ସରକାରୀ ଯାନ

ନୂଆଦିଲ୍ଲୀ,୨୫ ।୧୧: ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡକରି ଶୁକ୍ରବାର ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ସଡ଼କରେ ଦୌଡୁଥିବା ୧୫ ବର୍ଷ ପୁରୁଣା ସରକାରୀ ଯାନକୁ ସ୍କ୍ରାପରେ ପରିବର୍ତ୍ତନ କରି ଦିଆଯିବ । ସରକାର ଖୁବଶୀଘ୍ର ଏହି…

ଭାଜପାର ଦାବି ଭାରତ ଯୋଡୋ ଯାତ୍ରାରେ ‘ପାକିସ୍ତାନ ଜିନ୍ଦାବାଦ’ ସ୍ଲୋଗାନ ଦିଆଯାଇଛି, କଂଗ୍ରେସ କହିଲା ମିଛ ଭିଡିଓ

ଭୋପାଳ,୨୫ ।୧୧: ମଧ୍ୟପ୍ରଦେଶରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାର ତୃତୀୟ ଦିନରେ ହଙ୍ଗାମା ହେଉଛି । ପ୍ରଥମେ କଂଗ୍ରେସ ପ୍ରଦେଶ କମିଟିର ଅଧ୍ୟକ୍ଷ କମଲନାଥଙ୍କ ମିଡିଆ ସମନ୍ୱୟକ ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଗଲେ । ଏହାର…

ସୁସ୍ଥ ହେଉଛନ୍ତି ବିକ୍ରମ ଗୋଖଲେ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ବାହାରିପାରନ୍ତି ଭେଣ୍ଟିଲେଟରରୁ

ମୁମ୍ବାଇ,୨୫ ।୧୧: ବରିଷ୍ଠ ଅଭିନେତା ବିକ୍ରମ ଗୋଖଲେଙ୍କ ସ୍ୱାସ୍ଥ୍ର‌୍ୟାବସ୍ଥା ପୂର୍ବାପେକ୍ଷା ଭଲ ଥିବା କୁହାଯାଉଛି । ଏହି ବୟାନ ପୁଣେ ସ୍ଥିତ ଦିନାନାଥ ମଙ୍ଗେସକର ହସ୍ପିଟାଲ ପ୍ରଶାସନ ପକ୍ଷରୁ ଜାରି କରାଯାଇଛି । ଡାକ୍ତର ଅଭିନେତାଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ଅପଡେଟ ଦେବା…

ସାଧାରଣତନ୍ତ୍ର ଦିବସରେ ଯୋଗଦେବେ ଇଜିପ୍ଟର ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧୧: ୨୦୨୩ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ପାଇଁ ଇଜିପ୍ଟର ରାଷ୍ଟ୍ରପତି ଫତା ଅଲ୍‌-ସିସିଙ୍କୁ ଭାରତ ପକ୍ଷରୁ ନିମନ୍ତ୍ରଣ କରାଯାଇଛି। ଅନ୍ୟପକ୍ଷେ କାଇରୋ ସହିତ ଭାରତର ରାଜନୈତିକ ଏବଂ ସାମରିକ ସମ୍ପର୍କକୁ ମଜଭୁତ କରିବା ଲାଗି…

ମମତାଙ୍କୁ ଭେଟିଲେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୫।୧୧: ପଶ୍ଚିମବଙ୍ଗର ବିରୋଧୀ ନେତା ଶୁଭେନ୍ଦୁ ଅଧିକାରୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି। ଦୁହିଁ ନେତାଙ୍କ ମଧ୍ୟରେ ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା। ଏହି ସମୟରେ ଶୁଭେନ୍ଦୁଙ୍କ ସହ ବିଧାୟକ ଅଗ୍ନିମିତ୍ରର ପୋଲ, ଅଶୋକ ଲାହିଡି ଓ ମନୋଜ…

ଐତିହାସିକ ବୀରମାନଙ୍କୁ ଗର୍ବର ସହିତ ମନେ ରଖିଛି ଦେଶ: ମୋଦି

ନୂଆଦିଲ୍ଲୀ,୨୫।୧୧: ଆଜାଦୀ କି ଅମୃତ ମହୋତ୍ସବ ଅଧୀନରେ ଲାଚିତ ବୋରଫୁକାନଙ୍କ ଜୟନ୍ତୀ ସମାରୋହ ଗତ ବର୍ଷେ ହେବ ପାଳନ କରାଯାଉଛି। ଶୁକ୍ରବାର ଏହାର ସମାପନ ଉତ୍ସବ ଦିଲ୍ଲୀର ବିଜ୍ଞାନ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ…

କଂଗ୍ରେସକୁ ଝଟକା, ଭାଜପାରେ ସାମିଲ ହେଲେ କମଲ ନାଥଙ୍କ ନିକଟତର ନେତା…

ନୂଆଦିଲ୍ଲୀ,୨୫।୧୧: କଂଗ୍ରେସକୁ ଆଉ ଏକ ବଡ ଝଟକା। ଏମ୍‌ପି ତଥା କଂଗ୍ରେସ ସଭାପତି କମଲ ନାଥଙ୍କ ଗଣମାଧ୍ୟମ ପ୍ରଭାରୀ ଏବଂ ଦଳର ପ୍ରବକ୍ତା ନରେନ୍ଦ୍ର ସାଲୁଜା ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଶିବରାଜ ସିଂ…

ଗୋଟିଏ ଦିନ ପାଇଁ ସିବିଆଇ-ଇଡିକୁ ମୋତେ ଦିଅ, ଅଧା ଭାଜପା ନେତା ଜେଲ୍‌କୁ ଯିବେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୫।୧୧: ଦିଲ୍ଲୀ ଏମସିଡି ନିର୍ବାଚନକୁ ନେଇ ଭାଜପା ଏବଂ ଆମ୍‌ ଆଦମୀ ମଧ୍ୟରେ ବାକ୍‌ଯୁଦ୍ଧ ଚାଲିଛି। ଏହି କ୍ରମରେ ଶୁକ୍ରବାର ଆମ ଆଦ୍‌ମୀ ପାର୍ଟି ସୁପ୍ରିମୋ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ କହିଛନ୍ତି, ସିବିଆଇ-ଇଡି ମୋତେ ଗୋଟିଏ ଦିନ ପାଇଁ…

୨୯ରେ ହରିୟାଣା ଯିବେ ରାଷ୍ଟ୍ରପତି, ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସର୍ବେକ୍ଷଣ ଯୋଜନାର କରିବେ ଶୁଭାରମ୍ଭ

ନୂଆଦିଲ୍ଲୀ,୨୫।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୯ ତାରିଖରେ ହରିୟାଣା ଗସ୍ତରେ ଯିବେ। କୁରୁକ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ସର୍ବେକ୍ଷଣ ଯୋଜନାର ଶୁଭାରମ୍ଭ କରିବେ। ଯେଉଁଥିରେ ରାଜ୍ୟର ୧.୬୦କୋଟିରୁ ଅଧିକ ଲୋକଙ୍କ ସ୍ବାସ୍ଥ୍ୟ ସର୍ଭେ କରାଯିବ। ଏନେଇ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟର ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?