ଜାତୀୟ

କ୍ଷମା ମାଗିଲେ କାନିମୋଝି

ଚେନ୍ନାଇ,୨୮ ।୧୦: ଡିଏମକେ ନେତା ସୈଦାଇ ସାଦିକ ତାମିଲନାଡୁ ବିଜେପିର ମହିଳା ନେତାଙ୍କୁ ନେଇ ଅପମାନଜନକ ଟିପ୍ପଣି କରିଥିଲେ । ଏହାପରେ ଗୁରୁବାର ୨୭ ଅକ୍ଟୋବରରେ ଡିଏମକେର ବରିଷ୍ଠ ନେତା କାନିମୋଝି ଖୋଲାଖୋଲି ଭାବେ କ୍ଷମା ମାଗିଛନ୍ତି । ସୋସିଆଲ ମିଡିଆରେ…

କେଜରିୱାଲଙ୍କୁ ସମର୍ଥନ କଲା ରାଜସ୍ଥାନର କରନି ସେନା

ଜୟପୁର,୨୮ ।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାରତୀୟ ମୁଦ୍ରା ଉପରେ ମା’ ଲକ୍ଷ୍ମୀ ଓ ଭଗବାନ ଗଣେଶଙ୍କ ଫଟୋ ଲଗାଇବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରିଛନ୍ତି । ଏହାପରେ କେଜରିୱାଲଙ୍କ ଏହି ଦାବିକ ନେଇ ନେଇ ଭିନ୍ନ…

କେନ୍ଦ୍ରଠାରୁ ଶ୍ୱେତପତ୍ର ଦାବିକଲା କଂଗ୍ରେସ

ନୂଆଦିଲ୍ଲୀ,୨୮।୧୦(ପି.ଟି.):ଦକ୍ଷିଣ କଶ୍ମୀରର ଶୋପିଆନ୍‌ ଜିଲାରୁ କଶ୍ମୀରୀ ପଣ୍ଡିତମାନଙ୍କ ଗଣପଳାୟନ ଘଟଣାରେ କଂଗ୍ରେସ ଗୁରୁବାର କେନ୍ଦ୍ର ସରକାରଙ୍କୁ ନିନ୍ଦା କରିଛି। ୮ ବର୍ଷ ଶାସନରେ କଶ୍ମୀରର ସଂଖ୍ୟାଲଘୁମାନଙ୍କ ଦୁର୍ଦ୍ଦଶା ସମ୍ପର୍କରେ ଭାଜପା ନେତୃତ୍ୱାଧୀନ ସରକାର ଶ୍ୱେତପତ୍ର ପ୍ରକାଶ କରିବାକୁ କଂଗ୍ରେସ ଦାବି କରିଛି।…

ଅପରେଶନ ଲୋଟସ୍‌ ଫେଲ୍‌

ହାଇଦ୍ରାବାଦ/ନୂଆଦିଲ୍ଲୀ,୨୮ା୧୦:ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌)ଙ୍କ ନେତୃତ୍ୱାଧୀନ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସରକାରକୁ ଭାଙ୍ଗି ରାଜ୍ୟରେ କ୍ଷମତାସୀନ ହେବା ପାଇଁ ଭାଜପା ପକ୍ଷରୁ ଚାଲିଥିବା ‘ଅପରେଶନ ଲୋଟସ୍‌’ ଫେଲ୍‌ ମାରିଛି। ଟିଆର୍‌ଏସ୍‌ ବିଧାୟକମାନଙ୍କୁ ପ୍ରଲୋଭନ ଦେଖାଇଥିବା ଭାଜପା ଏଜେଣ୍ଟମାନଙ୍କୁ…

ଜବ୍‌ ଫର୍‌ ସେକ୍ସ ର଼୍ୟାକେଟରେ ଆଣ୍ଡାମାନର ପୂର୍ବତନ ମୁଖ୍ୟ ସଚିବ

ଚେନ୍ନାଇ,୨୮।୧୦ (ଆଇଏଏନ୍‌ଏସ୍‌):ବରିଷ୍ଠ ଆଇଏଏସ୍‌ ଅଫିସର ତଥା ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜର ପୂର୍ବତନ ମୁଖ୍ୟ ଶାସନ ସଚିବ ଜିତେନ୍ଦ୍ର ନାରାୟଣ ନିଯୁକ୍ତି ପାଇଁ ସେକ୍ସ ର଼୍ୟାକେଟ୍‌ର ମୁଖ୍ୟ ଥିବା ଜଣାପଡ଼ିଛି। ତାଙ୍କର ପୋର୍ଟ ବ୍ଲେୟାର ବାସଭବନକୁ ୨୦ ଜଣ ମହିଳାଙ୍କୁ ନିଆଯାଇଥିବା ଅଭିଯୋଗ…

ମୋଦିଙ୍କ ଟୁଇଟ୍‌ର ଉତ୍ତର ଦେଲେ ସୁନକ

ଲଣ୍ଡନ/ନୂଆଦିଲ୍ଲୀ,୨୮ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବ୍ରିଟେନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ଫୋନ ଯୋଗେ ଶୁଭେଚ୍ଛା ଜଣାଇବା ସହ । କିଛି ଗୁରୂତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଉଭୟ ନେତା ଆଲୋଚନା କରିଛନ୍ତି । ଏହାପରେ ମୋଦି ଟୁଇଟ…

୮ରେ ରୁଷିଆ ଯିବେ ଜୟଶଙ୍କର

ନୂଆଦିଲ୍ଲୀ, ୨୮/୧୦: ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ନଭେମ୍ବର ୮ରେ ରୁଷିଆ ଗସ୍ତ କରି ତାଙ୍କ ପ୍ରତିପକ୍ଷ ସେରେଗି ଲାଭ୍ରୋଭଙ୍କୁ ଭେଟିବେ। ଏହି ଅବସରରେ ଜୟଶଙ୍କର ଏବଂ ଲାଭ୍ରୋଭ୍‌ ଦ୍ୱିପାକ୍ଷିକ ଆଲୋଚନା ସହ ଅର୍ନ୍ତଜାତୀୟ ପ୍ରସଙ୍ଗ ଉପରେ ମଧ୍ୟ ଚର୍ଚ୍ଚା କରିବେ।…

ଝିଅଙ୍କୁ ନିଲାମ, ମା’ଙ୍କୁ ବଳାତ୍କାର

ନୂଆଦିଲ୍ଲୀ/ଜୟପୁର, ୨୮ା୧୦:ଭାରତୀୟ ମହିଳାମାନେ ଅନେକ କ୍ଷେତ୍ରରେ ସଫଳତାର ସିଡ଼ି ଚଢ଼ି ଦେଶବିଦେଶରେ ସୁନାମ ଅର୍ଜୁଥିବାବେଳେ ରକ୍ଷଣଶୀଳ ରାଜସ୍ଥାନରେ ନାରୀଜାତିକୁ ପଣ୍ୟ ସାମଗ୍ରୀ ରୂପେ ବ୍ୟବହାର କରାଯାଉଛି। କାଁ ଭଁା କେବେ ନୁହେଁ, ବରଂ ରୀତିମତ ଭାବେ ଏଭଳି ବର୍ବର ଘଟଣା ଘଟୁଥିବା…

ଶୁଷ୍କ ହେଉଛି ସର୍ବବୃହତ୍‌ ଡ୍ୟାମ୍‌

ନୂଆଦିଲ୍ଲୀ, ୨୮ା୧୦:ଚଳିତ ବର୍ଷ କାଲିଫର୍ନିଆଠାରୁ ଆରମ୍ଭ କରି ଜର୍ମାନୀ ଓ ଚାଇନା ପର୍ଯ୍ୟନ୍ତ ଜଳବାୟୁ ପରିବର୍ତ୍ତନଜନିତ ପ୍ରବଳ ଗ୍ରୀଷ୍ମପ୍ରବାହ ଅନୁଭୂତ ହୋଇଛି। ଆମେରିକା ସମେତ ଚାଇନାରେ ବର୍ଷା ଅଭାବରୁ ଭୟଙ୍କର ମରୁଡ଼ି ଦେଖାଦେଇଛି। ଏଥିଯୋଗୁ ସ୍ବଚ୍ଛଶକ୍ତିର ଉତ୍ସ କୁହାଯାଉଥିବା ଡ୍ୟାମ୍‌ଗୁଡ଼ିକ ଶୁଖିବାରେ…

ଗୃହକାର୍ଯ୍ୟ କଲେ ମହିଳାଙ୍କୁ ଚାକରାଣୀ ବୋଲି କରାଯିବନି ବିବେଚନା: ହାଇକୋର୍ଟ

ମୁମ୍ବାଇ,୨୭।୧୦: ଜଣେ ବିବାହିତା ମହିଳା ନିଜ ପରିବାର ପାଇଁ ଘରକାମ କରିବାକୁ ଚାକରାଣୀର କାର୍ଯ୍ୟ ବୋଲି ବିବେଚନା କରାଯାଇପାରିବ ନାହିଁ ଏବଂ ଏହାକୁ ନିଷ୍ଠୁରତା କୁହାଯାଇପାରିବ ନାହଁ ବୋଲି ବମ୍ବେ ହାଇକୋର୍ଟଙ୍କ ଔରଙ୍ଗାବାଦ ବେଞ୍ଚ୍‌ କହିଛନ୍ତି। ମହିଳା ଜଣଙ୍କ ତାଙ୍କ ସ୍ବାମୀ…

ନୂଆ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି: କହିଲେ, ଏକାଠି ହୋଇ କାମ କରିବା

ନୂଆଦିଲ୍ଲୀ/ଲଣ୍ଡନ, ୨୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ସହ ଫୋନ୍‌ରେ କଥା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଦାୟିତ୍ୱ ନେଇଥିବାରୁ ସୁନକଙ୍କୁ ମୋଦି ଅଭିନନ୍ଦନ ଜଣାଇଛନ୍ତି। ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଦିଗରେ ଏକାଠି କାମ କରିବାକୁ ପ୍ରଧାନମନ୍ତ୍ରୀ…

ସେନା ପରିବହନ ବିମାନ କାରଖାନାର ଶିଳାନ୍ୟାସ କରିବେ ମୋଦି

ଅହମଦାବାଦ,୨୭।୧୦: ଚଳିତ ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଥିବା ବେଳେ ଗୁଜରାଟବାସୀଙ୍କୁ ଗୋଟିଏ ପରେ ଗୋଟିଏ ଭେଟି ଦେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଇତିମଧ୍ୟରେ ମୋଦିଙ୍କ ରାଜ୍ୟ ଗୁଜରାଟର ବଡୋଦରାରେ ସି-୨୯୫ ସୈନ୍ୟବାହିନୀ ପାଇଁ ସେନା ପରିବହନ ବିମାନ ନିର୍ମାଣ କାରଖାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri