ଜାତୀୟ

ପ୍ରତିଟି ଚାଷ ଜମିର ୟୁନିକ ଆଇଡି କରି ଆଧାର ସହ ଯୋଡିବେ ୟୁପି ସରକାର!

ଲକ୍ଷ୍ନୌ,୯ ।୯: ମୁଖ୍ୟ ସଚିବ ଦୁର୍ଗାଶଙ୍କର ମିଶ୍ର କହିଛନ୍ତି ଆଧାର କାର୍ଡ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଯୋଜନାକୁ ଲୋକଙ୍କ ନିକଟରେ ଭଲଭାବେ ପହଞ୍ଚାଇବାର ଏକ ମାଧ୍ୟମ ପାଲଟିଗଲାଣି । ଆଧାର ମାଧ୍ୟମରେ ଯୋଜନାର ଲାଭ ଲାଭାର୍ଥିଙ୍କ ପର୍ଯ୍ୟନ୍ତ ସହଜରେ ପହଞ୍ଚି…

ଜେଏସ୍‌ପିକୁ ଶ୍ରେଷ୍ଠ ସିଏସ୍‌ଆର୍‌ ସମ୍ମାନ

ନୂଆଦିଲ୍ଲୀ,୯।୯:କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌) କାର୍ଯ୍ୟକ୍ରମ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ସମ୍ମାନିତ କରାଯାଇଛି। ଗୁରୁବାର କୋଲକାତାରେ ଆୟୋଜିତ ଇଷ୍ଟର୍ନ ଇଣ୍ଡିଆ ଲିଡରଶିପ୍‌ ପୁରସ୍କାର କାର୍ଯ୍ୟକ୍ରମରେ ଜେଏସ୍‌ପିର ସଭାପତି ତଥା ଗ୍ରୁପ୍‌ ସିଏସ୍‌ଆର୍‌ ମୁଖ୍ୟ…

୧୩୨ ସ୍ଥାନରେ ଭାରତ

ନୂଆଦିଲ୍ଲୀ,୯।୯ (ପି.ଟି.): ୨୦୨୧ ବର୍ଷରେ ମାନବ ବିକାଶ ସୂଚକାଙ୍କ (ଏଚ୍‌ଡିଆଇ)ରେ ଭାରତ ୧୯୧ ଦେଶ ମଧ୍ୟରେ ୧୩୨ତମ ସ୍ଥାନରେ ରହିଛି। ଜାତିସଂଘ ବିକାଶ କାର୍ଯ୍ୟକ୍ରମ (ୟୁଏନ୍‌ଡିପି) ପକ୍ଷରୁ ଏଭଳି ରିପୋର୍ଟ ପ୍ରକାଶ ପାଇଛି। ଗତବର୍ଷ ଭାରତର ଏଚ୍‌ଡିଆଇ ମୂଲ୍ୟ ୦.୬୩୩ ରହିଛି…

ପିପି-୧୫ରୁ ଫେରିଲେ ଭାରତ, ଚାଇନା ସୈନ୍ୟ

ନୂଆଦିଲ୍ଲୀ,୯।୯: ଭାରତ ଓ ଚାଇନା ସେନା ମଧ୍ୟରେ ଷୋଡ଼ଶ ପର୍ଯ୍ୟାୟ କମାଣ୍ଡର ସ୍ତରୀୟ ଆଲୋଚନା ପରେ ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ରହିଥିବା ଗୋଗ୍ରା-ହଟ୍‌ ସ୍ପ୍ରିଙ୍ଗ୍‌ (ପିପି-୧୫) ଅଞ୍ଚଳରୁ ଉଭୟ ପକ୍ଷ ସେମାନଙ୍କ ସୈନ୍ୟ ପ୍ରତ୍ୟାହାର ଆରମ୍ଭ…

ଅସ୍ତ୍ରଶସ୍ତ୍ରରେ ପଛାଉଛି ଭାରତ

‘ମେକ୍‌ ଇନ୍‌ ଇଣ୍ଡିଆ’ ନୀତିରେ ମୋବାଇଲଠାରୁ ଆରମ୍ଭ କରି ଫାଇଟର ଜେଟ୍‌ ନିର୍ମାଣକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରୋତ୍ସାହିତ କରୁଛନ୍ତି। ହେଲେ ପ୍ରତିରକ୍ଷା କ୍ଷେତ୍ରରେ ଏହାର ବିପରୀତ ପ୍ରଭାବ ଦେଖାଯିବା ଆଶଙ୍କା ଉପୁଜିଛି। କେନ୍ଦ୍ରର କଟକଣା ଯୋଗୁ ଭାରତୀୟ ବାୟୁସେନା, ସ୍ଥଳ…

ବିବାଦୀୟ ସ୍ଥାନରୁ ସେନା ପ୍ରତ୍ୟାହାର କଲା ଭାରତ, ଚାଇନା

ଲଦାଖ,୮।୯: ଭାରତ ଓ ଚାଇନା ସେନା ମଧ୍ୟରେ ଷୋଡ଼ଶ ପର୍ଯ୍ୟାୟ କମାଣ୍ଡରସ୍ତରୀୟ ଆଲୋଚନା ପରେ ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ ରହିଥିବା ଗୋଗ୍ରା-ହଟ୍‌ ସ୍ପ୍ରିଙ୍ଗ୍‌ (ପିପି-୧୫) ଅଞ୍ଚଳରୁ ଉଭୟ ପକ୍ଷ ସେମାନଙ୍କ ସୈନ୍ୟ ପ୍ରତ୍ୟାହାର ଆରମ୍ଭ କରିଛନ୍ତି।…

ଉଦ୍‌ଘାଟିତ ହେଲା ‘କର୍ତ୍ତବ୍ୟ ପଥ’, ଦେଶ ପାଇଁ ଏକ ଐତିହାସିକ ଦିନ: ମୋଦି

ନୂଆଦିଲ୍ଲୀ,୮।୯: ରାଜଧାନୀ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଣ୍ଟ୍ରାଲ ଭିଷ୍ଟା ଏଭେନ୍ୟୁର ଉଦ୍‌ଘାଟନ କରିଛନ୍ତି। ଇଣ୍ଡିଆ ଗେଟ୍‌ରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ‘କର୍ତ୍ତବ୍ୟ ପଥ’କୁ ପ୍ରଧାନମନ୍ତ୍ରୀ ମୋଦି ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟନ କରିଥିଲେ। ଏହା ପୂର୍ବରୁ କର୍ତ୍ତବ୍ୟ ପଥରେ ଥିବା ନେତାଜୀ…

ନେତାଜୀଙ୍କ ପ୍ରତିମୂର୍ତ୍ତିର ଉନ୍ମୋଚନ କଲେ ମୋଦି

ନୂଆଦିଲ୍ଲୀ,୮ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟା ୧୦ ମିନିଟରେ ଇଣ୍ଡିଆ ଗେଟ ନିକଟରେ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି । ଏହାପରେ ସେ ମୂର୍ତ୍ତି ନିକଟରେ ପୁଷ୍ପାଞ୍ଜଳି ଦେଇଛନ୍ତି । ସୁଭାଷ ବୋଷଙ୍କ ଏହି…

ବିଗୁଲ ବଜାଇଲେ ମମତା: ନୀତୀଶ-ସୋରେନଙ୍କ ସହ ଲଢ଼ିବେ ୨୦୨୪ ନିର୍ବାଚନ

କୋଲକାତା,୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମ୍‌ସି ନେତା ମମତା ବାନାର୍ଜୀ ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏବେଠାରୁ ବିଗୁଲ ବଜାଇଛନ୍ତି। ଆଗାମୀ ଲୋକ ସଭା ନିର୍ବାଚନରେ ବିରୋଧୀ ଏକାଠି ହୋଇ ନିର୍ବାଚନ ଲଢ଼ିବେ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଝାଡ଼ଖଣ୍ଡ…

ଫଟୋ ଶେୟାର ନୀତୀଶଙ୍କୁ ଟାର୍ଗେଟ୍‌ କଲେ ପ୍ରଶାନ୍ତ କିଶୋର, ପରେ କରିଦେଲେ ଡିଲିଟ୍‌

ପାଟନା, ୮।୯: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଗୁରୁବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଫଟୋ ଜରିଆରେ ଟାର୍ଗେଟ୍‌ କରିଛନ୍ତି। ସେ ଟୁଇଟର୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ନୀତୀଶ କୁମାରଙ୍କ ୪ଟି ଫଟୋ ଶେୟାର କରିଛନ୍ତି। ଏହି ସମସ୍ତ ଫଟୋରେ…

ପୁଣି କେନ୍ଦ୍ର ସରକାରକୁ ଟାର୍ଗେଟ୍‌ କଲେ ମମତା: କହିଲେ, ମୁଁ ଯେମିତି ତାଙ୍କ ଶ୍ରମିକ

କୋଲକତା,୮।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଆଜି ସନ୍ଧ୍ୟାରେ ଦିଲ୍ଲୀର କର୍ତ୍ତବ୍ୟ ପଥରେ ଆୟୋଜିତ ହେବାକୁ ଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ ସମାରୋହରେ ନିମନ୍ତ୍ରଣ…

ବିମାନ ବନ୍ଦରରେ ନାଚିଲେ ପ୍ରଧାନମନ୍ତ୍ରୀ

ଜୟପୁର,୮ ।୯: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ୪ ଦିନିଆ ଭାରତ ଗସ୍ତରେ ଅଛନ୍ତି । ଇତି ମଧ୍ୟରେ ହାସିନା ଗୁରୁବାର ରାଜସ୍ଥାନର ରାଜଧାନୀ ଜୟପୁରରେ ପହଞ୍ଚିଛନ୍ତି । ଏକ ବିଶେଷ ବିମାନ ଯୋଗେ ସେ ଜୟପୁର ପହଞ୍ଚିଛନ୍ତି । ଜୟପୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri