ମେକ୍ ଇନ୍ ଇଣ୍ଡିଆ ନୀତି ଯୋଗୁ ଭାରତୀୟ ସେନା ପାଖରେ ଅସ୍ତ୍ରଶସ୍ତ୍ର ଅଭାବ: ରିପୋର୍ଟ…
ନୂଆଦିଲ୍ଲୀ, ୮।୯ : ଭାରତୀୟ ପ୍ରତିରକ୍ଷା କ୍ଷେତ୍ରରେ ବ୍ୟବହୃତ ହେଉଥିବା ଅସ୍ତ୍ରଶସ୍ତ୍ର ତଥା ଉପକରଣକୁ ମେକ୍ ଇନ୍ ଇଣ୍ଡିଆ ଅନ୍ତର୍ଗତ ଦେଶରେ ନିର୍ମାଣ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୀତି ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଫଳରେ ଭାରତୀୟ ସେନା…
୧୦ କୋଟି ଟଙ୍କାର ତିମି ବାନ୍ତି ଜବତ
ଲକ୍ଷ୍ନୌ,୮।୯: ଉତ୍ତରପ୍ରଦେଶ ପୋଲିସର ସ୍ବତନ୍ତ୍ର ଟାସ୍କ ଫୋର୍ସ (ଏସଟିଏଫ) ତିମି ବାନ୍ତି ଚୋରା ଚାଲାଣ କରୁଥିବା ଚାରିଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିମାନେ ଏକ ଗ୍ୟାଙ୍ଗ୍ର ସଦସ୍ୟ। ଏସଟିଏଫ କହିଛି ଯେ, ଲକ୍ଷ୍ନୌର ଗୋମତିନଗର ଅଞ୍ଚଳରୁ ୪.୧୨୦ କିଲୋଗ୍ରାମ ତିମି ବାନ୍ତି…
ଚଳିତ ବର୍ଷ ୮୨ ହଜାର ଭାରତୀୟ ଛାତ୍ରୀଛାତ୍ରଙ୍କୁ ଭିଜା ପ୍ରଦାନ କରିଛି ଆମେରିକା…
ନୂଆଦିଲ୍ଲୀ/ଓ୍ବାଶିଂଟନ, ୮।୯ : ଚଳିତ ୨୦୨୨ରେ ଆମେରିକା ୮୨ ହଜାର ଭାରତୀୟ ଛାତ୍ରୀଛାତ୍ରଙ୍କୁ ଭିଜା ପ୍ରଦାନ କରିଛି। ଏହା ପୂର୍ବର ବର୍ଷଗୁଡ଼ିକ ତୁଳନାରେ ଅଧିକ ରହିଛି। ସେହିପରି ଅନ୍ୟ ଦେଶ ଅପେକ୍ଷା ଭାରତୀୟ ଛାତ୍ରୀଛାତ୍ରଙ୍କୁ ଆମେରିକା ଅଧିକ ଭିଜା ପ୍ରଦାନ କରିଛି।…
ପିତାଙ୍କୁ ବଞ୍ଚାଇବା ପାଇଁ ଭାଲୁ ସହ ଲଢିଲେ ୧୪ ବର୍ଷୀୟା ଝିଅ
ଜୟପୁର,୮।୯: ପିତାଙ୍କୁ ବଞ୍ଚାଇବା ପାଇଁ ଜଣେ ଝିଅ ଭାଲୁ ସହ ଲଢିଛନ୍ତି। ରାଜସ୍ଥାନର ସିରୋହି ଜିଲାର ସିଲଦାର ଗ୍ରାମରେ ଏକ ଭାଲୁ ଚାଷୀ କରମା ରାମ ଚୌଧୁରୀଙ୍କ ଉପରେ ଆକ୍ରମଣ କରିଥିଲା। ଭାଲୁକୁ ଦେଖି କୁକୁରମାନେ ଜୋରରେ ଭୋକିଥିଲେ। ଘରେ ଶୋଇଥିବା…
ନୂଆ ସହଯୋଗୀଙ୍କ ବିନା ନିର୍ବାଚନ ଲଢ଼ିବା ରାସ୍ତାରେ କଂଗ୍ରେସ…
କନ୍ୟାକୁମାରୀ, ୮।୯ : ଗୁରୁବାର ଠାରୁ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡ ପଦଯାତ୍ରା ସହିତ ଦଳ ବଡ଼ ଯୋଜନା କରିବା ଆରମ୍ଭ କରିଛି। ଏହା ଅନ୍ତର୍ଗତରେ ବିଧାନସଭା ନିର୍ବାଚନ ଠାରୁ ଆରମ୍ଭ କରି ଲୋକ ସଭା ନିର୍ବାଚନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ…
କ୍ୟୁଆରଏସଏଏମ୍ ସର୍ଫେସ-ଟୁ-ଏୟାର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ…
ନୂଆଦିଲ୍ଲୀ/ବାଲେଶ୍ୱର, ୮।୯(ବ୍ୟୁରୋ) : ଡିଆରଡିଓ ବୈଜ୍ଞାନିକ ଏବଂ ଭାରତୀୟ ସେନା ପକ୍ଷରୁ ଗୁରୁବାର ସଫଳତାର ସହ କ୍ୟୁଆରଏସଏଏମ୍ ସର୍ଫେସ-ଟୁ-ଏୟାର କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି। ପରୀକ୍ଷଣ ସମୟରେ, କ୍ଷେପଣାସ୍ତ୍ରଟି ନିର୍ଦ୍ଦିଷ୍ଟ ଲକ୍ଷ୍ୟକୁ ଧାର୍ଯ୍ୟ ସମୟ ମଧ୍ୟରେ ଭେଦ କରିଛି। ଡିଆରଡିଓୀ ଓଡିଶାର…
ନୂଆ ସମବାୟ ନୀତି ଆଣିବ ସାମଗ୍ରିକ ପରିବର୍ତ୍ତନ: ଶାହା…
ନୂଆଦିଲ୍ଲୀ, ୮।୯ : ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହା ଗୁରୁବାର କହିଛନ୍ତି ଯେ ନୂତନ ଜାତୀୟ ସମବାୟ ନୀତି ସାମଗ୍ରିକ ପରିବର୍ତ୍ତନ ଆଣିବ। ଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ରାଜ୍ୟ ସମବାୟ ମନ୍ତ୍ରୀ ସମ୍ମିଳନୀକୁ ସମ୍ବୋଧିତ କରି ସେ…
ପିଏମ୍ କିଷାନ ଯୋଜନାରେ ହେରଫେର୍, ଟଙ୍କା ଫେରାଇବା ଲାଗି ୨୧ ଲକ୍ଷ ଚାଷୀ ତାଲିକାଭୁକ୍ତ…
ନୂଆଦିଲ୍ଲୀ, ୮।୯ : ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ବହୁ ହେରଫେର ହୋଇଛି। ଅଯୋଗ୍ୟ ଚାଷୀ ମଧ୍ୟ ଏହି ଯୋଜନାରେ ପଞ୍ଜୀକୃତ ହୋଇ ଲାଭାନ୍ବିତ ହେବାରେ ଲାଗିଛନ୍ତି। ଏନେଇ ଖବର ମିଳିବା ପରେ ଏପର୍ଯ୍ୟନ୍ତ ସରକାରଙ୍କ ପକ୍ଷରୁୂ ଯାଞ୍ଚ୍ କରାଯାଇ…
କବରକୁ ନେଇ ରାଜନୈତିକ ବିବାଦ, ମହାବିକାଶ ଅଘାଡିକୁ ଘେରିଲା ଭାଜପା…
ମୁମ୍ବାଇ, ୮।୯ : ୧୯୯୩ ମସିହାରେ ମୁମ୍ବାଇ ବିସ୍ଫୋରଣରେ ଦୋଷୀ ସାବ୍ୟସ୍ତ ହୋଇଥିବା ଯାକୁବ ମେମନଙ୍କ କବରକୁ ନେଇ ମହାରାଷ୍ଟ୍ରରେ ଏକ ରାଜନୈତିକ ଯୁଦ୍ଧ ଆରମ୍ଭ ହୋଇଛି। ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ପୂର୍ବ ଉଦ୍ଧବ ଠାକରେ ସରକାରଙ୍କ ବିରୋଧରେ କବରକୁ…
ନିଟ୍ ରେଜଲ୍ଟ ପ୍ରକାଶ: ରାଜସ୍ଥାନ ଝିଅ ତନିସ୍କା ଅଲ୍ ଇଣ୍ଡିଆ ଟପ୍ପର, ଓଡ଼ିଶା ଟପ୍ପର ପ୍ରିୟ ସୋମଦତ୍ତ
ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୯(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ଦ୍ୱାରା ପରିଚାଳିତ ଏନ୍ଇଇଟି(ୟୁଜି)-୨୦୨୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଦେଶରେ ମୋଟ ୧୭,୬୪,୫୭୧ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୯,୯୩,୦୬୯ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୫,୬୩,୯୦୨ଜଣ ଛାତ୍ରୀ ଥିବାବେଳେ…
ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣା ଗ୍ରସ୍ତ, ଉଦ୍ଧାର କାର୍ଯ୍ୟ ଜାରି…
ଡେରାଡୁନ୍, ୮।୯ : ଉତ୍ତରାଖଣ୍ଡର ଚମ୍ପାୱତ ଜିଲାରେ ଏକ ଦୁର୍ଘଟଣା ଘଟିଛି। ୧୨ ଜଣ ଆଇଟିବିପି ଯବାନଙ୍କୁ ନେଇ ଯାଉଥିବା ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବସଟି ଖାଲରେ ପଡ଼ିଯାଇଛି। ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପ୍ରଶାସନିକ ଟିମ୍…
ପ୍ରଶାନ୍ତ କିଶୋରଙ୍କ କଥା ଶୁଣି ରାଗିଗଲେ ନୀତୀଶ କୁମାର
ନୂଆଦିଲ୍ଲୀ,୮।୯: ଭାଜପା ବିରୋଧରେ ବିରୋଧୀଙ୍କୁ ଏକଜୁଟ କରିବାରେ ଲାଗିପଡିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ୪ ଦିନିଆ ଦିଲ୍ଲୀ ଗସ୍ତରେ ଆସି ଜଣଙ୍କ ପରେ ଜଣେ ବିରୋଧୀ ଦଳର ନେତାଙ୍କୁ ସେ ଭେଟିବାରେ ଲାଗିଛନ୍ତି। ଏଥିସହ ସେ ସବୁ ବିରୋଧୀଙ୍କୁ ୨୦୨୪…
Archives


