ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା
ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ ଖୋଲାଖୋଲି ଭାବରେ ନିଜ ମତ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ…
ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍
ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩ ଏପ୍ରିଲ ୨୦୨୬ରେ ସ୍ଥିର ରହିଛି। ତୈଳ ବିପଣନ କମ୍ପାନୀଗୁଡ଼ିକ (OMCs) ସାଧାରଣତଃ ପ୍ରତିଦିନ…
ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ କହିଛି ଯେ, ଏହି ଆଞ୍ଚଳିକ ଜଳପଥ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କାରଣ ଭାରତ ଏକମାତ୍ର…
ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ
ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ ବିଧେୟକକୁ ଏହି ସମୟରେ ଗୃହୀତ କରାଇବା ପାଇଁ ସରକାର ଉଦ୍ୟମ କରିବେ। ମହିଳା…
ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ
ବୋକାଜାନ୍,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ, ଭିତ୍ତିଭୂମି ବିକାଶ, ଉଦ୍ୟୋଗୀକରଣ, କୃଷି, ଗ୍ରାମାଞ୍ଚଳ ଓ ସହରାଞ୍ଚଳ ବିକାଶ, ଜଳବାୟୁ ପରିବର୍ତ୍ତନ,…
ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…
ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ । ହେଲେ ଏହା ପରେ ସେ ଛୁଆକୁ ନେଇ ମନ୍ଦିରରେ ଛାଡି ଦେଇଥିବା ଜଣାପଡିଛି…
ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା
କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍ କରିଛନ୍ତି। ରାଜ୍ୟର ପରିସ୍ଥିତି ଖରାପ ହେବା ପଛରେ ଏକ ଯୋଜନାବଦ୍ଧ ଷଡ଼ଯନ୍ତ୍ର ରହିଛି ବୋଲି ସେ କହିଛନ୍ତି।…
SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ
ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ ବିଚାର କରି ସେମାନଙ୍କ ସୁରକ୍ଷା ପାଇଁ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ନିୟୋଜିତ କରିବାକୁ…
ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP
ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା ପଦରୁ ହଟାଇବା ପାଇଁ କହିଛି। ଏହା ସହିତ ଏହା ମଧ୍ୟ କୁଯାହାଇଛି କି…
SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ
ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସୁପ୍ରିମକୋର୍ଟ ମମତା ବାନାର୍ଜୀ ସରକାରଙ୍କୁ ଭର୍ତ୍ସନା କରିଛନ୍ତି।…
ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ
ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ ପଛକୁ ହଟିବାକୁ ପ୍ରସ୍ତୁତ ନୁହଁନ୍ତି। ଆମେରିକା ଏବଂ ଇରାନ ଅନେକ ଦାବି କରିଛନ୍ତି।…
ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….
ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି କରିଛି । ସୁନା ମୂଲ୍ୟ ହ୍ରାସ ପାଇଥିବା ବେଳେ, ରୂପା ମୂଲ୍ୟରେ ଏକ…
Archives


