ଜାତୀୟ

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି । ଗତ ଅଗଷ୍ଟରେ ଖଚୁରା ମୁଦ୍ରାସ୍ଫୀତି ହାର ୪.୮୩ ପ୍ରତିଶତ ରହିଥିଲାବେଳେ ସେପ୍ଟେମ୍ବରରେ…

ବିଶ୍ୱବ୍ୟାଙ୍କ ରିପୋର୍ଟରେ ବଡ଼ ଖୁଲାସା, ଧନୀ ଦେଶର ଗରିବଙ୍କ ଆୟ ବି ଭାରତର ଧନୀଙ୍କଠୁ ଅଧିକ!

ନୂଆଦିଲ୍ଲୀ,୧୩।୧୦: ବିଶ୍ୱର ବିକଶିତ ଓ ଉନ୍ନତ ଆର୍ଥିକ ବ୍ୟବସ୍ଥା ଥିବା ଧନୀ ଦେଶଗୁଡ଼ିକର ସବୁଠାରୁ ଗରିବ ୧୦ ପ୍ରତିଶତ ଲୋକଙ୍କ ଆୟ ଭାରତର ସବୁଠାରୁ ଧନୀ ୧୦ ପ୍ରତିଶତ ଲୋକଙ୍କ ଦୈନିକ ଆୟ କିମ୍ବା ବ୍ୟୟ କ୍ଷମତାଠାରୁ ବି ଅଧିକ। ବିଶ୍ୱବ୍ୟାଙ୍କର…

୨୨ ଭାରତୀୟ ଥିବା ଜାହାଜ ଉପରେ ଆକ୍ରମଣ

ନୂଆଦିଲ୍ଲୀ, ୧୩।୧୦: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜରେ ୨୨ ଜଣ ଭାରତୀୟ କର୍ମଚାରୀଙ୍କୁ ନେଇ ଯାଉଥିବା ୨ଟି ବାଣଜି୍ୟକ ଜାହାଜ ଉପରେ ଆକ୍ରମଣ ହୋଇଛି। ଏହି ଘଟଣାକୁ ଭାରତ ସରକାର ଦୃଢ଼ ନିନ୍ଦା କରିଛନ୍ତି। ବହିର୍ବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଇଏ) ଅନୁଯାୟୀ ପ୍ରଥମ ଜାହାଜ…

ଠକି ପାରିବନି ହସ୍ପିଟାଲ! ଲାଗିବ ରେଟ୍‌ ଚାର୍ଟ

ନୂଆଦିଲ୍ଲୀ,୧୩।୧୦: ସ୍ବଚ୍ଛ, ଉତ୍ତରଦାୟୀ ଏବଂ ରୋଗୀ କୈନ୍ଦ୍ରିକ ସ୍ବାସ୍ଥ୍ୟସେବା ପ୍ରଦାନକୁ ସୁଦୃଢ଼ କରିବା ଦିଗରେ ଏକ ବଡ଼ ପଦକ୍ଷେପ ସ୍ବରୂପ ହସ୍ପିଟାଲଗୁଡ଼ିକରେ ସ୍ବାସ୍ଥ୍ୟସେବା ଦର ସ୍ପଷ୍ଟ ଭାବେ ପ୍ରଦର୍ଶନ କରାଯିବାକୁ ସୁନିଶ୍ଚିତ କରିବା ଲାଗି କେନ୍ଦ୍ର ସରକାର ସୋମବାର ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ…

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର ପ୍ରଚାର ହେବା ପରେ ନବଜାତ ଛୁଆଟିକୁ ଦେଖିବା ପାଇଁ ଆଖପାଖ ଗାଁରୁ ଲୋକଙ୍କ…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା ବୀମା ବିକଳ୍ପ ପ୍ରତି ଧ୍ୟାନ ଦେବା ଜରୁରୀ। IRCTCରେ ଅନଲାଇନ ଟିକେଟ ବୁକ…

ସରକାରଙ୍କ ବଡ଼ ଯୋଜନା! ଦୁର୍ଘଟଣାରେ କୃଷକଙ୍କ ମୃତ୍ୟୁ ହେଲେ ପରିବାରକୁ ମିଳିବ ୫ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ, ୧୨।୧୦: ଚାଷୀ ଦିନରାତି ପରିଶ୍ରମ କରି ନିଜ ପରିବାରର ଗୁଜୁରାଣ ମେଣ୍ଟାଇଥାନ୍ତି। କିନ୍ତୁ ବେଳେବେଳେ ଏକ ଦୁର୍ଘଟଣା ପୂରା ପରିବାରର ଜୀବନକୁ ବଦଳାଇ ଦେଇଥାଏ। ପରିବାରର ମୁଖ୍ୟ ରୋଜଗାରକାରୀ କୃଷକଙ୍କ ଦୁର୍ଘଟଣାରେ ମୃତ୍ୟୁ ହେଲେ କିମ୍ବା ସେ ସ୍ଥାୟୀ ଭାବେ…

ସରକାରୀ କର୍ମଚାରୀଙ୍କ ଦରମା-ପେନସନ ଉପରେ ବଡ଼ ଖବର: ଏହି ରାଜ୍ୟ ଗଠନ କଲା ଅଷ୍ଟମ ବେତନ ଆୟୋଗ

ନୂଆଦିଲ୍ଲୀ, ୧୨।୧୦: କେନ୍ଦ୍ର ସରକାର ୨୦୨୫ ନଭେମ୍ବରରେ ଅଷ୍ଟମ ବେତନ ଆୟୋଗ ଗଠନକୁ ମଞ୍ଜୁରି ଦେଇଥିଲେ। ଏହା ପରେ ଏକ କମିଟି ଗଠନ କରାଯାଇଛି। ଏହି କମିଟି ବର୍ତ୍ତମାନ ବିଭିନ୍ନ ରାଜ୍ୟରେ ବୈଠକ କରି ସରକାରୀ କର୍ମଚାରୀଙ୍କ ଦାବି ଓ ମତାମତ…

କୋହଲିଙ୍କ ଉପରେ ଟଙ୍କା ନେବା ଅଭିଯୋଗ କରିଥିବା ବାବା ଦେଲେ ବଡ଼ ବୟାନ, ଏବେ କହିଲେଣି ଏମିତି…ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ, ୧୨।୧୦: ମଥୁରାର ବୃନ୍ଦାବନସ୍ଥିତ ରାଧା କୁଟୀ ଆଶ୍ରମରେ ସାଧୁସନ୍ଥମାନେ ଶ୍ରୀକୃଷ୍ଣ ଜନ୍ମଭୂମି ମାମଲାର ପକ୍ଷକାର ଦିନେଶ ଫଳାହାରୀଙ୍କୁ ‘ବ୍ରଜ ରତ୍ନ’ ସମ୍ମାନରେ ସମ୍ମାନିତ କରିଛନ୍ତି। ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଭୂମି ପାଇଁ ତାଙ୍କର ସଂଘର୍ଷ ଓ ତ୍ୟାଗକୁ ସମ୍ମାନ ଜଣାଇ ଏହି…

ଜ୍ଞାନେଶ କୁମାରଙ୍କ ଆଗରେ ରାହୁଲଙ୍କ ବଡ଼ ସର୍ତ୍ତ: କହିଲେ- ଏମିତି କଲେ ଆମେ ଛାଡ଼ିଦେବୁ…

ନୂଆଦିଲ୍ଲୀ,୧୨।୧୦: ସରକାରଙ୍କୁ ଘେରିଛନ୍ତି କଂଗ୍ରେସ ସମେତ ବିରୋଧୀ ଦଳ। ସୋମବାର (୧୨ ଅକ୍ଟୋବର) ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜ୍ଞାନେଶ କୁମାରଙ୍କୁ ଇସ୍ତଫା ଦେଇ ଏହି ପ୍ରସଙ୍ଗରୁ ହଟିଯିବାକୁ ଆହୱାନ ଦେଇଛନ୍ତି। ଏପରିକି ସେ ଆପ୍ରୁଭର (ସରକାରୀ ପକ୍ଷର ସାକ୍ଷୀ)…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି। ସଲିମ ନାମକ ଜଣେ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁଯାୟୀ, ଧକ୍କା ଏତେ ଜୋରଦାର ଥିଲା ଯେ…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ ନେଇ ବଡ଼ ପରିବର୍ତ୍ତନ କରାଯାଇଛି । ଦିଲ୍ଲୀ ପୋଲିସ ପକ୍ଷରୁ ଜାରି ଷ୍ଟାଣ୍ଡିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?