ଭୟଙ୍କର ଯୁଦ୍ଧ, ଟେନ୍ସନ୍ରେ ଭାରତ: ଖୋଲାଗଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍
ଦୁବାଇ/ନୂଆଦିଲ୍ଲୀ,୧୨ା୩ (ଏ.ପି./ରଏଟର୍ସ):ମଧ୍ୟପ୍ରାଚ୍ୟର ଯୁଦ୍ଧର ଭୟଙ୍କର ପରିଣାମ ଷ୍ଟ୍ରେଟ୍ ଅଫ୍ ହର୍ମୁଜରେ ଦେଖିବାକୁ ମିଳିଛି। ଏହି ସାମୁଦ୍ରିକ ଜଳପଥ ଦେଇ ଆସୁଥିବା ତୈଳ ପରିବହନକାରୀ ବାଣିଜି୍ୟକ ଜାହାଜଗୁଡ଼ିକୁ ଇରାନ୍ ଆକ୍ରମଣ କରୁଥିବାରୁ ବିଭିନ୍ନ ଦେଶରେ ତୈଳ ଓ ଶକ୍ତି ସଙ୍କଟ ସୃଷ୍ଟି ହୋଇଛି।…
ଭାରତରେ ଚିତା ସଂଖ୍ୟା ୫୦ ପାର୍, କୁନୋରେ ୫ ନୂଆ ଶାବକଙ୍କ ଜନ୍ମ
ମଧ୍ୟପ୍ରଦେଶ,୧୧।୩: ଭାରତର ‘ପ୍ରୋଜେକ୍ଟ ଚିତା’ ଅଭିଯାନକୁ ଏକ ବଡ଼ ସଫଳତା ମିଳିଛି। ମଧ୍ୟପ୍ରଦେଶର କୁନୋ ନ୍ୟାସନାଲ ପାର୍କରେ ନାମିବ୍ୟାରୁ ଆସିଥିବା ମାଦା ଚିତା ‘ଜ୍ଵାଳା’ ୫ଟି ଶାବକଙ୍କୁ ଜନ୍ମ ଦେଇଛି। ଏହି ନୂଆ ଅତିଥିଙ୍କ ଆଗମନ ସହ ଭାରତରେ ଚିତା ସଂଖ୍ୟା…
ଲୋକସଭାରେ ବାଚସ୍ପତିଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ କାଟ୍; ଗୃହରେ ପ୍ରବଳ ହଟ୍ଟଗୋଳ
ନୂଆଦିଲ୍ଲୀ,୧୧ା୩: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ବିରୋଧରେ ବିରୋଧୀ ଦଳ ପକ୍ଷରୁ ଆଗତ ଅନାସ୍ଥା ପ୍ରସ୍ତାବ ଖାରଜ ହୋଇଯାଇଛି। ପ୍ରବଳ ହଟ୍ଟଗୋଳ ଓ ନାରାବାଜି ମଧ୍ୟରେ ବାଚନିକ ଭୋଟ୍ ଜରିଆରେ ଏହି ପ୍ରସ୍ତାବକୁ ଖାରଜ କରାଯାଇଛି। ସଂଖ୍ୟା ଦୃଷ୍ଟିରୁ ଏନଡିଏ ପକ୍ଷ…
ଭ୍ରମାତ୍ମକ ଖବର ଯୋଗୁ ଗ୍ୟାସ ସିଲିଣ୍ଡର ପାଇଁ ଆତଙ୍କ, ବଡ଼ ପଦକ୍ଷେପ ନେଲେ କେନ୍ଦ୍ର ସରକାର
ନୂଆଦିଲ୍ଲୀ,୧୧ା୩: ଦେଶରେ ଏଲପିଜି (LPG) ସଙ୍କଟକୁ ନେଇ ବ୍ୟାପୁଥିବା ଗୁଜବ ଓ ଭ୍ରମାତ୍ମକ ଖବର ଯୋଗୁଁ ଉପଭୋକ୍ତାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହି କାରଣରୁ ଅନେକ ସ୍ଥାନରେ ଗ୍ୟାସ ସିଲିଣ୍ଡର ହୋର୍ଡିଂ ବା ମହଜୁଦ କରିବା ଏବଂ ପ୍ୟାନିକ୍ ବୁକିଂ ବୃଦ୍ଧି…
ଯୁଦ୍ଧ ଭିତରେ ଭାରତ ପଠାଇଲା ଓ଼୍ବାର ସିପ୍? ଆଲର୍ଟରେ ଇଣ୍ଡିଆନ ନେଭି…
ନୂଆଦିଲ୍ଲୀ,୧୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଆଉ ମଧ୍ୟପ୍ରାଚ୍ୟରେ ସୀମିତ ନାହିଁ; ଏହା ସିଧାସଳଖ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଏହି ଯୁଦ୍ଧ କେବଳ ଅନ୍ତର୍ଜାତୀୟ ବିମାନ ଚଳାଚଳ ବନ୍ଦ କରିନାହିଁ ବରଂ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ…
ରେଳବାଇ ଉପରେ LPG ସଙ୍କଟ! ମାଇକ୍ରୋୱେଭ୍-ଇଣ୍ଡକ୍ସନ ବ୍ୟବହାର କରିବାକୁ IRCTCର ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୧ା୩: ଦେଶବ୍ୟାପୀ ଏଲପିଜି ସିଲିଣ୍ଡରର ଅଭାବ ଏବେ ଭାରତୀୟ ରେଳବାଇର କ୍ୟାଟରିଂ ସେବାକୁ ପ୍ରଭାବିତ କରୁଛି। ଏହି ସଙ୍କଟ ଯୋଗୁଁ, ଭାରତୀୟ ରେଳବାଇ କ୍ୟାଟରିଂ ଏବଂ ପର୍ଯ୍ୟଟନ ନିଗମ (IRCTC) ର ଟ୍ରେନଗୁଡ଼ିକରେ ଖାଦ୍ୟ ଯୋଗାଇବା ବ୍ୟବସ୍ଥା ପ୍ରଭାବିତ ହେଉଛି ।…
ଯୁଦ୍ଧକୁ ନେଇ ମୋଦି ଦେଲେ ବଡ଼ ବୟାନ, ସିଧା କଲେ ଟାର୍ଗେଟ…
ନୂଆଦିଲ୍ଲୀ,୧୧।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳରୁ ନିଜ ଭାଷଣରେ ଯୁଦ୍ଧକୁ ନେଇ ବଡ଼ ବୟାନ ଦେଇଛନ୍ତି। ଯୁଦ୍ଧ ବିଷୟରେ କହିବା ସହ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯେତେବେଳେ ସମଗ୍ର ବିଶ୍ୱ ଏବଂ ଭାରତ ସରକାର ଉପସାଗରୀୟ ଦେଶଗୁଡ଼ିକରେ…
ଯୁଦ୍ଧ ପାଇଁ ବଢ଼ିବ ବିମାନ ଟିକେଟ୍ର ଦାମ୍, ଜାଣନ୍ତୁ କେତେ…
ନୂଆଦିଲ୍ଲୀ,୧୧ା୩: ଯଦି ବିମାନ ଯାତ୍ରା ପାଇଁ ଯୋଜନା କରୁଛନ୍ତି, ତେବେ ଆପଣଙ୍କୁ ଟିକେଟ୍ ପାଇଁ ଟିକେ ଅଧିକ ଦେୟ ଦେବାକୁ ପଡ଼ିପାରେ। ବିମାନ କମ୍ପାନୀଗୁଡ଼ିକର ବର୍ଦ୍ଧିତ ମୂଲ୍ୟ ଏବେ ଯାତ୍ରୀଙ୍କ ପକେଟ୍କୁ ପ୍ରଭାବିତ କରୁଛି। ବିମାନ କମ୍ପାନୀଗୁଡ଼ିକ ବିମାନ ଟର୍ବାଇନ ଇନ୍ଧନର…
ବର୍ଷାରେ ଭିଜିଲା ସହର, ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଆସନ୍ତା ୧୬ ପର୍ଯ୍ୟନ୍ତ…
ଚେନ୍ନାଇ,୧୧ା୩: ବୁଧବାର ତାମିଲନାଡୁରେ ପ୍ରବଳ ବର୍ଷା ହୋଇଛି। ପାଣିପାଗ ବିଭାଗ ମାର୍ଚ୍ଚ ୧୬ ପର୍ଯ୍ୟନ୍ତ ତାମିଲନାଡୁର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି, ଯାହା ଗ୍ରୀଷ୍ମ ପ୍ରବାହରୁ କିଛି ଆଶ୍ୱସ୍ତି ଆଣିବ। ଆଇଏମ୍ଡି ରିପୋର୍ଟ ଅନୁଯାୟୀ, ଥୁଥୁକୁଡି,…
ରୁଷିଆରୁ ଭାରତ ତେଲ କିଣିବା ନେଇ ପୁଣି ବଡ଼ ବୟାନ ଦେଲା ଆମେରିକା, ବିଶ୍ୱରେ ଚହଳ
ନୂଆଦିଲ୍ଲୀ,୧୧।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ଏବଂ ହର୍ମୁଜ ପ୍ରଣାଳୀରେ ଉତ୍ତେଜନା ମଧ୍ୟରେ, ସାରା ବିଶ୍ୱରେ ତୈଳ ମୂଲ୍ୟରେ ପରିବର୍ତ୍ତନ ଘଟୁଛି। ଭାରତରେ ଅବସ୍ଥାପିତ ଆମେରିକାର ରାଷ୍ଟ୍ରଦୂତ ସେର୍ଗିଓ ଗର୍ ଏକ୍ସରେ ଏକ ଟ଼୍ବିଟ କରି ପୁଣି ହଇଚଇ ସୃଷ୍ଟି କରିଛନ୍ତି। ସେ ଲେଖିଛନ୍ତି…
LPG ଯୋଗାଣରେ ବାଧା ସୃଷ୍ଟି ହେଲେ ବନ୍ଦ ହୋଇଯିବ କି ମୋବାଇଲ୍ ଟାଓ୍ବାର? ଜାଣନ୍ତୁ କଣ ରହିଛି କନେକ୍ସନ
ନୂଆଦିଲ୍ଲୀ,୧୧।୩: ଦେଶବ୍ୟାପୀ ଏଲପିଜି ଯୋଗାଣ ବାଧାପ୍ରାପ୍ତ ହେବାର ରିପୋର୍ଟ ସାମ୍ନାକୁ ଆସୁଛି । ତେବେ ଏହା ଯୋଗୁଁ ମୋବାଇଲ୍ ଫୋନ୍ ଏବଂ ଘରର ଇଣ୍ଟରନେଟ୍ ସଂଯୋଗ ଏବେ ବିପଦରେ ଅଛି । ମୋବାଇଲ୍ ଟାୱାର ନିର୍ମାତାମାନଙ୍କୁ ଗ୍ୟାସ୍ ଯୋଗାଣ ବନ୍ଦ କରିଦିଆଯାଇଛି। ଯଦି…
ଖାଲି ହାତରେ ବାଘ ସହ ଲଢୁଥିଲେ ଯୁବକ: ୧୨ରୁ ୧୫ ମିନିଟ୍ ପରେ ଘଟିଲା…
ଶିମ୍ଲା ,୧୧ା୩:ହିମାଚଳ ପ୍ରଦେଶର ସୋଲାନ ଜିଲାରେ ଜଣେ ଯୁବକ କଲରାପତରିଆ ବାଘ ହାବୁଡ଼ରେ ପଡ଼ିବା ପରେ ଜୀବନରକ୍ଷା ପାଇଁ ଖାଲି ହାତରେ ଲଢ଼େଇ କରିବା ଏହାକୁ ମାରିଦେବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଆର୍କିସ୍ଥିତ ଆଇଟିଆଇରେ ପଢ଼ୁଥିବା ପ୍ରଭେଶ ଶର୍ମା ସୋମବାର…
Archives


