ଜାତୀୟ

ମନ୍ତ୍ରୀ ଉମେଶ କଟ୍ଟିଙ୍କ ପରଲୋକ

ବଙ୍ଗାଲୁରୁ,୭।୯: କର୍ନାଟକର ମନ୍ତ୍ରୀ ଉମେଶ କଟ୍ଟିଙ୍କ ହୃଦ୍‌ଘାତରେ ମଙ୍ଗଳବାର ରାତିରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ସେ କର୍ନାଟକ ସରକାରରେ ଖାଦ୍ୟ ଯୋଗାଣ ଏବଂ ଜଙ୍ଗଲ ବିଭାଗର ମନ୍ତ୍ରୀ ଥିଲେ । ତାଙ୍କ ମୃତ୍ୟୁକୁ…

ଜଳର ପୁନଃ ଚକ୍ରଣ କରୁଛି ବେଦାନ୍ତ ଆଲୁମିନିୟମ

ଭୁବନେଶ୍ୱର,୭।୯: ଦେଶର ପ୍ରମୁଖ ଘରୋଇ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମର ଝାରସୁଗୁଡ଼ାସ୍ଥିତ ଆଲୁମିନିୟମ ସ୍ମେଲଟର-୧ ଆର୍ଥିକ ବର୍ଷ-୨୨ରେ ନିର୍ଦ୍ଧାରିତ ପରିମାଣର ଜଳ ବିନିଯୋଗକୁ ୧୧% ହ୍ରାସ କରିବାର ଗୌରବ ଅର୍ଜନ କରିଛି। ଗତ ଆର୍ଥିକ ବର୍ଷ-୨୧ରେ ୧୭,୪୦୦ ଟନ୍‌ରୁ ଅଧିକ ଆଲୁମିନିୟମ…

ଅଦାଲତ ଭିତ୍ତିଭୂମି ପାଇଁ ପାଣ୍ଠି ଅଟକାଇଛି କେନ୍ଦ୍ର

ନୂଆଦିଲ୍ଲୀ,୭।୯: କେନ୍ଦ୍ର ସରକାର ଗତ ୨ ବର୍ଷ ହେଲା ଓଡ଼ିଶାର ବିଚାର ବିଭାଗୀୟ ଭିତ୍ତିଭୂମି ନିର୍ମାଣ ପାଇଁ ଆବଶ୍ୟକ ପାଣ୍ଠିକୁ ଅଟକାଇ ରଖିଛନ୍ତି। ଏନେଇ ମଙ୍ଗଳବାର ରାଜ୍ୟ ସରକାରଙ୍କ ପକ୍ଷରୁ ସୁପ୍ରିମକୋର୍ଟରେ ଦାଖଲ ଏକ ସତ୍ୟପାଠରେ ଅବଗତ କରାଯାଇଛି। ଓଡ଼ିଶା ସରକାରଙ୍କ…

ପୂର୍ବତନ ଏନ୍‌ଏସ୍‌ଇ ମୁଖ୍ୟ ରବିନାରାୟଣ ଗିରଫ

ନୂଆଦିଲ୍ଲୀ,୭।୯: ମନିଲଣ୍ଡରିଂ ମାମଲାରେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ପୂର୍ବତନ ସିଇଓ ତଥା ଏମ୍‌ଡି ରବି ନାରାୟଣଙ୍କୁ ମଙ୍ଗଳବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗିରଫ କରିଛି। କୋ-ଲୋକେଶନ ଦୁର୍ନୀତି ଏବଂ ବେଆଇନ ଭାବେ କର୍ମଚାରୀଙ୍କ ଫୋନ୍‌ ଟ୍ୟାପିଙ୍ଗ୍‌ରେ ସମ୍ପୃକ୍ତି ଅଭିଯୋଗରେ ଦୁଇଟି…

୭୭ ପୃଷ୍ଠାର ସୁଇସାଇଡ୍‌ ନୋଟ୍‌

ନୂଆଦିଲ୍ଲୀ,୭।୯: ଆତ୍ମହତ୍ୟା କରିବା ପୂର୍ବରୁ କେହି କେହି ଏହାର କାରଣ ଦର୍ଶାଇ ସୁଇସାଇଡ୍‌ ନୋଟ ଲେଖିଛନ୍ତି। ତେବେ ୭୭ ପୃଷ୍ଠାର ସୁଇସାଇଡ୍‌ ନୋଟ୍‌ ଲେଖିବା ପ୍ରଥମ ଘଟଣା। ଦିଲ୍ଲୀର ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରିବା ପୂର୍ବରୁ ଏଭଳି ଏକ…

ସହରାଞ୍ଚଳରେ କମୁଛି ବେରୋଜଗାରୀ

ନୂଆଦିଲ୍ଲୀ,୭।୯(ଆଇଏଏନ୍‌ଏସ୍‌): ଗତ ଏପ୍ରିଲ-ଜୁନ୍‌ ତ୍ରୈମାସିକରେ ଭାରତର ସହରାଞ୍ଚଳରେ ବେରୋଜଗାରୀ ହାରରେ ଉନ୍ନତି ଘଟିଥିବା ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ ରିପୋର୍ଟରୁ ଜଣାପଡ଼ିଛି। ଏହି ତ୍ରୈମାସିକରେ ବେରୋଜଗାରୀ ହାର ୭.୬%କୁ ହ୍ରାସ ପାଇଛି, ଯାହାକି ପୂର୍ବବର୍ଷ ୧୨.୬ ପ୍ରତିଶତ ଥିଲା। ଦେଶର ଅର୍ଥନୀତି କୋଭିଡ୍‌ଜନିତ…

ଆସାମରେ ୪ର୍ଥ ମଦ୍ରାସା ଭଙ୍ଗାଗଲା

ଗୁଆହାଟୀ,୭।୯: ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହୃତ ହେଉଥିବା ଅଭିଯୋଗରେ ଆସାମ ଗୋଆଲପରା ଜିଲାର ଏକ ମଦ୍ରାସାକୁ ସ୍ଥାନୀୟ ଲୋକେ ଭାଙ୍ଗିଦେଇଛନ୍ତି। ଅଲ୍‌ କାଏଦା ସ୍ବୀକୃତିପ୍ରାପ୍ତ ସଂଗଠନର ସଦସ୍ୟ ଥିବା ଦୁଇ ବାଂଲାଦେଶୀ ଉକ୍ତ ମଦ୍ରାସାକୁ ଆତଙ୍କବାଦୀ କାର୍ଯ୍ୟ ପାଇଁ ବ୍ୟବହାର କରୁଥିଲେ…

ଘରୋଇ ହସ୍ପିଟାଲରେ ସୁରକ୍ଷା ଯୋଗାଇବାକୁ ସରକାରଙ୍କୁ କୁହାଯାଇପାରିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୯: ପ୍ରାଇଭେଟ ହସ୍ପିଟାଲଗୁଡ଼ିକ ଘରୋଇ ଉଦ୍ୟୋଗ ହୋଇଥିବାରୁ ସେମାନଙ୍କୁ ନିଜସ୍ବ ସୁରକ୍ଷା ବ୍ୟବସ୍ଥା କରିବାକୁ ହେବ। ସୁରକ୍ଷା ଯୋଗାଇବାକୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସରକାରୀ ହସ୍ପିଟାଲ ପାଇଁ ସୁରକ୍ଷା ବ୍ୟବସ୍ଥା ରହିଛି।…

୧୭ରେ ଆସୁଛନ୍ତି ୬ ଆଫ୍ରିକୀୟ ଚିତା

ଭୋପାଳ,୭।୯:୧୯୪୭ରେ ଭାରତର ଶେଷ ଚିତାର ମୃତ୍ୟୁ ଘଟିଥିଲା ଛତିଶଗଡ଼ର କୋରେଆ ଜିଲାରେ। ଏହା ପରେ ବିଶ୍ୱର ଦ୍ରୁତତମ ପ୍ରାଣୀକୁ ଦେଶରେ ବିଲୁପ୍ତ ଘୋଷଣା କରାଯାଇଥିଲା। ଏହାର ୭୫ ବର୍ଷ ପରେ ମଧ୍ୟପ୍ରଦେଶର କୁନୋ ନ୍ୟାଶନାଲ ପାର୍କକୁ ୬ ଆଫ୍ରିକୀୟ ଚିତା ଆସୁଛନ୍ତି।…

ଯୁକ୍ରେନ୍‌ ଫେରନ୍ତାଙ୍କୁ ଏନ୍‌ଏମ୍‌ସିର କ୍ଲିନ୍‌ଚିଟ୍‌

ନୂଆଦିଲ୍ଲୀ,୭ା୯: ଯୁକ୍ରେନ୍‌ରେ ମେଡିକାଲ ଶିକ୍ଷା ଲାଭ କରୁଥିବା ଭାରତୀୟ ଛାତ୍ରୀଛାତ୍ରଙ୍କ ପାଇଁ ନ୍ୟାଶନାଲ ମେଡିକାଲ କମିଶନ(ଏନ୍‌ଏମ୍‌ସି) ପକ୍ଷରୁ ବଡ଼ ଆଶ୍ୱସ୍ତି ମିଳିଛି। ରୁଷିଆ-ଯୁକ୍ରେନ୍‌ ଯୁଦ୍ଧ ପାଇଁ ସେଠାରୁ ଅଧାରୁ ଫେରି ଆସିଥିବା ଛାତ୍ରୀଛାତ୍ରମାନେ ଏବେ ବିଶ୍ୱର ଯେକୌଣସି ସ୍ଥାନରେ ଶିକ୍ଷା ଗ୍ରହଣ…

ବିବାଦ ସମାଧାନରେ ଅଗ୍ରଣୀ ଭୂମିକା ନିଅ

ନୂଆଦିଲ୍ଲୀ,୭ା୯: ଗୋଦାବରୀ ନଦୀରେ ପୋଲାଭରମ ଜଳସେଚନ ପ୍ରକଳ୍ପ ନିର୍ମାଣକୁ ନେଇ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା ଓ ଛତିଶଗଡ଼ ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହାର ସମାଧାନରେ ଅଗ୍ରଣୀ ଭୂମିକା ନେବା ଲାଗି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଆନ୍ଧ୍ର…

ବୁଧବାରଠାରୁ କଂଗ୍ରେସର ଭାରତ ଯୋଡ ଯାତ୍ରା, ୫ ମାସରେ ୩୫୭୦ କିଲୋମିଟର ଅତିକ୍ରମ କରିବେ କର୍ମୀ…

ନୂଆଦିଲ୍ଲୀ, ୬।୯ : ବୁଧବାର ସେପ୍ଟେମ୍ବର ୭ରେ କନ୍ୟାକୁମାରୀରେ ଏକ ମେଗା ରାଲିରେ କଂଗ୍ରେସ ଏହାର ୩,୫୭୦ କିଲୋମିଟର ଲମ୍ବା ଭାରତ ଯୋଡ ଯାତ୍ରା’ଆରମ୍ଭ କରିବ। ୫ ମାସରେ ଏହି ଯାତ୍ରା ଶେଷ ହେବ। କଂଗ୍ରେସ ଅନୁସାରେ ଆଦର୍ଶ ଏବଂ ଅର୍ଥନୈତିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri