ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଏନକାଉଣ୍ଟରରେ ୨ ଆତଙ୍କବାଦୀ ମୃତ…
ଶ୍ରୀନଗର, ୬।୯ : ମଙ୍ଗଳବାର ଆତଙ୍କବାଦ ବିରୋଧୀ ଅପରେଶନ ଅଲଆଉଟରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଧିକ ଆତଙ୍କବାଦୀଙ୍କ ସନ୍ଧାନରେ ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି…
୩୦ ବର୍ଷରେ ୩୦ ଟ୍ରିଲିୟନ ଅର୍ଥନୀତିରେ ପହଞ୍ଚିବ ଭାରତ: ପୀୟୂଷ ଗୋୟଲ…
ନୂଆଦିଲ୍ଲୀ, ୬।୯ : ଭାରତ ବ୍ରିଟେନକୁ ପଛରେ ପକାଇ ବିଶ୍ୱର ପଞ୍ଚମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ଏଠାରେ ଉଲ୍ଲେଖଯୋଗ୍ୟ ବିଷୟ ହେଉଛି ଯେ ଆମେ ବର୍ତ୍ତମାନ ବ୍ରିଟେନକୁ ପଛରେ ପକାଇଛୁ। ବ୍ରିଟେନ ଭାରତକୁ ୨୦୦ ବର୍ଷରୁ ଅଧିକ ବର୍ଷ ଧରି…
ବନ୍ୟା ପାଇଁ କଂଗ୍ରେସ ଦାୟୀ: ବୋମ୍ମାଇ…
ବେଙ୍ଗାଲୁରୁ, ୬।୯ : ଦକ୍ଷିଣ ଭାରତର କେତେକ ରାଜ୍ୟରେ ମୌସୁମୀ ବର୍ଷା ସଙ୍କଟ ସୃଷ୍ଟି କରିଛି। କର୍ନାଟକର ବେଙ୍ଗାଲୁରୁ, କେରଳ ଏବଂ ତାମିଲନାଡୁର ବହୁ ଅଞ୍ଚଳରେ ବର୍ଷା ଲୋକମାନଙ୍କ ପାଇଁ ବିପଦ ଆଣିଛି। ସ୍ମାର୍ଟ ସିଟି ବେଙ୍ଗାଲୁରୁର ରାସ୍ତା ଜଳମଗ୍ନ ଘଟଣା…
ବିରୋଧୀଙ୍କୁ ଏକଜୁଟ କରିବା ଆମର ଲକ୍ଷ୍ୟ: ନୀତୀଶ…
ନୂଆଦିଲ୍ଲୀ, ୬।୯ : ଆସନ୍ତା ୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଦଳଙ୍କ ମଧ୍ୟରେ ଉଷ୍ଣତା ବଢ଼ିବାରେ ଲାଗିଛି। ଏହି ମର୍ମରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଭେଟିଛନ୍ତି। ଏହି ବୈଠକରେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ…
ଦେଶର ପ୍ରଥମ ନାଜାଲ ଭାକ୍ସିନକୁ ଡିସିଜିଆଇ ମଞ୍ଜୁରୀ…
ନୂଆଦିଲ୍ଲୀ, ୬।୯ : କରୋନା ମହାମାରୀ ବିରୋଧରେ ଭାରତକୁ ଆଉ ଏକ ବଡ଼ ସଫଳତା ମିଳିଛି। ଜରୁରୀକାଳୀନ ବ୍ୟବହାର ପାଇଁ ଦେଶର ପ୍ରଥମ ନାଜାଲ ଭାକ୍ସିନକୁ ଡିସିଜିଆଇ ମଞ୍ଜୁରୀ ପ୍ରଦାନ କରାଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ଏସମ୍ପର୍କରେ ସୂଚନା ପ୍ରଦାନ…
ସେପ୍ଟମ୍ବର ୧୭ରେ ରକ୍ତଦାନ ଅମୃତ ମହୋତ୍ସବ…
ନୂଆଦିଲ୍ଲୀ, ୬।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ରେ ରକ୍ତ ଦାନ ଅମୃତ ମହୋତ୍ସବ ଆରମ୍ଭ କରାଯିବ। ଏଥିପାଇଁ ଆରୋଗ୍ୟ ସେତୁ ପୋର୍ଟାଲରେ ପଞ୍ଜୀକରଣ ଆରମ୍ଭ ହୋଇଛି । ସେପ୍ଟେମ୍ବର ୧୭ ରେ ସାରା ଦେଶରେ ଏକ ଲକ୍ଷ…
୫କି.ମି. ଯାଏ ବାଉଁଶ ଷ୍ଟ୍ରେଚରରେ ବୁହା ହେଲେ ଗର୍ଭବତୀ
ଶିଲଂ,୬।୯: ଜନସାଧରଣଙ୍କୁ ସମସ୍ତ ସୁବିଧା ସହ ଭଲ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯାଉଛି ବୋଲି ସରକାର ଡିଣ୍ଡିମ ପିଟୁଛନ୍ତି। ହେଲେ ଏହାର ଜ୍ୱଳନ୍ତ ଉଦାହରଣ ଅନେକ ଥର ଦେଖିବାକୁ ମିଳିଛି। ଆଜିବି ଅନେକ ରାଜ୍ୟରେ ଲୋକମାନେ ମୌଳିକ ସୁବିଧାରୁ ବଞ୍ଚିତ ହେଉଛନ୍ତି। କିଛି…
ଯାଞ୍ଚ୍ ଏଜେନ୍ସିର ଅପବ୍ୟବହାର, ବିଧାନସଭାରେ କେନ୍ଦ୍ର ବିରୋଧୀ ପ୍ରସ୍ତାବ ଆଣିବ ଟିଏମ୍ସି…
ନୂଆଦିଲ୍ଲୀ, ୬।୯ : ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍ସି) ଦୀର୍ଘ ଦିନ ଧରି କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ଅପବ୍ୟବହାର ଅଭିଯୋଗ କରିଆସୁଛି। ଏହା ବିରୋଧରେ ସେ ବର୍ତ୍ତମାନ ବଙ୍ଗଳା ବିଧାନସଭାର ମୌସୁମୀ ଅଧିବେଶନରେ ଏକ ସଂକଳ୍ପ ଆଣିବାକୁ ଚିନ୍ତା କରୁଛନ୍ତି।…
ଆକ୍ରମଣ କରୁଥିବା ଶକ୍ତି ପ୍ରତି ସଚେତନତା ଜରୁରୀ: ମୋଦି…
ନୂଆଦିଲ୍ଲୀ,୬।୯ : ମଙ୍ଗଳବାର ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ ସାକ୍ଷାତ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଛନ୍ତି। ଏଠାରେ ଦୁଇ ନେତା ପରସ୍ପରକୁ ଅଭିନନ୍ଦନ ଜଣାଇ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦିନକୁ ଦିନ…
ଦୈନିକ ସଂକ୍ରମଣ ୫ ହଜାର ତଳେ…
ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୩ ହଜାର ତଳେ ରହିଛି। କେରଳରେ ସତର୍କ ସୂଚନା…
କେବଳ ଆର୍ଯ୍ୟ ସମାଜର ବିବାହ ପ୍ରମାଣପତ୍ର ଯଥେଷ୍ଟ ନୁହେଁ: ହାଇକୋର୍ଟ
ପ୍ରୟାଗରାଜ,୬।୯: ବିବାହ ପ୍ରମାଣ କରିବା ପାଇଁ ଆର୍ଯ୍ୟ ସମାଜ ମନ୍ଦିରର ବିବାହ ପ୍ରମାଣପତ୍ର ଯଥେଷ୍ଟ ନୁହେଁ। ଏକ ଆବେଦନର ଶୁଣାଣି ସମୟରେ ଏଭଳି ମନ୍ତବ୍ୟ ଦେଇଛନ୍ତି ଆହ୍ଲାବାଦ ହାଇକୋର୍ଟ। ଏଥିସହ ନିଜ ପତ୍ନୀଙ୍କୁ ଫେରାଇ ଆଣିବା ପାଇଁ ଜଣେ ବ୍ୟକ୍ତିଙ୍କ ଦ୍ୱାରା…
ମଠରୁ ମିଳିଲା ସନ୍ଥଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍ ପରେ ପୋଲିସର ତଦନ୍ତ ଆରମ୍ଭ
ବେଲଗାଭି, ୬ା୯: କର୍ନାଟକର ବେଲଗାଭି ଜିଲାରେ ଥିବା ଶ୍ରୀଗୁରୁ ମାଦିଓ୍ବାଲୋଶ୍ୱର ମଠରୁ ଲିଙ୍ଗାୟତ ସନ୍ଥ ବାସବ ସିଦ୍ଦାଲିଙ୍ଗ ସ୍ବାମୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ତାଙ୍କୁ ନିକଟରୁ ଏକ ସୁଇସାଇଡ୍ ନୋଟ୍ ମିଳିଥିବା ପୋଲିସ କହିଛି। ଅନ୍ୟପକ୍ଷେ ପୋଲିସ ଘଟଣାର…
Archives


