ମଠରୁ ମିଳିଲା ସନ୍ଥଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍ ପରେ ପୋଲିସର ତଦନ୍ତ ଆରମ୍ଭ
ବେଲଗାଭି, ୬ା୯: କର୍ନାଟକର ବେଲଗାଭି ଜିଲାରେ ଥିବା ଶ୍ରୀଗୁରୁ ମାଦିଓ୍ବାଲୋଶ୍ୱର ମଠରୁ ଲିଙ୍ଗାୟତ ସନ୍ଥ ବାସବ ସିଦ୍ଦାଲିଙ୍ଗ ସ୍ବାମୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ତାଙ୍କୁ ନିକଟରୁ ଏକ ସୁଇସାଇଡ୍ ନୋଟ୍ ମିଳିଥିବା ପୋଲିସ କହିଛି। ଅନ୍ୟପକ୍ଷେ ପୋଲିସ ଘଟଣାର…
ପ୍ରଧାନମନ୍ତ୍ରୀ ହେବାକୁ ମୋର ଇଚ୍ଛା ନାହିଁ: ନୀତୀଶ କୁମାର
ନୂଆଦିଲ୍ଲୀ,୬।୯: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଙ୍ଗଳବାର ଦିଲ୍ଲୀ ଗସ୍ତ ସମୟରେ ସିପିଆଇ-ଏମ ନେତା ସୀତାରାମ ୟେଚୁରୀଙ୍କୁ ଭେଟିଛନ୍ତି। ସାକ୍ଷାତ ପରେ ଉଭୟ ନେତା ଗଣମାଧ୍ୟମ ସହିତ ଆଲୋଚନା କରିଥିଲେ। ଏହି ସମୟରେ ନୀତୀଶ କହିଛନ୍ତି, ତାଙ୍କର ପ୍ରଧାନମନ୍ତ୍ରୀ ହେବାକୁ ଇଚ୍ଛା…
ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ: ଯବାନଙ୍କ ଉପରେ ଚଳାଇଲା ଗୁଳି
ଶ୍ରୀନଗର,୬।୯: ପାକିସ୍ତାନ ନିଜ ମନ୍ଦ ଆଚରଣରୁ ବାଦ୍ ପଡ଼ୁନି। ଲଗାତର ଭାରତ ବିରୋଧରେ ଷଡ଼ଯନ୍ତ୍ର ରଚୁଥିବା ବେଳେ ଅସ୍ତ୍ରବିରତି ଉଲ୍ଲଂଘନ ମଧ୍ୟ ଜାରି ରହିଛି। ଇତିମଧ୍ୟରେ ମଙ୍ଗଳବାର ପୁଣି ଥରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ସୈନିକମାନେ ସୀମାରେ ବାଡ଼…
ମୁଁ ବି ଟ୍ରାଫିକ୍ ନିୟମ ଭାଙ୍ଗିଛି: ଗଡକରୀ
ନୂଆଦିଲ୍ଲୀ,୬।୯: ଜଣାଶୁଣା ଶିଳ୍ପପତି ତଥା ଟାଟା ସନ୍ସର ପୂର୍ବତନ ଅଧ୍ୟକ୍ଷ ସାଇରସ ମିସ୍ତ୍ରୀଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ପରେ ସଡକ ସୁରକ୍ଷା ବୈଶିଷ୍ଟ୍ୟକୁ ନେଇ ଅନେକ ପ୍ରଶ୍ନ ଉଙ୍କି ମାରୁଛି। ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ, ସେ ପଛ ସିଟରେ ବସିଥିଲେ…
ଦିଲ୍ଲୀ ମଦ ଦୁର୍ନୀତି ମାମଲା: ୩୦ରୁ ଅଧିକ ସ୍ଥାନରେ ଇଡି ଚଢାଉ
ନୂଆଦିଲ୍ଲୀ,୬।୯: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଏବେ ଆକ୍ସନ ମୋଡ୍ରେ ଅଛି। ମଙ୍ଗଳବାର ଏକାସାଙ୍ଗରେ ୩୦ରୁ ଅଧିକ ସ୍ଥାନରେ ଚଢାଉ କରାଯାଉଛି। ସୂଚନା ଅନୁଯାୟୀ, ଦିଲ୍ଲୀ, ଉତ୍ତରପ୍ରଦେଶ, ପଞ୍ଜାବ, ହରିୟାଣା, ତେଲେଙ୍ଗାନା ସମେତ ମହାରାଷ୍ଟ୍ରରେ ଇଡି ଅଧିକାରୀଙ୍କ…
ପିଏମ୍-ଶ୍ରୀ ଯୋଜନା: ୧୪,୫୦୦ ସ୍କୁଲ୍ର ଉନ୍ନତୀକରଣ ହେବ
ନୂଆଦିଲ୍ଲୀ,୬।୯: ଭାରତର ୧୪,୫୦୦ ସ୍କୁଲ୍ର ବିକାଶ ତଥା ଉନ୍ନତୀକରଣ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପିଏମ୍-ଶ୍ରୀ (ପ୍ରଧାନମନ୍ତ୍ରୀ ସ୍କୁଲ୍ ଫର୍ ରାଇଜିଂ ଇଣ୍ଡିଆ) ଯୋଜନା ଘୋଷଣା କରିଛନ୍ତି। ଗୁରୁ ଦିବସ ଅବସରରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି ପିଏମ୍-ଶ୍ରୀ ସ୍କୁଲ୍…
ଦେଶରେ କମୁଛି କରୋନା ସଂକ୍ରମଣ
ନୂଆଦିଲ୍ଲୀ,୬।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୪୧୭ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା…
ହୃଦଘାତରେ ବିଧାୟକଙ୍କ ପରଲୋକ
ଲକ୍ଷ୍ନୌ,୬।୯: ଉତ୍ତରପ୍ରଦେଶର ଗୋଲା ବିଧାନସଭାର ପାଞ୍ଚ ଥରର ବିଧାୟକ ଅରବିନ୍ଦ ଗିରିଙ୍କ ହୃଦଘାତରେ ମଙ୍ଗଳବାର ସକାଳୁ ପରଲୋକ ଘଟିଛି। ଅରବିନ୍ଦ ବର୍ତ୍ତମାନ ଭାଜପାର ବିଧାୟକ ଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ମୃତ୍ୟୁରେ ସମବେଦନା ଜଣାଇଛନ୍ତି। ସୂଚନାଯୋଗ୍ୟ, ଅରବିନ୍ଦ ଗିରି ଗତ…
ପାଣି ଘେରରେ ବେଙ୍ଗାଲୁରୁ
ବେଙ୍ଗାଲୁରୁ,୬ା୯: କର୍ନାଟକ ରାଜଧାନୀ ବେଙ୍ଗାଲୁରୁରେ ରବିବାର ସନ୍ଧ୍ୟାରୁ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଭାରତର ପାଣିପାଗ ବିଭାଗ (ଆଇଏମ୍ଡି) ସୂଚନା ଅନୁସାରେ ୧୩୧.୬ ମି.ମି. ବର୍ଷା ହୋଇଛି, ଯାହା କି ଗତ ୮ ବର୍ଷର ରେକର୍ଡ ଭାଙ୍ଗିଛି।…
୮ରେ ସେଣ୍ଟ୍ରାଲ ଭିଷ୍ଟା ଆଭେନ୍ୟୁ ଉଦ୍ଘାଟନ
ନୂଆଦିଲ୍ଲୀ,୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୮ ତାରିଖରେ ବିଜୟ ଚୌକରୁ ଇଣ୍ଡିଆ ଗେଟ୍ ପର୍ଯ୍ୟନ୍ତ ସେଣ୍ଟ୍ରାଲ ଭିଷ୍ଟା ଆଭେନ୍ୟୁର ଉଦ୍ଘାଟନ କରିବେ। ସେଥିପାଇଁ କେନ୍ଦ୍ରୀୟ ଦିଲ୍ଲୀର ବିଭିନ୍ନ ଅଞ୍ଚଳରେ ଟ୍ରାଫିକ କଟକଣା ଲାଗୁ ହୋଇଛି। ଗୁରୁବାର ଜରୁରୀ ଆବଶ୍ୟକ ନ…
‘ଭାରତ ଏକ ବଡ଼ ଦେଶ,ବହୁତ କିଛି କରିପାରିବ’
ନୂଆଦିଲ୍ଲୀ,୬।୯: ଚାରି ଦିନିଆ ଭାରତ ଗସ୍ତରେ ଥିବା ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ରୋହିଙ୍ଗ୍ୟା ଶରଣାର୍ଥୀ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାହାଯ୍ୟ ଆଶା କରୁଛନ୍ତି। ସେ କହିଛନ୍ତି, ଭାରତ ଏକ ବଡ ଦେଶ। ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ସମସ୍ୟାର ମୁକାବିଲା ପାଇଁ ବାଂଲାଦେଶକୁ…
ଲକ୍ଷ୍ନୌ ପହଞ୍ଚିଲେ ଡ୍ୟାନ୍ସିଂ କୁଇନ ସପନା ଚୌଧୁରୀ, କୋର୍ଟରେ କରିପାରନ୍ତି ସରେଣ୍ଡର
ଲକ୍ଷ୍ନୌ,୬ ।୯: ହରିୟାଣାର ଜଣାଶୁଣା ଡ୍ୟାନ୍ସର ତଥା ସିଙ୍ଗର ସପନା ଚୌଧୁରୀଙ୍କ ଅଡୁଆ ବେଳକୁ ବେଳ ବଢିବାରେ ଲାଗିଛି । ଏବେ କୁହାଯାଉଛି କି ସପନା ମଙ୍ଗଳବାର କୋର୍ଟରେ ସରେଣ୍ଡର କରିପାରନ୍ତି । ସେଥିପାଇଁ ସେ ମଙ୍ଗଳବାର ସକାଳୁ ଲକ୍ଷ୍ନୌ ପହଞ୍ଚି…
Archives


