କରୋନା ଗ୍ରାଫ୍ ଉପରମୁହାଁ: ଏହି ରାଜ୍ୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
ଶିମଲା,୩୦।୭: ହିମାଚଳ ପ୍ରଦେଶରେ କରୋନା ଭାଇରସ୍ ସଂକ୍ରମଣ ପୁଣି ଥରେ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୩ଦିନ ଧରି ରାଜ୍ୟରେ ଲଗାତର ଭାବେ ୯ଶହରୁ ଊର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଯାହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ…
୭ ରାଜ୍ୟରେ ସ୍ଥିତି ସଙ୍କଟ ଜନକ,ସକ୍ରିୟ ମାମଲା ଲକ୍ଷେ ୪୩ ହଜାରରୁ ଅଧିକ…
ନୂଆଦିଲ୍ଲୀ, ୩୦।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ବାରମୂଳା ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ: ୨ଯବାନ ଆହତ
ବାରମୂଳା,୩୦।୭: ଜମ୍ମୁ-କଶ୍ମୀରର ବାରମୂଳା ଜିଲାରେ ଶନିବାର ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିସହ ୨ଯବାନ ଆହତ ହୋଇଥିବା ଜଣାପଡ଼ିଛି। ଏହାପରେ ସୁରକ୍ଷାକର୍ମୀ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରି ସର୍ଚ୍ଚ ଅପରେଶନ୍ ଜାରି…
ମହେନ୍ଦ୍ର ଭଟ୍ଟ ଉତ୍ତରାଖଣ୍ଡ ଭାଜପା ପ୍ରଦେଶ ଅଧ୍ୟକ୍ଷ
ଡେରାଡୁନ,୩୦।୭: ଉତ୍ତରାଖଣ୍ଡରେ ଭାଜପା ନୂଆ ପ୍ରଦେଶ ଅଧ୍ୟକ୍ଷର ନାମ ଘୋଷଣା କରିଛି। ଗତ କିଛି ଦିନରୁ ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡର ନୂତନ ରାଜ୍ୟ ଅଧ୍ୟକ୍ଷଙ୍କ ନାମକୁ ନେଇ ବହୁ କଳ୍ପନାଜଳ୍ପନା ଲାଗିରହିଥିଲା। କିନ୍ତୁ ଶନିବାର ଦଳ କେବଳ ଉତ୍ତରାଖଣ୍ଡର ନୂତନ ରାଜ୍ୟ…
କୁକୁର ଆକ୍ରମଣରେ ନାବାଳକ ଗୁରୁତର
ଚଣ୍ଡିଗଡ଼,୩୦।୭: ପଞ୍ଜାବର ଗୁରଦାସପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ ପୋଷା କୁକୁର ୧୩ ବର୍ଷର ନାବାଳକକୁ ଅତି ନିର୍ମମ ଭାବେ ଆକ୍ରମଣ କରିବା ଫଳରେ ନାବାଳକ ଜଣଙ୍କ ଗୁରୁତର ହୋଇପଡ଼ିଛନ୍ତି। ତେବେ ତାଙ୍କୁ ଗୁରୁତର ଅବସ୍ଥାରେ ବାଟାଲାସ୍ଥିତ ଏକ…
ଦୀର୍ଘ ୫ଘଣ୍ଟା ପରେ ୬୦ ଫୁଟ୍ ବୋର୍ଓ୍ବେଲ୍ରୁ ଉଦ୍ଧାର ହେଲେ ୧୨ ବର୍ଷର ଝିଅ
ଗାନ୍ଧୀନଗର,୩୦।୭: ଗୁଜରାଟ ସୁରେନ୍ଦ୍ରନଗର ଜିଲାର ଗଜନଭାଭ ଗ୍ରାମରେ ଜଣେ ୧୨ ବର୍ଷୀୟା ନାବାଳିକା ମନୀଷା ଶୁକ୍ରବାର ସକାଳେ ବୋର୍ଓ୍ବେଲ୍ରେ ଖସିପଡ଼ିଥିଲେ। ତେବେ ଦୀର୍ଘ ୫ଘଣ୍ଟାର ଅକ୍ଲାନ୍ତ ଉଦ୍ୟମ ପରେ ତାଙ୍କୁ ଉଦ୍ଧାର କରାଯାଇଛି। ନାବାଳିକାଙ୍କୁ ଉଦ୍ଧାର କରାଯିବା ମାତ୍ରେ ସଙ୍ଗେ ସଙ୍ଗେ…
‘ଷଡ଼ଯନ୍ତ୍ର କରି ଫସାଇ ଦିଆଯାଇଛି’
କୋଲକାତା,୩୦।୭: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇ ମନ୍ତ୍ରିମଣ୍ଡଳରୁ ବିଦାହେବା ଓ ତୃଣମୂଳ କଂଗ୍ରେସରୁ ନିଲମ୍ବନ ହେବା ପରେ ପାର୍ଥ ଚାଟାର୍ଜୀ ପ୍ରଥମ ଥର ପାଇଁ ଖୋଲିଛନ୍ତି। ସ୍କୁଲ୍ରେ ନିଯୁକ୍ତି ଦୁର୍ନୀତି ମାମଲାରେ ଷଡ଼ଯନ୍ତ୍ର କରି ତାଙ୍କୁ ଫସାଇ…
ବିଧାୟକ ମୋକିମ୍ଙ୍କ ଆବେଦନ ସୁପ୍ରିମକୋର୍ଟରେ ଖାରଜ
ନୂଆଦିଲ୍ଲୀ,୩୦।୭: ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମଙ୍କ ସ୍ବତନ୍ତ୍ର ଲିଭ୍ ପିଟିଶନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ୨୦୧୯ରେ ବାରାବାଟୀ-କଟକ ବିଧାନସଭା ଆସନରୁ ମୋକିମ୍ଙ୍କ ନିର୍ବାଚନକୁ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓଡ଼ିଶା ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ମୋକିମ ନାମାଙ୍କନ ପତ୍ର ଦାଖଲ…
ଅବସର ନେଲେ ଜଷ୍ଟିସ୍ ଖାନ୍ଓ୍ବିଲକର
ନୂଆଦିଲ୍ଲୀ,୩୦।୭: ସୁପ୍ରିମକୋର୍ଟର ଦ୍ୱିତୀୟ ବରିଷ୍ଠ ବିଚାରପତି ଜଷ୍ଟିସ୍ ଏ.ଏମ୍. ଖାନ୍ଓ୍ବିଲକର ଶୁକ୍ରବାର ଅବସର ଗ୍ରହଣ କରିଛନ୍ତି। ବିଦାୟୀ ସମ୍ବର୍ଦ୍ଧନା ବେଳେ ସେ ବାର୍ ଆସୋସିଏଶନ୍ ନେତାମାନଙ୍କୁ ସେମାନଙ୍କ ସ୍ନେହ ଓ ସଦ୍ଦିଚ୍ଛା ପାଇଁ ଧନ୍ୟବାଦ ଦେଇଛନ୍ତି। ୨୦୧୬ ମେ’ ୧୩ରେ ସୁପ୍ରିମକୋର୍ଟ…
ହିମାଚଳ ପ୍ରଦେଶରୁ ଚିହ୍ନଟ ‘ମଙ୍କିପକ୍ସ’ ଆକ୍ରାନ୍ତଙ୍କ ନାହିଁ ଟ୍ରାଭେଲ୍ ହିଷ୍ଟ୍ରି
ସିମ୍ଲା,୩୦।୭: ହିମାଚଳ ପ୍ରଦେଶର ସୋଲାନ ଜିଲାରେ ଜଣେ ବ୍ୟକ୍ତି ‘ମଙ୍କିପକ୍ସ’ରେ ଆକ୍ରାନ୍ତ ହୋଇଥିବା ନେଇ ଶୁକ୍ରବାର ସ୍ବାସ୍ଥ୍ୟ ଅଧିକାରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବ୍ୟକ୍ତିଙ୍କ ନମୁନା ପୁଣେ ସ୍ଥିତ ନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ୍ ଭାଇରୋଲୋଜିକୁ ପଠାଯାଇଛି। ୨୧ ଦିନ ପୂର୍ବରୁ ତାଙ୍କ…
୨୦୨୫ ସୁଦ୍ଧା ବାୟୁସେନାରୁ ହଟିବ ମିଗ୍-୨୧
ନୂଆଦିଲ୍ଲୀ,୩୦।୭: ରୁଷିଆ ନିର୍ମିତ ମିଗ୍-୨୧ ଯୁଦ୍ଧବିମାନ ଏକାଧିକ ଦୁର୍ଘଟଣାର ସମ୍ମୁଖୀନ ହେବା ପରେ ଭାରତୀୟ ବାୟୁସେନା ଆଗାମୀ ସେପ୍ଟେମ୍ବର ୩୦ ସୁଦ୍ଧା ଏହାର ଆଉ ଏକ ସ୍କ୍ବାଡ୍ରନ୍କୁ କାର୍ଯ୍ୟରୁ ଅବ୍ୟାହତି ଦେବାକୁ ନିଷ୍ପତ୍ତି ନେଇଛି। ୨୦୨୫ ସୁଦ୍ଧା ପର୍ଯ୍ୟାୟକ୍ରମେ ମିଗ୍-୨୧ର ସମସ୍ତ…
ସ୍ତ୍ରୀଙ୍କୁ ଗଣବଳାତ୍କାର ପରେ ତିନି ତଲାକ୍
ଲକ୍ଷ୍ନୌ,୩୦।୭: ଉତ୍ତର ପ୍ରଦେଶ ଗୋଣ୍ଡାରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ତାଙ୍କ ସ୍ବାମୀ ଓ ଦିଅର ବଳାତ୍କାର କରିବା ପରେ ତାଙ୍କୁ ଟ୍ରିପଲ୍ ତଲାକ୍ ଦେଇଛନ୍ତି। ଏ ନେଇ ପୀଡ଼ିତା ଅଭିଯୋଗ କରିବା ପରେ ଅଭିଯୁକ୍ତ ସ୍ବାମୀ ମହମ୍ମଦ ଆଦନାନଙ୍କୁ ପୋଲିସ…
Archives


