ହିମାଚଳବାସୀଙ୍କୁ ମୋଦିଙ୍କ ଦୀପାବଳି ଉପହାର
ନୂଆଦିଲ୍ଲୀ, ୧୩ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିବାଚଳ ପ୍ରଦେଶର ଉନାରେ ବଲ୍କ ଡ୍ରଗ ପାର୍କର ଉଦଘାଟନ ଓ ଉନା-ହମିରପୁର ରେଲୱେ ପରିଯୋଜନାର ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି ଧନତେରସ ଓ ଦୀପାବଳି ପୂର୍ବରୁ ହିମାଚଳକୁ ୧୦୦୦କୋଟିର…
ନିର୍ବାଚନ ଚିହ୍ନକୁ ନେଇ ପକ୍ଷପାତିତା ଅଭିଯୋଗ ଆଣିଲେ ଉଦ୍ଧବ ଠାକରେ, ନିର୍ବାଚନ କମିଶନଙ୍କୁ ଲେଖିଲେ ପତ୍ର
ମୁମ୍ବାଇ,୧୩ ।୧୦: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ନିର୍ବାଚନ କମିଶନଙ୍କୁ ଏକ ପତ୍ର ଲେଖି ଅଭିଯୋଗ କରିଛନ୍ତି, କି ତାଙ୍କୁ ମିଳିଥିବା ନିର୍ବାଚନ ଚିହ୍ନକୁ ନେଇ ତାଙ୍କ ସହ ପକ୍ଷପାତିତା କରାଯାଇଛି । ରିପୋର୍ଟ ଅନୁଯାୟୀ, ଉଦ୍ଧବ ୧୨ଟି ପଏଣ୍ଟରେ…
ଯେଉଁ ସୁବିଧା ଗତ ଦଶନ୍ଧିରେ ମିଳିପାରିପାରିଥାନ୍ତା, ତାହା ଏବେ ମିଳୁଛି: ମୋଦି
ଶିମ୍ଲା,୧୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବେ ହିମାଚଳ ପ୍ରଦେଶ ଗସ୍ତରେ ଅଛନ୍ତି। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆଜିର ନୂଆ ଭାରତ ସବୁ ପୁରୁଣା ଆହ୍ବାନ ଉପରେ ଦ୍ରୁତ ଗତିରେ କାର୍ଯ୍ୟ…
ଜରୁରୀକାଳୀନ ଅବତରଣ କଲା ସ୍ପାଇସଜେଟ ବିମାନ
ହାଇଦ୍ରାବାଦ,୧୩।୧୦: ଗୋଆରୁ ଆସୁଥିବା ଏକ ସ୍ପାଇସଜେଟ ବିମାନ ହାଇଦ୍ରାବାଦ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିଛି। ବିମାନର କ୍ୟାବିନରେ ଧୂଆଁ ଦେଖାଯିବା ପରେ ବିମାନଟି ଜରୁରୀକାଳୀନ ଅବତରଣ କରିଥିଲା। ଡିଜିସିଏ ଦେଇଥିବା ସୂଚନା ଅନୁଯାୟୀ, ବିମାନର ସୁରକ୍ଷିତ ଅବତରଣ ପରେ ବିମାନର ଯାତ୍ରୀମାନଙ୍କୁ…
ତେଜ ପ୍ରତାପଙ୍କ ସହ ଘଟିଲା ଚମତ୍କାର
ପାଟନା,୧୩।୧୦: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତଥା ବିହାର ମନ୍ତ୍ରୀ ତେଜ ପ୍ରତାପଙ୍କ ଏକ ଚମତ୍କାର ଘଟଣା ଘଟିଛି। ତେଜ ପ୍ରତାପ କହିଛନ୍ତି, ଶିରିଡି ସାଇ ବାବା ତାଙ୍କ ସହ ଚମତ୍କାର କରିଛନ୍ତି। ସେ ଟିଭିରେ ସାଇ ବାବା…
ସରକାର ରାଜନୈତିକ ବିବାଦରେ ବ୍ୟସ୍ତ, ମହାରାଷ୍ଟ୍ରରେ ୮ ମାସରେ ୧୮୭୫ କୃଷକ କରିଛନ୍ତି ଆତ୍ମହତ୍ୟା…
ମୁମ୍ବାଇ,୧୩।୧୦ : ମହାରାଷ୍ଟ୍ରରେ କୃଷକ ଆତ୍ମହତ୍ୟା ସଂଖ୍ୟା ଚିନ୍ତା ବଢ଼ାଇବାରେ ଲାଗିଛି। ଏକ ରିପୋର୍ଟରୁ ପ୍ରକାଶ ଯେ, ଚଳିତ ୨୦୨୨ ବର୍ଷ ଜାନୁୟାରୀରୁ ଅଗଷ୍ଟ ମଧ୍ୟରେ ୧୮୭୫ କୃଷକ ଋଣ ଏବଂ ସରକାରଙ୍କ ଉଦାସୀନତା କାରଣରୁ ଜୀବନ ଶେଷ କରିଛନ୍ତି। ଗୋଟିଏ…
କର୍ଓ୍ବାଚୌଥରେ ମୁସଲମାନ କଳାକାରଙ୍କ ହାତରୁ ମେହେନ୍ଦୀ ନ ଲଗାଇବାକୁ ହିନ୍ଦୁ ମହିଳାଙ୍କୁ ପରାମର୍ଶ ଦେଲେ ଭାଜପା ବିଧାୟକ
ଲକ୍ଷ୍ନୌ,୧୩।୧୦: କର୍ଓ୍ବାଚୌଥରେ ମୁସଲମାନ କଳାକାରଙ୍କ ହାତରୁ ମେହେନ୍ଦୀ ନ ଲଗାଇବାକୁ ହିନ୍ଦୁ ମହିଳାଙ୍କୁ ପରାମର୍ଶ ଦେଇଛନ୍ତି ଭାଜପା ବିଧାୟକ ବିକ୍ରମ ସଇନି। ସେ କହିଛନ୍ତି, ମେହେନ୍ଦୀ ଦୋକାନ ଖୋଲୁଥିବା ମୁସଲମାନ ଯୁବକଙ୍କ ଭିନ୍ନ ଉଦ୍ଦେଶ୍ୟ ରହିଛି। ସେମାନଙ୍କ ମନରେ ମେହେନ୍ଦୀ ପ୍ରୟୋଗ…
ହିଜାବ ମାମଲାରେ ବିଚାରପତିଙ୍କ ରାୟ ଭିନ୍ନ ଭିନ୍ନ, ବୃହତ ଖଣ୍ଡପୀଠରେ ହେବ ବିଚାର…
ନୂଆଦିଲ୍ଲୀ,୧୩।୧୦ : ସ୍କୁଲ ଏବଂ କଲେଜରେ ହିଜାବ ପିନ୍ଧିବା ଉପରେ ନିଷେଧାଦେଶ ବିରୋଧରେ ସୁପ୍ରିମକୋର୍ଟ ୧୦ ଦିନ ଶୁଣାଣି କରିଥିଲେ ଏବଂ ଏହା ପରେ ୨୨ ସେପ୍ଟେମ୍ବରରେ ଏହି ନିଷ୍ପତ୍ତି ସଂରକ୍ଷିତ ରଖିଥିଲେ। ନିର୍ବାଚନ ପାଖେଇ ଆସୁଥିବାରୁ କର୍ନାଟକ ପାଇଁ ଏହା…
ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଶିମ୍ଲା,୧୩।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହିମାଚଳ ପ୍ରଦେଶର ଉନା ରେଳ ଷ୍ଟେଶନରୁ ଚତୁର୍ଥ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ ହିମାଚଳ ପ୍ରଦେଶର ଅମ୍ବ ଅଦୌରାରୁ ଦିଲ୍ଲୀ ପର୍ଯ୍ୟନ୍ତ ଚାଲିବ। ଏହି…
ଭାରତରେ ଓମିକ୍ରନ୍ର ୯ ସବ୍ ଭାରିଆଣ୍ଟ…
ନୂଆଦିଲ୍ଲୀ,୧୩।୧୦ : କରୋନା ଭୂତାଣୁର ଓମିକ୍ରନ ଭାରିଆଣ୍ଟର ଦୁଇଟି ସବ୍ ଭାରିଆଣ୍ଟ ଚାଇନାରେ ପୁନର୍ବାର ସଂକ୍ରମଣ ବିସ୍ତାର କରିଛି। ଚାଇନାର ୫ରୁ ଅଧିକ ରାଜ୍ୟରେ ସଂକ୍ରମଣ ମାମଲାରେ ହଠାତ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ଭାରତରେ ବର୍ତ୍ତମାନ ପର୍ଯ୍ୟନ୍ତ ଓମିକ୍ରନର ନଅଟି…
ଏସକେ ମୁଭିଜ୍ ଷ୍ଟୁଡିଓରେ ଅଗ୍ନିକାଣ୍ଡ…
କୋଲକାତା,୧୩।୧୦ : କୋଲକାତାର କୁଦଘାଟ ଅଞ୍ଚଳରେ ଥିବା ଏସକେ ମୁଭିଜ୍ ଷ୍ଟୁଡିଓରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ ୧୦ ଟି ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚିଛି। ଏହି ଘଟଣାରେ କେତେ କ୍ଷୟକ୍ଷତି ହୋଇଛି…
ଥମୁଛି ସକ୍ରିୟ ମାମଲା-ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ, ୧୩।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…
Archives


