ଜାତୀୟ

ଦେଶରେ ଦିନକୁ ୮୬ ବଳାତ୍କାର

ନୂଆଦିଲ୍ଲୀ,୧।୯: ଭାରତରେ ୨୦୨୧ରେ ଦୈନିକ ହାରାହାରି ୮୬ ବଳାତ୍କାର ଘଟଣା ଘଟିଥିବାବେଳେ ମହିଳାମାନଙ୍କ ପ୍ରତି ଅପରାଧ ମାମଲା ସଂଖ୍ୟା ଘଣ୍ଟାକୁ ପାଖାପାଖି ୪୯ ରହିଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ରିପୋର୍ଟରୁ ଜଣାପଡ଼ିଛି। ୨୦୨୧ରେ ଦେଶରେ ମୋଟ ୩୧,୬୭୭ ବଳାତ୍କାର…

ଭାଜପାମୁକ୍ତ ଭାରତ ପାଇଁ ଆହ୍ବାନ

ପାଟନା,୧।୯: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌) ବୁଧବାର ପାଟନାରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଗୋଟିଏ ମଞ୍ଚରେ ଏକାଠି ହୋଇ ଭାଜପାମୁକ୍ତ ଭାରତ ଗଠନ ଲାଗି ଆହ୍ବାନ ଦେଇଛନ୍ତି। ଉଭୟ କଂଗ୍ରେସ ଓ ଭାଜପା ଦେଶର ବିକାଶ…

ଦେଶରେ ଦୈନିକ ୮୨ ମର୍ଡର

ନୂଆଦିଲ୍ଲୀ,୧।୯: ଭାରତରେ ୨୦୨୧ରେ ଦୈନିକ ହାରାହାରି ୮୨ ଜଣଙ୍କୁ ହତ୍ୟା କରାଯାଇଥିବା ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ରିପୋର୍ଟରୁ ଜଣାପଡ଼ିଛି। ପ୍ରତି ୧ ଲକ୍ଷ ଜନସଂଖ୍ୟାରେ ଦେଖିଲେ ହତ୍ୟାକାଣ୍ଡ ହାର ଝାଡ଼ଖଣ୍ଡରେ ସର୍ବାଧିକ ୪.୧ ରହିଛି। ଦିଲ୍ଲୀରେ ହତ୍ୟାକାଣ୍ଡ ହାର…

ବିଭ୍ରାନ୍ତିକର ବିଜ୍ଞାପନ ବିରୋଧରେ ବିଜ୍ଞାପନଦାତା, ପ୍ରସାରଣକାରୀଙ୍କୁ ଚେତାବନୀ ଦେଲା କେନ୍ଦ୍ର

ନୂଆଦିଲ୍ଲୀ,୧ ।୯: ଟେଲିଭିଜନ ଓ ସୋସିଆଲ ମିଡିଆର ବିଭ୍ରାନ୍ତିକର ବିଜ୍ଞାପନକୁ ନେଇ କଠୋର ହୋଇଛନ୍ତି ସରକାର । ଉପଭୋକ୍ତା ମାମଲା, ଖାଦ୍ୟ ଓ ସାର୍ବଜନିକ ବିତରଣ ମନ୍ତ୍ରଣାଳୟ ବୁଧବାର ବିଜ୍ଞାପନ ଏଜେନ୍ସିକୁ ସରୋଗେଟ ବିଜ୍ଞାପନ ଉପରେ ନିର୍ଦ୍ଦେଶାବଳୀକୁ କଡାକଡି ପାଳନ କରିବାକୁ…

‘ଭାରତ ଯୋଡୋ ଯାତ୍ରା’ରେ ୩୫୦୦ କିଲୋମିଟର ଚାଲିବେ କହ୍ନେୟା କୁମାର, ପୱନ ଖେଡାଙ୍କ ସମେତ ୧୧୭ ନେତା

ନୂଆଦିଲ୍ଲୀ,୧ ।୯: ସେପ୍ଟେମ୍ବର ୭ରୁ ଆରମ୍ଭ ହେବ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ । ଏଥିରେ ୧୧୭ ଜଣ ନେତା ପଦଯାତ୍ରା କରିବେ । ଏହାର ସ୍ଥାୟୀ ସୂଚୀରେ କଂଗ୍ରେସର ଯୁବ ନେତା କହ୍ନେୟା କୁମାର, ପୱନ ଖେଡା ଓ ପଞ୍ଜାବର…

ସିଭିଲ ସର୍ଭିସ ଆଶାୟୀଙ୍କୁ ଲାଠିମାଡ଼

ପାଟନା,୩୧।୮: ବିହାର ପବ୍ଲିକ୍‌ ସର୍ଭିସ କମିଶନ (ବିପିଏସ୍‌ସି) ପରୀକ୍ଷାରେ ନୂଆ ଫର୍ମାଟକୁ ବିରୋଧରେ କରି ବୁଧବାର ପାଟନାସ୍ଥିତ କମିଶନଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରୀଛାତ୍ରଙ୍କୁ ଘଉଡ଼ାଇବାକୁ ଯାଇ ପୋଲିସ ଲାଠିମାଡ଼ କରିଛି। ଏଥିରେ ଅନେକ ପିଲା ଆହତ ହୋଇଛନ୍ତି।…

ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ହଂକଂକୁ ୧୯୩ ରନ୍‌ର ବିଜୟ ଲକ୍ଷ୍ୟ

ଦୁବାଇ,୩୧।୮: ଏସିଆ କପ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ ଭାରତ ଏବଂ ହଂକଂ ମଧ୍ୟରେ ଖେଳାଯାଉଛି। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ୍‌ ହରାଇ ୧୯୨ ରନ ସଂଗ୍ରହ କରିଛି। ସୁର୍ଯ୍ୟକୁମାର ଯାଦବ ଏବଂ…

ଟଳିପଡିଲେ ଜଣେ ଆତଙ୍କବାଦୀ

ଶ୍ରୀନଗର,୩୧।୮: ଜମ୍ମୁ କଶ୍ମୀରରେ ଆତଙ୍କବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀ ପକ୍ଷରୁ ବଡ଼ କାର୍ଯ୍ୟାନୁଷ୍ଠାନ ଚାଲିଛି। ବୁଧବାର ସୋପୋରର ବୋମାଇରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ଜଣେରୁ ଦୁଇ ଆତଙ୍କବାଦୀ ସେଠାରେ ଏବେ ମଧ୍ୟ ଲୁଚି…

ଲାଲୁଙ୍କୁ ଭେଟିଲେ କେସିଆର୍‌

ପାଟନା,୩୧।୮: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ପାଟନାରେ ଆରଜେଡି ମୁଖ୍ୟ ଲାଲୁ ଯାଦବ ଏବଂ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କୁ ଭେଟିଛନ୍ତି। ରାବ୍ରି ଦେବୀଙ୍କ ବାସଭବନରେ ହୋଇଥିବା ଏହି ସାକ୍ଷାତବେଳେ କେସିଆର୍‌ ବିରୋଧୀ ଏକତା ପ୍ରସଙ୍ଗ ଉପରେ ଗୁରୁତ୍ୱାରୋପ…

‘ଯେକୌଣସି ଭାବେ ଭାଜପାକୁ ଦେଶରୁ ହଟାଇବାକୁ ପଡିବ’

ପାଟନା,୩୧।୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ବୁଧବାର କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ମୋଦି ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। କେନ୍ଦ୍ର ସରକାର ବିକାଶମୂଳକ କାର୍ଯ୍ୟ ବଦଳରେ କେବଳ ‘ପ୍ରଚାରପ୍ରସାର’ କାର୍ଯ୍ୟ କରୁଥିବା ସେ ଅଭିଯୋଗ କରିଛନ୍ତି। ଏକ କାର୍ଯ୍ୟକ୍ରମ ସମୟରେ ନୀତୀଶ…

‘ଏବେ ଗୁଣ୍ଡାଗର୍ଦ୍ଦି ରାଜନୀତିକୁ ଓହ୍ଲାଇଛି ଭାଜପା’

ନୂଆଦିଲ୍ଲୀ,୩୧।୮: ଗୁଜରାଟରେ ଆମ୍‌ ଆଦମୀ ପାର୍ଟି ନେତା ମନୋଜ ସୋରାଥିଆଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଏଏପି ଏମ୍‌ପି ରାଘବ ଚଢା ଭାଜପାକୁ ଘେରିଛନ୍ତି। ବର୍ତ୍ତମାନ ଭାଜପା ଗୁଣ୍ଡାଗର୍ଦ୍ଦିର ରାଜନୀତି କରିବାକୁ ଓହ୍ଲାଇଛି। ଭାଜପାର ଗୁଣ୍ଡାମାନେ ଏଏପିର ରାଜ୍ୟ ସାଧାରଣ ସମ୍ପାଦକ…

ଏଏପି ବିଧାୟକଙ୍କ ବିରୋଧରେ ମାନହାନି କେସ୍‌ କରିବେ ଦିଲ୍ଲୀ ଉପରାଜ୍ୟପାଳ

ନୂଆଦିଲ୍ଲୀ,୩୧।୮: ଦିଲ୍ଲୀର ଅରବିନ୍ଦ କେଜ୍‌ରିୱାଲ ସରକାର ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ବିବାଦ ଏକ ନୂଆ ମୋଡ଼ ନେଇଛନ୍ତି। ଦିଲ୍ଲୀ ଉପରାଜ୍ୟପାଳ ବିନୟ କୁମାର ସକ୍ସେନାଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆଣିଥିବା ଆମ୍‌ ଆଦମୀ ପାର୍ଟି(ଏଏପି) ନେତା ସୌରଭ ଭରଦ୍ୱାଜ, ଆତିଶି, ଦୁର୍ଗେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri