ସାନିଟାରି ନାପ୍କିନ୍ ପାଇଁ ମୁଖ୍ୟ ବିଚାରପତିଙ୍କୁ ଚିଠି
ନୂଆଦିଲ୍ଳୀ,୩୧ା୮: ଦିଲ୍ଳୀ ହାଇକୋର୍ଟ ପରିସରରେ ସାନିଟାରି ନାପ୍କିନ୍ ସୁବିଧା ଉପଲବ୍ଧ କରିବା ପାଇଁ କୋର୍ଟରେ ଇନ୍ଟର୍ନ କରୁଥିବା ଜଣେ ମହିଳା ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଛନ୍ତି। ମହିଳା ଜଣକ ଅଗଷ୍ଟ ୧ରୁ ହାଇକୋର୍ଟର ଜଣେ ଆଇନଜୀବୀଙ୍କ ଅଧୀନରେ ପ୍ରାକ୍ଟିସ୍ କରୁଥିବାବେଳେ ତାଙ୍କୁ…
ଡିଜିପିଙ୍କୁ ରିପୋର୍ଟ ମାଗିଲେ ହାଇକୋର୍ଟ
ରାଞ୍ଚି, ୩୦ା୮: ଝାଡ଼ଖଣ୍ଡ ଦୁମ୍କା ଜିଲାର ଯୁକ୍ତ ୨ ଛାତ୍ରୀ ଅଙ୍କିତା ସିଂଙ୍କୁ ପେଟ୍ରୋଲ ଢାଳି ହତ୍ୟା ମାମଲାର ତଦନ୍ତ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍ (ଏସ୍ଆଇଟି) ଗଠନ କରିଛନ୍ତି। ଜିଲା ଏସ୍ପି ଏହି ଟିମ୍ର ନେତୃତ୍ୱ ନେବେ।…
ଲକର୍ରୁ କିଛି ପାଇଲାନି ସିବିଆଇ: ସିସୋଡିଆ
ନୂଆଦିଲ୍ଲୀ,୩୧ା୮: ଅବକାରୀ ନୀତିରେ ଅନିୟମିତତା ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମଙ୍ଗଳବାର ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କ ଘର ଏବଂ ବ୍ୟାଙ୍କ ଲକର୍ ଯାଞ୍ଚ କରିଛି। ତେବେ ସିବିଆଇ ଅଧିକାରୀମାନେ ସେଠାରୁ କିଛି ପାଇ ନ ଥିବା…
ଓଡ଼ିଶାରେ ସର୍ବାଧିକ ମାନବ ଚାଲାଣ
ନୂଆଦିଲ୍ଲୀ,୩୧ା୮: ୨୦୨୧ରେ ମାନବ ଚାଲାଣରେ ଓଡ଼ିଶା ସାରା ଦେଶରେ ଆଗୁଆ ରହିଥିବା ସଦ୍ୟ ପ୍ରକାଶିତ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍ସିଆର୍ବି) ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଗତ ବର୍ଷ ଦେଶରେ ୬,୫୩୩ ମାନବ ଚାଲାଣ ମାମଲା ରୁଜୁ ହୋଇଥିବାବେଳେ ସେଥିରୁ ଓଡ଼ିଶାର…
ସାବତ ବାପା ନିଜର କର୍ତ୍ତବ୍ୟ ପାଳନ କଲେ ପୁତ୍ର ଦାୟିତ୍ୱ ପାଳନକୁ ମନା କରିପାରିବେ ନାହିଁ, ହାଇକୋର୍ଟ…
କୋଲକାତା, ୩୦।୮ : ଏକ ମାମଲାର ବିଚାର କରି କୋଲକାତା ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। ଯଦି ସାବତ ବାପା ପୁତ୍ରଙ୍କ ପ୍ରତି ନିଜର କର୍ତ୍ତବ୍ୟ ସୂଚାରୁ ରୂପେ ପାଳନ କରିଥାନ୍ତି। ତେବେ ସେଭଳି କ୍ଷେତ୍ରରେ ସାବତ ପୁତ୍ର ପିତାଙ୍କ…
ଭାରତ ପୃଥିବୀର ଶକ୍ତିଶାଳୀ ଦେଶ, ମୋଦିଙ୍କ କଥାରେ ବନ୍ଦ ହୋଇଥିଲା ରୁଷିଆ-ୟୁକ୍ରେନ୍ ଯୁଦ୍ଧ…
ଜୟପୁର, ୩୦।୮ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଉଦୟପୁରରେ ପହଞ୍ଚିଛନ୍ତି। ସେ ଏଠାରେ ପନ୍ନାଧାୟ ଉଦ୍ୟାନ ଏବଂ ପ୍ରତିମୂର୍ତ୍ତିର ଲୋକାର୍ପଣ କରଛନ୍ତି। କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ରାଜନାଥ ସିଂ କହିଛନ୍ତି ଯେ ଭାରତ ବର୍ତ୍ତମାନ ବିଶ୍ୱରେ ଏକ ଶକ୍ତିଶାଳୀ…
ବିହାରରେ କ୍ଷମତାରୁ ହଟିବା ପରେ ଭାଜପା ହୋଇଛି ଅବସାଦଗ୍ରସ୍ତ, କହିଲେ ଉପେନ୍ଦ୍ର କୁଶଓ୍ବାହା…
ପାଟନା, ୩୦।୮ : ବିହାରରେ ଭାଜପା କ୍ଷମତାରୁ ହଟିବା ପରେ ଦଳ ଅବସାଦଗ୍ରସ୍ତ ହୋଇଛି। ଜେଡିୟୁ ସଂସଦୀୟ ବୋର୍ଡ ଅଧ୍ୟକ୍ଷ ଉପେନ୍ଦ୍ର କୁଶଓ୍ବାହା କହିଛନ୍ତି। ମଙ୍ଗଳବାର ସମସ୍ତିପୁରରେ ପହଞ୍ଚି କୁଶଓ୍ବାହା ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା ସମୟରେ ଏଭଳି କହିଛନ୍ତି। ଭାଜପା…
୧୦ ଦିନ ମଧ୍ୟରେ ସିସୋଡିଆଙ୍କୁ ଗିରଫ କରାଯିବା ଆଶଙ୍କା, କେଜରିଓ୍ବାଲଙ୍କ ଦାବି …
ନୂଆଦିଲ୍ଲୀ, ୩୦।୮ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ଦାବି କରିଛନ୍ତି ଯେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସିବିଆଇ ଦ୍ୱାରା ଏକ ଅନୌପଚାରିକ କ୍ଲିନ ଚିଟ ଦିଆଯାଇଛି। କିନ୍ତୁ ରାଜନୈତିକ ଚାପରେ ତାଙ୍କୁ ଏକ ସପ୍ତାହ କିମ୍ବା ଦଶ ଦିନ ମଧ୍ୟରେ ଗିରଫ…
କେବଳ ବରିଷ୍ଠ ନୁହନ୍ତି, ଯୁବ ନେତା ବି ଛାଡ଼ୁଛନ୍ତି କଂଗ୍ରେସର ହାତ; ବେଳକୁ ବେଳ ଲମ୍ବୁଛି ତାଲିକା
ନୂଆଦିଲ୍ଲୀ,୩୦।୮: ପ୍ରାୟ ପାଞ୍ଚ ଦଶନ୍ଧି ଧରି କଂଗ୍ରେସରେ ଥିବା ଗୁଲାମ ନବୀ ଆଜାଦ ଇସ୍ତଫା ଦେବା ପରେ ଦଳରେ ଆଲୋଡ଼ନ ସୃଷ୍ଟି ହୋଇଛି। ସେ ସିଧାସଳଖ ରାହୁଲ ଗାନ୍ଧୀଙ୍କ ଉପରେ ଆକ୍ରମଣ କରୁଛନ୍ତି। ରାହୁଲଙ୍କ ଯୋଗୁ ଦଳର ଏଭଳି ଅବସ୍ଥା ହୋଇଥିବା…
ଆନ୍ନା ହଜାରେଙ୍କ କାନ୍ଧରେ ବନ୍ଧୁକ ରଖି ଭାଜପା ଫୁଟାଉଛି ଗୁଳି, କେଜରିଓ୍ବାଲଙ୍କ ଉତ୍ତର…
ନୂଆଦିଲ୍ଲୀ, ୩୦।୮ : ଦିଲ୍ଲୀରେ ଚାଲିଥିବା ରାଜନୈତିକ ଆରୋପ ପ୍ରତ୍ୟାରୋପ ମଧ୍ୟରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଭାଜପାକୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଭାଜପା କହୁଛି ମଦ ନୀତିରେ ଦୁର୍ନୀତି ହୋଇଛି। କିନ୍ତୁ ସିବିଆଇ କହିଛି କୌଣସି ଦୁର୍ନୀତି ନାହିଁ। ଲୋକମାନେ…
ଉଦଗାହ ପଡ଼ିଆରେ ଗଣେଶ ଉତ୍ସବକୁ ମନା, ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ନୂଆଦିଲ୍ଲୀ, ୩୦।୮ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ଇଦଗାହ ପଡ଼ିଆରେ ଗଣେଶ ପୂଜା ଅନୁମତିକୁ ସୁପ୍ରିମ୍କୋର୍ଟ ମନା କରିଛନ୍ତି। ପଡ଼ିଆରେ ଗଣେଶ ପୂଜା କରାଯିବ ନାହିଁ ବୋଲି କୋର୍ଟ କହିଛନ୍ତି। ସେଠାରେ ଯଥାସ୍ଥିତି ବଜାୟ ରଖାଯିବ। ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ଖାରଜ…
ମମତାଙ୍କୁ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଇଡିର ସମନ
କୋଲକାତା,୩୦।୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମଙ୍ଗଳବାର ଟିଏମ୍ସିର ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ସମନ ପଠାଇଛି। କୋଇଲା ଚୋରି ସ୍କାମର ଯାଞ୍ଚ ସମ୍ପର୍କରେ ପଚରାଉଚରା କରିବା ପାଇଁ ଅଭିଷେକଙ୍କୁ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ କୋଲକାତା ସ୍ଥିତ…
Archives


