ଜାତୀୟ

୧୦୦ ବେଆଇନ ବିଲ୍ଡିଂ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯।୮: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସୁପରଟେକ୍‌ କମ୍ପାନୀର ବେଆଇନ ନିର୍ମିତ ଟ୍ବିନ୍‌୍‌ ଟାଓ୍ବାର ରବିବାର ମାଟିରେ ମିଶିବା ପରେ ଏବେ ନୋଏଡା କର୍ତ୍ତୃପକ୍ଷ ଉକ୍ତ ଅଞ୍ଚଳରେ ବେଆଇନ ଭାବେ ଗଢ଼ିଉଠିଥିବା ଶତାଧିକ ବିଲ୍ଡିଂ ଉପରେ ନଜର ପକାଇଛନ୍ତି। ସେଥିରୁ ଅଧିକାଂଶ ବିଲ୍ଡିଂକୁ ୨୦୦୯ରୁ…

ମିସ୍‌ ଡିଭା ୟୁନିଭର୍ସ ଦିବିତା ରାୟ

ନୂଆଦିଲ୍ଳୀ,୨୯।୮: ଚଳିତବର୍ଷର ମିସ୍‌ ଡିଭା ୟୁନିଭର୍ସ ପ୍ରତିଯୋଗିତାରେ କର୍ନାଟକର ଦିବିତା ରାୟ ବିଜୟିନୀ ହୋଇଛନ୍ତି। ୧୦ମ ଡିଭା ୟୁନିଭର୍ସ ପ୍ରତିଯୋଗିତାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ଗତବର୍ଷର ମିସ୍‌ ୟୁନିଭର୍ସ ହରନାଜ ସନ୍ଧୁ। ହରନାଜ ଦିବିତାଙ୍କୁ ବିଜୟ ମୁକୁଟ ପିନ୍ଧାଇଥିଲେ।…

ସୋନାଲୀ ମୃତ୍ୟୁ ମାମଲା: ଖଟ୍ଟରଙ୍କ ସହ କଥା ହେଲେ ଗୋଆ ମୁଖ୍ୟମନ୍ତ୍ରୀ

ପଣଜୀ,୨୯।୮: ହରିଆଣା ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମୃତ୍ୟୁ ପରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ଏହି ମାମଲାରେ ଏପର୍ଯ୍ୟନ୍ତ ୫ଜଣଙ୍କୁ ଗିରଫ କରାଯାଇଛି। ଯଦି ଆବଶ୍ୟକ ହୁଏ, ତେବେ ସୋନାଲୀଙ୍କ ହତ୍ୟା…

‘ମୋତେ ଗିରଫ କରି ଦେଖାଉ ଭାଜପା’

କୋଲକାତା,୨୯।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୋମବାର ଭାଜପାକୁ ଟାର୍ଗେଟ କରି ବର୍ଷିଛନ୍ତି। ସେ କହିଛନ୍ତି, ଦେଶର ନିର୍ବାଚିତ ସରକାରମାନଙ୍କୁ ଭାଙ୍ଗିବାକୁ ଉଦ୍ୟମ କରାଯାଉଛି। ନିର୍ବାଚିତ ରାଜ୍ୟସରକାରଙ୍କୁ ହଟାଇବା ପାଇଁ ଭାଜପା ସିବିଆଇ, ଇଡି ଅସ୍ତ୍ର ଏବଂ କଳାଧନର ବ୍ୟବହାର କରୁଛି।…

୧୩୭ ବର୍ଷରେ ୫୬ ନେତା ସମ୍ଭାଳିଛନ୍ତି ଦାୟିତ୍ୱ: ପରବର୍ତ୍ତୀ ଅଧ୍ୟକ୍ଷ ରେସ୍‌ରେ ରହିଛି ଏମାନଙ୍କ ନାମ

xନୂଆଦିଲ୍ଲୀ,୨୯।୮: କଂଗ୍ରେସରେ ଜାରି ରହିଥିବା ରାଜନୈତିକ ଅଶାନ୍ତି ମଧ୍ୟରେ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ସୋମବାର କାର୍ଯ୍ୟସୂଚୀ ଜାରି କରାଯାଇଛି। ଅକ୍ଟୋବର ୧୭ରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ। ୧୯ରେ ଫଳାଫଳ ଆସିବ। ତେବେ ନିର୍ବାଚନ ପାଇଁ ସେପ୍ଟେମ୍ବର ୨୨ରେ…

ଦିଲ୍ଲୀ ବିଧାନସଭାରେ ରାତି କାଟିବେ ଏଏପିର ସମସ୍ତ ବିଧାୟକ, ଉପରାଜ୍ୟପାଳଙ୍କୁ କରିବେ ବିରୋଧ

ନୂଆଦିଲ୍ଲୀ,୨୯ ।୮: ଦିଲ୍ଲୀର ଆମ ଆଦମୀ ସରକାର ସ୍ୱୀକାର କରିଛି ଯେ ତାଙ୍କ ଦଳର ସମସ୍ତ ବିଧାୟକ ସୋମବାର ରାତିରେ ବିଧାନସଭାରେ ରହିବେ ଓ ଉପରାଜ୍ୟପାଳଙ୍କ ବିରୋଧ କରିବେ । ଏଏପି ବିଧାୟକ ସୌରଭ ଭରଦ୍ୱାଜ କହିଛନ୍ତି, ସୋମବାର ରାତିରେ ସମସ୍ତ…

ଭୂସ୍ଖଳନରେ ଗୋଟିଏ ପରିବାରର ଚାଲିଗଲା ୫ ଜୀବନ

ଥିରୁଭାନନ୍ତପୁରମ୍‌,୨୯।୮: କେରଳର ଥୋଡୁପୁଜାରେ ଏକ ଅଭାବନୀୟ ଘଟଣା ଘଟିଛି। ଭୂସ୍ଖଳନରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ ହୋଇଛି। ଇଡୁକି ଜିଲାର ଥୋଡୁପୁଜା ନିକଟ କଞ୍ଜର ଗ୍ରାମରେ ଏହି ଘଟଣା ଘଟିଥିବା ପୋଲିସ କହିଛି। ପ୍ରବଳ ବର୍ଷା ଯୋଗୁ ଭୁସ୍ଖଳନ ହୋଇଥିବା…

କଂଗ୍ରେସ ଛାଡିଲେ ପୁଣି ୩ ନେତା

ଶ୍ରୀନଗର,୨୯।୮: ସୋମବାର ଜମ୍ମୁକଶ୍ମୀର କଂଗ୍ରେସର ତିନିଜଣ ନେତା ଦଳ ଛାଡିଛନ୍ତି। ନିକଟରେ କଂଗ୍ରେସ ଛାଡିଥିବା ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ସମର୍ଥନରେ ପୂର୍ବତନ ଉପବାଚସ୍ପତି ଗୁଲାମ ହାଇଦର ମଲିକ, କାଥୁଆରୁ ସୁବାସ ଗୁପ୍ତା ଏବଂ ଡୋଡାରୁ ଶ୍ୟାମ ଲାଲ ଭାଗବତ…

କୁକୁର ଛାତିରୁ ବାହାରିଲା ୪ କିଲୋ ଓଜନର ଟ୍ୟୁମର

ପୁଣେ,୨୯।୮: ପୁଣେର ଏକ କୁକୁର ଛାତିରୁ ୪ କିଲୋଗ୍ରାମ ଓଜନର ଏକ ଟ୍ୟୁମର ଅପରେଶନ ମାଧ୍ୟମରେ ବାହାର କରାଯାଇଛି। ଏହି ଟ୍ୟୁମର ଏକ ଫୁଟବଲ ପରି ବଡ ଥିଲା। ପ୍ରାଣୀ ଚିକିତ୍ସିକ ଡା. ନରେନ୍ଦ୍ର ପରଦେଶୀଙ୍କ ନେତୃତ୍ୱରେ ଏକ ଟିମ୍‌ ଦ୍ୱାରା…

ଗଣେଶ ଚତୁର୍ଥୀରେ ମାଂସ ବିକ୍ରି,ପଶୁ ହତ୍ୟା ବାରଣ

ବେଙ୍ଗାଲୁରୁ,୨୯।୮: ଆସନ୍ତା ୩୧ରେ ଗଣେଶ ଚତୁର୍ଥୀ। ଏହାକୁ ଦୃଷ୍ଟିରେ ରଖି ବେଙ୍ଗାଲୁରୁରେ ମାଂସ ବିକ୍ରି ଏବଂ ପଶୁ ହତ୍ୟା ବାରଣ କରାଯାଇଛି। ଏ ନେଇ ବୃହତ ବେଙ୍ଗାଲୁରୁ ମହାନଗର ପାଲିକେ(ବିବିଏମ୍‌ପି) ନିଷେଧାଦେଶ ଜାରି କରିଛି। ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ, ବୁରହାଟ…

ରଣବୀରଙ୍କୁ ୨ ଘଣ୍ଟା ପଚରାଉଚରା କଲା ମୁମ୍ବାଇ ପୋଲିସ

ମୁମ୍ବାଇ,୨୯।୮: ବଲିଉଡ ଅଭିନେତା ରଣବୀର ସିଂ ସୋମବାର ପୋଲିସ ଜେରାର ସମ୍ମୁଖୀନ ହୋଇଛନ୍ତି। ଏକ ପତ୍ରିକା ପାଇଁ ନଗ୍ନ ଫଟୋଶୁଟ୍‌ ନେଇ ରଣବୀରଙ୍କୁ ଏହି ପଚରାଉଚରା କରାଯାଇଛି। ଏହି ଘଟଣାରେ ସେ ନିଜକୁ ନିର୍ଦ୍ଦୋଷ ବୋଲି କହିଛନ୍ତି। କିଛି ଦିନ ପୂର୍ବରୁ…

ଚଳିତବର୍ଷ ଦୀପାବଳିରେ ଆରମ୍ଭ ହେବ ଜିଓ ୫ଜି ସେବା

ମୁମ୍ବାଇ,୨୯।୮: ଦେଶରେ ସ୍ମାର୍ଟଫୋନ ଓ ଇଣ୍ଟରନେଟ ବ୍ୟବହାରକାରୀମାନଙ୍କ ପାଇଁ ଖୁସିଖବର। ସୋମବାର ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ବାର୍ଷିକ ସାଧାରଣ ସଭାରେ ୫ଜି ସେବା ଆରମ୍ଭ ବିଷୟରେ ମୁକେଶ ଅମ୍ବାନୀ ଏକ ବଡ ଘୋଷଣା କରିଛନ୍ତି। ମୁକେଶ ଅମ୍ବାନୀ କହିଛନ୍ତି, ଚଳିତବର୍ଷ ଦୀପାବଳିରେ ଜିଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri