ଜାତୀୟ

ସୋନାଲୀଙ୍କ ମତ୍ୟୁ ମାମଲାରେ ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: କ୍ଲବ ମାଲିକ ଗିରଫ

ପଣଜୀ,୨୭।୮: ହରିଆଣାର ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମୃତ୍ୟୁ ମାମଲାରେ ଗୋଆ ପୋଲିିସ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଶନିବାର ପୋଲିସ ଗୋଆର କର୍ଲିସ୍‌ କ୍ଲବର ମାଲିକଙ୍କୁ ଗିରଫ କରିଛି। ଏଥିସହ ପୋଲିସ ଶୌଚାଳୟରୁ ଡ୍ରଗ୍ସ ଉଦ୍ଧାର…

ଶପଥ ନେଲେ ଦେଶର ୪୯ତମ ପ୍ରଧାନ ବିଚାରପତି ଜଷ୍ଟିସ ୟୁୟୁ ଲଳିତ

ନୂଆଦିଲ୍ଲୀ,୨୭।୮: ଦେଶର ୪୯ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଉଦୟ ଉମେଶ ଲଳିତ। ଶନିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଧାନ ବିଚାରପତିଙ୍କୁ ରାଷ୍ଟ୍ରପତି ଭବନରେ ଶପଥ ପାଠ କରାଇଛନ୍ତି। ସିଜେଆଇ ଏନ୍‌ଭି ରମନା ଅଗଷ୍ଟ ୨୬ରେ ଅବସର ନେବା…

୪୯ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ ୟୁୟୁ ଲଳିତ, କାର୍ଯ୍ୟକାଳ ଅଢେଇ ମାସ

ନୂଆଦିଲ୍ଲୀ,୨୭ ।୮: ବିଚାରପତି ଉଦୟ ଉମେଶ ଲଳିତ ଶନିବାର ଦେଶର ୪୯ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେବେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ ଜଷ୍ଟିଶ ଉଦୟ ଉମେଶ ଲଳିତଙ୍କୁ ଦେଶର ମୁଖ୍ୟ ବିଚାରପତି ଭାବେ ଶପଥ…

ଦିଲ୍ଲୀରେ ହେବନାହିଁ ମୁନାୱର ଫାରୁକିଙ୍କ ଶୋ’, ପୋଲିସ ଦେଲାନାହିଁ ଅନୁମତି

ନୂଆଦିଲ୍ଲୀ,୨୭ ।୮: ମୁନାୱର ଫାରୁକି ହେଉଛନ୍ତି ଜଣେ ଫେମଶ ଷ୍ଟାଣ୍ଡ ଅପ କମେଡିଆନ, ଯାହାଙ୍କ ଶୋ’ ଦେଖିବାକୁ ଦର୍ଶକଙ୍କ ମଧ୍ୟରେ ଖୁବ୍ ଉତ୍କଣ୍ଠା ଥାଏ । କିଛିଦିନ ହେବ ସେ ବିବାଦରେ ଛନ୍ଦି ହୋଇ ପଡିଛନ୍ତି । ଧର୍ମ ଓ ରାଜନୀତିକୁ…

ଭାଜପା ସିରିଏଲ୍‌ କିଲର: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀ ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ୍‌ ଶୁକ୍ରବାର ଭାଜପା ଉପରେ ଜୋର୍‌ଦାର ବର୍ଷିଛନ୍ତି। ନିର୍ବାଚିତ ସରକାରଗୁଡ଼ିକୁ ଭାଙ୍ଗିଦେଉଥିବା ଭାଜପାକୁ ସେ ସିରିଏଲ୍‌ କିଲର ବୋଲି କହିଛନ୍ତି। ଗୈରିକ ଦଳ…

ମାମଲା ବିଚାର ଅପେକ୍ଷାରେ ପଡ଼ିରହିବା ବଡ଼ ଚ୍ୟାଲେଞ୍ଜ: ସିଜେଆଇ

ନୂଆଦିଲ୍ଲୀ,୨୭ା୮(ପି.ଟି.): ଭାରତର ପ୍ରଧାନ ବିଚାରପତି (ସିଜେଆଇ) ପଦରୁ ଜଷ୍ଟିସ୍‌ ଏନ୍‌.ଭି. ରମନା ଶୁକ୍ରବାର ଅବସର ନେଇଛନ୍ତି। ତାଙ୍କୁ ସୁପ୍ରିମକୋର୍ଟ ପରିସରରେ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା। ବହୁସଂଖ୍ୟାରେ ମାମଲା ବିଚାର ଅପେକ୍ଷାରେ ପଡ଼ିରହିବା ସବୁଠୁ ବଡ଼ ଚ୍ୟାଲେଞ୍ଜ ବୋଲି ସିଜେଆଇ କହିବା ସହ…

ମୋଦିଙ୍କ ଦୁଇ ଦିନିଆ ଗୁଜରାଟ ଗସ୍ତ

ନୂଆଦିଲ୍ଲୀ,୨୭ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାରଠାରୁ ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯାଉଛନ୍ତି । ଏହି ସମୟରେ ମୋଦି କିଛି ମହତ୍ୱପୂର୍ଣ୍ଣ ଯୋଜନାର ଶିଳାନ୍ୟାସ ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି । ଗୁଜରାଟ ଗସ୍ତର ପ୍ରଥମ ଦିନରେ ଅର୍ଥାତ୍…

କରଦାତାଙ୍କ ଟଙ୍କାରେ ମାଗଣା ସୁବିଧା ଦେଶକୁ ଦେବାଳିଆ କରିଦେବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭ା୮(ପି.ଟି.): କରଦାତାଙ୍କ ଟଙ୍କାରେ ଲୋକଙ୍କୁ ମାଗଣା ସୁବିଧା ଦେବା ଧାରା ଲାଗିରହିଲେ, ଦେଶ ଅତ୍ୟନ୍ତ ଦେବାଳିଆ ସ୍ଥିତିକୁ ଚାଲିଯିବ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ଆଶଙ୍କା ବ୍ୟକ୍ତ କରିଛନ୍ତି। ନିର୍ବାଚନ ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଲୋକଙ୍କୁ ଆକୃଷ୍ଟ କରିବା ପାଇଁ ଦେଉଥିବା ମାଗଣା…

ମାତ୍ର ୧୨ ସେକେଣ୍ଡରେ ଧ୍ୱଂସ ହେବ ସୁପରଟେକ ଟ୍ୱିନ ଟାୱାର

ଲକ୍ଷ୍ନୌ,୨୭ ।୮: ଉତ୍ତର ପ୍ରଦେଶର ନୋଏଡାରେ ଅବୈଧ ଭାବେ ନିର୍ମାଣ କରାଯାଇଥିବା ସୁପରଟେକ ଟ୍ୱିନ ଟାୱାର୍ସକୁ ନେଇ ଏବେ ଚର୍ଚ୍ଚା । ସରକାରଙ୍କ ନିର୍ଦ୍ଦେଶ କ୍ରମରେ ଏବେ ଏହି ଟାୱାର୍ସକୁ ଭଙ୍ଗାଯିବ । ତେବେ ଏହାକୁ ଭାଙ୍ଗିବା ସମୟରେ ସୁରକ୍ଷା ପ୍ରତି…

ସ୍ତ୍ରୀ ଉପରେ କ୍ଷୁବ୍ଧ ସ୍ବାମୀ ତାଳଗଛରେ ମାସେ ରହିଲେ

ଲକ୍ଷ୍ନୌ,୨୭ା୮: ସ୍ତ୍ରୀଙ୍କ ଯୁକ୍ତି ଓ ଗାଳିରେ କ୍ଷୁବ୍ଧ ହୋଇ ଉତ୍ତରପ୍ରଦେଶର ଜଣେ ବ୍ୟକ୍ତି ମାସେ କାଳ ୮୦ ଫୁଟ ଉଚ୍ଚ ତାଳଗଛରେ ରହିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ୟୁପି ମାଉ ଜିଲା କୋପାଗଞ୍ଜ ଅଞ୍ଚଳରେ ଏଭଳି ବିଚିତ୍ର ଘଟଣା ଘଟିଛି।…

ତୁମକୁ ଘୃଣାକରେ, ଭାରତ ଫେରିଯାଅ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୮: ଆମେରିକାର ଟେକ୍ସାସ୍‌ସ୍ଥିତ ଡଲାସ୍‌ରେ ୪ ଜଣ ଭାରତୀୟ ମହିଳା ବର୍ଣ୍ଣବୈଷମ୍ୟର ଶିକାର ହୋଇଛନ୍ତି। ସେମାନଙ୍କୁ ଖରାପ ଭାଷାରେ ଗାଳିଗୁଲଜ କରିଥିବା ନେଇ ଅଭିଯୋଗ ହେବା ପରେ ଜଣେ ମହିଳାଙ୍କୁ ସ୍ଥାନୀୟ ପୋଲିସ ଗିରଫ କରିଛି। ଦୁର୍ବ୍ୟବହାର କରିଥିବା ମହିଳା ଜଣକ…

ଜାତୀୟ ଦଳଙ୍କୁ ଅଜଣା ସୂତ୍ରରୁ ମିଳିଛି ୧୫,୦୭୭ କୋଟି

ନୂଆଦିଲ୍ଲୀ,୨୭ା୮ (ପି.ଟି.): ଜାତୀୟ ରାଜନୈତିକ ଦଳଗୁଡ଼ିକ ୨୦୦୪-୦୫ରୁ ୨୦୨୦-୨୧ ଆର୍ଥତ୍କ ବର୍ଷ ମଧ୍ୟରେ ଅଜଣା ସୂତ୍ରରୁ ୧୫,୦୭୭.୯୭ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ସଂଗ୍ରହ କରିଛନ୍ତି। ଆସୋସିଏଶନ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା କୁହାଯାଇଛି। କେବଳ ୨୦୨୦-୨୧…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri