ଜାତୀୟ

ଜେଲ୍‌ରେ ଅଚେତ୍‌ ହୋଇପଡ଼ିଲେ ଅନୀଲ ଦେଶମୁଖ: ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୨୬।୮: ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ତଥା ଏନ୍‌ସିପି ନେତା ଅନୀଲ ଦେଶମୁଖ ଶୁକ୍ରବାର ହଠାତ୍‌ ଜେଲ୍‌ରେ ଅଚେତ୍‌ ହୋଇ ପଡ଼ିଥିଲେ। ଏହାପରେ ତାଙ୍କୁ ତୁରନ୍ତ ଜେଜେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଅନୀଲଙ୍କ ଛାତିରେ ଯନ୍ତ୍ରଣା ହେବା…

ଅଗଷ୍ଟ ୨୯ରେ ଆସ୍ଥା ପ୍ରସ୍ତାବ ଆଣିବେ କେଜ୍‌ରିଓ୍ବାଲ ସରକାର

ନୂଆଦିଲ୍ଲୀ,୨୬।୮: ଦିଲ୍ଲୀରେ ବର୍ତ୍ତମାନ ରାଜନୈତିକ ଉଷ୍ମତା ସରଗରମ ରହିଛି। ଅଗଷ୍ଟ ୨୯ରେ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ସରକାର ଦିଲ୍ଲୀ ବିଧାନସଭାରେ ଆସ୍ଥା ପ୍ରସ୍ତାବ ଆଣିବେ। ଏନେଇ ବିଧାନସଭାର ସ୍ବତନ୍ତ୍ର ଅଧିବେଶନକୁ ଆଉ ଗୋଟିଏ ଦିନ ବୃଦ୍ଧି କରିବାକୁ ଶୁକ୍ରବାର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି…

ଗୁଲାମଙ୍କ ଇସ୍ତଫା ପରେ ହାତ ଛାଡିଲେ ୫ ପୂର୍ବତନ ବିଧାୟକ

ନୂଆଦିଲ୍ଲୀ,୨୬।୮: ବରିଷ୍ଠ ନେତା ଗୁଲାମ ନବୀ ଆଜାଦ କଂଗ୍ରେସ ଛାଡିବା ପରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଏଭଳି ସ୍ଥିତିରେ ଜମ୍ମୁ-କଶ୍ମୀରର ୫ଜଣ ପୂର୍ବତନ ବିଧାୟକ କଂଗ୍ରେସ ଛାଡିଛନ୍ତି। ସେମାନେ ହେଲେ ଜିଏମ୍‌ ସରୁରୀ, ହାଜି ଅବଦୁଲ ରାଶିଦ, ମହମ୍ମଦ…

ସୋନାଲୀଙ୍କୁ ଦିଆଯାଇଥିଲା ଡ୍ରଗ୍ସ: ଗିରଫ ହେଲେ ୨ ସହଯୋଗୀ

ନୂଆଦିଲ୍ଲୀ,୨୬।୮: ହରିଆଣାର ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲୀ ଫୋଗାଟଙ୍କ ମୃତ୍ୟୁକୁ ନେଇ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଗୁରୁବାର ଆସିଥିବା ପୋଷ୍ଟମାର୍ଟମ ରିପୋର୍ଟରେ ସୋନାଲୀଙ୍କ ଶରୀରରେ କ୍ଷତଚିହ୍ନ ଥିବା ଦର୍ଶାଯାଇଥିବା ବେଳେ ଶୁକ୍ରବାର ଆଉ…

ସୋନାଲୀଙ୍କୁ ମୁଖାଗ୍ନୀ ଦେଲେ ଝିଅ ଯଶୋଧରା

ଚଣ୍ଡିଗଡ଼,୨୬।୮: ଭାଜପା ନେତ୍ରୀ ତଥା ଟିକ୍‌ଟକ୍‌ ଷ୍ଟାର ସୋନାଲି ଫୋଗାଟ ଶୁକ୍ରବାର ପଞ୍ଚତତ୍ତ୍ୱରେ ବିଲୀନ ହୋଇଛନ୍ତି। ହରିଆଣାର ହିସାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିବା ବେଳେ ତାଙ୍କ ଏକମାତ୍ର ଝିଇ ଯଶୋଧରା ମୁଖାଗ୍ନୀ ଦେଇଛନ୍ତି। ଏଥିସହ ଯଶୋଧରା ତାଙ୍କ ମା’ଙ୍କ ମୃତଦେହକୁ…

୭୫ ପ୍ରତିଶତ ରେଟିଂ ସହ ପୁଣିଥରେ ବିଶ୍ୱର ସର୍ବଶ୍ରେଷ୍ଠ ଲୋକପ୍ରିୟ ନେତା ହେଲେ ମୋଦି

ନୂଆଦିଲ୍ଲୀ,୨୬ ।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ବିଶ୍ୱ ନେତାଙ୍କୁ ନେଇ କରାଯାଇଥିବା ସର୍ବେକ୍ଷଣରେ ଲୋକପ୍ରିୟ ନେତା କ୍ଷେତ୍ରରେ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି । ମଣ୍ଣିଂ କନସଲ୍ଟ ସର୍ଭେ ହିସାବରେ ମୋଦିଙ୍କୁ ୭୫ ପ୍ରତିଶତ ରେଟିଂ ମିଳିଛି । ତାଙ୍କ…

ଇସ୍ତଫା ପରେ ଗୁଲାମନବୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୮: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଶୁକ୍ରବାର କଂଗ୍ରେସର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ଆଜାଦ ଏକ ବଡ଼ ଘୋଷଣା କରିଛଉନ୍ତି। ଜମ୍ମୁ-କଶ୍ମୀରକୁ ପୁଣି ଫେରିବେ ଏବଂ ନିଜର ଏକ ନୂତନ ଦଳ ଗଠନ…

ଆୱାଦ ବିହାରୀ ଚୌଧୁରୀ ହେଲେ ବିହାର ବିଧାନସଭାର ନୂତନ ବାଚସ୍ପତି

ପାଟନା,୨୬।୮: ବିହାର ବିଧାନସଭାର ନୂତନ ବାଚସ୍ପତି ଭାବରେ ଆରଜେଡି ନେତା ଆୱାଦ ବିହାରୀ ଚୌଧୁରୀ ସର୍ବସମ୍ମତି କ୍ରମେ ମନୋନୀତ ହୋଇଛନ୍ତି। ବିଜୟ କୁମାର ସିହ୍ନାଙ୍କ ଇସ୍ତଫା ପରେ ଏହି ପଦବୀ ଖାଲି ପଡିଥିଲା। ସୂଚନାଯୋଗ୍ୟ,ବିହାରରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଭାଜପା ଛାଡି…

‘କଂଗ୍ରେସର ପତ୍ତନ ପାଇଁ ରାହୁଲ ଗାନ୍ଧୀ ସମ୍ପୂର୍ଣ୍ଣ ଦାୟୀ’

ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଶୁକ୍ରବାର ଦଳର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ସେ ସୋନିଆ ଗାନ୍ଧୀଙ୍କୁ ୫ ପୃଷ୍ଠାର ଲମ୍ବା ଚିଠି ଲେଖି ଦଳ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କେବଳ ଏତିକି ନୁହେଁ, କଂଗ୍ରେସର…

ଦୁର୍ଘଟଣାରେ ଚାଲିଗଲା ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଓଏସ୍‌ଡିଙ୍କ ଜୀବନ

ନୂଆଦିଲ୍ଲୀ,୨୬।୮: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ସ୍ପେଶାଲ ଡ୍ୟୁଟି ଅଫିସର(ଓଏସଡି) ମୋତିଲାଲ ସିଂଙ୍କ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ବସ୍ତି ଜିଲା ଖଝୌଲାରେ ଏକ ପଶୁକୁ ବଞ୍ଚାଇବାବେଳେ ମୋତିଲାଲଙ୍କ ସହ ଏହି ଦୁର୍ଘଟଣା ଘଟିଛି। ଏହି ସଡକ ଦୁର୍ଘଟଣାରେ ଓଏସଡିଙ୍କ…

କଂଗ୍ରେସରୁ ଇସ୍ତଫା ଦେଲେ ଗୁଲାମ ନବୀ ଆଜାଦ

ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଦଳରୁ ଇସ୍ତଫା ଦେଇଛନ୍ତି। ଆଜାଦ କଂଗ୍ରେସର ସଭାପତି ସୋନିଆ ଗାନ୍ଧୀଙ୍କ ନିକଟକୁ ପାଞ୍ଚ ପୃଷ୍ଠାର ଇସ୍ତଫା ପତ୍ର ପଠାଇଛନ୍ତି। ଦଳର ସମସ୍ତ ପଦରୁ ସେ ଇସ୍ତଫା ଦେଇଥିବା ଜଣାପଡିଛି। ଇସ୍ତଫା ପତ୍ରରେ…

ସୁପ୍ରିମକୋର୍ଟରୁ ଯୋଗୀ ଆଦିତ୍ୟନାଥଙ୍କୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୨୬।୮: ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ଉତ୍ତେଜନାମୂଳକ ଭାଷଣ ମାମଲାରେ ଯୋଗୀଙ୍କ ବିରୋଧରେ ମାମଲା ରୁଜୁ ଆବେଦନକୁ ଖାରଜ କରିଦେଇଛନ୍ତି। ଶୁକ୍ରବାର ଅନୁଷ୍ଠିତ ଶୁଣାଣି ସମୟରେ କୋର୍ଟ ଏହି ନିଷ୍ପତ୍ତି ଦେଇଛନ୍ତି। ୨୦୦୭ରେ ଯୋଗୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri