ଜାତୀୟ

୬୭ ପର୍ନ ଓ୍ବେବ୍‌ସାଇଟ୍‌ ବିରୋଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୯ା୯: କେନ୍ଦ୍ର ସରକାର ୬୭ଟି ପର୍ନ ଓ୍ବେବ୍‌ସାଇଟ୍‌ ବ୍ଲକ୍‌ କରିବାକୁ ଇଣ୍ଟରନେଟ କମ୍ପାନୀଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଗତବର୍ଷ ଜାରି କରାଯାଇଥିବା ନୂଆ ଆଇଟି ନିୟମକୁ ଉଲ୍ଲଂଘନ ଓ କୋର୍ଟ ରାୟ ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପୁଣେ ସ୍ଥିତ ଏକ କୋର୍ଟ…

୩୬ତମ ନ୍ୟାଶନାଲ ଗେମ୍ସକୁ ଉଦ୍‌ଘାଟନ କଲେ ମୋଦି

ଅହମଦାବାଦ,୨୯।୯: ଗୁଜରାଟରେ ୩୬ତମ ନ୍ୟାଶନାଲ ଗେମ୍ସକୁ ଗୁରୁବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ କରିଛନ୍ତି। ଏହି ପ୍ରତିଷ୍ଠିତ ଗେମ୍ସକୁ ନରେନ୍ଦ୍ର ମୋଦି ଷ୍ଟାଡିୟମ୍‌ରେ ଆୟୋଜିତ କରାଯାଇଛି। ଷ୍ଟାଡ଼ିୟମ୍‌ରେ ଆୟୋଜିତ ହୋଇଥିବା ଏହି ଭବ୍ୟ କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧିତ କରି…

ଜଷ୍ଟିସ୍‌ ମୁରଲୀଧରଙ୍କ ମାଡ୍ରାସ ହାଇକୋର୍ଟକୁ ବଦଳି ନେଇ ସୁପାରିସ

ନୂଆଦିଲ୍ଲୀ,୨୯ା୯: ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଏସ୍‌. ମୁରଲୀଧର ମାଡ୍ରାସ ହାଇକୋର୍ଟକୁ ବଦଳି ହୋଇ ଯିବେ। ଭାରତର ପ୍ରଧାନ ବିଚାରପତି (ସିଜେଆଇ) ୟୁ.ୟୁ. ଲଳିତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସୁପ୍ରିମକୋର୍ଟ କଲେଜିୟମ୍‌ ତାଙ୍କ ବଦଳି ନେଇ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଥିବା…

ମୁକେଶ ଅମ୍ବାନୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା

ମୁମ୍ବାଇ,୨୯।୯: ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରାଯାଇଛି। ଅମ୍ବାନୀଙ୍କୁ ଜେଡ୍‌ ପ୍ଲସ୍‌ ସୁରକ୍ଷା ଯୋଗାଇ ଦିଆଯାଇଛି। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଅମ୍ବାନୀଙ୍କ ସୁରକ୍ଷାକୁ ବୃଦ୍ଧି କରାଯାଇଥିବା ଗୁରୁବାର ସୂଚନା ମିଳିଛି। ମୁକେଶ ଅମ୍ବାନୀଙ୍କ ବାସଭବନ ଆଣ୍ଟିଲିଆ ସମ୍ମୁଖରେ…

ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ସସପେନ୍ସ?

ନୂଆଦିଲ୍ଲୀ,୨୯ ।୯: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କୁ ତାଙ୍କ ବାସ ଭବନ ୧୦ ଜନପଥରେ ଭେଟିଥିଲେ । ଏହାଥିଲା ଏକ ଗୁରୁତ୍ୱପୂର୍ଣ୍ଣ ସାକ୍ଷାତ୍‌କାର । ଏହାପରେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଏକ ପ୍ରଶ୍ନରେ…

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ: ଆସନ୍ତା କାଲି ପ୍ରାର୍ଥି ପତ୍ର ଦାଖଲ କରିବେ ଥରୁର

ନୂଆଦିଲ୍ଲୀ,୨୯ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ବରିଷ୍ଠ କଂଗ୍ରେସ ନେତା ତଥା ଏମପି ଶଶି ଥରୁର ଆସନ୍ତା କାଲି ଅର୍ଥାତ୍ ଶୁକ୍ରବାର ସେପ୍ଟେମ୍ବର ୩୦ରେ ପ୍ରାର୍ଥୀପତ୍ର ଦାଖଲ କରିବେ । ଏହି ପଦ ପାଇଁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ…

ବନ୍ଧୁତ୍ୱର ଲଢେଇ: ପରସ୍ପରକୁ କୋଳାଗ୍ରତ କଲେ ଦିଗ୍‌ବିଜୟ-ଥରୁର

ନୂଆଦିଲ୍ଲୀ,୨୯।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଛି। ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ କୁହାଯାଉଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗେହଲଟ ଓହରିବା ପରେ ଏହି ନିର୍ବାଚନରେ ଶଶି ଥରୁର ଏବଂ…

ଆଲିଗଡ଼ ମିଟ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ, ଅଧିକାଂଶ କର୍ମଚାରୀ ଚେତାଶୂନ୍ୟ, ୫୦ ହସ୍ପିଟାଲରେ ଭର୍ତ୍ତି

ଆଲିଗଡ,୨୯ ।୯: ଉତ୍ତର ପ୍ରଦେଶର ଆଲିଗଡ଼ ଲୋଧା ଥାନା ଅଞ୍ଚଳରେ ଅଲ ଦୁଆ ମିଟ ଫ୍ୟାକ୍ଟ୍ରିରେ ଗୁରୁବାର ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ପ୍ୟାକେଜିଂ ଡିପାର୍ଟମେଣ୍ଟରେ ଆମୋନିଆ ଗ୍ୟାସ ଲିକ ହେବାରୁ ସେଠାରେ କାମ କରୁଥିବା ମହିଳା କର୍ମଚାରୀ…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ନାହିଁ ଗେହଲଟ, ସୋନିଆଙ୍କୁ ମାଗିଲେ କ୍ଷମା

ନୂଆଦିଲ୍ଲୀ,୨୯।୯: ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ ବୋଲି ଗୁରୁବାର ସ୍ପଷ୍ଟ କରିଛନ୍ତି। ନୂଆଦିଲ୍ଲୀରେ କଂଗ୍ରେସ ମୁଖ୍ୟ ସୋନିଆ ଗାନ୍ଧୀଙ୍କୁ ଭେଟିବା ପରେ ସେ ଏହି ମନ୍ତବ୍ୟ…

ନିର୍ବାଚନ ଆୟୋଗଙ୍କ ସ୍ବାୟତ୍ତତା ମାମଲା, କେନ୍ଦ୍ରକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ, ୨୯।୯ : ନିର୍ବାଚନ ଆୟୋଗଙ୍କ ସ୍ବାୟତ୍ତତା ମାମଲାରେ ସୁପ୍ରିମକୋର୍ଟର ସମ୍ବିଧାନିକ ବେଞ୍ଚ କେନ୍ଦ୍ର ସରକାର, ଅର୍ଥ ମନ୍ତ୍ରଣାଳୟ, ଆଇନ ମନ୍ତ୍ରଣାଳୟକୁ ନୋଟିସ ଜାରି କରିଛନ୍ତି। ନଭେମ୍ବର ୧୭ ରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରିବେ। ତିନି ଜଣ କମିଶନରଙ୍କୁ…

ଭାଜପା କୃଷକଙ୍କ ପ୍ରତି ବିଶ୍ୱାସଘାତକତା କରିଛି, ଦଳ ସହିତ ମୋର ଖୋଲା ଲଢ଼େଇ, କହିଲେ ମେଘାଳୟ ରାଜ୍ୟପାଳ…

ଶିଲଂ, ୨୯।୯ : ମେଘାଳୟର ରାଜ୍ୟପାଳ ସତ୍ୟ ପାଲ ମଲିକ ଆସନ୍ତା ମାସରେ ଅବସର ନେବାକୁ ଯାଉଛନ୍ତି। କିନ୍ତୁ ଅବସର ନେବା ପରେ ସେ ଜୟନ୍ତ ଚୌଧୁରୀଙ୍କ ରାଷ୍ଟ୍ରୀୟ ଲୋକ ଦଳରେ ଯୋଗଦେବେ କି ନାହିଁ ସେନେଇ ଚର୍ଚ୍ଚା ଜୋର ଧରିଛି।…

ବ୍ରହ୍ମପୁତ୍ରରେ ଡଙ୍ଗା ବୁଡ଼ି, ୨୦ ନିଖୋଜ…

ଗୁଆହାଟୀ, ୨୯।୯ : ଆସାମର ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଯାଇଛି। ଧୁବ୍ରି ଜିଲାରେ ଏହି ଦୁର୍ଘଟଣା ଘଟିଛି। ଡଙ୍ଗାରେ ୫୦ ଜଣ ଲୋକ ଥିଲେ। ସେଥିମଧ୍ୟରୁ ୨୦ ଜଣ ନିଖୋଜ ଥିବା ଜଣାଯାଇଛି। ଆସାମ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri