ଗୁଜରାଟରେ ୧୦ ହଜାର କୋଟିର ଅବକାରୀ ଠକେଇ
ନୂଆଦିଲ୍ଲୀ,୨୨ା୮: କେନ୍ଦ୍ର ଓ ଦିଲ୍ଲୀ ସରକାର ମଧ୍ୟରେ ଟଣାଓଟରା ଚରମ ସୀମାରେ ପହଞ୍ଚତ୍ଲାଣି। ଦିଲ୍ଲୀ ସରକାରଙ୍କ ଅବକାରୀ ନୀତି ୨୦୨୧-୨୨ର କାର୍ଯ୍ୟକାରିତାରେ ଅନିୟମିତତା ହୋଇଥିବା ଦର୍ଶାଇ ଉପରାଜ୍ୟପାଳ ବିନୟ ସକ୍ସେନା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ଏହାର ତଦନ୍ତ ସୁପାରିସ କରିବା…
ମୁଁ ୫ ଜଣଙ୍କୁ ମାରିଛି
ଜୟପୁର,୨୨ା୮: ରାଜସ୍ଥାନର ଜଣେ ଭାଜପା ନେତା ୫ ଗୋଚାଲାଣକାରୀଙ୍କୁ ହତ୍ୟା କରିଥିବା କହିଛନ୍ତି। ତାଙ୍କର ଏହି ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହେବା ପରେ ପୋଲିସ ମାମଲା ରୁଜୁ କରିଛି। ଅଲଓ୍ବରର ପୂର୍ବତନ ବିଧାୟକ ଜ୍ଞାନଦେବ ଆହୁଜା ଏକ ସାମ୍ପ୍ରଦାୟିକ…
ଡାକ୍ତରଙ୍କୁ ପିଟିଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ
ଝିଅ ପାଇଁ ଅଡ଼ୁଆରେ ପଡ଼ିଛନ୍ତି ମିଜୋରାମ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା। ଜଣେ ଡାକ୍ତରଙ୍କୁ ଝିଅ ମିଲାରି ଛାଙ୍ଗ୍ଟେ ମାଡ଼ ମାରିବା ଭିଡିଓ ବହୁଳ ପ୍ରସାରିତ ହେବା ପରେ ଜୋରାମଥାଙ୍ଗା ସର୍ବସାଧାରଣରେ ଏଥିପାଇଁ କ୍ଷମା ମାଗିଛନ୍ତି। ଘଟଣାଟି ବୁଧବାର ଦିନର। ମିଲାରି ଆଇଜଲ୍ ସ୍ଥିତ…
ଦିଲ୍ଲୀ ହସ୍ପିଟାଲରେ ବ୍ରେନ୍ ମ୍ୟାପିଙ୍ଗ୍ ସୁବିଧା
ନୂଆଦିଲ୍ଲୀ,୨୨।୮: ଦିଲ୍ଲୀର ଆଇବିଏସ୍ ହସ୍ପିଟାଲ ରବିବାର ବ୍ରେନ୍ ମ୍ୟାପିଙ୍ଗ ଟେକ୍ନୋଲୋଜି ସୁବିଧା ଉପଲବ୍ଧ ହୋଇଛି। କୌଣସି ଡାକ୍ତରଖାନାରେ ଏହି ଟେକ୍ନୋଲୋଜି ରହିବା ଦେଶରେ ପ୍ରଥମ। ଏହା ଜରିଆରେ ବ୍ରେନ୍ ଟ୍ୟୁମର ସାଙ୍ଗକୁ ଜଟିଳ ମସ୍ତିଷ୍କ ଅସ୍ତ୍ରୋପଚାର ସହଜରେ କରାଯାଇପାରିବ। ଏଥିସହ ମସ୍ତିଷ୍କର…
ବିବାଦରେ ଜୋମାଟୋ ବିଜ୍ଞାପନ
ନୂଆଦିଲ୍ଲୀ,୨୨।୮: ଫୁଡ୍ ଡେଲିଭରି ଆପ୍ ଜୋମାଟୋ ବିଜ୍ଞାପନକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ବଲିଉଡ୍ ଅଭିନେତା ହ୍ରିତିକ ରୋଶନଙ୍କ ଦ୍ୱାରା କରାଯାଇଥିବା ଜୋମାଟୋ ଆଡ୍କୁ ମଧ୍ୟପ୍ରଦେଶ ଉଜୈନ ମହାକାଳେଶ୍ୱର ମନ୍ଦିର ପୂଜକ ବିରୋଧ କରିଛନ୍ତି। ମହାକାଳରୁ ଖାଇବା ଅର୍ଡର କରୁଥିବାର…
ବିଦେଶୀ ଛାତ୍ରୀଛାତ୍ରଙ୍କ ପାଇଁ ୨୫% ଅତିରିକ୍ତ ସିଟ୍
ନୂଆଦିଲ୍ଲୀ, ୨୨ା୮: ଭାରତରେ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସଂଖ୍ୟା ବୃଦ୍ଧି ପାଇଁ ୟୁନିଭର୍ସିଟି ଗ୍ରାଣ୍ଟ୍ କମିଶନ (ୟୁଜିସି) ନୂଆ ପଦକ୍ଷେପ ନେବାକୁ ଯୋଜନା କରିଛନ୍ତି। ଏଣିକି ଦେଶର ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକ ସ୍ନାତକ ଏବଂ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ବିଦେଶୀ ଛାତ୍ରୀଛାତ୍ରଙ୍କ ନିମନ୍ତେ…
୩ ଦିନରେ ୫୦ ମୃତ
ନୂଆଦିଲ୍ଲୀ,୨୨ା୮ : ବାଦଲ ଫଟା ଓ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଦେଶର ବିଭିନ୍ନ ଭାଗରେ ବନ୍ୟା ବିତ୍ପାତ ଲାଗିରହିଛି। ନଦୀଗୁଡ଼ିକ ଫୁଲିଉଠିଥିବାରୁ ବହୁ ଅଞ୍ଚଳ ଜଳମଗ୍ନ ହୋଇଛି। ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ ଓ ଓଡ଼ିଶାରେ ଭୂସ୍ଖଳନ ସହ ବ୍ରିଜ୍ ଭାଙ୍ଗିବା…
ଏମକ୍ୟୁ-୯ବି ଡ୍ରୋନ ସାହାଯ୍ୟରେ ଚାଇନା-ହିନ୍ଦ ମହାସାଗର ଉପରେ ନଜର ରଖିବ ଭାରତ
ନୂଆଦିଲ୍ଲୀ,୨୨ ।୮: ଚାଇନାକୁ ଲାଗି ରହିଥିବା ଏଲଏସି ସହ ହିନ୍ଦ ମହାସାଗର ଅଞ୍ଚଳରେ ତୀକ୍ଷ୍ଣ ନଜର ରଖିବାକୁ ୩ ଅରବ ଡଲାରରୁ ଅଧିକ ପରିମାଣରେ ୩୦ ଏମକ୍ୟୁ-୯ବି ପ୍ରିଡେଟର ସଶସ୍ତ୍ର ଡ୍ରୋନ କ୍ରୟକୁ ନେଇ ଭାରତ ଆମେରିକା ସହ ହେଉଥିବା କଥାବାର୍ତ୍ତା…
ସଂଗ୍ରାମୀ, ଐତିହ୍ୟ ନାମରେ ନାମିତ ହେବ ଏମ୍ସ ହସ୍ପିଟାଲ
ନୂଆଦିଲ୍ଲୀ,୨୧।୮: ଦେଶରେ ଥିବା ସମସ୍ତ ୨୩ଟି ଯାକ ଏମ୍ସ ହସ୍ପିଟାଲର ନାମକରଣ ପାଇଁ କେନ୍ଦ୍ର ସରକାର ଏକ ଯୋଜନା ପ୍ରସ୍ତୁତ କରିଛନ୍ତି। ସ୍ବାଧୀନତା ସଂଗ୍ରାମୀ, ଐତିହାସିକ ସମାରୋହ ଏବଂ ଐତିହ୍ୟର ନାମ ଅନୁସାରେ ଏମ୍ସ ହସ୍ପିଟାଲର ନାମକରଣ କରାଯିବ। କେନ୍ଦ୍ରୀୟ ସ୍ବାସ୍ଥ୍ୟ…
ଡାକ୍ତରଙ୍କୁ ଚାପୁଡା ମାରିଲେ ମୁଖ୍ୟମନ୍ତ୍ରୀଙ୍କ ଝିଅ
ଆଇଜଲ,୨୧।୮: ମିଜୋରାମ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କ ଝିଅ ଡାକ୍ତରଙ୍କୁ ଚାପୁଡ଼ା ମାରୁଥିବାର ଏକ ଭିଡିଓ ଭାଇରାଲ ହୋଇଛି। ଘଟଣାର ଗୋଟିଏ ଦିନ ପରେ ମୁଖ୍ୟମନ୍ତ୍ରୀ ସର୍ବସାଧାରଣରେ କ୍ଷମା ମାଗିଛନ୍ତି। ସେ ତାଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରେ କହିଛନ୍ତି ଯେ, ସେ ତାଙ୍କ ଝିଅର…
‘୨୦୨୪ ନିର୍ବାଚନରେ ନୀତୀଶ କୁମାର ହେବେ ମଜଭୁତ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’
ପାଟନା,୨୧।୮:ବିହାର ଉପମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ବୀ ଯାଦବ ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ପ୍ରଧାନମନ୍ତ୍ରୀ ହେବା ନେଇ ନିଜ ମତ ରଖିଛନ୍ତି। ଯଦି ୨୦୨୪ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ସମ୍ପର୍କରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ…
ଭାରତ ବିଶ୍ୱର ଆଦର୍ଶ ସମାଜ ହେଉ, ଏଥିପାଇଁ କାମ କରୁଛି ଆରଏସ୍ଏସ୍: ମୋହନ ଭାଗବତ
ନୂଆଦିଲ୍ଲୀ,୨୧।୮: ଭାରତ ବିଶ୍ୱ ପାଇଁ ଏକ ଆଦର୍ଶ ସମାଜ ହେଉ। ଏ ଦିଗରେ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) କାର୍ଯ୍ୟ କରୁଛି ବୋଲି ଏହାର ମୁଖ୍ୟ ମୋହନ ଭାଗବତ କହିଛନ୍ତି। ଦିଲ୍ଲୀ ୟୁନିଟ୍ର ଏକ କାର୍ଯ୍ୟକ୍ରମରେ ଯୋଗଦେଇ ଭାଗବତ କହିଛନ୍ତି,ଯେତେବେଳେ…
Archives


