ପ୍ରତିବନ୍ଧକ ନେଇ ରାଜନୀତି ଆରମ୍ଭ: ଆରଏସଏସକୁ ନିଷିଦ୍ଧ କରାଯାଉ, କଂଗ୍ରେସ ଏମ୍ପିଙ୍କ ଦାବି…
ଥିରୁଭାନନ୍ତପୁରମ୍, ୨୮।୯ : ପପୁଲାର ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା ପରେ ଏବେ ଦେଶରେ ପ୍ରତିବନ୍ଧକ ରାଜନୀତି ଆରମ୍ଭ ହୋଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ନିଷ୍ପତ୍ତି ଉପରେ କଂଗ୍ରେସ ଏମ୍ପି ମଧ୍ୟ ଆରଏସଏସ ଉପରେ ପ୍ରତିବନ୍ଧକ…
କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ପିଏଫ୍ଆଇ ସମେତ ୯ ସଂଗଠନ ଉପରେ ୫ ବର୍ଷ ପାଇଁ ନିଷିଦ୍ଧ ଘୋଷଣା…
ନୂଆଦିଲ୍ଲୀ, ୨୮।୯ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ତଥା ଅନ୍ୟାନ୍ୟ କାର୍ଯ୍ୟକଳାପ ଲାଗି ମୌଳବାଦୀ ଇସଲାମିକ ସଂଗଠନ ପପୁଲାର୍ ଫ୍ରଣ୍ଟ ଅଫ ଇଣ୍ଡିଆ (ପିଏଫଆଇ)କୁ ପାଞ୍ଚ ବର୍ଷ ଧରି ଭାରତରେ ନିଷିଦ୍ଧ ଘୋଷଣା କରାଯାଇଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି…
ସକ୍ରିୟ ମାମଲା ୪୧ ହଜାରରୁ କମ…
ନୂଆଦିଲ୍ଲୀ, ୨୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୧ ହଜାର ତଳେ ରହିଛି। ଗତ ୨୪…
ନୀତୀଶ କହୁ କହୁ ତେଜସ୍ବୀଙ୍କୁ କହିଲେ ମୁଖ୍ୟମନ୍ତ୍ରୀ, ଏହା ଭୁଲ ନା ଭବିଷ୍ୟତର ସଙ୍କେତ ନେଇ ଚର୍ଚ୍ଚା…
ପାଟନା, ୨୮।୯ : ବିହାରରେ ଯେତେବେଳେ ନୀତୀଶ କୁମାର ଭାଜପା ଛାଡି ଆରଜେଡି ସହିତ ମେଣ୍ଟ କରିଥିଲେ ସେତେବେଳେ ସେ ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଚେୟାରକୁ ତେଜସ୍ବୀ ଯାଦବଙ୍କୁ ହସ୍ତାନ୍ତର କରିବେ ବୋଲି ଆଲୋଚନା ହୋଇଥିଲା। ଏହା ପଛର କାରଣ ଦିଆଯାଇଥିଲା…
ମୋକ୍ଷ ପାଇଁ ଜୀବନ୍ତ ସମାଧି
ଲକ୍ଷ୍ନୌ: ଉତ୍ତର ପ୍ରଦେଶ ଉନ୍ନାଓର ଦୁଇ ଜଣ ସନ୍ଥ ଜଣେ ବ୍ୟକ୍ତିଙ୍କୁ ମୋକ୍ଷ ଦେବା କହି ତାଙ୍କୁ ଜିଅନ୍ତା ଭୂସମାଧି ଦେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଘଟଣାର ସୂଚନା ପାଇ ସ୍ଥାନୀୟ ପୋଲିସ ଉକ୍ତ ଯୁବକଙ୍କୁ ଉଦ୍ଧାର…
ଲଖିମପୁର ଖେରିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୬ ମୃତ…
ଲଖିମପୁର,୨୮।୯ : ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ବହୁ ଲୋକ ଆହତ ହୋଇଛନ୍ତି। ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।…
ପଞ୍ଜାବ ବିଧାନସଭାରେ ଆସ୍ଥା ଭୋଟ ଲୋଡ଼ିଲେ ମାନ୍
ଚଣ୍ଡିଗଡ଼,୨୮।୯(ପି.ଟି.): ପଞ୍ଜାବରେ ଆମ୍ ଆଦ୍ମୀ ପାର୍ଟି (ଏଏପି) ସରକାର ଭାଙ୍ଗିବା ପାଇଁ ବିରୋଧୀ ଦଳ ଭାଜପା ଉଦ୍ୟମ ଚଳାଇଥିବାବେଳେ କଂଗ୍ରେସ ଏହାକୁ ସାଥ୍ ଦେଉଥିବା ଅଭିଯୋଗ କରି ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ ମାନ୍ ମଙ୍ଗଳବାର ବିଧାନସଭାର ସ୍ବତନ୍ତ୍ର ଅଧିବେଶନରେ ଆସ୍ଥା ଭୋଟ ଲୋଡ଼ିଛନ୍ତି।…
ନଡ୍ଡାଙ୍କ ଗସ୍ତକୁ କାଉଣ୍ଟର ଲାଗି ବିଜେଡିର ୨ ଦିନିଆ ସମ୍ମିଳନୀ
ଭୁବନେଶ୍ବର,୨୮।୯(ବ୍ୟୁରୋ): ରାଜ୍ୟରେ ଏବେ ରାଜନୈତିକ ଲଢ଼େଇ ଧୀରେ ଧୀରେ ବଢ଼ିବା ଆରମ୍ଭ କରିଛି। ଅନେକ ଦିନ ହେବ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ନିଜର କାର୍ଯ୍ୟକ୍ରମକୁ ସାମାନ୍ୟ ଶିଥିଳ ରଖିଥିବା ବେଳେ ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଏଥିଲାଗି ପ୍ରସ୍ତୁତି…
ଗେହଲଟ୍ଙ୍କ ୩ ବିଧାୟକ ଦାୟୀ
ନୂଆଦିଲ୍ଲୀ,୨୮।୯: ରାଜସ୍ଥାନ କଂଗ୍ରେସରେ ବିଦ୍ରୋହ ପାଇଁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍ଙ୍କ ୩ ଅନୁଗତ ବିଧାୟକଙ୍କୁ ଦାୟୀ କରାଯାଇଛି। ସେମାନେ ହେଲେ ବିଧାନସଭାରେ ଦଳର ମୁଖ୍ୟ ହୁଇପ୍ ମହେଶ ଜୋଷୀ, ଆର୍ଟିଡିସି ଅଧ୍ୟକ୍ଷ ଧର୍ମେନ୍ଦ୍ର ପାଠକ ଏବଂ ଶାନ୍ତି ଧରିଓ୍ବାଲ। ସେମାନେ ବିଧାୟକମାନଙ୍କ…
ରାୟ ସଂରକ୍ଷିତ ରଖିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୮।୯(ପି.ଟି.): ସମାଜର ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ୍)ଙ୍କ ପାଇଁ ଶିକ୍ଷା ଓ ନିଯୁକ୍ତି କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣ ପ୍ରଦାନ ଲାଗି ସମ୍ବିଧାନର ୧୦୩ତମ ସଂଶୋଧନର ବୈଧତାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିଲା। ମଙ୍ଗଳବାର ସର୍ବୋଚ୍ଚ ଅଦାଲତ ଏ ସମ୍ପର୍କିତ ଏକାଧିକ ପିଟିଶନ୍ର…
କୋଭିଡ୍ ଭାରିଆଣ୍ଟ ବିରୋଧରେ ସ୍ପାଇକ୍ ପ୍ରୋଟିନ୍ ଟିକା ଫଳପ୍ରଦ
ଚେନ୍ନାଇ,୨୮।୯(ଆଇଏଏନ୍ଏସ୍): କୋଭିଡ୍-୧୯ର ବିଭିନ୍ନ ଭାରିଆଣ୍ଟ ବିରୋଧରେ ସ୍ପାଇକ୍ ପ୍ରୋଟିନ୍ ଟିକା ଫଳପ୍ରଦ ପ୍ରତିଷେଧକ ହୋଇପାରିବ ବୋଲି ଆଇଆଇଟି ମାଡ୍ରାସ୍ର ଏକ ଗବେଷକ ଟିମ୍ ଅଧ୍ୟୟନରୁ ଜାଣିପାରିଛନ୍ତି। ଟିକାଦ୍ୱାରା ଉତ୍ପ୍ରେରିତ ଟି-ସେଲ୍ କୋଭିଡ୍ର ଡେଲ୍ଟା ପ୍ଲସ୍, ଗାମା, ଜେଟା, ମିଙ୍କ୍ ଏବଂ ଓମିକ୍ରନ୍…
ରିସର୍ଟରେ ନିୟମିତ ଡ୍ରଗ୍ସ, ଗଣିକା ବୃତ୍ତି ଚାଲିଥିଲା
ଋଷିକେଶ,୨୮।୯: ଉତ୍ତରାଖଣ୍ଡର ବହିଷ୍କୃତ ଭାଜପା ନେତାଙ୍କ ପୁଅ ପୁଲକିତ ଆର୍ଯ୍ୟଙ୍କ ରିସର୍ଟରେ ୧୯ ବର୍ଷୀୟା ରିସିପ୍ସନିଷ୍ଟ ଅଙ୍କିତା ଭଣ୍ଡାରୀ ହତ୍ୟା ମାମଲାରେ ଜଣେ ପୂର୍ବତନ କର୍ମଚାରୀ ମୁହଁ ଖୋଲିଛନ୍ତି। ପୁଲକିତଙ୍କ ରିସର୍ଟରେ ନିୟମିତ ଡ୍ରଗ୍ସ କାରବାର ଓ ଗଣିକା ବୃତ୍ତି ଚାଲିଥିଲା।…
Archives


