କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଶେଷ: ୯୦ ପ୍ରତିଶତ ମତଦାନ
ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ଭୋଟ ଦେବାର ପ୍ରକ୍ରିୟା ଶେଷ ହୋଇଛି। ପ୍ରାୟ ୯୦% ମତଦାନ ହୋଇଛି। ବର୍ତ୍ତମାନ ଭୋଟ ଗଣନା ଅକ୍ଟୋବର ୧୯ରେ ହେବ। ୨୨ ବର୍ଷ ପରେ ଅନୁଷ୍ଠିତ ହେଉଥିବା ଅଧ୍ୟକ୍ଷ ନିର୍ବାଚନରେ ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ…
ହିମାଚଳପ୍ରଦେଶ ନିର୍ବାଚନ: ୬୮ ଆସନ ଲାଗି ପ୍ରାର୍ଥୀ ଘୋଷଣା କରିବ କଂଗ୍ରେସ
ଶିମଲା,୧୭।୧୦: ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନ ନଭେମ୍ବର ୧୨ରେ ଅନୁଷ୍ଠିତ ହେବା ନେଇ ତାରିଖ ଘୋଷଣା ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ସମସ୍ତ ୬୮ ଆସନ ଲାଗି ସୋମବାର ପ୍ରାର୍ଥୀ ଘୋଷଣା କରିବ। ଦଳର ନେତ୍ରୀ ଅଳକା ଲାମ୍ବା ଏହି ସୂଚନା ଦେଇଛନ୍ତି।…
ମୋଦିଙ୍କୁ ଅପିଲ କଲେ ମମତା: ଗାଙ୍ଗୁଲିଙ୍କୁ ଆଇସିସି ନିର୍ବାଚନ ଲଢିବାକୁ ଦିଆଯାଉ ଅନୁମତି
କୋଲକତା,୧୭।୧୦: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସମ୍ପର୍କରେ ଏକ ବିଶେଷ ନିବେଦନ କରିଛନ୍ତି। ମମତା ବାନାର୍ଜୀ କହିଛନ୍ତି, ମୁଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରୁଛି ଯେ ସୌରଭ ଗାଙ୍ଗୁଲିଙ୍କୁ ଆଇସିସି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା…
ବ୍ୟାଙ୍କ ଋଣ ଦୁର୍ନୀତି: ଆରବିଆଇ ଅଧିକାରୀଙ୍କ ସିବିଆଇ ଯାଞ୍ଚ ଆବେଦନର ବିଚାର କରିବେ ଏସସି…
ନୂଆଦିଲ୍ଲୀ,୧୭।୧୦ : ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ଆରବିଆଇ ଅଧିକାରୀଙ୍କ ଭୂମିକାର ସିବିଆଇ ଯାଞ୍ଚ ପାଇଁ କରାଯାଇଥିବା ଆବେଦନର ବିଚାର ସୁପ୍ରିମକୋର୍ଟ(ଏସସି) କରିବେ। ଏନେଇ ଶୀର୍ଷକୋର୍ଟ କେନ୍ଦ୍ର, ସିବିଆଇ, ଆରବିଆଇକୁ ନୋଟିସ ଜାରି କରିଛନ୍ତି। ଶୁଣାଣି ସମୟରେ ଆବେଦନକାରୀ ସୁବ୍ରମଣ୍ୟମ ସ୍ବାମୀଙ୍କ…
ନିର୍ବିରୋଧରେ ବିଜୟୀ ହୋଇପାରନ୍ତି ଋତୁଜା: ଭାଜପାର ପ୍ରାର୍ଥୀ ପ୍ରତ୍ୟାହାର ଘୋଷଣା…
ମୁମ୍ବାଇ,୧୭।୧୦ : ମୁମ୍ବାଇରା ଅନ୍ଧେରୀ ପୂର୍ବ ବିଧାନସଭା ଆସନରୁ ଭାଜପା ସୋମବାର ପ୍ରାର୍ଥୀ ପ୍ରତ୍ୟାହାର କରିବାକୁ ଘୋଷଣା କରିଛି। ଏହା ସହିତ ଉଦ୍ଧବ ବାଲାସାହେବ ଠାକରେ ଦଳର ରିତୁଜା ଲଟକେଙ୍କର ବିଧାୟକ ଭାବରେ ନିର୍ବିରୋଧ ନିର୍ବାଚିତ ହେବା ପାଇଁ ରାସ୍ତା ସଫା…
କୃଷକଙ୍କୁ ଦ୍ୱାଦଶ କିସ୍ତି ଟଙ୍କା ଭେଟି ଦେଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦୁଇଦିନିଆ କିଷାନ ସମ୍ମାନ ସମ୍ମିଳନୀ-୨୦୨୨ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ମୋଦି ପିଏମ କିଷାନ ଯୋଜନା ଅଧୀନରେ ଚାଷୀମାନଙ୍କୁ ଦ୍ୱାଦଶ କିସ୍ତିରେ ୧୬,୦୦୦ କୋଟି ଟଙ୍କା ପ୍ରଦାନ କରିଛନ୍ତି। ଏହାଦ୍ୱାରା ୧୨ କୋଟି…
କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ: ରାହୁଲ, ସୋନିଆ ଦେଲେ ଭୋଟ
ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ମତଦାନ ଚାଲିଛି। ୨୨ ବର୍ଷ ପରେ ଅନୁଷ୍ଠିତ ହେଉଥିବା ଅଧ୍ୟକ୍ଷ ନିର୍ବାଚନରେ ଦଳର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଶଶୀ ଥରୁର ମୁହାଁମୁହିଁ ହୋଇଛନ୍ତି। ଏହି ନିର୍ବାଚନ ପାଇଁ ଭୋଟ ଦେଇଛନ୍ତି କଂଗ୍ରେର…
ଜ୍ୟୋତି ଜଗତାପଙ୍କ ଜାମିନ ନାମଞ୍ଜୁର…
ମୁମ୍ବାଇ,୧୭।୧୦ : ବମ୍ବେ ହାଇକୋର୍ଟ ସୋମବାର ସାମାଜିକ କାର୍ଯ୍ୟକର୍ତ୍ତା ଜ୍ୟୋତି ଜଗତାପଙ୍କ ଜାମିନ ନାମଞ୍ଜୁର କରିଛନ୍ତି। ହାଇକୋର୍ଟ ଏହା ମଧ୍ୟ କହିଛନ୍ତି ଯେ ଏଲଗାର ପରିଷଦର ମାଓବାଦୀ ଲିଙ୍କ ମାମଲାରେ ଏନଆଇଏ ପକ୍ଷରୁ ତାଙ୍କ ବିରୋଧରେ ଦାଖଲ କରାଯାଇଥିବା ମାମଲା ଠିକ…
ଭ୍ରଷ୍ଟାଚାରର ଉତ୍ସବ-ଦୁର୍ନୀତିର ବିଶ୍ୱ କପ: ଏଏପି ରୋଡ ଶୋ ନେଇ ଭାଜପାର କଟାକ୍ଷ…
ନୂଆଦିଲ୍ଲୀ,୧୭।୧୦ : ଦିଲ୍ଲୀର ମଦ ଦୁର୍ନୀତି ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସିବିଆଇ ପ୍ରଶ୍ନ କରିବା ପୂର୍ବରୁ ଭାରତୀୟ ଜନତା ପାର୍ଟି ମନୀଷ ସିସୋଡିଆଙ୍କ ’ରୋଡ ଶୋ’କୁ ନେଇ କଟାକ୍ଷ କରିଛି। ଭାଜପା ଏହାକୁ ଭ୍ରଷ୍ଟାଚାରର ଉତ୍ସବ-ଦୁର୍ନୀତିର ବିଶ୍ୱ କପ ବୋଲି…
ଧର୍ମ-ଜାତୀୟତାବାଦ ନେଇ ବିଭାଜିତ ହେବାରେ ଲାଗିଛନ୍ତି ପ୍ରବାସୀ ଭାରତୀୟ…
ନୂଆଦିଲ୍ଲୀ,୧୭।୧୦ : ହିନ୍ଦୁ ଜାତୀୟତାବାଦ କାରଣରୁ ଭାରତରେ ଚାଲିଥିବା ଉତ୍ତେଜନା ଧୀରେଧୀରେ ବ୍ରିଟେନ, ଆମେରିକା, କାନାଡା, ଅଷ୍ଟ୍ରେଲିଆର ଆଦି ସ୍ଥାନରେ ପହଞ୍ଚିଛି। ଧର୍ମ-ଜାତୀୟତାବାଦ ନେଇ ପ୍ରବାସୀ ଭାରତୀୟ ବିଭାଜିତ ହେବାରେ ଲାଗିଛନ୍ତି। ୟୁରୋପରୁ ଆମେରିକା ପର୍ଯ୍ୟନ୍ତ ଭାରତୀୟଙ୍କ ମଧ୍ୟରେ ମତଭେଦ ସ୍ପଷ୍ଟ…
ଗୁଜରାଟ ନିର୍ବାଚନରୁ ମତେ ଦୂରେଇ ରଖିବାକୁ ଚାହୁଁଛି ଭାଜପା, କହିଲେ ସିସୋଡିଆ…
ନୂଆଦିଲ୍ଲୀ,୧୭।୧୦ : ସିବିଆଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଏକ୍ସାଇଜ ପଲିସି ମାମଲାରେ ପଚରାଉଚରା କରିବାକୁ ଯାଉଛି। ଘରୁ ବାହାରିବା ପୂର୍ବରୁ ମନୀଷ ସିସୋଡିଆ ତାଙ୍କ ମା’ଙ୍କଠାରୁ ଆଶୀର୍ବାଦ ନେଉଥିବାର ନଜର ଆସିଥିଲେ। ଏହା ସହିତ ସିସୋଡିଆ ଟୁଇଟ କରି କହିଛନ୍ତି…
କର୍ମଚାରୀଙ୍କୁ ଦୀପାବଳିରେ କାର୍ ଉପହାର ଦେଲେ ଜୁଏଲର୍ସ ମାଲିକ
ଚେନ୍ନାଇ,୧୭।୧୦: ଚେନ୍ନାଇର ଏକ ଜୁଏଲର୍ସ ଦୋକାନର ମାଲିକ ଏହାର କର୍ମଚାରୀମାନଙ୍କୁ ଦୀପାବଳି ଉପହାର ଭାବରେ କାର ଏବଂ ବାଇକ ଦେଇଛନ୍ତି। ଚଲାନି ଜୁଏଲର୍ସ ଜୁଏଲର୍ସ ପକ୍ଷରୁ ଏହାର ୧୦ ଜଣ କର୍ମଚାରୀଙ୍କୁ କାର୍ ଏବଂ ୨୦ ଜଣ କର୍ମଚାରୀଙ୍କୁ ମୋଟର ସାଇକେଲ…

