ଜାତୀୟ

ଏଏପିର ଦାବି, ସୋମବାର ସିସୋଡିଆଙ୍କୁ ଗିରଫ କରିବ ସିବିଆଇ…

ନୂଆଦିଲ୍ଲୀ,୧୬।୧୦ : ଦିଲ୍ଲୀ ସରକାରଙ୍କ ଏକ୍ସାଇଜ ପଲିସି କୁ ନେଇ ସୋମବାର ପଚରାଉଚରା ପାଇଁ କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ (ସିବିଆଇ) ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ଡକାଇଛି। ତେବେ ଏନେଇ ଆମ ଆଦମୀ ପାର୍ଟି(ଏଏପି) ଦାବି କରିଛି ଯେ ସିବିଆଇ ସୋମବାର ମନୀଷ…

୨୦୨୮ ସୁଦ୍ଧା ପୃଥିବୀର ତୃତୀୟ ବୃହତ ଅର୍ଥନୀତି ହେବ ଭାରତ…

ନୂଆଦିଲ୍ଲୀ,୧୬।୧୦ : ଆସନ୍ତା ୨୦୨୮ ବର୍ଷ ବେଳକୁ ଭାରତ ଜର୍ମାନୀ ଏବଂ ଜାପାନକୁ ଅତିକ୍ରମ କରି ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି ହୋଇପାରେ। ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ)ର ୱାଲର୍‌ଡ ଇକୋନୋମିକ ଡାଟାବେସକୁ ଦର୍ଶାଇ ଦ ଇକୋନୋମିକ ଟାଇମ୍ସ ଦ୍ୱାରା ପ୍ରକାଶିତ…

ମାଙ୍କଡ଼ଙ୍କ ନାମରେ ୩୨ ଏକର ଜମି…

ଓସମାନାବାଦ,୧୬।୧୦ : ଆଜିର ଯୁଗରେ, ଯେତେବେଳେ ଜମି ବିବାଦ ସାଧାରଣ ହୋଇଗଲାଣି, ମହାରାଷ୍ଟ୍ରର ଓସମାନାବାଦ ଜିଲାର ଏକ ଗାଁ ଏକ ନିଆରା ଉଦାହରଣ ସୃଷ୍ଟି କରିଛି। ଏଠାରେ ୩୨ ଏକର ଜମି ମାଙ୍କଡ଼ଙ୍କ ନାମରେ ନାମିତ ହୋଇଛି। ଏହି ଗାଁରେ ମାଙ୍କଡ଼ମାନଙ୍କ…

ମନୀଷ ସିସୋଡିଆ, ସତ୍ୟେନ୍ଦ୍ର ଜୈନ ବର୍ତ୍ତମାନ ସମୟର ଭଗତ ସିଂ: କେଜରିୱାଲ

ନୂଆଦିଲ୍ଲୀ,୧୬ ।୧୦: ଦିଲ୍ଲୀ ଅବକାରୀ ନୀତିରେ ହୋଇଥିବା କଥିତ ଘୋଟାଲା ମାମଲାରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସମନ ଜାରି କରାଯିବା ପରେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । କେଜରିୱାଲ କହିଛନ୍ତି ମନୀଷ ସିସୋଡିଆ ଓ ସତ୍ୟେନ୍ଦ୍ର…

ସୋମବାର ସିସୋଡିଆଙ୍କୁ ସିବିଆଇ ପଚରାଉଚରା, ସମନ ଜାରି…

ନୂଆଦିଲ୍ଲୀ,୧୬।୧୦ : ଦିଲ୍ଲୀ ଏକ୍ସାଇଜ ସ୍କାମ ମାମଲାରେ ସିବିଆଇ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କୁ ସୋମବାର ପଚରାଉଚରା କରିବ। ଏନେଇ ସିସୋଡିଆଙ୍କୁ ସମନ ଜାରି କରାଯାଇଛି। ସିବିଆଇର ତଦନ୍ତ ସମ୍ପର୍କରେ ମନୀଷ ସିସୋଡିଆ ମଧ୍ୟ ଟୁଇଟ କରିଛନ୍ତି। ସେ ଲେଖିଛନ୍ତି ଯେ ମୋ…

ପୀୟୂଷଙ୍କୁ ଚିଠି ଲେଖିଲେ ଶୁଭେନ୍ଦୁ, ଲୋକଙ୍କୁ ବୋକା ବନାଉଛନ୍ତି ମମତା ଦିଦି …

କୋଲକାତା,୧୬।୧୦ : ପଶ୍ଚିମବଙ୍ଗର ନନ୍ଦିଗ୍ରାମର ଭାଜପା ବିଧାୟକ ଶୁଭେନ୍ଦୁ ଅଧିକାରୀ ଗ୍ରାହକ ବ୍ୟାପାର ମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ଏକ ଚିଠି ଲେଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଅଭିଯୋଗ କରିଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଯୋଜନା…

୭୫ ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟ୍‌ ଲୋକାର୍ପିତ…

ନୂଆଦିଲ୍ଲୀ,୧୬।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶର ୭୫ଟି ଜିଲାର ୭୫ ଟି ଡିଜିଟାଲ ବ୍ୟାଙ୍କିଙ୍ଗ ୟୁନିଟକୁ ଲୋକାର୍ପିତ କରିଛନ୍ତି। ଏହା ସହିତ ସେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଦେଶ ପୁଣି ଥରେ ଡିଜିଟାଲ ଇଣ୍ଡିଆର…

ଭାରତ ଯୋଡୋ ଯାତ୍ରାରେ ଦୁର୍ଘଟଣା, ବିଦ୍ୟୁତ୍‌ ଆଘାତ ଯୋଗୁ ୪ କଂଗ୍ରେସ କର୍ମୀ ହସ୍ପିଟାଲରେ ଭର୍ତ୍ତି…

ବେଲାରି,୧୬।୧୦ : କର୍ନାଟକର ବେଲାରିରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ଏକ ବଡ଼ ଦୁର୍ଘଟଣା ଘଟିଛି। କୁହାଯାଉଛି ଯେ ପଦଯାତ୍ରାରେ ଚାରିଜଣ କଂଗ୍ରେସ କର୍ମୀ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଏହା ପରେ ସେମାନେ ଗୁରୁତର ଆହତ ହୋଇଥିଲେ। ସମସ୍ତଙ୍କୁ…

ୱିଣ୍ଡଫଲ୍‌ ଟ୍ୟାକ୍ସ ବଢ଼ାଇଲା କେନ୍ଦ୍ର

ନୂଆଦିଲ୍ଲୀ,୧୬।୧୦: ଘରୋଇ ଉତ୍ପାଦିତ ଅଶୋଧିତ ତୈଳ ତଥା ଆଭିଏସନ ଟର୍ବାଇନ ଇନ୍ଧନ ଏବଂ ଡିଜେଲ ରପ୍ତାନି ଉପରେ କେନ୍ଦ୍ର ସରକାର ଅତିରିକ୍ତ ଏକ୍ସାଇଜ୍‌ ଡ୍ୟୁଟି ବୃଦ୍ଧି କରିଛନ୍ତି। ପେଟ୍ରୋଲିୟମ ରପ୍ତାନି କରୁଥିବା ଦେଶ ତଥା ସହଯୋଗୀ ତେଲ ଉତ୍ପାଦନ ସଙ୍ଗଠନ (ଓପେକ+)…

ଜେଲରେ ରହିବେ ଜି.ଏନ୍‌. ସାଇବାବା

ନୂଆଦିଲ୍ଲୀ,୧୬।୧୦(ପି.ଟି.): ମାଓବାଦୀଙ୍କ ସହ ସମ୍ପୃକ୍ତି ମାମଲାରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା ଦିଲ୍ଲୀ ୟୁନିଭର୍ସିଟିର ପୂର୍ବତନ ପ୍ରଫେସର ଜି.ଏନ୍‌. ସାଇବାବାଙ୍କୁ ବମ୍ବେ ହାଇକୋର୍ଟ ଦୋଷମୁକ୍ତ କରିଥିବାବେଳେ ଉକ୍ତ ରାୟ ଉପରେ ସୁପ୍ରିମକୋର୍ଟ ଶନିବାର ସ୍ଥଗିତାଦେଶ ଲଗାଇଛନ୍ତି। ଫଳରେ ସାଇବାବା ଜେଲରେ ରହିବେ। ହାଇକୋର୍ଟଙ୍କ…

ଶଙ୍କରାଚାର୍ଯ୍ୟ ଭାବେ ଅଭିମୁକ୍ତେଶ୍ୱରାନନ୍ଦଙ୍କ ଅଭିଷେକକୁ ରୋକିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୧୦(ପି.ଟି.): ଉତ୍ତରାଖଣ୍ଡ ଜ୍ୟୋତିପୀଠର ନୂଆ ଶଙ୍କରାଚାର୍ଯ୍ୟ ଭାବେ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀଙ୍କ ଅଭିଷେକକୁ ସୁପ୍ରିମକୋର୍ଟ ବନ୍ଦ ରଖିଛନ୍ତି। ନୂଆ ଶଙ୍କରାଚାର୍ଯ୍ୟ ଭାବେ ଅଭିମୁକ୍ତେଶ୍ୱରାନନ୍ଦଙ୍କ ନିଯୁକ୍ତି ପ୍ରତି ଆନୁଷ୍ଠାନିକ ସମର୍ଥନ ନ ଥିବା ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ଏକ ସତ୍ୟପାଠ ଜରିଆରେ…

ଦୈନିକ ମୃତ୍ୟୁ ସଂଖ୍ୟା ୫…

ନୂଆଦିଲ୍ଲୀ, ୧୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୭ ହଜାର ତଳେ ରହିଛି। ଗତ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?