ଏଣିକି ହୋଟେଲ ମାଲିକ ମନଇଛା ଲଗାଇପାରିବେନି ସର୍ଭିସ ଚାର୍ଜ
ନୂଆଦିଲ୍ଲୀ,୪।୭: ହୋଟେଲ ଏବଂ ରେଷ୍ଟୁରାଣ୍ଟକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ସୋମବାର କେନ୍ଦ୍ର ସରକାର ସର୍ଭିସ ଚାର୍ଜକୁ ନେଇ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ହୋଟେଲ ଓ ରେଷ୍ଟୁରାଣ୍ଟରେ ମାଲିକମାନେ ମନଇଛା ସର୍ଭିସ ଚାର୍ଜ ଲଗାଇପାରିବେନି। ଜାତୀୟ…
ପଞ୍ଜାବ କ୍ୟାବିନେଟର ସମ୍ପ୍ରସାରଣ: ୪ବିଧାୟକ ନେଲେ ମନ୍ତ୍ରୀ ପଦ ଶପଥ
ଚଣ୍ଡିଗଡ଼,୪।୭: ପଞ୍ଜାବରେ ମାନ ସରକାରଙ୍କ କ୍ୟାବିନେଟର ସମ୍ପ୍ରସାରଣ ହୋଇଛି। ୫ଜଣ ଏଏପି ବିଧାୟକ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ସନ୍ଧ୍ୟାରେ ପଞ୍ଜାବ ରାଜ ଭବନର ଗୁରୁ ନାନକ ଦେବ ଅଡିଟୋରିୟମରେ ନୂତନ ନିଯୁକ୍ତ ପଞ୍ଜାବ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ…
ବିଧାନସଭାରେ ବିରୋଧୀ ଦଳର ନେତା ହେବେ ଅଜିତ ପାଓ୍ବାର
ମୁମ୍ବାଇ,୪।୭: ମହାରାଷ୍ଟ୍ରରେ ଜାରି ରହିଥିବା ହାଇଡ୍ରାମା ଏବେ ଶେଷ ହୋଇଛି। ସୋମବାର ମହାରାଷ୍ଟ୍ର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଶକ୍ତି ପରୀକ୍ଷାରେ ସଫଳ ହୋଇଛନ୍ତି। ୧୬୪ଟି ଭୋଟ ସିନ୍ଧେ-ଭାଜପା ଦଳ ସପକ୍ଷରେ ଯାଇଥିବା ବେଳେ ୯୯ଭୋଟ ବିରୋଧୀ ଦଳକୁ ଆସିଛି। ଇତିମଧ୍ୟରେ…
ତେଲ ଦର ଉପରୁ କମିଲା ଟ୍ୟାକ୍ସ
ମୁମ୍ବାଇ,୪।୭: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର। ତେଲ ଦର ଉପରରୁ ଭାଟ୍ ହ୍ରାସ କଲେ ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ। ସୋମବାର ବିଧାନସଭାରେ ଆସ୍ଥା ଭୋଟରେ ବିଜୟୀ ପରେ ଏମିତି ଏକ ବଡ଼ ଘୋଷଣା କରିଛନ୍ତି ସିନ୍ଧେ। ଗତ ବଷ…
ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି
ନୂଆଦିଲ୍ଲୀ,୪ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ପୁଣିଥରେ ତ୍ରୁଟି ପରିଲକ୍ଷିତ ହୋଇଛି । ଆନ୍ଧ୍ର ପ୍ରଦେଶ ଗସ୍ତ ସମୟରେ ବିଜୟୱାଡାରେ ଏହି ଘଟଣା ଘଟିଛି । ଏଠାରେ କଂଗ୍ରେସ କର୍ମୀମାନେ ମୋଦିଙ୍କ ହେଲିକପ୍ଟର ଉଡାଣ ଆରମ୍ଭ କରିବା ସମୟରେ କଳା…
କାନ୍ଦିଲେ ସିନ୍ଧେ
ମୁମ୍ବାଇ,୪ ।୭: ମହାରାଷ୍ଟ୍ର ବିଧାନସଭାରେ ସୋମବାର ଶିବସେନା-ଭାଜପା ମେଣ୍ଟ ସରକାର ବହୁପ୍ରତିକ୍ଷିତ ଫ୍ଲୋର ଟେଷ୍ଟରେ ଉତ୍ତିର୍ଣ୍ଣ ହୋଇଯାଇଛନ୍ତି । ଏକନାଥ ସିନ୍ଧେ ସରକାରଙ୍କୁ ୧୬୪ ବିଧାୟକ ଭୋଟ ଦେଇଥିବା ବେଳେ ବିରୋଧୀଙ୍କୁ ୯୯ଟି ଭୋଟ ମିଳିଥିଲା । ଏହାକୁ ନେଇ ମୁଖ୍ୟମନ୍ତ୍ରୀ…
ବିଧାନସଭାରେ କାନ୍ଦିଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୪।୭: ମହାରାଷ୍ଟ୍ର ବିଧାନସଭାରେ ଗୁରୁବାର ଅନୁଷ୍ଠିତ ବହୁ ପ୍ରତୀକ୍ଷିତ ଫ୍ଲୋର ଟେଷ୍ଟରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ବିଜୟ ହାସଲ କରିଛନ୍ତି। ୧୬୪ ଜଣ ବିଧାୟକ ଏକନାଥ ସିନ୍ଧେ ସରକାର ସପକ୍ଷରେ ମତ ଦେଇଛନ୍ତି। ଏଥି ସହିତ ତାଙ୍କ ବିରୋଧରେ ୯୯ ଭୋଟ…
ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ ନାବାଳକ ପ୍ରେମିକ
ଲକ୍ଷ୍ନୌ ୪।୭: ଉତ୍ତରପ୍ରଦେଶ ଅଯୋଧ୍ୟା କୋତଓ୍ବାଲିରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଅନୈତିକ ସମ୍ପର୍କକୁ ନେଇ ଜଣେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ହତ୍ୟାକାଣ୍ଡରେ ସମ୍ପୃକ୍ତ ଜଣେ ୧୭ ବର୍ଷୀୟ ବାଳକଙ୍କୁ ୟୁପି ପୋଲିସ ଗିରଫ କରିଛି।…
ଶହେ ଦିନରେ ୮୪୪କୋଟି ଟଙ୍କାର ସମ୍ପତ୍ତି ଜବତ
ଲକ୍ଷ୍ନୌ,୪।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱିତୀୟ କାର୍ଯ୍ୟକାଳର ୧୦୦ଦିନ ସୋମବାର ପୂରଣ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଏକ ପତ୍ରିକା ଉନ୍ମୋଚନ କରିଛନ୍ତି। ଯେଉଁଥିରେ ତାଙ୍କ ସରକାରଙ୍କ ସଫଳତା ବିଷୟରେ ବଖାଣିବା ସହ ଏହି ଶହେ ଦିନ ସେବା,…
ସ୍ବୀଧାନତା ସଂଗ୍ରାମୀଙ୍କ ଝିଅଙ୍କ ପାଦ ଛୁଇଁଲେ ପ୍ରଧାନମନ୍ତ୍ରୀ ମୋଦି
ହାଇଦ୍ରାବାଦ୍,୪।୭: ସ୍ବାଧୀନତା ସଂଗ୍ରାମୀ ଆଲୁରି ସୀତାରାମ ରାଜୁଙ୍କ ୧୨୫ତମ ଜନ୍ମ ବାର୍ଷିକୀ ଉତ୍ସବରେ ଭାଗ ନେବାକୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆନ୍ଧ୍ରପ୍ରଦେଶର ଭୀମଭରାମରେ ପହଞ୍ଚିଥିଲେ। ସେ ସ୍ବାଧୀନତା ସଂଗ୍ରାମୀ ପାସାଲା କୃଷ୍ଣମୂର୍ତ୍ତିଙ୍କ ପରିବାରକୁ ମଧ୍ୟ ଭେଟିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ୯୦…
ସଞ୍ଜୟ ରାଉତଙ୍କ ନାଁରେ ୱାରଣ୍ଟ ଜାରି
ମୁମ୍ବାଇ,୪ ।୭: ମୁମ୍ବାଇର ଏକ ଅଦାଲତ ସୋମବାର ଶିବସେନା ନେତା ସଞ୍ଜୟ ରାଉତଙ୍କ ବିରୋଧରେ ଏକ ୱାରଣ୍ଟ ଜାରି କରିଛନ୍ତି । ପୂର୍ବତନ ଭାରତୀୟ ଜନତା ପାର୍ଟି(ଭାଜପା) ଏମପି କିରିଟ ସୌମୈୟାଙ୍କ ପତ୍ନି ମେଘା ସୋମୈୟାଙ୍କ ଦ୍ୱାରା ଦାୟର କରାଯାଇଥିବା ମାନହାନୀ…
ଗତ ସପ୍ତାହରେ ଉଦ୍ଧବଙ୍କ ଠାକ୍ରେ ପାଇଁ କାନ୍ଦୁଥିଲେ, ଆଜି ଦେଲେ ଧୋକା
ମୁମ୍ବାଇ,୪।୭: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେଙ୍କ ଫ୍ଲୋର ଟେଷ୍ଟର ଗୋଟିଏ ଦିନ ପୂର୍ବରୁ ଉଦ୍ଧବ ଠାକରେଙ୍କୁ ଆଉ ଏକ ଝଟ୍କା ଲାଗିଥିଲା। ଉଦ୍ଧବ ସହ ଥିବା ଅନ୍ୟ ଜଣେ ଶିବସେନା ବିଧାୟକ ସିନ୍ଧେ ଦଳରେ ଯୋଗ ଦେଇଥିଲେ। ରବିବାର ବିଳମ୍ବିତ ରାତିରେ…
Archives


