ଜାତୀୟ

ପିସି ଜର୍ଜଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ମାମଲା…

ଥିରୁଭାନନ୍ତପୁରମ, ୨।୭ : କେରଳର ପୂର୍ବତନ ବିଧାୟକ ପିସି ଜର୍ଜଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଓ ନିର୍ଯାତନା ମାମଲା ରୁଜୁ ହୋଇଛି। ପୂର୍ବତନ ବିଧାୟକଙ୍କ ବିରୋଧରେ ଆଇପିସିର ଧାରା ୩୫୪ ଏବଂ ୩୫୪- ଏ ଅନୁଯାୟୀ ଏକ ମାମଲା ରୁଜୁ ହୋଇଛି।…

ନ୍ୟାୟପାଳିକା ସେମାନଙ୍କର କାର୍ଯ୍ୟସୂଚୀକୁ ସମର୍ଥନ କରୁ ବୋଲି ରାଜନୈତିକ ଦଳ ଚାହୁଁଛନ୍ତି, ସିଜେଆଇଙ୍କ ମନ୍ତବ୍ୟ…

ନୂଆଦିଲ୍ଲୀ/ଓ୍ବାଶିଂଟନ, ୨।୭ : ଗଣତନ୍ତ୍ରରେ ନ୍ୟାୟପାଳିକାର ଭୂମିକା ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି ରମନା ତାଙ୍କ ମତ ଦେଇଛନ୍ତି। ସେ କହିଛନ୍ତି ଯେ ଭାରତରେ ରାଜନୈତିକ ଦଳ ମଧ୍ୟରେ ଏକ ଭୁଲ ଧାରଣା ରହିଛି ଯେ ନ୍ୟାୟପାଳିକା ସେମାନଙ୍କ କାର୍ଯ୍ୟକୁ…

୧୪ ଦିନିଆ ନ୍ୟାୟିକ ହେପାଜତରେ ଜୁବେର…

ନୂଆଦିଲ୍ଲୀ, ୨।୭ : ଚାରି ବର୍ଷ ତଳେ ୨୦୧୮ରେ କରାଯାଇଥିବା ଏକ ଟୁଇଟ୍‌ ନେଇ ଗିରଫ ହୋଇଥିବା ଅଲ୍ଟ ନ୍ୟୁଜ ସହ-ପ୍ରତିଷ୍ଠାତା ମହମ୍ମଦ ଜୁବେରଙ୍କୁ ଶନିବାର ପାଟିଲା ହାଉସ କୋର୍ଟରେ ହାଜର କରାଯାଇଥିଲା। ସେଠାରେ ଜୁବେର ଏକ ଜାମିନ ଆବେଦନ କରିଥିଲେ…

ଭାଜପା ସରକାରଙ୍କୁ ପୁଣି ଘେରିଲେ ବରୁଣ, ରୁଟି-କପଡ଼ା-ମକାନ ପରେ ଏବେ ଚିକିତ୍ସା ବି ହେଲା ମହଙ୍ଗା…

ନୂଆଦିଲ୍ଲୀ, ୨।୭ : ଦେଶରେ ବୃଦ୍ଧି ପାଉଥିବା ଦରଦାମ୍‌ ବୃଦ୍ଧି ନେଇ ଭାଜପା ଏମ୍‌ପି ବରୁଣ ଗାନ୍ଧୀ ନିଜ ସରକାରକୁ ପୁଣି ଘେରିଛନ୍ତି। ଏହା ପ୍ରଥମ ଥର ନୁହେଁ ଯେ ସେ ଭାଜପା ସରକାରଙ୍କୁ ସେ ଟାର୍ଗେଟ କରିଛନ୍ତି। ଏହାପୂର୍ବରୁ ମଧ୍ୟ…

ମନରେଗାକୁ ବୁଝି ପାରି ନାହାନ୍ତି ପ୍ରଧାନମନ୍ତ୍ରୀ…

ଓ୍ବାୟନାଡ଼, ୨।୭ : କେରଳ ଗସ୍ତର ଦ୍ୱିତୀୟ ଦିନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ତାଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ୱାୟନାଡରେ ଉପସ୍ଥିତ ରହି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି ସମୟରେ ସେ ମନରେଗା କାର୍ଯ୍ୟକର୍ତ୍ତାଙ୍କୁ ମଧ୍ୟ ଭେଟି ସେମାନଙ୍କୁ…

ମତେ ବି ମିଳିଥିଲା ଗୁଆହାଟୀ ଯିବାକୁ ଅଫର, କହିଲେ ସଞ୍ଜୟ…

ମୁମ୍ବାଇ, ୨।୭ : ବରିଷ୍ଠ ଶିବସେନା ନେତା ସଞ୍ଜୟ ରାଉତ ଶନିବାର ପ୍ରକାଶ କରିଛନ୍ତି ଯେ ତାଙ୍କୁ ମଧ୍ୟ ଗୁଆହାଟୀ ଯିବାକୁ ଅଫର ମିଳିଛି। ରାଉତ କହିଛନ୍ତି, ମୁଁ ମଧ୍ୟ ଗୁଆହାଟି ଯିବାକୁ ଏକ ଅଫର ପାଇଥିଲି, କିନ୍ତୁ ମୁଁ ବାଲାସାହେବ…

ମିଶନ ୨୦୨୪, ପଞ୍ଜାବ ପାଇଁ ଭାଜପାର ସ୍ବତନ୍ତ୍ର ଯୋଜନା…

ଚଣ୍ଡିଗଡ଼, ୨।୭ : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ ଏକ ନୂତନ ଦଳ ଗଠନ କରିଥିଲେ। ଏହାକୁ ପଞ୍ଜାବ ଲୋକ କଂଗ୍ରେସ (ପିଏଲସି) ଭାବେ ନାମକରଣ ମଧ୍ୟ କରିଥିଲେ। ବର୍ତ୍ତମାନ ଖୁବ ଶୀଘ୍ର…

ମଣିପୁର ଭୂସ୍ଖଳନ: ମୃତ୍ୟୁ ସଂଖ୍ୟା ୨୫କୁ ବୃଦ୍ଧି

ଇମ୍ଫାଲ୍‌,୨।୭: ମଣିପୁର ନୋନି ଜିଲାରେ ବୁଧବାର ରାତିରେ ହୋଇଥିବା ଭୂସ୍ଖଳନରେ ଏନ୍‌ଡିଆର୍‌ଏଫ୍‌ ଟିମ୍‌ ଶନିବାର ମଧ୍ୟାହ୍ନ ସୁଦ୍ଧା ୨୫ ଜଣଙ୍କ ମୃତଦେହ ଜବତ କରିଛି। ସେମାନଙ୍କ ମଧ୍ୟରେ ୧୮ ଜଣ ଯବାନ ରହିଥିବା ବେଳେ ୬ ଜଣ ସାଧାରଣ ନାଗରିକ ରହିଥିବା…

କହ୍ନେୟା ଲାଲଙ୍କ ହତ୍ୟା ଘଟଣା: ରାଜସ୍ଥାନ ସମେତ ଅନେକ ସହରରେ ବନ୍ଦ ପାଳନ

ଜୟପୁର,୨।୭: ରାଜସ୍ଥାନର ଉଦୟପୁରରେ ଦରଜି କହ୍ନେୟା ଲାଲଙ୍କ ନିର୍ମମ ହତ୍ୟାକୁ ନେଇ ସମଗ୍ର ରାଜସ୍ଥାନରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଏହାର ପ୍ରତିବାଦରେ ଶନିବାର ରାଜସ୍ଥାନର ଅନେକ ସହରରେ ବନ୍ଦ ପାଳନ କରାଯାଇଛି। ହିନ୍ଦୁ ସଂଗଠନ ପକ୍ଷରୁ ଦିଆଯାଇଥିବା ଏହି ବନ୍ଦର…

ଦେଶରେ ଥମୁନି ମୃତ୍ୟୁସଂଖ୍ୟା: ଡରାଇଲାଣି ୫ ରାଜ୍ୟ

ନୂଆଦିଲ୍ଲୀ,୨।୭: ଗତ କିଛି ଦିନ ହେବ ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ଦିନେ କମିଲେ ଦିନେ ବଢ଼ୁଛି। ଶୁକ୍ରବାର ଅପେକ୍ଷା ଶନିବାର ଏହି ସଂକ୍ରମଣରେ ସାମାନ୍ୟ ବୃଦ୍ଧି ପାଇଛି। ଶୁକ୍ରବାର ତୁଳନାରେ ଶନିବାର ଏହି…

ଅଭିଯୁକ୍ତଙ୍କ ବାଇକ୍‌ରେ ୨୬/୧୧ ନମ୍ବର

ଉଦୟପୁର,୨।୭: ରାଜସ୍ଥାନ ଉଦୟପୁରର ଦରଜି କହ୍ନେୟାଲାଲ ତେଲିଙ୍କ ହତ୍ୟା ଅଭିଯୁକ୍ତ ରିଆଜ ଅଖ୍‌ତାରୀ ତାଙ୍କ ବାଇକ୍‌ରେ ‘୨୬୧୧’ (୨୦୦୮ ନଭେମ୍ବର ୨୬ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ) ନମ୍ବର ଲଗାଇଥିଲେ। ଏନେଇ ସେ ୨୦୧୩ରେ ୫ ହଜାର ଟଙ୍କା ଖର୍ଚ୍ଚ କରି ଏହି…

ଦିବ୍ରୁଗଡ଼ର ସିଆରପିଏଫ୍‌ କ୍ୟାମ୍ପରେ ପଶିଲା ବନ୍ୟା ପାଣି

ଦିବ୍ରୁଗଡ଼,୨।୭: ଦେଶର ଉତ୍ତର-ପୂର୍ବ ରାଜ୍ୟ ଆସାମରେ ଗତ କିଛି ଦିନରୁ ପ୍ରବଳ ବର୍ଷା ଯୋଗୁ ଅନେକ ସହରରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ୨୬ଟି ଜିଲାରେ ୩୧.୫୪ ଲକ୍ଷରୁ ଅଧିକ ଲୋକ ବନ୍ୟା ପ୍ରଭାବିତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ବନ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri