ଜାତୀୟ

ଲାଲୁଙ୍କୁ ଭେଟିଲେ ବଲିଉଡ୍‌ ଅଭିନେତା ମନୋଜ ବାଜପେୟୀ…

ପାଟନା, ୧୮।୯ : ବଲିଉଡର ଜଣାଶୁଣା ଅଭିନେତା ମନୋଜ ବାଜପେୟୀ ବିହାରର ରାଜଧାନୀ ପାଟନାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଭେଟି ତାଙ୍କ ସ୍ବାସ୍ଥ୍ୟ ବିଷୟରେ ପଚାରି ବୁଝିଥିଲେ। ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ଏହାର ଫଟୋ ନିଜ ଟୁଇଟର…

ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କ ଗାଧୋଉଥିବା ଭିଡ଼ିଓ ଭାଇରାଲ, ଜଣେ ଛାତ୍ରୀଙ୍କୁ ହାର୍ଟ ଆଟାକ୍‌…

ମୋହାଲି, ୧୮।୯ : ପଞ୍ଜାବର ମୋହାଲିରେ ଜଣାଶୁଣା ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ଦେଖାଦେଇଛି। ହଷ୍ଟେଲରେ ରହୁଥିବା ଜଣେ ଛାତ୍ରୀ ଅନ୍ୟ ୬୦ ଛାତ୍ରୀଙ୍କ ଗାଧୋଉଥିବା ସମୟର ଭିଡ଼ିଓ ତିଆରି କରି ଏହାକୁ ଶିମଲାରେଥିବା ଜଣେ ବନ୍ଧୁଙ୍କ ମାଧ୍ୟମରେ ସୋସିଆଲ ମିଡିଆରେ ଭାଇରାଲ…

ଆରଏସ୍‌ଏସ୍‌ ପ୍ରମୁଖଙ୍କୁ ଭେଟିଲେ କେରଳ ରାଜ୍ୟପାଳ, କଂଗ୍ରେସ କହିଲା ମତଭେଦ ଦୂର କରୁ ଭାଜପା…

ଥିରୁଭାନନ୍ତପୁରମ୍‌, ୧୮।୯ : କେରଳ ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ ନିଯୁକ୍ତିକୁ ନେଇ ରାଜ୍ୟପାଳ ଏବଂ କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ-ମାର୍କ୍ସବାଦୀ (ସିପିଆଇ-ଏମ) ସରକାରଙ୍କ ମଧ୍ୟରେ ଅସନ୍ତୋଷ ଜାରି ରହିଛି। ରାଜ୍ୟପାଳ ସ୍ପଷ୍ଟ ଭାବରେ କହିଥିଲେ ଯେ ରାଜ୍ୟ ସରକାରଙ୍କୁ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ…

ମହାରାଷ୍ଟ୍ର କ’ଣ ପାକିସ୍ତାନ, ଫଡନାଭିସଙ୍କୁ ଆଦିତ୍ୟଙ୍କ ପ୍ରଶ୍ନ…

ମୁମ୍ବାଇ, ୧୮।୯ : ମହାରାଷ୍ଟ୍ରରେ ବେଦାନ୍ତ-ଫକ୍ସକନ ଚୁକ୍ତିକୁ ନେଇ ରାଜନୈତିକ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସଙ୍କ ଗୁଜୁରାଟ ପାକିସ୍ତାନ ନୁହେଁ ବୋଲି ମନ୍ତବ୍ୟ ଦେଇଥିଲେ। ପ୍ରକଳ୍ପ ସ୍ଥାପନ ହେବାନେଇ ଆପଣମାନେ କାହିଁକି ହଙ୍ଗମା କରୁଛନ୍ତି? ଏହାର ଉତ୍ତରରେ…

ମାରିଜନେଙ୍କୁ କୋର୍ଟରେ ହାଜର କରାଇବ ଭାରତୀୟ ହକି ଦଳ

ବେଙ୍ଗାଲୁରୁ, ୧୮ା୯ (ପି.ଟି.): ପୂର୍ବତନ କୋଚ୍‌ ଜୋର୍ଡ ମାରିଜନେ ଏବଂ ଏକ ପବ୍ଲିସିଂ ହାଉସ୍‌ ହାର୍ପର କଲିନ୍ସ ଇଣ୍ଡିଆକୁୁ କୋର୍ଟରେ ହାଜର କରାଇବ ଭାରତର ଉଭୟ ପୁରୁଷ ଓ ମହିଳା ହକି ଦଳ। ୨୦୧୮ ରାଜ୍ୟଗୋଷ୍ଠୀ କ୍ରୀଡ଼ାବେଳେ ଜଣେ ଯୁବ ଖେଳାଳିଙ୍କୁ…

ଥମୁଛି କରୋନା…

ନୂଆଦିଲ୍ଲୀ, ୧୮।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା ବଢ଼ି ପୁଣି ୪୭ ହଜାର ଉପରେ ରହିଛି। କେରଳରେ…

କ୍ରସ କଣ୍ଟ୍ରି ସ୍ଲମ ରନର ଶୁଭାରମ୍ଭ କଲେ ଶାହା

ନୂଆଦିଲ୍ଲୀ,୧୮ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କ୍ରସ କଣ୍ଟ୍ରି ସ୍ଲମ ରନ ପ୍ରତିଯୋଗୀତା ଆୟୋଜନ କରାଯାଇଛି । ରାଜଧାନୀ ଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପତାକା ଦେଖାଇ ଏହାର ଶୁଭାରମ୍ଭ କରିଛନ୍ତି । ଅମିତ ଶାହା…

ପଞ୍ଜାବରେ ୮ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ଚଣ୍ଡିଗଡ଼,୧୮ ।୯: ପଞ୍ଜାବର ମୋହାଲି ସ୍ଥିତ ଏକ ବିଶ୍ୱବିଦ୍ୟାଳରେ ୮ ଜଣ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି । ସମସ୍ତଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସମସ୍ତେ ଗୁରୁତର ଥିବା ସୂଚନା ମିଳିଛି ।…

ଚାରଣ ଭୂମି ହରାଇଛି ଭାରତ

ନୂଆଦିଲ୍ଲୀ,୧୮।୯: ପୂର୍ବ ଲଦାଖର ଗୋଗ୍ରା-ହଟ୍‌ ସ୍ପ୍ରିଙ୍ଗ୍‌ସ୍‌ ଅଞ୍ଚଳରୁ ଭାରତ ଓ ଚାଇନା ସୈନ୍ୟ ପ୍ରତ୍ୟାହାର ପରେ ଭାରତ ପାଟ୍ରୋଲିଂ ପଏଣ୍ଟ ୧୬ (ପିପି-୧୬)ରୁ ହଟିବା ସହ କେତେକ ଚାରଣ ଭୂମି ହରାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ରେ…

୭୦ ବର୍ଷ ପରେ ଚିତା ଫେରିଲା

ଶିଓପୁର,୧୮ା୯: ସାତ ଦଶନ୍ଧି ପରେ ଭାରତରେ ଦେଖିବାକୁ ମିଳିଛି ଚିତା। ପ୍ରାୟ ୮ ହଜାର କିଲୋମିଟର ଯାତ୍ରା କରି ଆଫ୍ରିକୀୟ ଦେଶ ନାମିବ୍ୟାରୁ ସ୍ବତନ୍ତ୍ର ବିମାନ ଯୋଗେ ୮ ଚିତା ଶନିବାର ମଧ୍ୟପ୍ରଦେଶରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ…

କେରଳ ରାଜ୍ୟପାଳଙ୍କୁ ଭେଟିଲେ ଆରଏସଏସ ମୁଖ୍ୟ

ଥିରୁଭାନନ୍ତପୁରମ,୧୮ ।୯: କେରଳର ରାଜ୍ୟପାଳ ଆରିଫ ମହମ୍ମଦ ଖାଁ ଶନିବାର ରାତିରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତଙ୍କୁ ସାକ୍ଷାତ୍ କରିଛନ୍ତି । ଏହି ସାକ୍ଷାତକାର ଏମିତି ସମୟରେ ହୋଇଛି ଯେତେବେଳେ ରାଜ୍ୟପାଳ ଓ ରାଜ୍ୟର ବାମମୋର୍ଚ୍ଚା ସରକାରଙ୍କ…

ଔରଙ୍ଗାବାଦର ଏହି କିଲାର ନାମ ବଦଳାଇବେ ଶିନ୍ଦେ ସରକାର

ଔରଙ୍ଗାବାଦ,୧୮ ।୯: ଦେଶରେ ବିଭିନ୍ନ ସହରର ନାମ ବଦଳାଇବା କୌଣସି ନୂଆ କଥା ନୁହେଁ । ଏହା ହେଉିଛି ଏକ ପୁରୁଣା ପରମ୍ପରା । ମୋଗଲ ସାମଜ୍ୟ ସମୟରେ କିଛି ସହରର ନାମ ବଦଳାଯାଇଥିଲା । ଏହାପରେ ଇଂରେଜମାନେ ଓ ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri