ୟୁପି: ପ୍ରବଳ ବର୍ଷାରେ ୨୨ ମୃତ
ଲକ୍ଷ୍ନୌ,୧୭।୯: ଉତ୍ତରପ୍ରଦେଶରେ ଗୁରୁବାର ରାତିଠାରୁ ପ୍ରବଳ ବର୍ଷା ଲାଗି ରହିଥିବାବେଳେ ବିଭିନ୍ନ ସ୍ଥାନରେ କାନ୍ଥ ପଡ଼ି ମୋଟ ୨୨ ଜଣଙ୍କ ମୃତ୍ୟୁ ଘଟିଛି। ଲକ୍ଷ୍ନୌର ଦିଲକୁଶ ଅଞ୍ଚଳରେ ଏକ ନିର୍ମାଣାଧୀନ ପାଚେରି ଶୁକ୍ରବାର ସକାଳେ ଭୁଶୁଡ଼ି ପଡ଼ିବାରୁ ୩ ଶିଶୁଙ୍କ ସମେତ…
୭୪ ବର୍ଷ ପରେ ଭାରତ ଫେରିବ ଚିତା, ଜନ୍ମଦିନରେ ସ୍ୱାଗତ କରିବେ ମୋଦି
ନୂଆଦିଲ୍ଲୀ,୧୭ ।୯: ଭାରତ ସ୍ୱାଧିନତା ପରେ ଯାହାକୁ ହରାଇଥିଲା ତାହା ହେଉଛି ଜଙ୍ଗଲର ଉସେନ ବୋଲ୍ଟ ‘ଚିତା’ । ୧୯୪୮ରେ ଦେଶରେ ଶେଷ ଚିତାକୁ ଦେଖିବାକୁ ମିଳିଥିଲା । ଏହାପରେ ଚିତା ବିଲୁପ୍ତ ହୋଇଯାଇଥିଲେ । ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…
‘ଆମେ ଆପଣଙ୍କ ଜନ୍ମଦିନକୁ ମନେ ରଖିଛୁ’ ମୋଦିଙ୍କ ସହ ସାକ୍ଷାତ୍ ସମୟରେ କହିଲେ ପୁଟିନ
ନୂଆଦିଲ୍ଲୀ/ସମରକନ୍ଦ,୧୭ ।୯: ଉଜବେକିସ୍ତାନର ସମରକନ୍ଦରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କର ସାକ୍ଷାତ ହୋଇଥିଲା । ଏହି ସମୟରେ ପୁଟିନ କହିଥିଲେ ଆମେ ଆପଣଙ୍କ ଜନ୍ମଦିନକୁ ମନେ ରଖିଛୁ । ହେଲେ ରୁଷିଆ ପରମ୍ପରା ଅନୁଯାୟୀ,…
୭୨ ବର୍ଷରେ ପଦର୍ପଣ କଲେ ମୋଦି
ନୂଆଦିଲ୍ଲୀ,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୨ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଜନ୍ମଦିନ ଅବସରରେ ମୋଦି ୪ଟି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ପ୍ରଥମେ ଶନିବାର ମୋଦି ନାମିବିୟାରୁ ୮ ଚିତାଙ୍କୁ ଭାରତ ଅଣାଯାଉଥିବା ଅବସରରେ ରାଷ୍ଟ୍ରକୁ…
ଟ୍ରେନ୍ ଝରକାରେ ଓହଳି ୧୦ କି.ମି. ଗଲେ
ପାଟନା, ୧୭ା୯: ଅନେକ ସମୟରେ ଟ୍ରେନ୍ ଯାତ୍ରୀଙ୍କଠାରୁ ଜିନିଷ ଲୁଟ ହେଉଥିବା ଖବର ଆମେ ଖବରକାଗଜ ବା ନ୍ୟୁଜ୍ରେ ଦେଖିଛେ। ବିହାରରେ ଜଣେ ଚୋରଙ୍କୁ ତାଙ୍କ ଆପରାଧିକ କାର୍ଯ୍ୟ ପାଇଁ ହଟହଟା ହେବାକୁ ପଡ଼ିଛି। ବିହାରରେ ଦେଖିବାକୁ ମିଳିଛି ଏକ ଅଜବ…
ରୁଷିଆ-ତୁର୍କି ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଉପରେ ଆଲୋଚନା
ସମରକନ୍ଦ,୧୬।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଏଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ(ଏସ୍ସିଓ) ଶିଖର ସମ୍ମିଳନୀରେ ତୁର୍କୀ ରାଷ୍ଟ୍ରପତି ରିସେପ ତାଇପ ଏରଦଗାନ ଏବଂ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ଭେଟିଛନ୍ତି। ଏହି ସମୟରେ ମୋଦି ଉଭୟ ନେତାଙ୍କ ସହ ବିଭିନ୍ନ…
ଆଜମଙ୍କୁ ଭେଟିଲେ ଏସ୍ପି ମୁଖ୍ୟ ଅଖିଳେଶ
ନୂଆଦିଲ୍ଲୀ,୧୬।୯: ସମାଜବାଦୀ ପାର୍ଟି(ଏସ୍ପି)ର ମୁଖ୍ୟ ଅଖିଳେଶ ଯାଦବ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ଦଳର ବରିଷ୍ଠ ନେତା ଆଜମ ଖାନଙ୍କୁ ଭେଟିଛନ୍ତି। ଆଜମ ଖାନ ବର୍ତ୍ତମାନ ଦିଲ୍ଲୀର ସାର୍ ଗଙ୍ଗା ରାମ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନିକଟରେ ଆଜମଙ୍କ ହୃଦ୍ଘାତ ହେବାରୁ ତାଙ୍କର…
ଅମାନତୁଲ୍ଲାହଙ୍କ ଘରେ ଏସିବି ଚଢ଼ାଉ: ବେଆଇନ ଅସ୍ତ୍ରଶସ୍ତ୍ର ଜବତ
ନୂଆଦିଲ୍ଲୀ,୧୬।୯: ଆମ ଆଦମୀ ପାର୍ଟି(ଏଏପି)ର ବିଧାୟକ ଅମାନତୁଲ୍ଲାହ ଖାଁଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ଆଣ୍ଟି କରୋପସନ୍ ବ୍ୟୁରୋ(ଏସିବି)ର ଟିମ୍ ବିଧାୟକ ଅମାନତୁଲ୍ଲାହଙ୍କ ଅନେକ ସ୍ଥାନରେ ଚଢ଼ାଉ କରିଛି। ଅମାନତୁଲ୍ଲାହଙ୍କ ବାସଭବନ ସମେତ ଜାମିଆ, ଓଖଲା ଓ ଗଫୁର ନଗର ଭଳି…
ପଦ୍ମ ଧରିବେ କ୍ୟାପ୍ଟେନ ଅମରିନ୍ଦର: ଭାଜପା ସହ ମିଶିବ ପଞ୍ଜାବ ଲୋକ କଂଗ୍ରେସ
ନୂଆଦିଲ୍ଲୀ,୧୬।୯: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପ୍ଟେନ ଅମରିନ୍ଦର ସିଂଙ୍କ ଭାଜପାରେ ଯୋଗଦେବେ। ସେପ୍ଟେମ୍ବର ୧୯ରେ ଦିଲ୍ଲୀରେ ଅମରିନ୍ଦର ଭାଜପାର ସଦସ୍ୟତା ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ଶୁକ୍ରବାର ଏନେଇ ଦଳର ମୁଖପାତ୍ର ପ୍ରୀତପାଲ ସିଂ…
ଏସସିଓ ସମ୍ମିଳନୀ: ମୋଦିଙ୍କ ଫଟୋକୁ ନେଇ ଆରମ୍ଭ ହେଲା ରାଜନୀତି
ନୂଆଦିଲ୍ଲୀ,୧୬ ।୯: ଉଜବେକିସ୍ତାନର ସମରକନ୍ଦରେ ଆରମ୍ଭ ହୋଇଛି ସାଂଘାଇ ସହଯୋଗ ସଂଗଠନ(ଏସସିଓ) ଶିଖର ସମ୍ମିଳନୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମିଳନୀରେ ଯୋଗ ଦେବାକୁ ଉଜବେକିସ୍ତାନ ପହଞ୍ଚିଛନ୍ତି । ଏବେ ଏହାର ଫଟୋକୁ ନେଇ ଭାରତରେ ରାଜନୀତି ଆରମ୍ଭ ହୋଇଯାଇଛି…
ରାଜଧାନୀରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ: ଦେଶରେ ସଂଖ୍ୟା ୧୩କୁ ବୃଦ୍ଧି
ନୂଆଦିଲ୍ଲୀ,୧୬।୯: ରାଜଧାନୀ ଦିଲ୍ଲୀରେ କରୋନା ପରେ ଏବେ ମଙ୍କିପକ୍ସ ଭାଇରସ୍ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟରେ ମଙ୍କିପକ୍ସ ଏବେ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଶୁକ୍ରବାର ରାଜଧାନୀ ଦିଲ୍ଲୀରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତ…
ଏସ୍ସିଓ ବୈଠକରେ ମୋଦିଙ୍କ ସମ୍ବୋଧନ, ଏହି ୧୦ କଥା ଉପରେ ଦେଲେ ଗୁରୁତ୍ୱ
ସମରକନ୍ଦ,୧୬ା୯: ଉଜବେକିସ୍ତାନର ସମରକନ୍ଦ ସହରରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସ୍ସିଓ) ବୈଠକରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ଜଳବାୟୁ ପରିବର୍ତ୍ତନ, ସ୍ବାସ୍ଥ୍ୟ ଏବଂ ଔଷଧ ସହ ଜଡ଼ିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କହିଛନ୍ତି।…
Archives


