ଅମ୍ବାନୀ ପରିବାରକୁ ଧମକ ଦେଇଥିବା ବ୍ୟକ୍ତି ଗିରଫ
ମୁମ୍ବାଇ,୬।୧୦: ମୁମ୍ବାଇର ରିଲାଏନ୍ସ ଫାଉଣ୍ଡେସନର ହସ୍ପିଟାଲ ଉପରେ ବୋମା ପକାଇ ଉଡାଇଦେବା ଏବଂ ଅମ୍ବାନୀ ପରିବାରର ସଦସ୍ୟଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବା ବ୍ୟକ୍ତିଙ୍କୁ ବିହାରରୁ ଗିରଫ କରାଯାଇଛି। ଏହି ଧମକ ସମ୍ପର୍କରେ ମୁମ୍ବାଇ ପୋଲିସ ଅଭିଯୁକ୍ତଙ୍କୁ ଦରଭଙ୍ଗାରୁ ଗିରଫ କରିଛି।…
ରାଷ୍ଟ୍ରପତିଙ୍କ ବିରୋଧରେ କଂଗ୍ରେସ ନେତାଙ୍କ ଟୁଇଟ, କ୍ଷମା ମାଗିବା ଦାବି କଲା ଭାଜପା…
ନୂଆଦିଲ୍ଲୀ,୬।୧୦ : ଅଧୀର ରଞ୍ଜନ ଚୌଧୁରୀଙ୍କ ପରେ ବର୍ତ୍ତମାନ କଂଗ୍ରେସ ନେତା ଉଦିତ ରାଜ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇ ବିବାଦ ସୃଷ୍ଟି କରିଛନ୍ତି। ସେ ମୁର୍ମୁଙ୍କ ବିରୋଧରେ ଅନେକ ଅଭିଯୋଗ ଆଣିଛନ୍ତି। ଉଦିତ ରାଜଙ୍କ ଏହି…
ସୋନିଆଙ୍କ ଜୋତା ଫିତା ବାନ୍ଧିଲେ ରାହୁଲ
ବେଙ୍ଗାଲୁରୁ,୬।୯: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ‘ଭାରତ ଯୋଡୋ ଯାତ୍ରା’ ଦୁଇ ଦିନର ବିରତି ପରେ ଗୁରୁବାର କର୍ନାଟକର ମାଣ୍ଡ୍ୟା ଜିଲାରେ ପୁଣି ଆରମ୍ଭ ହୋଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ପ୍ରଥମ ଥର ପାଇଁ ଏହି ଯାତ୍ରାରେ ଯୋଗ…
ଚିତା ସାବକକୁ କ୍ଷୀର ପିଆଇଲେ ଯୋଗୀ
ଲକ୍ଷ୍ନୌ,୬ ।୧୦: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର ଗୋରଖପୁରର ଶହୀଦ ଉଶଫାକ ଉଲ୍ଲା ଖାଁ ପ୍ରାଣୀ ଉଦ୍ୟାନ(ଗୋରଖପୁର ଚିଡିଆଖାନା)ରେ ଚିତାବାଘର ଦୁଇ ସାବକଙ୍କୁ ନିଜ ହାତରେ କ୍ଷୀର ପିଆଇଛନ୍ତି । ଏହାସହ ସେ ଏହି ସାବକ ଦୁଇଟିର ନାମକରଣ…
ନିର୍ବାଚନରେ ଜୟନ୍ତ-ଅଖିଳେଶଙ୍କୁ କରିବି ସହାୟତା: ସତ୍ୟପାଲ ମଲିକ …
ବାଗପତ,୬।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ରାଜନୈତିକ ଆକ୍ରମଣକୁ ତୀବ୍ର କରି ମେଘାଳୟର ରାଜ୍ୟପାଳ ପଦରୁ ଅବସର ନେବା ପରେ ସତ୍ୟପାଲ ମଲିକ ସ୍ପଷ୍ଟ ଭାବେ କହିଛନ୍ତି ଯେ ସେ ଆଗାମୀ ନିର୍ବାଚନରେ ସମାଜବାଦୀ ପାର୍ଟି (ଏସପି) ଏବଂ…
ଡିଆରଡିଓର ମାନବ ବିହୀନ ବୋଟ, ସାମୁଦ୍ରିକ ସୀମା ଉପରେ ରଖିବ ତୀକ୍ଷ୍ଣ ନଜର…
ନୂଆଦିଲ୍ଲୀ,୬।୧୦ : ଦେଶର ବାୟୁ ମାର୍ଗ ସୀମା ଉପରେ ନଜର ରଖିବା ପାଇଁ ମାନବ ବିହୀନ ଡ୍ରୋନ ନିୟୋଜିତ କରାଯାଇଛି। ସେହିପରି ସାମୁଦ୍ରିକ ସୀମା ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଏକ ମାନବ ବିହୀନ ବୋଟ ବିକଶିତ କରିବାକୁ ପ୍ରସ୍ତୁତି…
ଲାଇଫ ସପୋର୍ଟ ମେଡିସିନରେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି ମୁଲାୟମ
ନୂଆଦିଲ୍ଲୀ,୬ ।୧୦: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ୱାସ୍ୟାବସ୍ଥା ଏବେବି ଜଟିଳ ରହିଛି । ତାଙ୍କର ଚିକିତ୍ସା ହିରିୟାଣା ସ୍ଥିତ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ କରାଯାଉଛି । ହସ୍ପିଟାଲ ପକ୍ଷରୁ ଦିଆଯାଇଥିବା ତାଜା ସୂନା ଅନୁଯାୟୀ, ଏବେବି…
୫ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ, ୬।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୩୩ ହଜାର ତଳେ ରହିଛି। ଗତ ୨୪…
ଭାରତ ଯୋଡ଼ ଯାତ୍ରାରେ ସୋନିଆ ସାମିଲ…
ବେଙ୍ଗାଲୁରୁ,୬।୧୦ : ଦୁଇ ଦିନିଆ ବିରତି ପରେ ଗୁରୁବାର କର୍ନାଟକର ମାଣ୍ଡ୍ୟା ଜିଲାରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସର ଭାରତ ଯୋଡ ଯାତ୍ରା ପୁଣି ଆରମ୍ଭ ହୋଇଛି। କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ମଧ୍ୟ ପ୍ରଥମ ଥର ପାଇଁ ଏହି ପଦଯାତ୍ରାରେ…
ରାବଣ ବଦଳରେ ଇଡି-ସିବିଆଇ ପୁତ୍ତଳିକା ଜଳାଇଲେ କଂଗ୍ରେସକର୍ମୀ…
ଭୁଜ,୬।୧୦ : ଦଶହରାର ରାବଣ ପୋଡ଼ି ଅବସରରେ କଂଗ୍ରେସ ପକ୍ଷରୁ ଭାଜପାକୁ ଟାର୍ଗେଟ କରାଯାଇଛି। ଏହା ସହିତ ଏନସେଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି), ସେଣ୍ଟ୍ରାଲ ଇନଭେଷ୍ଟିଗେସନ ବ୍ୟୁରୋ (ସିବିଆଇ)ର କାର୍ଯ୍ୟକୁ ବିରୋଧ କରାଯାଇ ପ୍ରଦର୍ଶନ କରାଯାଇଛି। ଗୁଜୁରାଟର ଭୁଜର କୁଞ୍ଚ ଜିଲା କଂଗ୍ରେସ…
୨ ବସ୍ ମଧ୍ୟରେ ଧକ୍କା, ୯ ମୃତ, ୪୦ରୁ ଅଧିକ ଆହତ…
ଥିରୁଭାନନ୍ତପୁରମ,୬।୧୦ : କେରଳରେ ଦୁଇଟି ବସ ମଧ୍ୟରେ ହୋଇଥିବା ଧକ୍କାରେ ୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି। ପଲକ୍କଡ ଜିଲାର ଭଡକନଚେରୀ ଠାରେ ଦୁଇଟି ଦ୍ରୁତଗାମୀ ବସ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା…
ନୋବେଲ ଶାନ୍ତି ପୁରସ୍କାର ଦୌଡ଼ରେ ୩ ଭାରତୀୟ…
ନୂଆଦିଲ୍ଲୀ/ଷ୍ଟକହୋମ,୬।୧୦ : ଅକ୍ଟୋବର ୭ ଶୁକ୍ରବାର ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯିବ। ଏହାପୂର୍ବରୁ କିଛି ରିପୋର୍ଟ ସାମ୍ନାକୁ ଆସିଛି। ଯେଉଁଥିରେ କୁହାଯାଇଛି ଯେ ଏହି ପୁରସ୍କାର ପାଇଁ ତିନିଜଣ ଭାରତୀୟ ଦୌଡ଼ରେ ଅଛନ୍ତି। ସେମାନଙ୍କୁ ଶାନ୍ତି ପୁରସ୍କାର ପାଇଁ ବିଚାର…

