ଜାତୀୟ

ବିଧାୟକଙ୍କ ମା’ଙ୍କଠାରୁ ଲୁଟ୍‌

ଗାଜିଆବାଦ୍‌,୧୩।୯: ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ବିଧାୟକଙ୍କ ମା’ଙ୍କଠାରୁ ଲୁଟ୍‌ କରିନେଇଛନ୍ତି ଡକାୟତ। ମଙ୍ଗଳବାର ସକାଳେ ବୁଲନ୍ଦଶହରର ଭାଜପା ବିଧାୟକ ପ୍ରଦୀପ ଚୌଧୁରୀଙ୍କ ମା’ ସନ୍ତୋଷୀ ଦେବୀ ଚାଲିବାକୁ ଯାଇଥିବାବେଳେ ପ୍ରତାପ ବିହାର ନିକଟରେ କିଛି ବ୍ୟକ୍ତି ବାଇକ୍‌ରେ ଅସ୍ତ୍ରଶସ୍ତ୍ର ସହ…

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୧୩।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୩୬୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…

ହାଇଦ୍ରାବାଦ ଇଲେକ୍ଟ୍ରିକ ସ୍କୁଟର ବ୍ୟାଟେରି ଫାଟି ଅଗ୍ନିକାଣ୍ଡ ଘଟଣା, ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩ ।୯: ହାଇଦ୍ରାବାଦର ସିକନ୍ଦରାବାଦ ଅଞ୍ଚଳରେ ସୋମବାର ରାତିରେ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା । ବିଲଡିଂର ଗ୍ରାଉଣ୍ଡ ଫ୍ଲୋରରେ ଇଲେକ୍ଟ୍ରିକ ସ୍କୁଟର ଶୋ’ରୁମ ଥିଲା । ଏହାର…

ଲମ୍ପି ଭାଇରସରେ ଏବେ ପର୍ଯ୍ୟନ୍ତ ୬୭ ହଜାରରୁ ଅଧିକ ଗାଈ, ମଇଁଷିଙ୍କ ମୃତ୍ୟୁ, ଦୁଗ୍ଧ ଉତ୍ପାଦନ ହ୍ରାସ

ନୂଆଦିଲ୍ଲୀ,୧୩ ।୯: ଦେଶରେ କରୋନା ଭାଇରସ ପରେ ଏବେ ସରକାରଙ୍କ ଚିନ୍ତା ବଢାଇଛି ଲମ୍ପି ଭାଇରସ । ସାରା ଦେଶରେ ଏହି ଭାଇରସରେ ଏବେ ପର୍ଯ୍ୟନ୍ତ ୬୭ ହଜାରରୁ ଅଧିକ ଗାଈ, ମଇଁଷିଙ୍କ ମୃତ୍ୟୁ ହେଲାଣି । ଏହାଦ୍ୱାରା ଦୁଗ୍ଧ ଉତ୍ପାଦନ…

୬୧ଥର ନିର୍ବାଚନ ଜିତି ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ଲକ୍ଷ୍ନୌ:ଉତ୍ତର ପ୍ରଦେଶର ୧୦୬ ବର୍ଷୀୟ କହ୍ନେୟା ଲାଲ୍‌ ଗୁପ୍ତା ୬୧ ଥର ଉତ୍ତର-ପୂର୍ବ ରେଲଓ୍ବେ ମଜ୍‌ଦୁର ୟୁନିୟନ୍‌ (ନେର୍‌ମୁ) ନିର୍ବାଚନ ଜିତି ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡରେ ନିଜ ନାମ ସାମିଲ କରିଛନ୍ତି। କହ୍ନେୟା ଲାଲ ଏବେ ବିଶ୍ୱର ସବୁଠାରୁ ବୟସ୍କ ଟ୍ରେଡ୍‌…

ଚାର୍ଜିଂ ସମୟରେ ଇଲେକ୍ଟ୍ରିକ ସ୍କୁଟର ବ୍ୟାଟେରି ଫାଟି ୬ ମୃତ

ହାଇଦ୍ରାବାଦ,୧୩ ।୯: ହାଇଦ୍ରାବାଦର ସିକନ୍ଦରାବାଦ ଅଞ୍ଚଳରେ ସୋମବାର ରାତିରେ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ବିଲଡିଂର ଗ୍ରାଉଣ୍ଡ ଫ୍ଲୋରରେ ଇଲେକ୍ଟ୍ରିକ ସ୍କୁଟର ଶୋ’ରୁମ ଥିଲା । ଏହାର…

ଅଟୋ ଡ୍ରାଇଭରଙ୍କ ଘରେ ରାତ୍ର ଭୋଜନ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୩।୯: ଆସନ୍ତା ଡିସେମ୍ବରରେ ଗୁଜରାଟ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଏଏପି ଆବାହକ ବାରମ୍ବାର ସେଠାକୁ ନିର୍ବାଚନ ପ୍ରଚାରରେ ଯାଉଛନ୍ତି। ସୋମବାର ସେ ଅହମଦାବାଦରେ ପ୍ରଚାର କରୁଥିବାବେଳେ ଜଣେ ଅଟୋଡ୍ରାଇଭରଙ୍କ ଆମନ୍ତ୍ରଣକ୍ରମେ ତାଙ୍କ ଘରେ ରାତ୍ରଭୋଜନ କରିଛନ୍ତି।…

ଏଜେନ୍ସିରାଜ ସ୍ଥାପନ ଉଦ୍ୟମ କରୁଛି କେନ୍ଦ୍ର: ମମତା

କୋଲକାତା,୧୩।୯:ପଶ୍ଚିମବଙ୍ଗରେ ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଭଳି କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକ ଅତି ମାତ୍ରାରେ ସକ୍ରିୟ ରହିବା ବିରୋଧରେ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ରାଜ୍ୟ ବିଧାନସଭାରେ ପ୍ରସ୍ତାବ ଆଣିବାକୁ ନିଷ୍ପତ୍ତି ନେଇଛି। ଏଥିପାଇଁ ବୁଧବାର ବିଧାନସଭାର ଏକ ସଂକ୍ଷିପ୍ତ ଅଧିବେଶନ…

ଆତଙ୍କବାଦୀ-ଗ୍ୟାଙ୍ଗ୍‌ଷ୍ଟର ମଧୁଚନ୍ଦ୍ରିକା:୫୦ ସ୍ଥାନରେ ଏନ୍‌ଆଇଏ ଚଢ଼ାଉ

ନୂଆଦିଲ୍ଲୀ,୧୩।୯(ପି.ଟି.):ଆତଙ୍କବାଦୀ-ଗ୍ୟାଙ୍ଗଷ୍ଟର ଏବଂ ନିଶାଦ୍ରବ୍ୟ ଚୋରାବେପାରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଚାଲିଥିବା ସୂଚନା ମିଳିବା ପରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ସୋମବାର ଦିଲ୍ଲୀ ସମେତ ୪ ରାଜ୍ୟର ୫୦ରୁ ଊର୍ଦ୍ଧ୍ୱ ସ୍ଥାନରେ ଚଢ଼ାଉ କରିଛି। ପଞ୍ଜାବୀ ଗାୟକ ସିଦ୍ଧୁ ମୁସଓ୍ବୋଲାଙ୍କ ହତ୍ୟାକାରୀ ଗ୍ୟାଙ୍ଗଷ୍ଟର…

ଚାଇନା ରାଷ୍ଟ୍ରପତିଙ୍କୁ ଭେଟିବେ ମୋଦି, ସୀମା ବିବାଦକୁ ନେଇ ହୋଇପାରେ ଚର୍ଚ୍ଚା

ନୂଆଦିଲ୍ଲୀ,୧୩ ।୯: ଗତ ପ୍ରାୟ ୩ ବର୍ଷ ହେବ ଭାରତ-ଚାଇନା ସମ୍ପର୍କରେ ଖୁୂବ୍ ତିକ୍ତତା ଦେଖିବାକୁ ମିଳିଛି । ହେଲେ ଏବେ ଏହି ସମ୍ପର୍କକୁ ଠିକ୍ କରାଯିବାକୁ ଚେଷ୍ଟା ଆରମ୍ଭ ହୋଇଥିବା ଅନୁମାନ କରାଯାଉଛି । ସୂଚନାଯୋଗ୍ୟ, ଉଜବେକିସ୍ତାନର ରାଜଧାନୀରେ ୧୬…

ସାଙ୍ଗ ହୁଅ ନଚେତ୍‌ ଅପହରଣ କରିନେବୁ

ରାଞ୍ଚି,୧୩।୯: ଆମକୁ ସାଙ୍ଗ ଭାବେ ଗ୍ରହଣ କର ନଚେତ୍‌ ଆମେ ତୁମମାନଙ୍କୁ ଅପହରଣ କରିନେବୁ। ଝାଡ଼ଖଣ୍ଡ ରାଞ୍ଚିର ଏକ ସରକାରୀ ସ୍କୁଲର ହିନ୍ଦୁ ଛାତ୍ରୀମାନଙ୍କୁ କିଛି ଏମିତି କହି କେତେଜଣ ମୁସଲମାନ ଯୁବକ ଧମକାଉଛନ୍ତି। ଛାତ୍ରୀଙ୍କୁ ଡରାଇବା ପାଇଁ ସେମାନଙ୍କ ଆଗରେ…

ସିଏଏ ଶୁଣାଣି ଅକ୍ଟୋବର ୩୧ରେ

ନୂଆଦିଲ୍ଲୀ,୧୨।୯: ନାଗରିକତ୍ୱ (ସଂଶୋଧନ) ଆଇନ (ସିଏଏ)ର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକର ଶୁଣାଣି ଅକ୍ଟୋବର ୩୧ରେ କରିବାକୁ ସୋମବାର ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରେ ଧର୍ମୀୟ ଆକ୍ରୋଶର ଶିକାର ହୋଇ ୨୦୧୪ ଡିସେମ୍ବର ୩୧ ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri