ଦୈନିକ ସଂକ୍ରମଣ-ସକ୍ରିୟ ମାମଲା ତଳ ମୁହାଁ…
ନୂଆଦିଲ୍ଲୀ, ୧୧।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୮ ହଜାର ତଳେ ରହିଛି। ମହାରାଷ୍ଟ୍ର,କେରଳରେ ସତର୍କ…
ଲେଭାନା ହୋଟେଲ ଅଗ୍ନିକାଣ୍ଡ ଘଟଣା: ୧୯ ଅଧିକାରୀଙ୍କ ଉପରେ ନିଆଗଲା କାର୍ଯ୍ୟାନୁଷ୍ଠାନ
ଲକ୍ଷ୍ନୌ,୧୧ ।୯: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌ ସ୍ଥିତ ହଜରତଗଞ୍ଜରେ ଥିବା ଲେଭାନା ହୋଟେଲରେ ହୋଇଥିବା ଅଗ୍ନିକାଣ୍ଡ ଘଟଣାକୁ ନେଇ ସରକାର ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଏହି ଘଟଣାରେ ସରକାର ୧୯ ଅଧିକାରୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି…
ମୁସେଓ୍ବାଲା ହତ୍ୟା ମାମଲା: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ ସଦସ୍ୟ ଗିରଫ
ମୋହାଲି,୧୧ା୯: ପଞ୍ଜାବୀ ଗାୟକ ସିଦ୍ଧୁ ମୁସଓ୍ବୋଲା ହତ୍ୟା ମାମଲାରେ ସମ୍ପୃକ୍ତ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍ର ଜଣେ ସଦସ୍ୟଙ୍କୁ ଗିରଫ କରାଯାଇଛି। ତାଙ୍କଠାରୁ ୧୧ଟି ଆଗ୍ନେୟାସ୍ତ୍ର ଜବତ ହୋଇଛି। ମୁସଓ୍ବୋଲା ହତ୍ୟାକାଣ୍ଡରେ ସମ୍ପୃକ୍ତ ୬ ଶୁଟରଙ୍କ ମଧ୍ୟରୁ ପୂର୍ବରୁ ଦିଲ୍ଲୀ ପୋଲିସ ୩ଜଣଙ୍କୁ…
ଆଇପିଇଏଫ୍ ବାଣିଜ୍ୟ ମଞ୍ଚରୁ ଓହରିଲା ଭାରତ
ନୂଆଦିଲ୍ଲୀ/ଲସ୍ଏଞ୍ଜେଲ୍ସ,୧୧ା୯: ଏସୀୟ ରାଷ୍ଟ୍ରଗୁଡ଼ିକ ସହ ମୁକ୍ତ ବାଣିଜି୍ୟକ ସମ୍ପର୍କ ପ୍ରତିଷ୍ଠା ଲକ୍ଷ୍ୟରେ ଆମେରିକା ନେତୃତ୍ୱରେ ଗଠିତ ଇଣ୍ଡୋ-ପାସିଫିକ୍ ଇକୋନୋମିକ୍ ଫ୍ରେମ୍ଓ୍ବାର୍କ (ଆଇପିଇଏଫ୍) ବାଣିଜି୍ୟକ ଆଲୋଚନାରୁ ଭାରତ ଓହରିଯାଇଛି। ଆଇପିଇଏଫ୍ର ୧୪ ରାଷ୍ଟ୍ର ମଧ୍ୟରୁ ଭାରତ ହେଉଛି ଏକମାତ୍ର ସଦସ୍ୟ, ଯାହାକି ଆମେରିକାର…
ରାଜସ୍ଥାନ ନାଁ କର୍ତ୍ତବ୍ୟ ସ୍ଥାନ ହେଉ: ଥରୁର
ନୂଆଦିଲ୍ଲୀ,୧୧ା୯: କେନ୍ଦ୍ର ସରକାର ନୂଆଦିଲ୍ଲୀ ରାଜପଥକୁ କର୍ତ୍ତବ୍ୟ ପଥ ଭାବେ ନାମିତ କରିଛନ୍ତି। ରାଜପଥ ଭାରତର ଦାସତ୍ୱର ପ୍ରତୀକ ଥିଲା, ଯାହା ଏବେ ଇତିହାସ ହେଲା ବୋଲି କର୍ତ୍ତବ୍ୟ ପଥ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିଲେ। ଦାସତ୍ୱ ପରିଚୟରୁ…
ପ୍ରତ୍ନତତ୍ତ୍ୱବିତ୍ ବି.ବି. ଲାଲ୍ଙ୍କ ପରଲୋକ
ନୂଆଦିଲ୍ଲୀ,୧୧ା୯: ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ବିଶିଷ୍ଟ ପ୍ରତ୍ନତତ୍ତ୍ୱବିତ୍ ବି.ବି. ଲାଲ୍ଙ୍କର ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୧୦୧ ବର୍ଷ ହୋଇଥିଲା। ଭାରତର ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ପୂର୍ବତନ ମହାନିର୍ଦ୍ଦେଶକ ଲାଲ୍ ଅଯୋଧ୍ୟା ଖନନ ବେଳେ ମନ୍ଦିର ଭଳି ସ୍ତମ୍ଭସବୁ ପାଇଥିଲେ। ଏଏସ୍ଆଇର…
ନିଜ ଜିଭ କାଟି ଦେବୀଙ୍କୁ ଭେଟି ଦେଲେ ଭକ୍ତ
ଲକ୍ଷ୍ନୌ,୧୧ା୯: ଉତ୍ତର ପ୍ରଦେଶ କୌଶମ୍ବିର ସମ୍ପତ ନାମକ ଜଣେ ବ୍ୟକ୍ତି ନିଜ ଜିଭ କାଟି ଦେବୀଙ୍କୁ ଭେଟି ଦେଇଥିବାର ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ୩୮ ବର୍ଷୀୟ ସମ୍ପତ ଶନିବାର ମା’ ଶୀତଲା ମନ୍ଦିରକୁ ଯାଇଥିବାବେଳେ ସେଠାରେ ନିଜ ଜିଭ କାଟି…
କୋଲକାତା ବ୍ୟବସାୟୀଙ୍କ ଘରୁ ୧୭ କୋଟି ଜବତ କଲା ଇଡି
ନୂଆଦିଲ୍ଲୀ/କୋଲକାତା,୧୧ା୯: ମୋବାଇଲ ଗେମିଂ ଆପ୍ ଜାଲିଆତି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶନିବାର କୋଲକାତାର ୬ଟି ସ୍ଥାନରେ ଚଢ଼ାଉ କରିଛି। ବ୍ୟବସାୟୀ ଆମିର ଖାନ୍ଙ୍କ କୋଲକାତାର ଗାର୍ଡେନ ରିଚ୍ ଅଞ୍ଚଳରେ ଥିବା ଘରେ ସମେତ ଉକ୍ତ ଆପ୍ର ଅନ୍ୟ…
ଭାରତରୁ ବହୁ କୋଟି ଲୁଟିଛନ୍ତି ଚାଇନିଜ୍
ନୂଆଦିଲ୍ଲୀ,୧୧ା୯: ଚାଇନାର ଆର୍ଥତ୍କ ଆକ୍ରମଣ ଭାରତୀୟ କର୍ତ୍ତୃପକ୍ଷଙ୍କୁ ବିବ୍ରତ କରିଛି। ଆର୍ଥତ୍କ ଗୋଇନ୍ଦା ସଂସ୍ଥା (ଏଫ୍ଆଇୟୁ) ଆଖିରେ ଧୂଳି ଦେଇ ଚାଇନା ନାଗରିକ ବେଆଇନ ଭାବେ ଅନେକ ଭାରତୀୟ କମ୍ପାନୀ ଖୋଲି ହଜାର ହଜାର କୋଟି ଟଙ୍କା ସେମାନଙ୍କ ଦେଶକୁ ନେଇଯାଇଥିବା…
ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକକୁ ନେଇ ଆଜି ଦେଶରେ ଗୋଟିଏ ଦିନିଆ ରାଜକୀୟ ଶୋକ, ଅର୍ଦ୍ଧନମିତ ରହିବ ଜାତୀୟ ପତାକା
ନୂଆଦିଲ୍ଲୀ,୧୧ ।୯: ବ୍ରିଟେନର ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ବିୟୋଗରେ ଭାରତରେ ଆଜି ଗୋଟିଏ ଦିନ ରାଜକୀୟ ଶୋକ ଘୋଷଣା କରାଯାଇଛି । ଏଲିଜାବେଥ ଦ୍ୱିତୀୟଙ୍କ ସ୍ମୃତି ଓ ତାଙ୍କର ସମ୍ମାନରେ ସମ୍ପୂର୍ଣ୍ଣ ଦେଶରେ ଗୋଟିଏ ଦିନ ରାଜକୀୟ ଶୋକ ପାଳନ ପାଇଁ…
ବ୍ରିଟେନ ଗୃହମନ୍ତ୍ରୀଙ୍କ ଗୋଆ ପୈତୃକ ସମ୍ପତ୍ତି ହଡ଼ପ
ପଣଜୀ ,୧୧ା୯: ବ୍ରିଟେନ ଗୃହମନ୍ତ୍ରୀ ସୁଏଲା ବ୍ରେଭରମ୍ୟାନଙ୍କର ଉତ୍ତର ଗୋଆରେ ଥିବା ୨ଟି ପୈତୃକ ସମ୍ପତ୍ତିକୁ କେତେଜଣ ଅଜଣା ବ୍ୟକ୍ତି ଦଖଲ କରିଥିବା, ତାଙ୍କ ବାପା କ୍ରିଷ୍ଟି ଫର୍ନାଣ୍ଡେଜ୍ ଅଭିଯୋଗ କରିଛନ୍ତି। ଆସାଗାଓରେ ଥିବା ଏହି ଜମିର ଆୟତନ ୧୩,୯୦୦ ବର୍ଗମିଟର।…
ନୌସେନାରେ ସାମିଲ ହେବ ସମୁଦ୍ରର ଆଉ ଏକ ଶେହନଶାହ ‘ତାରାଗିରି’
ନୂଆଦିଲ୍ଲୀ,୧୧ ।୯: ଶତ୍ରୁଙ୍କୁ କଡା ଜବାବ ଦେବାକୁ ତଥା ଭାରତୀୟ ସେନାକୁ ଆହୁରି ମଜଭୁତ କରିବାକୁ ଲଗାତାର କାମ ଚାଲିଛି । ଆଧୁନିକ ଅସ୍ତ୍ରଶସ୍ତ୍ର, ମିଶାଇଲ, ହେଲିକପ୍ଟରରୁ ଆରମ୍ଭ କରି ବଡ ବଡ ଯୁଦ୍ଧ ଜାହାଜକୁ ସେନାରେ ସାମିଲ କରାଯାଉଛି ।…
Archives


