ଜାତୀୟ

ଭେଣ୍ଟିଲେଟରରେ ମୁଲାୟମ, ଆଗାମୀ ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ, ଅଖିଳେଶଙ୍କ ସହ ଫୋନରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୩ ।୧୦: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ସ୍ୱାସ୍ଥ୍ୟ ବିଗିଡି ଯିବାରୁ ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ସେ ଆଇସିୟୁରେ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି । ଆସନ୍ତା ୨୪ ଘଣ୍ଟା ତାଙ୍କ…

ଦୁର୍ଗାପୂଜା ପେଣ୍ଡାଲରେ ଲାଗିଲା ନିଆଁ: ୪ ମୃତ ୬୪ରୁ ଅଧିକ ଆହତ

ଭଦୋହି,୩ ।୧୦: ଉତ୍ତର ପ୍ରଦେଶ ଭଦୋହିର ଓରାଇ କୋତୱାଲିଠାରୁ କିଛି ଦୂରରେ ଥିବା ଏକତା ଦୁର୍ଗା ପୂଜା ପେଣ୍ଡାଲରେ ରବିବାର ରାତି ପ୍ରାୟ ୮ଟାରେ ଆରତି ସମୟରେ ନିଆଁ ଲାଗିଯାଇଥିଲା । ଚାହୁଁ ଚାହୁଁ ଏହା ସବୁଆଡକୁ ବ୍ୟାପି ଯାଇଥିଲା ।…

ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ବଢ଼ିଲା ସୁରକ୍ଷା

ମୁମ୍ବାଇ,୨।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଜୀବନ ପ୍ରତି ବିପଦ ଥିବା ସୂଚନା ପରେ ତାଙ୍କ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ବଢ଼ାଇ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପ୍ରତି ବିପଦ ଥିବା ନିର୍ଦ୍ଦିଷ୍ଟ ସୂଚନା ମିଳିଥିବା ରାଜ୍ୟ ଗୋଇନ୍ଦା ବିଭାଗ କମିଶନର ଆଶୁତୋଷ ଡୁମ୍ବ୍ରେ…

‘ମୁଁ ଧମକକୁ ଭୟ କରେ ନୁହେଁ’

ମୁମ୍ବାଇ,୨।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ହତ୍ୟା ଧମକ ଦିଆଯାଇଛି। ଏନେଇ ରବିବାର ସେ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ମୁଁ ଏସବୁ ପ୍ରତି ଧ୍ୟାନ ଦେଉ ନାହିଁ। ଆମର ଗୃହ ବିଭାଗ ଏବଂ ଗୃହମନ୍ତ୍ରୀ ଦେବେନ୍ଦ୍ର ଫଡନଭୀସ ସକ୍ଷମ,…

ସର୍ବସହମତିରେ ପ୍ରାର୍ଥୀ ହେବା ଭଲ: ମଲ୍ଲିକାର୍ଜୁନ ଖାର୍ଗେ

ନୂଆଦିଲ୍ଲୀ,୨।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରାର୍ଥୀ ଥିବା ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଏକ ବଡ଼ ବୟାନ ଦେଇଛନ୍ତି। ଦଳର ସର୍ବସହମତିରେ ପ୍ରାର୍ଥୀ ହେବା ଭଲ ବୋଲି ସେ କହିଛନ୍ତି। ଏପରି କି କଂଗ୍ରେସ ଅଧ୍ୟକ୍ଷ ଲାଗି ରାହୁଲ ଗାନ୍ଧୀ, ସୋନିଆ ଗାନ୍ଧୀ…

ଖାର୍ଗେ କଂଗ୍ରେସରେ ପରିବର୍ତ୍ତନ ଆଣିପାରିବେ ନାହିଁ: ଥରୁର

ନାଗପୁର.୨।୧୦: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଛି। ମଲିକାର୍ଜୁନ ଖାର୍ଗେଙ୍କ ସହ ଶଶି ଥରୁର ନିର୍ବାଚନ ମଇଦାନରେ ଅଛନ୍ତି। ତିରୁଭାନନ୍ତପୁରମ ଏମ୍‌ପି ଥରରୁ ନିର୍ବାଚନରେ ପଛକୁ ହଟିବେ ନାହିଁ ବୋଲି ପୂର୍ବରୁ ସଙ୍କେତ ଦେଇସାରିଛନ୍ତି। ରବିବାର ନାଗପୁରରେ ଆୟୋଜିତ…

ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ

ମୁମ୍ବାଇ,୨।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ହତ୍ୟା ଧମକ ଦିଆଯାଇଛି। ଏହାପରେ ରାଜ୍ୟ ଗୋଇାନ୍ଦା ବିଭାଗ ତତ୍ପର ହୋଇପଡିଛି। ଗୋଇନ୍ଦା ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆତ୍ମଘାତୀ ବିସ୍ଫୋରଣରେ ମୁଖ୍ୟମନ୍ତ୍ରୀଙ୍କ ହତ୍ୟା ପାଇଁ ଏକ ଷଡଯନ୍ତ୍ର ହୋଇଥିବା ଜଣାପଡିଛି। ମାସେ…

ଇଣ୍ଡିଆ ହେଉ ହିନ୍ଦୁସ୍ଥାନ, ରବି କିଶନ ସଂସଦରେ ଆଣିବେ ଘରୋଇ ବିଲ୍‌…

ନୂଆଦିଲ୍ଲୀ,୨।୧୦ : ମହାରାଷ୍ଟ୍ରରେ ବନ୍ଦେ ମାତରଂ ନେଇ ଚାଲିଥିବା ବିବାଦ ମଧ୍ୟରେ ଗୋରଖପୁର ଏମ୍‌ପି ରବି କିଶନ ରବିବାର ହେଲୋ ପରିବର୍ତ୍ତେ ବନ୍ଦେ ମାତରଂକୁ ସମର୍ଥନ କରି କହିଛନ୍ତି ଯେ ସେ ଖୁବ ଶୀଘ୍ର ସଂସଦରେ ଏକ ଘରୋଇ ବିଲ ଆଣିବାକୁ…

ବିଗିଡିଲା ମୁଲାୟମଙ୍କ ସ୍ବାସ୍ଥ୍ୟାବସ୍ଥା

ଲକ୍ଷ୍ନୌ,୨।୧୦: ସମାଜବାଦୀ ପାର୍ଟିର ବରିଷ୍ଠ ନେତା ମୁଲାୟମ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଆଇସିୟୁରେ ଥିବା ଜଣାପଡିଛି। ଡାକ୍ତର ଲଗାତର ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି। ସେପଟେ ମୁଲାୟମଙ୍କ ପୁଅ…

ପୋଲିସ-ସିଆରପିଏଫ୍‌ ଦଳଙ୍କ ଉପରେ ଆତଙ୍କବାଦୀ ଆକ୍ରମଣ, ଜଣେ ଯବାନ ଶହୀଦ…

ଶ୍ରୀନଗର,୨।୧୦ : ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରର ପୁଲୱାମା ଜିଲାର ପୋଲିସ ଏବଂ ସିଆରପିଏଫ୍‌ ଦଳଙ୍କ ଉପରେ ଆକ୍ରମଣ କରିଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣରେ ଜଣେ ପୋଲିସ ଯବାନ ଶହୀଦ ହୋଇଥିବାବେଳେ ଜଣେ ସିଆରପିଏଫ୍‌ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ଚିକିତ୍ସା ପାଇଁ…

ଗୁଜରାଟରେ ଏଏପି ସରକାର ଗଠନ କରିବାକୁ ଯାଉଛି, କହିଲେ କେଜରିଓ୍ବାଲ…

ଅହମଦାବାଦ,୨।୧୦ : ଆଗାମୀ ଗୁଜୁରାଟ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି (ଏଏପି) ସରକାର ଗଠନ କରିବାକୁ ଯାଉଛି। ଏହି କ୍ରମରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଦଳର ଜାତୀୟ ସମ୍ମିଳନୀକାରୀ ଅରବିନ୍ଦ କେଜରିୱାଲ କ୍ରମାଗତ ଭାବରେ ରାଜ୍ୟର ବିଭିନ୍ନ ସ୍ଥାନ ଗସ୍ତ…

୩ କଂଗ୍ରେସ ନେତା ମୁଖପାତ୍ର ପଦରୁ ଦେଲେ ଇସ୍ତଫା, ଖାର୍ଗେଙ୍କ ପାଇଁ କରିବେ ପ୍ରଚାର…

ନୂଆଦିଲ୍ଲୀ,୨।୧୦ : କଂଗ୍ରେସ ନେତା ଗୌରବ ବଲ୍ଲଭ, ଡିପେନ୍ଦର ଏସ ହୁଡା ଏବଂ ସୟଦ ନାସିର ହୁସେନ ଦଳର ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି। ସେମାନେ କହିଛନ୍ତି ଯେ ତାଙ୍କ ଇସ୍ତଫା ଦେବାର କାରଣ ହେଉଛି ମଲ୍ଲକାର୍ଜୁନ ଖାର୍ଗେଙ୍କ ପାଇଁ ପ୍ରଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?