ଚାରଧାମ ଯାତ୍ରା: ୪୬ ଦିନରେ ଗଲାଣି ୧୭୫ ପ୍ରାଣୀଙ୍କ ଜୀବନ
ଋୁଦ୍ରପ୍ରୟାଗ,୨୩ ।୬: କେଦାରନାଥ ଯାତ୍ରାରେ ପ୍ରାଣୀଙ୍କ ମୃତ୍ୟୁ ଲଗାତାର ଜାରି ରହିଛି । କଥା କହିପାରୁ ନ ଥିବା ଏହି ପ୍ରାଣୀ ମାଲିକଙ୍କ ପଟେକ ଭରିବା ପରେ ମୃତ୍ୟୁ କୋଳକୁ ଚାଲିଯାଉଥିଲେ ବି ଏଥିପ୍ରତି ଯେମିତି କାହାର ନଜର ନାହିଁ ।…
୫୬ ବର୍ଷରେ ୪ ଥର ବିଦ୍ରୋହ
ମୁମ୍ବାଇ,୨୩ା୬: କ୍ୟାଡରଭିତ୍ତିକ ଦଳ, ନେୃତୃତ୍ୱ ପ୍ରତି ପ୍ରବଳ ଆନୁଗତ୍ୟ। ତଥାପି ଚାରି ଚାରି ଥର ବିଦ୍ରୋହକୁ ସମ୍ନା କରିଛି ଶିବସେନା। ତହିଁରୁ ୩ ଥର ବିଦ୍ରୋହ କେବଳ ଶିବସେନା ପ୍ରତିଷ୍ଠାତା ବାଲାସାହେବ ଠାକ୍ରେଙ୍କ ଅମଳରେ ହୋଇଥିଲା। ବାଲ୍ ଠାକ୍ରେ କେବେ କ୍ଷମତାରେ…
ଅଯୋଗ୍ୟ ଘୋଷିତ ବିଧାୟକଙ୍କୁ ଦିଆ ନ ଯାଉ ଲଢ଼ିବା ସୁଯୋଗ
ନୂଆଦିଲ୍ଲୀ, ୨୩।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ସୁପ୍ରିମକୋର୍ଟରେ ଏକ ପୁରୁଣା ମାମଲା ଉପରେ ବୁଧବାର ପିଟିଶନ ଦାଖଲ କରାଯାଇଛି। ବିଧାନସଭା ବାଚସ୍ପତିଙ୍କ ଦ୍ୱାରା ଅଯୋଗ୍ୟ ଘୋଷିତ କିମ୍ବା ନିଜେ ଇସ୍ତଫା ଦେଇଥିବା ବିଧାୟକଙ୍କ ପ୍ରତିଦ୍ୱନ୍ଦ୍ୱିତା ଉପରେ ୫ ବର୍ଷ…
ଦେଶର କିଛି ରାଜ୍ୟରେ ମିଳିଲାଣି ଜିକା ଭାଇରସ, ଗୋଟିଏ ନମୁନାରେ ଜିକା, ଡେଙ୍ଗୁ , ଚିକନଗୁନିଆ
ନୂଆଦିଲ୍ଲୀ,୨୩ ।୬: ଦେଶର କିଛି ରାଜ୍ୟରେ ଜିକା ଭାଇରସ ମିଳିବା ଫଳରେ ଏବେ ଏହା ବିଶେଷଜ୍ଞଙ୍କୁ ଚିନ୍ତାରେ ପକାଇ ଦେଇଛି । ଏହାରୁ ନେଇ ପ୍ରତି ରାଜ୍ୟରେ ଗ୍ରାଉଣ୍ଡ ଲେବଲରୁ ସତର୍କ ରହିବାକୁ କୁହାଯାଇଛି । ନୂଆଦିଲ୍ଲୀସ୍ଥିତ ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ…
୩୪,୬୧୫ କୋଟିର ବ୍ୟାଙ୍କ ଠକେଇ
ନୂଆଦିଲ୍ଲୀ,୨୩ା୬: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଦେ ଓ୍ବାନ ହାଉସିଂ ଫାଇନାନ୍ସ ଲିଃ (ଡିଏଚ୍ଏଫ୍ଏଲ୍)ର ପୂର୍ବତନ ମୁଖ୍ୟ ପରିଚାଳନା ନିର୍ଦ୍ଦେଶକ (ସିଏମ୍ଡି) କପିଳ ଓ୍ବାଧଓ୍ବନ, ନିର୍ଦ୍ଦେଶକ ଧୀରଜ ଓ୍ବାଧଓ୍ବନ ଓ ଅନ୍ୟମାନଙ୍କ ବିରୋଧରେ ୩୪,୬୧୫ କୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା…
ମୁଖ୍ୟମନ୍ତ୍ରୀ ନିବାସ ଛାଡିଲେ ଉଦ୍ଧବ ଠାକରେ
ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବା ହାଇଭୋଲଟେଜ ଡ୍ରାମା ବୁଧବାର ମଧ୍ୟ ଜାରି ରହିଛି। ଶିବସେନାର ବିଦ୍ରୋହୀ ବିଧାୟକମାନେ ସୁରତରୁ ଗୁଆହାଟୀରେ ପହଞ୍ଚିଛନ୍ତି। ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ରବିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି।…
ଆଭିମୁଖ୍ୟ ସ୍ପଷ୍ଟ କଲେ ଏକନାଥ ସିନ୍ଦେ
ମୁମ୍ବାଇ,୨୨।୬: ମହାରାଷ୍ଟ୍ରର ରାଜନୈତିକ ସଙ୍କଟ ମଧ୍ୟରେ ରବିବାର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ଯଦି ବିଦ୍ରୋହୀ ବିଧାୟକମାନେ ତାଙ୍କୁ ମୁଖ୍ୟମନ୍ତ୍ରୀ ଭାବରେ ଦେଖିବାକୁ ଚାହାଁନ୍ତି ନାହିଁ ତେବେ ସେ ତାଙ୍କ ପଦ ଛାଡିବାକୁ ପ୍ରସ୍ତୁତ ଅଛନ୍ତି ବୋଲି…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ
ଲକ୍ଷ୍ନୌ,୨୨।୬: ଉତ୍ତରପ୍ରଦେଶର ହମିରପୁର ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦ୍ରୁତ ଗତିରେ ଆସୁଥିବା ଏକ ପିକ ଅପ ଗାଡି ଅଟୋ ସହ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ଆଠ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ୯ ଜଣ ଗୁରୁତର…
ସ୍ବାଇନ୍ ଫ୍ଲୁରେ ଭାଜପା ନେତାଙ୍କ ମୃତ୍ୟୁ
ଲୁଧିଆନା,୨୨।୬: ଚଳିତ ବର୍ଷ ପଞ୍ଜାବରେ ସ୍ବାଇନ୍ ଫ୍ଲୁରେ ପ୍ରଥମ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ଲୁଧିଆନାରେ ୪୬ ବର୍ଷ ବୟସ୍କ ଆଡଭୋକେଟ ତଥା ଭାଜପା ନେତା ସନ୍ଦୀପ କପୁର ଏଚ୍୧ଏନ୍୧ ଭାଇରସ୍ ଯୋଗୁ ପ୍ରାଣ ହରାଇଲେ। ଶ୍ୱାସକ୍ରିୟାରେ ନେବାରେ ଅସୁବିଧା ଅନୁଭବ…
କରୋନା ସମୟରେ ବ୍ରିକ୍ସ ଦେଶଗୁଡିକର ଭୂମିକା ଗୁରୁତ୍ୱପୂର୍ଣ୍ଣ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ‘ବ୍ରିକ୍ସ ବିଜ୍ନେସ୍ ଫୋରମ’ର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ମହାମାରୀରୁ ଉତ୍ପନ୍ନ ଅର୍ଥନୈତିକ ସମସ୍ୟାର ମୁକାବିଲା ପାଇଁ ଆମେ ଭାରତରେ ସଂସ୍କାର, ପ୍ରଦର୍ଶନ ଏବଂ ରୂପାନ୍ତରର ମନ୍ତ୍ର…
ସଙ୍କଟରେ ଭାବପ୍ରବଣ ହେଲେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ରବିବାର ମହାରାଷ୍ଟ୍ରର ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କୁ ଏକ ସଙ୍କେତ ଦେଇ ସେ କହିଛନ୍ତି ଯେ, ଯଦି କେହି ମୋତେ ମୁଖ୍ୟମନ୍ତ୍ରୀ ଭାବରେ…
ଶିବସେନା ବିଧାୟକଙ୍କ ଗମ୍ଭୀର ଅଭିଯୋଗ: ମୁଁ ଉଦ୍ଧବ ସରକାରଙ୍କ ସହ ଅଛି,ମୋତେ କରାଯାଇଥିଲା ଅପହରଣ
ମୁମ୍ବାଇ,୨୨।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଲାଗିରହିଛି। ଶିବସେନାର ବିଦ୍ରୋହୀ ବିଧାୟକ ଏକନାଥ ସିନ୍ଦେଙ୍କ କ୍ୟାମ୍ପରେ ଥିବା ଆକୋଲାର ବିଧାୟକ ନିତିନ ଦେଶମୁଖ ବୁଧବାର ସୁରତରୁ ନାଗପୁର ଫେରିଛନ୍ତି। ଏଠାରେ ପହଞ୍ଚିବା ପରେ ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସହ ଥିବା କହିଛନ୍ତି।…
Archives


