ଜାତୀୟ

୪ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୩୯ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ…

ବିଦେଶୀ ଛାତ୍ରୀଛାତ୍ରଙ୍କ ପାଇଁ ଆସିଲା ୟୁଜିସିର ନୂଆ ଗାଇଡ୍‌ଲାଇନ

ନୂଆଦିଲ୍ଲୀ,୧।୧୦: ବିଦେଶୀ ଛାତ୍ରୀଛାତ୍ରଙ୍କ ପାଇଁ ଦେଶର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ୨୫ ପ୍ରତିଶତ ପର୍ଯ୍ୟନ୍ତ ଅତିରିକ୍ତ ସିଟ୍‌ ସୃଷ୍ଟି କରିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ଅନୁମତି ଦେଇଛନ୍ତି। ସେମାନଙ୍କ ପାଇଁ ସ୍ବଚ୍ଛ ନାମଲେଖା ପ୍ରକ୍ରିୟା ଆପଣାଇବା ନିମନ୍ତେ ୟୁଜିସି ପକ୍ଷରୁ ଶୁକ୍ରବାର…

ମାନ୍‌ଙ୍କ ସୁରକ୍ଷାରେ ୪୨ କାର୍‌କୁ କଂଗ୍ରେସର ସମାଲୋଚନା

ଚଣ୍ଡିଗଡ଼,୧।୧୦: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ସିଂ ମାନ୍‌ଙ୍କ ସୁରକ୍ଷା ପାଇଁ ୪୨ଟି କାର ବ୍ୟବହାରକୁ ନେଇ ବିରୋଧୀ କଂଗ୍ରେସ ସମାଲୋଚନା କରିଛି। ରାଇଟ୍‌ ଟୁ ଇନ୍‌ଫରମେଶନ୍‌ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ମାନ୍‌ ନିଜ ସୁରକ୍ଷା ପାଇଁ ୪୨ଟି ଦାମୀ କାର୍‌…

ନାବାଳିକାଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୧୪୨ ବର୍ଷ ଜେଲ

ଥିରୁଭାଲ୍ଲା,୧।୧୦: ଜଣେ ନାବାଳିକାଙ୍କୁ ୨ ବର୍ଷ ପର୍ଯନ୍ତ ବଳାତ୍କାର କରିଥିବା ଜଣେ ୪୧ବର୍ଷୀୟ ବ୍ୟକ୍ତିଙ୍କୁ କେରଳର ଏକ ଅଦାଲତ ଶୁକ୍ରବାର ୧୪୨ ବର୍ଷ ସଶ୍ରମ କାରାଦଣ୍ଡାରେ ଦଣ୍ଡିତ କରିଛନ୍ତି। ଏଥିସହ ପଥାନାମ୍‌ଥିଟ୍ଟା ଅତିରିକ୍ତ ଜିଲା ଓ ଦୌରା କୋର୍ଟ ବିଚାରପତି ଜୟକୁମାର…

ନିଜ ପଦରୁ ଇସ୍ତଫା ଦେଲେ ଖାର୍ଗେ

ନୂଆଦିଲ୍ଲୀ,୧।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନ ଦାଖଲ କରିବା ପରେ ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖାର୍ଗେ ଶନିବାର ରାଜ୍ୟ ସଭାରେ ବିରୋଧୀ ଦଳର ନେତା ପଦରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ଦେବା ପରେ ଖାର୍ଗେ କହିଛନ୍ତି, ଜଣେ ନେତାଙ୍କ ଗୋଟିଏ…

୫ଜି ସେବାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୧୦: ଦେଶରେ ଆରମ୍ଭ ହେଲା ୫ଜି ସେବା। ଶନିବାର ନୂଆଦିଲ୍ଲୀର ପ୍ରଗତି ମଇଦାନରେ ଆୟୋଜିତ ଇଣ୍ଡିଆ ମୋବାଇଲ କଂଗ୍ରେସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଶୁଭାରମ୍ଭ କରିଛନ୍ତି। ଭାରତ ପାଇଁ ଏହା ଏକ ବିଶେଷ ମୁହୂର୍ତ୍ତ। ଟେକ୍ନୋଲୋଜିର ଏକ ନୂତନ…

କେଦାରନାଥ ମନ୍ଦିର ନିକଟରୁ ଧସିଲା ବରଫଖଣ୍ଡ

ଡେରାଡୁନ୍‌,୧।୧୦: କେଦାରନାଥ ମନ୍ଦିର ନିକଟରୁ ଏକ ବିଶାଳକାୟ ବରଫଖଣ୍ଡ ଶନିବାର ଧସିପଡିଛି। ତେବେ ଏଥିରେ ମନ୍ଦିରର କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି। ଏହି ହିମସ୍ଖଳନର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। #WATCH | Uttarakhand:…

ୟୁଏନଏସସିରେ ରୁଷିଆ ବିରୋଧରେ ଆମେରିକା ଆଣିଲା ପ୍ରସ୍ତାବ, ଦୂରେଇ ରହିଲେ ଭାରତ-ଚାଇନା ସମେତ ୪ ଦେଶ

ନୂଆଦିଲ୍ଲୀ,୧ ।୧୦: ବିଶ୍ୱକୁ ପଛରେ ପକାଇ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମ ପୁଟିନ ୟୁକ୍ରେନର ୪ଟି ଅଞ୍ଚଳକୁ ନିଜ କବଜାକୁ ଆଣିଥିବା ଘୋଷଣା କରଛନ୍ତି । ପୁଟିନଙ୍କର ଏହି ପଦକ୍ଷେପ ପରେ ସମସ୍ତ ଅନ୍ତରାଷ୍ଟ୍ରୀୟ ନିୟମର ଉଲ୍ଲଂଘନ କରାଯାଇଥିବା କୁହାଯାଉଛି । ରୁଷିଆର…

ପୁଣିଏକ ବଡ ଟେକ୍ନୋଲୋଜି କ୍ରାନ୍ତିର ସାକ୍ଷି ହେବ ଭାରତ, ମୋଦି ଲଞ୍ଚ କରିବେ ୫ଜି ସର୍ଭିସ

ନୂଆଦିଲ୍ଲୀ,୧ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସକାଳ ୧୦ଟାରେ ଦିଲ୍ଲୀର ପ୍ରଗତି ମଇଦାନରେ ୫ଜି ସର୍ଭିସ ଲଞ୍ଚ କରିବାକୁ ଯାଉଛନ୍ତି । ଏହା ଦେଶ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ହେବ ଓ ଭାରତ ଟେକ୍ନୋଲୋଜିର ଏକ ନୂଆ ଯୁଗରେ…

ମୁମ୍ବାଇର କାଂଦିବଲିରେ ଫୁଟିଲା ୪ ରାଉଣ୍ଡ ଗୁଳି: ଜଣେ ମୃତ, ୩ ଆହତ

ମୁମ୍ବାଇ,୧ ।୧୦: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଫୁଟିଛି ଗୁଳି । ହଠାତ୍ ଏମିତି ଘଟିଥିବା ଘଟଣାକୁ ନେଇ ଲୋକେ ଭୟଭିତ ହୋଇଯାଇଛନ୍ତି । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହେବା ସହ ୩ ଜଣ ଆହତ ହୋଇଛନ୍ତି । ମିଳିଥିବା…

ନାବାଳିକାଙ୍କ ପରିଚୟ ଗୋପନ ରଖିବେ ଡାକ୍ତର

ନୂଆଦିଲ୍ଲୀ,୧।୧୦(ପି.ଟି.): ସହମତିରେ ଯୌନ ସମ୍ପର୍କ ରଖିଥିବା ନାବାଳିକା ଗର୍ଭପାତ କରାଇବାକୁ ଚାହୁଁଥିଲେ ଡାକ୍ତରମାନେ ସେମାନଙ୍କ ପରିଚୟ ସ୍ଥାନୀୟ ପୋଲିସକୁ ନ ଦେବା ପାଇଁ ସୁପ୍ରିମକୋର୍ଟ କହିଛନ୍ତି। ଗୁରୁବାର ସର୍ବୋଚ୍ଚ ଅଦାଲତ ଏକ ଐତିହାସିକ ରାୟରେ କହିଥିଲେ, ମେଡିକାଲ ଟର୍ମିନେଶନ ଅଫ୍‌ ପ୍ରେଗ୍ନାନ୍ସି…

ସୁପ୍ରିମକୋର୍ଟରେ ଇଭିଏମ୍‌ ଆବେଦନ ଖାରଜ

ନୂଆଦିଲ୍ଲୀ,୧।୧୦(ପି.ଟି.): ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ (ଇଭିଏମ୍‌)ଗୁଡ଼ିକ ନିର୍ବାଚନ କମିଶନଙ୍କ ବଦଳରେ କେତେକ କମ୍ପାନୀ ଦ୍ୱାରା ନିୟନ୍ତ୍ରିତ ହେଉଥିବା ନେଇ ଏକ ରାଜନୈତିକ ଦଳର ଅଭିଯୋଗକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ନିଜର ପ୍ରଚାର ପାଇଁ ଯେକେହି ଚାଲିଆସିବା ସ୍ଥାନ ଅଦାଲତ ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?