ଜାତୀୟ

ବନ୍ଧୁତ୍ୱର ଲଢେଇ: ପରସ୍ପରକୁ କୋଳାଗ୍ରତ କଲେ ଦିଗ୍‌ବିଜୟ-ଥରୁର

ନୂଆଦିଲ୍ଲୀ,୨୯।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଛି। ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ କୁହାଯାଉଥିବା ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଗେହଲଟ ଓହରିବା ପରେ ଏହି ନିର୍ବାଚନରେ ଶଶି ଥରୁର ଏବଂ…

ଆଲିଗଡ଼ ମିଟ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ, ଅଧିକାଂଶ କର୍ମଚାରୀ ଚେତାଶୂନ୍ୟ, ୫୦ ହସ୍ପିଟାଲରେ ଭର୍ତ୍ତି

ଆଲିଗଡ,୨୯ ।୯: ଉତ୍ତର ପ୍ରଦେଶର ଆଲିଗଡ଼ ଲୋଧା ଥାନା ଅଞ୍ଚଳରେ ଅଲ ଦୁଆ ମିଟ ଫ୍ୟାକ୍ଟ୍ରିରେ ଗୁରୁବାର ଏକ ବଡ ଦୁର୍ଘଟଣା ଘଟିଛି । ଏଠାରେ ପ୍ୟାକେଜିଂ ଡିପାର୍ଟମେଣ୍ଟରେ ଆମୋନିଆ ଗ୍ୟାସ ଲିକ ହେବାରୁ ସେଠାରେ କାମ କରୁଥିବା ମହିଳା କର୍ମଚାରୀ…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ନାହିଁ ଗେହଲଟ, ସୋନିଆଙ୍କୁ ମାଗିଲେ କ୍ଷମା

ନୂଆଦିଲ୍ଲୀ,୨୯।୯: ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ ବୋଲି ଗୁରୁବାର ସ୍ପଷ୍ଟ କରିଛନ୍ତି। ନୂଆଦିଲ୍ଲୀରେ କଂଗ୍ରେସ ମୁଖ୍ୟ ସୋନିଆ ଗାନ୍ଧୀଙ୍କୁ ଭେଟିବା ପରେ ସେ ଏହି ମନ୍ତବ୍ୟ…

ନିର୍ବାଚନ ଆୟୋଗଙ୍କ ସ୍ବାୟତ୍ତତା ମାମଲା, କେନ୍ଦ୍ରକୁ ନୋଟିସ ଜାରି କଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ, ୨୯।୯ : ନିର୍ବାଚନ ଆୟୋଗଙ୍କ ସ୍ବାୟତ୍ତତା ମାମଲାରେ ସୁପ୍ରିମକୋର୍ଟର ସମ୍ବିଧାନିକ ବେଞ୍ଚ କେନ୍ଦ୍ର ସରକାର, ଅର୍ଥ ମନ୍ତ୍ରଣାଳୟ, ଆଇନ ମନ୍ତ୍ରଣାଳୟକୁ ନୋଟିସ ଜାରି କରିଛନ୍ତି। ନଭେମ୍ବର ୧୭ ରେ ସୁପ୍ରିମକୋର୍ଟ ଏହି ମାମଲାର ଶୁଣାଣି କରିବେ। ତିନି ଜଣ କମିଶନରଙ୍କୁ…

ଭାଜପା କୃଷକଙ୍କ ପ୍ରତି ବିଶ୍ୱାସଘାତକତା କରିଛି, ଦଳ ସହିତ ମୋର ଖୋଲା ଲଢ଼େଇ, କହିଲେ ମେଘାଳୟ ରାଜ୍ୟପାଳ…

ଶିଲଂ, ୨୯।୯ : ମେଘାଳୟର ରାଜ୍ୟପାଳ ସତ୍ୟ ପାଲ ମଲିକ ଆସନ୍ତା ମାସରେ ଅବସର ନେବାକୁ ଯାଉଛନ୍ତି। କିନ୍ତୁ ଅବସର ନେବା ପରେ ସେ ଜୟନ୍ତ ଚୌଧୁରୀଙ୍କ ରାଷ୍ଟ୍ରୀୟ ଲୋକ ଦଳରେ ଯୋଗଦେବେ କି ନାହିଁ ସେନେଇ ଚର୍ଚ୍ଚା ଜୋର ଧରିଛି।…

ବ୍ରହ୍ମପୁତ୍ରରେ ଡଙ୍ଗା ବୁଡ଼ି, ୨୦ ନିଖୋଜ…

ଗୁଆହାଟୀ, ୨୯।୯ : ଆସାମର ବ୍ରହ୍ମପୁତ୍ର ନଦୀରେ ଏକ ଡଙ୍ଗା ବୁଡ଼ି ଯାଇଛି। ଧୁବ୍ରି ଜିଲାରେ ଏହି ଦୁର୍ଘଟଣା ଘଟିଛି। ଡଙ୍ଗାରେ ୫୦ ଜଣ ଲୋକ ଥିଲେ। ସେଥିମଧ୍ୟରୁ ୨୦ ଜଣ ନିଖୋଜ ଥିବା ଜଣାଯାଇଛି। ଆସାମ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର…

ସେପ୍ଟେମ୍ବର ୩୦ରେ ନାମାଙ୍କନପତ୍ର ଦାଖଲ କରିବେ ଦିଗବିଜୟ

ନୂଆଦିଲ୍ଲୀ,୨୯।୯: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଆସନ୍ତାକାଲି ଅର୍ଥାତ୍‌ ସେପ୍ଟେମ୍ବର ୩୦ରେ ସେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ସ୍ପଷ୍ଟ…

ଅଖିଳେଶ ତୃତୀୟ ଥର ଏସପି ଅଧ୍ୟକ୍ଷ…

ଲକ୍ଷ୍ନୌ, ୨୯।୯ : ସମାଜବାଦୀ ପାର୍ଟି(ଏସପି)ର ଜାତୀୟ ସମ୍ମିଳନୀରେ ଅଖିଳେଶ ଯାଦବ ତୃତୀୟ ଥର ପାଇଁ ଜାତୀୟ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହୋଇଛନ୍ତି। ନିର୍ବାଚନ ଅଧିକାରୀ ରାମ ଗୋପାଳ ଯାଦବତାଙ୍କୁ ଅଧ୍ୟକ୍ଷ ଭାବରେ ଘୋଷଣା କରିଛନ୍ତି। ଦଳର ନେତାମାନେ ତାଙ୍କୁ ଅଭିନନ୍ଦନ…

ଅଫିସରଙ୍କୁ ଶିବରାଜ ମନ୍ତ୍ରୀଙ୍କ ଧମକ, ଓଲଟା ଲଟକାଇ ଦେବି, ଅଡ଼ିଓ କ୍ଲିପ୍‌ ଭାଇରାଲ…

ଭୋପାଳ, ୨୯।୯ : ମଧ୍ୟପ୍ରଦେଶର ପଞ୍ଚାୟତ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରାମଖେଲାୱନ ପଟେଲଙ୍କ ଜଣେ ସରକାରୀ ଅଫିସରଙ୍କୁ ଧମକ ଦେଉଥିବା ଅଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଅଡିଓରେ ମନ୍ତ୍ରୀ ରାମଖେଲାୱନ ଖୋଲାଖୋଲି ଭାବେ ସରକାରୀ କର୍ମଚାରୀଙ୍କୁ…

ଭାରତରେ କାମ କରିବାକୁ ହେଲେ ଦେଶର ଆଇନକୁ ମାନିବାକୁ ପଡ଼ିବ, ସୋସିଆଲ ମିଡ଼ିଆ କମ୍ପାନୀଙ୍କୁ କେନ୍ଦ୍ରର ତାଗିଦ…

ନୂଆଦିଲ୍ଲୀ, ୨୯।୯ : ସୁପ୍ରିମକୋର୍ଟରେ କେନ୍ଦ୍ର ସରକାର ହ୍ବାଟସ୍‌ଆପ ସମେତ ସମସ୍ତ ସୋସିଆଲ ମିଡିଆ କମ୍ପାନୀକୁ ତାଗିଦ କରିଛନ୍ତସି। କେନ୍ଦ୍ର ସରକାର ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ଜଣେ ଭାରତରେ କାମ କରିବାକୁ ଚାହାଁନ୍ତି, ତେବେ ଦେଶର ଆଇନ ଅନୁଯାୟୀ…

ସୁରଟରେ ପ୍ରଧାନମନ୍ତ୍ରୀଙ୍କ ରୋଡ ଶୋ’…

ସୁରଟ, ୨୯।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଗୁଜରାଟ ଗସ୍ତରେ ଗୁରୁବାର ସୁରଟରେ ପହଞ୍ଚିଛନ୍ତି। ଏଠାରେ ପହଞ୍ଚିବା ପରେ ସେ ଏକ ରୋଡ ଶୋ’ରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ୨୯ ହଜାର କୋଟି ଟଙ୍କାର ପ୍ରକଳ୍ପ…

ତୃତୀୟଥର ପାଇଁ ସମାଜବାଦୀ ପାର୍ଟିର ସଭାପତି ହେଲେ ଅଖିଳେଶ

ଲକ୍ଷ୍ନୌ,୨୯।୯: ସମାଜବାଦୀ ପାର୍ଟି(ଏସ୍‌ପି)ର ଜାତୀୟ ସମ୍ମିଳନୀ ଗୁରୁବାର ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌର ରାମବାଇ ମଇଦାନରେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଅଖିଳେଶ ଯାଦବ କ୍ରମାଗତ ତୃତୀୟ ଥର ପାଇଁ ସମାଜବାଦୀ ଦଳର ଜାତୀୟ ସଭାପତି ଭାବରେ ମନୋନୀତ ହୋଇଛନ୍ତି। ସଭାପତି ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?