ପୁଣି ବଢ଼ିଲା ଦୈନିକ ସଂକ୍ରମଣ, ସକ୍ରିୟ ମାମଲା ଲକ୍ଷେ ୪୫ ହଜାରରୁ ଅଧିକ…
ନୂଆଦିଲ୍ଲୀ, ୨୭।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ…
ବଳାତ୍କାର-ହତ୍ୟା ମାମଲାରେ ଦଣ୍ଡାଦେଶ ହେବ ନାହିଁ କୋହଳ, ସୁପ୍ରିମ୍କୋର୍ଟଙ୍କ ରାୟ…
ନୂଆଦିଲ୍ଲୀ,୨୭।୭ : ଚାରି ବର୍ଷର ନାବାଳିକାଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ଅଭିଯୁକ୍ତଙ୍କ ମୃତ୍ୟୁଦଣ୍ଡକୁ କୋହଳ କରିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଅଦାଲତ କହିଛନ୍ତି ଯେ ପ୍ରାସଙ୍ଗିକ କାରଣଗୁଡ଼ିକୁ ଧ୍ୟାନରେ ରଖି ମୃତ୍ୟୁଦଣ୍ଡକୁ ଆଜୀବନ…
ଦିଲ୍ଲୀରେ ଆଉ ଏକ ମଙ୍କିପକ୍ସ ମାମଲା ଚିହ୍ନଟ: ଟ୍ରାଭେଲ୍ ହିଷ୍ଟ୍ରି ସହ ରହିଛି ଲକ୍ଷଣ
ନୂଆଦିଲ୍ଲୀ,୨୭।୭: କରୋନା ପରେ ଏବେ ମଙ୍କିପକ୍ସ ସଂକ୍ରମଣ ରାଜଧାନୀ ଦିଲ୍ଲୀରେ ଏବେ ଚିନ୍ତାର କାରଣ ପାଲଟିଛି। ବୁଧବାର ଦିଲ୍ଲୀରେ ମଙ୍କିପକ୍ସର ଆଉ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କୁ ଦିଲ୍ଲୀର ଲୋକ ନାୟକ ଜୟ ପ୍ରକାଶ (ଏଲ୍ଏନ୍ଜେପି) ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…
୨ ଭାରତୀୟ ଯବାନ ନିହତ ଘଟଣା, ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଜରୁରୀ: ଜୟଶଙ୍କର
ନୂଆଦିଲ୍ଲୀ/କିନ୍ସାସା,୨୭ା୭: ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋ ସାଧାରଣତନ୍ତ୍ରରେ ଜାତିସଂଘ ବିରୋଧୀ ବିକ୍ଷୋଭ ଉଗ୍ର ହେବାରେ ଲାଗିଛି। ସ୍ଥାନୀୟ ବିଦ୍ରୋହୀଙ୍କ ହିଂସାତ୍ମକ ଆନ୍ଦୋଳନବେଳେ ୧୦ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରେ ୨ ଭାରତୀୟ ଯବାନ ଅଛନ୍ତି। ଉଭୟ ଯବାନ ରାଜସ୍ଥାନ ବାସିନ୍ଦା। ଦୁହେଁ…
ବିଷାକ୍ତ ମଦ ପିଇ ୩୦ ମୃତ୍ୟୁ: ତଦନ୍ତ ପାଇଁ ଗଠନ ହେଲା ୩ଜଣିଆ କମିଟି
ଅହମଦାବାଦ,୨୭ା୭: ଭାଜପା ଶାସିତ ଗୁଜରାଟରେ ବିଷାକ୍ତ ମଦ ପିଇ ୩୦ ଜଣଙ୍କ ଜୀବନ ଯାଇଛି। ଆହୁରି ୫୧ଜଣ ଅସୁସ୍ଥ ହୋଇ ସରକାରୀ ହସ୍ପିଟାଲଗୁଡ଼ିକରେ ଭର୍ତ୍ତି ହୋଇଛନ୍ତି। ଚିକିତ୍ସାଧୀନ ବ୍ୟକ୍ତିଙ୍କ ମଧ୍ୟରୁ କେତେଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।…
ମନେ ପଡନ୍ତି କଲାମ
ନୂଆଦିଲ୍ଲୀ,୨୭ ।୭: ଜଣେ ମହାନ ବିଚାରକ, ଲେଖକ ଓ ବୈଜ୍ଞାନିକ ତଥା ଦେଶର ୧୧ତମ ରାଷ୍ଟ୍ରପତି ଡ. ଏପିଜେ ଅବଦୁଲ କଲାମଙ୍କର ସପ୍ତମ ଶ୍ରାଦ୍ଧ ବାର୍ଷିକୀରେ ସାରା ଦେଶ ତାଙ୍କୁ ମନେପକାଇଛି । ଆଜି ଯଦିଓ ସେ ଆମ ଗହଣରେ ନାହାନ୍ତି…
ଦ୍ୱିତୀୟ ରାଉଣ୍ଡ ପରେ ପୁଣିଥରେ ଇଡିରେ ହାଜର ହେବେ ସୋନିଆ
ନୂଆଦିଲ୍ଲୀ,୨୭ ।୭: କଂଗ୍ରେସ ନେତା ଓ କର୍ମୀଙ୍କ ଘୋର ବିରୋଧ ପରେ ବି ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନ୍ୟାଶନାଲ ହେରାଲ୍ଡ ମାମଲାରେ ପୁଣିଥରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ରେ ହାର ହେବେ । ତାଙ୍କୁ ପଚରା ଉଚରା ପାଇଁ ଇଡିର ପ୍ରଶ୍ନର ତାଲିକା…
ମଙ୍କିପକ୍ସ ପାଇଁ ଦାନିଶ ସ୍ମଲ୍ପକ୍ସ ଟିକା: ପୁନାଓ୍ବାଲା
ପୁଣେ,୨୭।୭: ଦେଶରେ ମଙ୍କିପକ୍ସ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଅଦ୍ୟାବଧି ୪ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଗାମୀ ଦିନରେ ମଙ୍କିପକ୍ସ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ନେଇ ଆଶଙ୍କା ଉପୁଜୁଛି। ତେବେ ଏହାର ମୁକାବିଲା ପାଇଁ ଦାନିଶ ସ୍ମଲ୍ପକ୍ସ ଟିକା ବ୍ୟବହାର କରାଯାଇପାରିବ…
କଙ୍ଗୋରେ ୨ ଭାରତୀୟ ଯବାନ ନିହତ
ନୂଆଦିଲ୍ଲୀ, ୨୭ା୭: ଆଫ୍ରିକୀୟ ରାଷ୍ଟ୍ର କଙ୍ଗୋ ସାଧାରଣତନ୍ତ୍ରରେ ଜାତିସଂଘ ବିରୋଧୀ ବିକ୍ଷୋଭ ଉଗ୍ର ହେବାରେ ଲାଗିଛି। ସ୍ଥାନୀୟ ବିଦ୍ରୋହୀଙ୍କ ହିଂସାତ୍ମକ ଆନ୍ଦୋଳନବେଳେ ୧୦ ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରେ ୨ ଭାରତୀୟ ଯବାନ ଅଛନ୍ତି। ଉଭୟ ଯବାନ ରାଜସ୍ଥାନ ବାସିନ୍ଦା।…
ଆଭିମୁଖ୍ୟ ସ୍ପଷ୍ଟ କରୁ କେନ୍ଦ୍ର
ନୂଆଦିଲ୍ଲୀ, ୨୭ା୭: ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ରାଜନୈତିକ ଦଳଗୁଡ଼ିକ ମାଗଣାରେ ବିଭିନ୍ନ ସାମଗ୍ରୀ ବଣ୍ଟନ ଓ ଅନ୍ୟାନ୍ୟ ସୁବିଧା ପ୍ରଦାନ ପ୍ରତିଶ୍ରୁତି ଦେବା ଏକ ଗମ୍ଭୀର ପ୍ରସଙ୍ଗ। କେନ୍ଦ୍ର ସରକାର ଏହାର ଯାଞ୍ଚ କରି ମୁକ୍ତ ଉପହାର ପ୍ରଦାନ ପ୍ରତିଶ୍ରୁତି…
ବ୍ଲାକ୍ ଡାଏରିରେ ପ୍ରମାଣ
ନୂଆଦିଲ୍ଲୀ, ୨୭ା୭: ପଶ୍ଚିମବଙ୍ଗର ବହୁଚର୍ଚ୍ଚିତ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ତଥା ଅଭିନେତ୍ରୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏକ ବ୍ଲାକ୍ ଡାଏରି ଏବଂ ପକେଟ୍ ବୁକ୍ ଜବତ କରିଛି। ଡାଇମଣ୍ଡ…
ଭାଜପା ନେତାଙ୍କୁ ନିର୍ମମ ହତ୍ୟା, ନିନ୍ଦା କଲେ ମୁଖ୍ୟମନ୍ତ୍ରୀ
ବେଙ୍ଗାଲୁରୁ,୨୭ ।୭: କର୍ନାଟକର ଦକ୍ଷିଣ କନ୍ନଡ ଜିଲାରେ ଭାରତୀୟ ଜନତା ପାର୍ଟି(ଭଜପା) ଯୁବମୋର୍ଚ୍ଚାର କର୍ମୀ ପ୍ରବିଣ ନେଟ୍ଟାରୁଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । କେହି ଅଜଣା ବ୍ୟକ୍ତି ତାଙ୍କୁ ହତ୍ୟା କରିଛନ୍ତି । ନେଟ୍ଟାରୁ ଭାଜପା ଯୁବ ମୋର୍ଚ୍ଚାର…
Archives


