ଜାତୀୟ

ଶିକ୍ଷା ବିକାଶ ବିବାଦ, କେଜରିଓ୍ବାଲଙ୍କୁ ଭିଡ଼ିଓ ପଠାଇଲେ ହିମନ୍ତ ବିଶ୍ୱ ସରମା…

ନୂଆଦିଲ୍ଲୀ, ୩।୯ : ଶିକ୍ଷା ଓ ବିକାଶକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମାଙ୍କ ମଧ୍ୟରେ ଟୁଇଟର ଯୁୁଦ୍ଧ ଜାରି ରହିଛି। ଗତ କିଛି ଦିନ ହେବ ଉଭୟ ରାଜ୍ୟର ନେତା ପରସ୍ପର…

ମନି ଲଣ୍ଡରିଂ ମାମଲାରେ ନୋରାଙ୍କୁ ଜେରା କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୩ ।୯: ମନି ଲଣ୍ଡରିଂ ମାମଲାରେ କେତେଜଣ ବଲିଉଡ କଳାକାର ନାଁ ସାମ୍ନାକୁ ଆସିବା ପରେ ଲାଗାତାର ଏହାକୁ ନେଇ ଚର୍ଚ୍ଚା ଜାରି ରହୁଛି । ଜ୍ୟାକଲିନ ଫର୍ନାଡିଜଙ୍କ ପରେ ଦିଲ୍ଲୀ ପୋଲିସର ଇଓଡବ୍ଲ୍ୟୁ(ଆର୍ଥିକ ଅପରାଧ ଶାଖା) ମନି ଲଣ୍ଡରିଂ ମାମଲାରେ…

ଭାଜପା କର୍ମୀଙ୍କୁ କେଜରିୱାଲଙ୍କ ବାର୍ତ୍ତା, ପେମେଣ୍ଟ ସେଠୁ ନିଅ କାମ ଆମ ପାଇଁ କର

ଅହମଦାବାଦ,୩ ।୯: ଗୁଜରାଟର ଆଗାମୀ ବିଧାନସଭା ନିର୍ବାଚନ ଲାଗି ଆମ ଆଦମୀ ପାର୍ଟି(ଏଏପି) ତା’ର ସମସ୍ତ ଶକ୍ତି ଲଗାଇ ଦେଇଛି । ଦଳର ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଲଗାତାର ଗୁଜରାଟ ଗସ୍ତ କରୁଛନ୍ତି । ଏହି…

ସପ୍ତାହରେ ଗୋଟିଏ ଦିନ ବିନା ବସ୍ତାନୀରେ ସ୍କୁଲ ଯିବେ ପିଲା…

ଭୋପାଳ, ୩।୯ : ମଧ୍ୟପ୍ରଦେଶର ସମସ୍ତ ସରକାରୀ, ଅଣ-ସରକାରୀ ଏବଂ ସହାୟକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ସପ୍ତାହରେ ଗୋଟିଏ ଦିନ ବ୍ୟାଗ ବିନା ପାଠପଢ଼ିକୁ ଯିବେ । ଏହି ଦିନ ବୃତ୍ତିଗତ କାର୍ଯ୍ୟ ଅଭିଜ୍ଞତା ସହ ଜଡିତ କାର୍ଯ୍ୟକଳାପ ଏହି ଦିନ ଅନୁଷ୍ଠିତ…

ଦଙ୍ଗାକାରୀଙ୍କ ଉପରେ ଡ୍ରୋନ୍‌ରୁ ପକାଯିବ ଲୁହବୁହା ଗ୍ୟାସ ସେଲ …

ନୂଆଦିଲ୍ଲୀ, ୩।୯ : ସୀମା ସୁରକ୍ଷା ବଳ (ବିଏସଏଫ)ପକ୍ଷରୁ ଏକ ସ୍ବତନ୍ତ୍ର ଡ୍ରୋନ ପ୍ରସ୍ତୁତ କରାଯାଇଛି। ଏହୀ ଡ୍ରୋନ୍‌ ଆକାଶରେ ଉଡ଼ିବୁଲି ଦଙ୍ଗାକାରୀଙ୍କ ଉପରେ ଲୁହବୁହା ଗ୍ୟାସ ସେଲ ପକାଇବ। ବିଏସଏଫ ଅନୁଯାୟୀ, ଦଙ୍ଗାକାରୀ ଏବଂ ବିକ୍ଷୋଭକାରୀଙ୍କୁ ନିୟନ୍ତ୍ରଣ କରିବା ପାଇଁ…

ଉଦ୍ଧବ ମରାଠୀଙ୍କୁ ଘୃଣା କରନ୍ତି, ଶିନ୍ଦେଙ୍କ ପାଇଁ ବଞ୍ଚିଛି ଶିବସେନା, କେବେଠୁଁ ଭାଜପାରେ ବିଲୟ ହୋଇ ସାରନ୍ତାଣି…

ମୁମ୍ବାଇ,୩।୯ : ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ବିଦ୍ରୋହୀ ମନୋଭାବ ଯୋଗୁ ମହାରାଷ୍ଟ୍ରରେ ନୂଆ ସରକାର ଗଠନ ହୋଇଛି। ତେବେ ଏବେ ବି ଶିନ୍ଦେ ଗୋଷ୍ଠୀ ଉଦ୍ଧବଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ଶିନ୍ଦେ ଗୋଷ୍ଠୀର ନେତା ତଥା ପୂର୍ବତନ ମନ୍ତ୍ରୀ ରାମଦାସ…

ଭାଜପା ବିରୋଧରେ ନୀତୀଶଙ୍କ ‘ଦିଲ୍ଲୀ ମିଶନ’, ବିରୋଧୀ ନେତାଙ୍କୁ ଏକାଠି କରିବାର ମାଷ୍ଟର ପ୍ଲାନ!

ପାଟନା,୩ ।୯: ଜନତା ଦଳ ୟୁନାଇଟେଡ(ଜେଡିୟୁ) ପକ୍ଷରୁ ବିହାରର ପ୍ରଦେଶ କାର୍ଯ୍ୟାଳୟରେ ଶୁକ୍ରବାରଠାରୁ ୩ ଦିବସୀୟ ବୈଠକ ଚାଲିଛି । ଜେଡିୟୁ କାର୍ଯ୍ୟାଳୟର କର୍ପୁରି ସଭାଗାରରେ ଏହି ବୈଠକ ହେଉଛି । ଶନିବାର ଦିନ ୩ଟା ୪୫ରେ ଜେଡିୟୁର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ…

୩ ରାଜ୍ୟ ପାଇଁ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୩।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୬୩ ହଜାର ତଳେ…

ଭାଜପାରେ ମିଶିଲେ ମଣିପୁରର ୫ ଜେଡିୟୁ ବିଧାୟକ

ଗୁଆହାଟୀ,୩ା୯: ବିହାରରେ ଭାଜପା ହାତଛାଡ଼ି ନୀତୀଶ କୁମାର ଆର୍‌ଜେଡି ଓ କଂଗ୍ରେସ ସହ ମିଶି ମହାଗଠବନ୍ଧନ ସରକାର ଗଢ଼ିଥିବାବେଳେ ମଣିପୁରରେ ତାଙ୍କ ଦଳକୁ ଶକ୍ତ ଝଟ୍‌କା ଲାଗିଛି। ସେଠାରେ ଜେଡିୟୁର ୬ ବିଧାୟକଙ୍କ ମଧ୍ୟରୁ ୫ ଜଣ ଶୁକ୍ରବାର ପଦ୍ମ ଧରିଛନ୍ତି।…

ଟିକା ମୃତ୍ୟୁକୁ ନେଇ ବିଲ୍‌ ଗେଟ୍ସ, ସିରମ୍‌କୁ ହାଇକୋର୍ଟ ନୋଟିସ

ମୁମ୍ବାଇ, ୩ା୯: କୋଭିଶିଲ୍ଡ ଟିକାର ପାର୍ଶ୍ୱ ପ୍ରତିକ୍ରିୟା ଯୋଗୁ ଜଣଙ୍କ ମୃତ୍ୟୁ ଘଟଣାରେ ବମ୍ବେ ହାଇକୋର୍ଟ ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ଏବଂ ମାଇକ୍ରୋସଫ୍ଟ ସହପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କୁ ଶୁକ୍ରବାର ନୋଟିସ ଜାରି କରି ଜବାବ ମାଗିଛନ୍ତି। ଡାକ୍ତର ଝିଅର ମୃତ୍ୟୁକୁ…

ଭାରତ ବିଶ୍ୱର ୫ମ ବୃହତ୍‌ ଅର୍ଥବ୍ୟବସ୍ଥା

ନୂଆଦିଲ୍ଲୀ,୩ା୯: ବ୍ରିଟେନକୁ ପଛରେ ପକାଇ ଭାରତ ବିଶ୍ୱର ପଞ୍ଚମ ବୃହତ୍‌ ଅର୍ଥ ବ୍ୟବସ୍ଥାର ପରିଚୟ ହାସଲ କରିଛି। ଅର୍ଥନୀତିରେ ବ୍ରିଟେନ ଷଷ୍ଠ ସ୍ଥାନକୁ ଖସିଯାଇଛି। ପ୍ରଥମ ୪ ସ୍ଥାନରେ ଆମେରିକା, ଚାଇନା, ଜାପାନ ଓ ଜର୍ମାନୀ ରହିଛନ୍ତି। ୧୦ ବର୍ଷ ପୂର୍ବରୁ…

ନବଜାତକଙ୍କ ମୃତ୍ୟୁରେ ମହିଳା କର୍ମଚାରୀଙ୍କୁ ମିଳିବ ୬୦ ଦିନ ଛୁଟି

ନୂଆଦିଲ୍ଲୀ, ୩ା୯: କେନ୍ଦ୍ର ସରକାରଙ୍କ ଅଧୀନରେ କାମ କରୁଥିବା ମହିଳା କର୍ମଚାରୀଙ୍କ ପ୍ରସବବେଳେ ନବଜାତକର ମୃତ୍ୟୁ ଘଟିଲେ ସେମାନଙ୍କୁ ୬୦ ଦିନ ସ୍ବତନ୍ତ୍ର ମାତୃତ୍ୱ ଛୁଟି ମିଳିବ। ଏ ନେଇ କାର୍ମିକ ଏବଂ ପ୍ରଶିକ୍ଷଣ ବିଭାଗ ପକ୍ଷରୁ ଶୁକ୍ରବାର ଏକ ନିର୍ଦ୍ଦେଶାନାମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri