ଜାତୀୟ

ଅଭିଷେକଙ୍କ ଘରେ ପହଞ୍ଚିଲା ସିବିଆଇ

କୋଲକାତା,୧୪।୬: କୋଇଲା ଦୁର୍ନୀତି ମାମଲାରେ ମଙ୍ଗଳବାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ(ସିବିଆଇ) ଟିମ୍‌ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ତଥା ଟିଏମସି ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ଘରେ ପହଞ୍ଚିଛି। ଏହି ଦୁର୍ନୀତି ସମ୍ପର୍କରେ ଅଭିଷେକ ବାନାର୍ଜୀଙ୍କ ସ୍ତ୍ରୀ ରୁଜିରା ବାନାର୍ଜୀଙ୍କ ବିବୃତି…

‘ଅଗ୍ନିପଥ’ ସ୍କିମ୍‌ର ଶୁଭାରମ୍ଭ କଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୪।୬: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଙ୍ଗଳବାର ଭାରତୀୟ ସେନାର ଅଗ୍ନିପଥ ସ୍କିମ୍‌ର ଶୁଭାରମ୍ଭ କରିଛନ୍ତି । ୩ ସେନାମୁଖ୍ୟଙ୍କ ଉପସ୍ଥିତିରେ ମନ୍ତ୍ରୀ ରାଜନାଥ ଏହି ସ୍କିମ୍‌କୁ ଘୋଷଣା କରିଛନ୍ତି। ସେନାକୁ ଆସିବାକୁ ଚାହୁଁଥିବା ଯୁବକଙ୍କୁ ୪ ବର୍ଷ ପାଇଁ ନିଯୁକ୍ତି…

ଦୋଷୀ ସାବ୍ୟସ୍ତ ହେଲେ ବାହୁବଳୀ ବିଧାୟକ

ପାଟନା,୧୪।୬: ବିହାରର ମୋକମା ବିଧାୟକ ଅନନ୍ତ ସିଂଙ୍କୁ ନିଷିଦ୍ଧ ଆଧୁନିକ ଅସ୍ତ୍ର ଏକେ-୪୭ ରଖିବା ଏବଂ ହ୍ୟାଣ୍ଡ ଗ୍ରେନେଡ ଜବତ ମାମଲାରେ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହି ମାମଲାରେ କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଜୁନ୍‌ ୨୧ରେ ଦଣ୍ଡବିଧାନ ଉପରେ…

ମହାରାଷ୍ଟ୍ର ଗସ୍ତରେ ମୋଦି,ତୁକାରାମ ମନ୍ଦିରର କରିବେ ଉଦ୍‌ଘାଟନ

ମୁମ୍ବାଇ,୧୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମହାରାଷ୍ଟ୍ର ଗସ୍ତ କରିବେ। ସେଠାରେ ମୋଦି ପୁଣେ ଦେହୁରେ ଥିବା ଜଗତଗୁରୁ ସନ୍ତ ତୁକାରାମ ମହାରାଜଙ୍କ ପ୍ରତିମୂର୍ତ୍ତି ଏବଂ ଶିଳା ମନ୍ଦିରର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀଙ୍କ ସ୍ବାଗତ ପାଇଁ ମନ୍ଦିର ପ୍ରଶାସନ…

ଦ୍ୱିତୀୟ ଦିନରେ ଇଡିରେ ହାଜର ହେଲେ ରାହୁଲ

ନୂଆଦିଲ୍ଲୀ,୧୪।୬: ନ୍ୟାଶନାଲ ହେରାଲ୍ଡ ମାମଲାରେ ଆଜି ପୁଣି ଇଡିରେ ହାଜର ହୋଇଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧି। ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତାଙ୍କୁ ମଙ୍ଗଳବାର ଦ୍ୱିତୀୟ ରାଉଣ୍ଡ ଜେରା କରିବ। ସୋମବାର ମଧ୍ୟ ରାହୁଲ ଇଡି କାର୍ଯ୍ୟାଳୟରେ ହାଜର ହୋଇଥିଲେ। ସେଠାରେ…

ଗୌହାଟୀ ଭୂସ୍ଖଳନ: ଗଲା ୪ ଜୀବନ

ଗୌହାଟୀ,୧୪।୬: ଭୂସ୍ଖଳନ ଯୋଗୁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏଭଳି ଏକ ଘଟଣା ଘଟିଛି ଆସାମ ଗୌହାଟୀର ବୋରାଗାଓଁ ନିକଟ ନିଜାରପାର ଅଞ୍ଚଳରେ। ସୋମବାର ରାତିାର ଲଗାଣ ବର୍ଷା ଯୋଗୁଁ ଏଭଳି ହୋଇଥିବା ଜଣାପଡ଼ିଛି। ସେହିପରି ଆହୁରି ୪ଜଣ ଫସିଥିବା ସୂଚନା…

ଅଧିକ ଦିନ ‘ଲିଭ୍‌ ଇନ୍‌’ ରହିବା ବିବାହ ସହ ସମାନ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୬: ଯଦି ଜଣେ ପୁରୁଷ ଏବଂ ଜଣେ ମହିଳା ଦୀର୍ଘ ସମୟ ଧରି ଏକାଠି ରୁହନ୍ତି, ତେବେ ଆଇନ ଅନୁଯାୟୀ ଏହାକୁ ବିବାହ ଭଳି ଧରାଯିବ ଏବଂ ସେମାନଙ୍କ ସନ୍ତାନ ପୈତୃକ ସମ୍ପତ୍ତିରେ ଭାଗରୁ ବଞ୍ଚିତ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ…

‘ମୁସଲମାନଙ୍କୁ କ୍ଷମା ମାଗନ୍ତୁ ଭାରତ ସରକାର’

ମୁମ୍ବାଇ,୧୪।୬: ମୁମ୍ବାଇ ନିକଟରେ ଥିବା ଠାଣେ ପୋଲିସର ଅଫିସିଆଲ ୱେବ୍‌ସାଇଟ ହ୍ୟାକ୍‌ ହୋଇଛି। ୱେବ୍‌ସାଇଟ ହ୍ୟାକ୍‌ କରିଥିବା ହ୍ୟାକର୍‌ ଭାରତ ସରକାରଙ୍କ ପାଇଁ ଏକ ବାର୍ତ୍ତା ଲେଖିଛି। ଏହି ବାର୍ତ୍ତାରେ ହ୍ୟାକର୍‌ ମୁସଲମାନମାନଙ୍କୁ କ୍ଷମା ମାଗିବାକୁ ଭାରତ ସରକାରଙ୍କୁ କହିଛନ୍ତି। ୱେବ୍‌ସାଇଟ…

ମୋଦି ସରକାରଙ୍କ ବଡ଼ ଘୋଷଣା: ଆସନ୍ତା ଦେଢ ବର୍ଷରେ ମିଳିବ ୧୦ ଲକ୍ଷ ଚାକିରି

ନୂଆଦିଲ୍ଲୀ,୧୪।୬: ମୋଦି ସରକାର ଲୋକଙ୍କୁ ଚାକିରି ଦେବା ଦିଗରେ ଏକ ବଡ ପଦକ୍ଷେପ ନେବାକୁ ଯାଉଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ମୋଦି ସରକାର ଆସନ୍ତା ଦେଢ ବର୍ଷରେ ୧୦ ଲକ୍ଷ ଚାକିରି ଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

କାଲି ରାତିରୁ ଆଉ ଖାଉନାହାନ୍ତି ରାହୁଲ

ରାୟପୁର,୧୪।୬: ଛତିଶଗଡରେ ଆଜିକୁ ପ୍ରାୟ ୫ ଦିନ ହେବ ବୋରୱେଲ ଭିତରେ ୧୧ ବର୍ଷର ବାଳକ ରାହୁଲ ସାହୁ ଫସିଯାଇଛନ୍ତି। ତାଙ୍କୁ ଉଦ୍ଧାର କରିବା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଉଦ୍ଧାରକାରୀ ଦଳ ରାହୁଲଙ୍କ ଖୁବ ନିକଟରେ ଅଛନ୍ତି। କିନ୍ତୁ କଠିନ…

ଓୱାଇସିଙ୍କୁ କାହିଁକି ଧନ୍ୟବାଦ ଦେଲେ ବରୁଣ ଗାନ୍ଧୀ

ନୂଆଦିଲ୍ଲୀ,୧୪ ।୬: ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ବରୁଣ ଗାନ୍ଧ ବେକାରୀ ଓ ଯୁବବର୍ଗଙ୍କ ବିଭିନ୍ନ ସମସ୍ୟାକୁ ନେଇ ଲଗାତାର ସରକାରଙ୍କୁ ଟାର୍ଗେଟ କରୁଥିବା ବେଳେ ଏବେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସିଙ୍କୁ ଧନ୍ୟବାଦ ଦେଇ ଆସିଛନ୍ତି ଚର୍ଚ୍ଚାକୁ । ନିକଟରେ…

‘ମୁଁ ରାଷ୍ଟ୍ରପତି ଦୌଡରେ ନାହିଁ’

ନୂଆଦିଲ୍ଲୀ,୧୪।୬: ଦେଶରେ ରାଷ୍ଟ୍ରପତି ନିର୍ବାଚନ ସମ୍ପର୍କରେ ବିଜ୍ଞପ୍ତି ଜାରି କରାଯାଇଛି। ଏବେ ସମସ୍ତ ରାଜନୈତିକ ଦଳ ପ୍ରାର୍ଥୀ ଉପରେ ବିଚାର କରୁଛନ୍ତି। ରାଷ୍ଟ୍ରପତି ପ୍ରାର୍ଥୀ କାହାକୁ ପ୍ରାର୍ଥୀ କରାଯିବ ସେନେଇ ସମସ୍ତ ପ୍ରକାର କଳ୍ପନାଜଳ୍ପନା କରାଯାଉଛି। ଏହି ସମୟରେ ଏନସିପି ମୁଖ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri