ଜାତୀୟ

କମୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୩।୯: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୯୧୦ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୬ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…

ଅକ୍ଟୋବର ୧୮ରେ ୬ଘଣ୍ଟା ପାଇଁ ବନ୍ଦ ରହିବ ମୁମ୍ବାଇ ବିମାନବନ୍ଦର

ମୁମ୍ବାଇ,୨୩।୯: ମୁମ୍ବାଇ ବିମାନବନ୍ଦରରୁ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଅକ୍ଟୋବର ୧୮ରେ ମୁମ୍ବାଇ ଏୟାରପୋର୍ଟ ବନ୍ଦ ରହିବ। ସୂଚନା ମୁତାବକ, ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦର ମରାମତି ଏବଂ ରକ୍ଷଣାବେକ୍ଷଣ କାର୍ଯ୍ୟ ହେତୁ ଅକ୍ଟୋବର ୧୮ରେ…

ପିଏଫ୍‌ଆଇର ହରତାଳକୁ ହାଇକୋର୍ଟର ଭର୍ତ୍ସନା: ବିନା ଅନୁମତିରେ କେହି ଦେଇପାରିବନି ବନ୍ଦ ଡାକରା

ଥିରୁଭାନନ୍ତମପୁରମ,୨୩।୯: ରାଷ୍ଟ୍ରୀୟ ଯାଞ୍ଚ ଏଜେନ୍ସି (ଏନ୍‌ଆଇଏ)ର ଚଢ଼ାଉକୁ ବିରୋଧ କରି ଶୁକ୍ରବାର ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ) ପକ୍ଷରୁ କେରଳରେ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ଇତିମଧ୍ୟରେ ଶୁକବ୍ରାର କେରଳ ହାଇକୋର୍ଟ ଏକ ପିଟିଶନ୍‌ ବିଚାର କରି ପିଏଫ୍‌ଆଇର ଏହି…

ଅଧରାତିରେ ଜୟଶଙ୍କରଙ୍କୁ ଫୋନ କରି ଏମିତି କହିଥିଲେ ପ୍ରଧାନମନ୍ତ୍ରୀ ମୋଦି

ନ୍ୟୁୟର୍କ,୨୩।୯: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ନ୍ୟୁୟର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ତାଙ୍କର ଏକ ରୋଚକ ଘଟଣା ଶେୟାର କରିଥିଲେ। ‘ମୋଦୀ @ ୨୦: ଡ୍ରିମ୍ସ ମିଟ ଡେଲିଭରି’ ପୁସ୍ତକ ଉପରେ ଆଲୋଚନା ବେଳେ ପ୍ରଧାନମନ୍ତ୍ରୀ ମୋଦି…

ଭୂକମ୍ପରେ ଥରିଲା ମଣିପୁର

ଇମ୍ଫାଲ,୨୩।୯: ମଣିପୁରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ମଣିପୁରର ମୋଇରାଙ୍ଗରରୁ ୧୦୦ କିଲୋମିଟର ଦୂର ଦକ୍ଷିଣ-ପୂର୍ବରେ ଜୋରରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୫ ରହିଛି। ନ୍ୟାସନାଲ ସେଣ୍ଟର ଫର୍‌ ସିସ୍‌ମୋଲୋଜି…

ପିଏଫ୍‌ଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ: ଭାଙ୍ଗିଲେ ଭାଜପା କାର୍ଯ୍ୟାଳୟ

ଚେନ୍ନାଇ,୨୩।୯: ଆତଙ୍କବାଦୀଙ୍କୁ ପାଣ୍ଠି ଓ ଅନ୍ୟାନ୍ୟ ସହାୟତା ଯୋଗାଇବା ଅଭିଯୋଗରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଗୁରୁବାର ୧୧ ରାଜ୍ୟରେ ଚଢ଼ାଉ କରି ପପୁଲାର ଫ୍ରଣ୍ଟ୍‌ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର ୧୦୬ ଜଣ କର୍ମୀଙ୍କୁ ଗିରଫ କରାଯାଇଛି। ଦେଶବ୍ୟାପୀ ହୋଇଥିବା ଏହି…

କଳ୍ପନାଜଳ୍ପନା ଶେଷ: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବେ ଅଶୋକ ଗେହଲଟ

ନୂଆଦିଲ୍ଲୀ,୨୩।୯: କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ପ୍ରସ୍ତୁତି ସରଗରମ ହେଉଛି। ଅନେକ କଳ୍ପନାଜଳ୍ପନା ପରେ ଶେଷରେ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲଢିବାକୁ ଯାଉଛନ୍ତି ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ। ସେ ଶୁକ୍ରବାର ଏନେଇ ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି, ମୁଁ କଂଗ୍ରେସ…

ଜୋତା କାରଖାନାରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ, ୨୩।୯: ଦିଲ୍ଲୀସ୍ଥିତ ନରେଲା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଥିବା ଏକ ଜୋତା କାରଖାନାରେ ଶୁକ୍ରବାର ସକାଳେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛି। ତେବେ ଏହି ଅଗ୍ନିକାଣ୍ଡରେ ଏପର୍ଯ୍ୟନ୍ତ କୌଣସି…

ନୀତୀଶଙ୍କ ବିରୋଧରେ ବର୍ଷିବେ ଶାହା, ଭାଜପା ରାଲିରେ ଜେଡିୟୁ କର୍ମୀଙ୍କୁ ନିମନ୍ତ୍ରଣ

ପାଟନା,୨୩ ।୯: ବିହାରରେ ଜନତା ଦଳ ୟୁନାଇଟେଡ(ଜେଡିୟୁ) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମେଣ୍ଟ ଭାଙ୍ଗିବା ପରେ ପ୍ରଥମଥର ଲାଗି ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବିହାର ଗସ୍ତ କରୁଛନ୍ତି । ସେଠେରେ ସେ ପୂର୍ଣ୍ଣିୟାରେ ହେବାକୁ ଥିବା ଏକ ରାଲିକୁ ସମ୍ବାଧନ…

ଦିଲ୍ଲୀ-ଏନସିଆରରେ ଲଗାଣ ବର୍ଷା, ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୨୩ ।୯: ଦିଲ୍ଲୀ-ଏନସିଆରରେ ଗତ ୩ ଦିନ ହେବ ବର୍ଷା ଲାଗି ରହିବା ଫଳରେ ସାଧାରଣ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପଡିଛି । ଦିଲ୍ଲୀ-ଏନିଆରର ଭିନ୍ନ ଭିନ୍ନ ସ୍ଥାନରେ ଜଳ ପ୍ରଳୟ ଦେଖାଦେଇଛି । ଫଳରେ ଲୋକଙ୍କ ସାଧାରଣ ଜୀବନ ଯାତ୍ରା…

ମହାରାଷ୍ଟ୍ର ଠାଣେରେ ଏଆଇଏମଆଇଏମ କାର୍ଯ୍ୟାଳୟରେ ଭଙ୍ଗାରୁଜା

ମୁମ୍ବାଇ,୨୩ ।୯: ମହାରାଷ୍ଟ୍ରର ଠାଣେରେ ଅଲ ଇଣ୍ଡିଆ ମଜଲିସ-ଏ-ଇନ୍ତେହାଦଲ ମୁସଲିମ(ଏଆଇଏମଆଇଏମ)ର କାର୍ଯ୍ୟାଳୟରେ ଭଙ୍ଗାରୁଜା ହୋଇଥିବା ଖବର ମିଳିଛି । କେତେଜଣ ଅଜ୍ଞାତ ବ୍ୟକ୍ତି କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ସହ ଜଣେ ବ୍ୟକ୍ତିଙ୍କୁ ଲାଠିରେ ପିଟିଥିବା ଜଣାପଡିଛି । କୁହାଯାଉଛି କି…

ସୁପ୍ରିମକୋର୍ଟରେ ବଂଶଧାରା ମାମଲା ଶୁଣାଣି ଘୁଞ୍ଚିଲା

ନୂଆଦିଲ୍ଲୀ,୨୩ା୯:ବଂଶଧାରା ଜଳବିବାଦ ଟ୍ରିବ୍ୟୁନାଲ ରାୟକୁ ଚ୍ୟାଲେଞ୍ଜ କରି ଓଡ଼ିଶା ସରକାରଙ୍କ ପକ୍ଷରୁ ଦାଏର ଏକାଧିକ ପିଟିଶନର ଶୁଣାଣିକୁ ଗୁରୁବାର ସର୍ବୋଚ୍ଚ ଅଦାଲତ ଘୁଞ୍ଚାଇ ଦେଇଛନ୍ତି। ଜଷ୍ଟିସ୍‌ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କ ଖଣ୍ଡପୀଠ ଶୁଣାଣିକୁ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?