ଜାତୀୟ

ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ପାଇଁ ଡିନରର ଆୟୋଜନ କରିବେ କୋବିନ୍ଦ

ନୂଆଦିଲ୍ଲୀ,୨୧ ।୭: ସରୁଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ୨୪ ଜୁଲାଇରେ ତାଙ୍କର କାର୍ଯ୍ୟକାଳ ଶେଷ ହେବା ପରେ ୨୫ ଜୁଲାଇରେ ସେ ରାଷ୍ଟ୍ରପତି ଭବନ ଛାଡିବେ । ହେଲେ ଏହା ପୂର୍ବରୁ ସେ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ପାଇଁ…

କେନ୍ଦ୍ର ସରକାରଙ୍କୁ ମମତାଙ୍କ ପ୍ରଶ୍ନ: ଆମ ମୃତ୍ୟୁରେ କେତେ ଜିଏସ୍‌ଟି ନେବ

କୋଲକତା,୨୧।୭: ଖାଦ୍ୟ ସାମଗ୍ରୀ ଉପରେ ଜିଏସ୍‌ଟି ଲାଗୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କୁ ଗୁରୁବାର ଟାର୍ଗେଟ କରିଛନ୍ତି। ଯଦି ଦହି, ଚାଉଳ, ଏପରିକି ଡାକ୍ତରଖାନା ଶଯ୍ୟା ଉପରେ ଜିଏସ୍‌ଟି ଲାଗୁ କରାଯାଇଛି, ତେବେ ମୃତ୍ୟୁ ଉପରେ କେତେ…

ସିଙ୍ଗାପୁର ଯିବାକୁ କେଜ୍ରିଓ୍ବାଲ୍‌ଙ୍କୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ସିଙ୍ଗାପୁର ଗସ୍ତ ପାଇଁ ଅନୁମତି ମିଳିନାହିଁ। ଦିଲ୍ଲୀ ଲେଫ୍ଟନାଣ୍ଟ ଗଭର୍ନର(ଏଲ୍‌ଜି) ଭି.କେ ସକ୍ସେନା ଏହି ଗସ୍ତ ପାଇଁ ଅନୁମତି ଦେବାକୁ ମନା କରି ଦେଇଛନ୍ତି। ଅଗଷ୍ଟ ୧ରେ ଏକ ସମ୍ମିଳନୀରେ ଯୋଗଦେବା ପାଇଁ ଅରବିନ୍ଦ…

ସୋନିଆଙ୍କୁ ୩ ଘଣ୍ଟା ଜେରା, ପୁଣି ୨୫ରେ ହାଜର ହେବାକୁ ନୋଟିସ୍‌

ନୂଆଦିଲ୍ଲୀ,୨୧।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧିଙ୍କୁ ଗୁରୁବାର ଜେରା କରିଥିଲା। ପ୍ରାୟ ୩ ଘଣ୍ଟା ଇଡିର ଅଧିକାରୀମାନେ ସୋନିଆଙ୍କୁ ପଚରାଉଚରା କରିଥିଲେ। ଜେରା ଶେଷ ହେବା ପରେ ପ୍ରିୟଙ୍କାଙ୍କ ସହ ସୋନିଆ ଘରକୁ ଫେରିଛନ୍ତି।…

ବିଲ ଗେଟ୍ସଙ୍କୁ ପଛରେ ପକାଇ ବିଶ୍ୱର ଚତୁର୍ଥ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୨୧।୭: ଭାରତର ସବୁଠାରୁ ଧନୀ ଶିଳ୍ପପତି ଗୌତମ ଆଦାନୀ ବିଶ୍ୱର ଚତୁର୍ଥ ଧନୀ ବ୍ୟକ୍ତି ହୋଇଛନ୍ତି। ଏହି କ୍ରମରେ ସେ ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ପଛରେ ପକାଇଛନ୍ତି। ଏବେ କେବଳ ଏଲୋନ ମସ୍କ, ବର୍ନାଡ ଆନାଲ୍ଟ ଏବଂ ଜେଫ ବେଜୋସ…

ଗୁଜରାଟରେ ମାଗଣା ବିଜୁଳି ଯୋଗାଇଦେବେ କେଜ୍ରିଓ୍ବାଲ୍‌

ଅହମ୍ମଦାବାଦ,୨୧।୭: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ଗୁରୁବାର ଗୁଜରାଟରେ ପହଞ୍ଚିଛନ୍ତି। ଏଠାରେ ସେ ଗୁଜରାଟବାସୀଙ୍କୁ ଅନେକ ପ୍ରତିଶ୍ରୁତି ଦେଇନ୍ତି। ଅରବିନ୍ଦ କେଜ୍ରିୱାଲ ତାଙ୍କ ଗସ୍ତ ସମୟରେ ଗୁଜରାଟର ସୁରଟରେ ପହଞ୍ଚିଥିଲେ। ସେଠାରେ କେଜ୍ରିୱାଲ କହିଛନ୍ତି,…

ସୋନିଆଙ୍କ ପଡୋଶୀ ହେବେ କୋବିନ୍ଦ

ନୂଆଦିଲ୍ଲୀ,୨୧ ।୭: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ଜୁଲାଇ ୨୫ରେ ଶେଷ ହେବାକୁ ଯାଉଛି । ତାଙ୍କ ସମ୍ମାନରେ ଜୁଲାଇ ୨୩ରେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ ସଂସଦ ଭବନ ସ୍ଥିତ ସେଣ୍ଟ୍ରାଲ ହଲରେ ବିଦାୟୀ ସମାରୋହର ଆୟୋଜନ କରିଛନ୍ତି । ଏହି…

ପ୍ରଥମ ରାଉଣ୍ଡ ଫଳାଫଳ: ଦ୍ରୌପଦୀ ମୁର୍ମୁ ଆଗରେ

ନୂଆଦିଲ୍ଲୀ,୨୧।୭: ରାଷ୍ଟ୍ରପତି ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏଥିପାଇଁ ସକାଳ ୧୧ଟାରୁ ଗଣତି ଆରମ୍ଭ ହୋଇଯାଇଛି। ପ୍ରଥମ ରାଉଣ୍ଡ ଭୋଟ ଗଣନାରେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଗୁଆ ଅଛନ୍ତି। ରାଜ୍ୟ ସଭା ମହାସଚିବ ପିସି ମୋଦି କହିଛନ୍ତି, ଏମ୍‌ପିଙ୍କ…

ବିଜୟ ପରେ ଦ୍ରୌପଦୀ ମୁର୍ମୁଙ୍କ ଘରକୁ ଯିବ ପୂରା ମୋଦି କ୍ୟାବିନେଟ

ନୂଆଦିଲ୍ଲୀ,୨୧ ।୭: ରାଷ୍ଟ୍ରପତି ନିର୍ବାଚନର ମତଗଣନା ପରେ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇବାକୁ ସମ୍ପୂର୍ଣ୍ଣ ମୋଦି କ୍ୟାବିନେଟ ତାଙ୍କ ଘରେ ପହଞ୍ଚିବେ । କୁହାଯାଉଛି କି ଭାରତୀୟ ଜନତା ପାର୍ଟି(ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରୋଡ ଶୋ’ କରି ଦ୍ରୌପଦୀଙ୍କ…

ସଦସ୍ୟଙ୍କଠାରୁ ୫୦ ଲକ୍ଷ ବିଶ୍ୱସ୍ତତା ସତ୍ୟପାଠ ମାଗିଲେ ଉଦ୍ଧବ…

ମୁମ୍ବାଇ,୨୧।୭ : ଶିବସେନାର ବିଧାୟକ ଏବଂ ଏମ୍‌ପିମାନେ ଉଦ୍ଧବ ଠାକରେଙ୍କଠାରୁ ଦୂରେଇବାରେ ଲାଗିଛନ୍ତି। ଏପରିସ୍ଥଳେ ଉଦ୍ଧବ ଦଳର ସଦସ୍ୟଙ୍କ ଉପରେ ଭରସା କରିବା ଆରମ୍ଭ କରିଛନ୍ତି। ଉଦ୍ଧବ ଠାକରେ ଦଳର ଶାଖା ଏବଂ ସଦସ୍ୟଙ୍କ ମାଧ୍ୟମରେ ଶିବସେନାକୁ ବଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।…

ଉଦ୍ଭାବନ ସୂଚକାଙ୍କ ଜାରି କଲା ନୀତି ଆୟୋଗ, କର୍ନାଟକ ଶୀର୍ଷରେ…

ନୂଆଦିଲ୍ଲୀ,୨୧।୭ : ନୀତି ଆୟୋଗ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟଗୁଡିକର ଇନୋଭେଶନ ଇଣ୍ଡେକ୍ସ(ଉଦ୍ଭାବନ ସୂଚକାଙ୍କ) ପ୍ରକାଶ କରାଯାଇଛି। ଗୁରୁବାର କମିଶନଙ୍କ ଦ୍ୱାରା ପ୍ରକାଶିତ ଏହି ତାଲିକାରେ କର୍ନାଟକ ପୁଣି ଏକ ନମ୍ବର ହୋଇ ଶୀର୍ଷରେ ରହିଛି। ନିବେଶ ପାଇଁ ଏହା ସର୍ବୋତ୍ତମ…

କାଉଡ଼ି ଯାତ୍ରା ଭିଡ଼, ଗାଜିଆବାଦରେ ଜୁଲାଇ ୨୬ ପର୍ଯ୍ୟନ୍ତ ସ୍କୁଲ-କଲେଜ ବନ୍ଦ…

ଗାଜିଆବାଦ,୨୧।୭ : ଶ୍ରାବଣ ମାସରେ କାଉଡ଼ି ଯାତ୍ରା ଭିଡ଼କୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶର ଗାଜିଆବାଦ ଜିଲା ପ୍ରଶାସନ ଜୁଲାଇ ୨୬ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଏବଂ କଲେଜ ବନ୍ଦ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏନେଇ ଗାଜିଆବାଦ ଜିଲା ପ୍ରଶାସନ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri