ଦିଲ୍ଲୀକୁ ପଡ଼ୋଶୀ ରାଜ୍ୟରୁ ଆସୁଛି ୭୦ ପ୍ରତିଶତ ପ୍ରଦୂଷଣ…
ନୂଆଦିଲ୍ଲୀ, ୧୧।୬ : ରାଜଧାନୀରେ ପ୍ରଦୂଷଣର ପଡୋଶୀ ରାଜ୍ୟ ହେଉଛି ମୁଖ୍ୟ କାରଣ ବୋଲି ଦିଲ୍ଲୀ ପରିବେଶ ମନ୍ତ୍ରୀ ଗୋପାଳ ରାୟ କହିଛନ୍ତି। ସେ କହିଛନ୍ତି ଯେ ଦିଲ୍ଲୀରେ ପ୍ରଦୂଷଣର ମାତ୍ର ୩୦ ପ୍ରତିଶତ ଦିଲ୍ଲୀରେ ଘଟିଥାଏ। ଦିଲ୍ଲୀର ପ୍ରଦୂଷଣର ୭୦…
ପୋକ୍ସୋ ଯୌନ ଶୋଷଣ ମାମଲା ରୁଜୁ କ୍ଷେତ୍ରରେ ଏସିପିଙ୍କ ମଞ୍ଜୁରୀ ଜରୁରୀ …
ମୁମ୍ବାଇ, ୧୧।୬ : ପୋକ୍ସୋ ଅଧିନିୟମ ଅନୁଯାୟୀ ଏକ ମାମଲା ପଞ୍ଜିକରଣ କରିବା ପୂର୍ବରୁ ମୁମ୍ବାଇ ପୋଲିସ ସଂପୃକ୍ତ ଅତିରିକ୍ତ କମିଶନର୍ (ଏସିପି)ଙ୍କ ଅନୁମୋଦନ ଜରୁରୀ ବୋଲି ଲୋଡି ଏକ ନିର୍ଦ୍ଦେଶ ଜାରି କରିଛି। ଏହା ଉପରେ ମହାରାଷ୍ଟ୍ର ଭାଜପା ନେତା…
ପାଠ ପଢ଼ିଥିବା ମହିଳାଙ୍କୁ ଚାକିରି ପାଇଁ ବାଧ୍ୟ କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…
ନୂଆଦିଲ୍ଲୀ, ୧୧।୬ : ଏକ ଛାଡପତ୍ର ମାମଲାରେ ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ହାଇକୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ଜଣେ ମହିଳା ପାଠପଢ଼ି ଶିକ୍ଷିତ ହୁଅନ୍ତି, ତେବେ ତାଙ୍କୁ ଚାକିରତ କରିବାକୁ ବାଧ୍ୟ କରାଯାଇ ପାରିବ…
୪୧ ହଜାର ମୁହାଁ ସକ୍ରିୟ ମାମଲା…
ନୂଆଦିଲ୍ଲୀ, ୧୧।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…
ଝିଅର ବିବାହ ଠିକ୍ କରି ଫେରୁଥିବା ବେଳେ ଚାଲିଗଲା ୮ଜୀବନ
ପାଟନା,୧୧।୬: ବିହାରର ପୁର୍ନିଆ ଜିଲାରେ ଏକ ବଡ ଦୁର୍ଘଟଣା ଘଟିଛି। ପୋଖରୀରେ ଏକ କାର ଖସିଯିବାରୁ ଦୁର୍ଘଟଣାରେ ୮ଜଣଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ, ଶୁକ୍ରବାର ବିଳମ୍ବିତ ରାତିରେ ୧୦ଜଣ ବ୍ୟକ୍ତି ଏକ ବୋଲେରୋରେ ପୁର୍ନିଆ ଜଲାର ତରବାଡିରୁ କିଷନଗଞ୍ଜକୁ ଯାଉଥିଲେ। କୁହାଯାଉଛି,…
ଏହି ରାଜ୍ୟକୁ ପୁଣି ଫେରିଲା କରୋନା କଟକଣା
ବେଙ୍ଗାଲୁରୁ,୧୧।୬: ଦେଶରେ ଏବେ ବଢିଚାଲିଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି କର୍ନାଟକ ସରକାର ସଂକ୍ରମଣ ରୋକିବାକୁ କଟକଣା ଲାଗୁ କରାଯାଇଛି। ରାଜ୍ୟରେ ସରକାର ପୁଣିଥରେ ମାସ୍କ ପିନ୍ଧିବା ନିୟମକୁ ବାଧ୍ୟତାମୂଳକ କରିଛନ୍ତି। ସେହିପରି ସର୍ବସାଧାରଣ ସ୍ଥାନଗଡ଼ିକରେ ସାମାଜିକ ଦୂରତା ନିୟମ…
ବିବାହ କରିବାକୁ ମନା କରିଦେବାରୁ ଏସିଡ୍ ମାଡ଼
ବେଙ୍ଗାଲୁରୁ,୧୧।୬: ବିବାହ ପ୍ରସ୍ତାବକୁ ମନା କରିଦେବାରୁ ଜଣେ ୩୨ ବର୍ଷୀୟା ମହିଳାଙ୍କୁ ତାଙ୍କ ପୁରୁଷ ସହକର୍ମୀ ଏସିଡ୍ ମାଡ଼ କରିଥିବା ଜଣାପଡିଛି। ମହିଳା ଜଣକ ଗୁରୁତର ଅବସ୍ଥାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେ ବିପଦମୁକ୍ତ ଥିବା ବେଳେ ଭଲ…
ପଶ୍ଚିମବଙ୍ଗରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥରମାଡ଼
କୋଲକାତା,୧୧।୬: ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଦିଆଯାଇଥିବା ବିବାଦୀୟ ବୟାନକୁ ନେଇ ଏବେ ଦେଶର ବିଭିନ୍ନ ପ୍ରାନ୍ତରେ ହିଂସାକାଣ୍ଡ ଘଟିବା ସହ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ପଥରମାଡ଼ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳି ସ୍ଥିତିରେ ଶନିବାର ପୁଣି ପଶ୍ଚିମବଙ୍ଗର ହାଓ୍ବାଡାରେ…
ରାଞ୍ଚିରେ ଇଣ୍ଟରନେଟ ସେବା ବନ୍ଦ, ୧୪୪ ଧାରା ଲାଗୁ
ରାଞ୍ଚି,୧୧।୬: ଝାଡ଼ଖଣ୍ଡର ରାଞ୍ଚିରେ ଶୁକ୍ରବାର ଦେଖାଦେଇଥିବା ହିଂସା ପ୍ରଦର୍ଶନ ପରେ ସହରରେ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ରବିବାର ଅର୍ଥାତ୍ ଜୁନ ୧୨ ତାରିଖ ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ଉପରେ…
୨୪ ଘଣ୍ଟାରେ ୮ ହଜାର ଛୁଇଁଲା ସଂକ୍ରମଣ
ନୂଆଦିଲ୍ଲୀ,୧୧।୬: ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୩୨୯ ଜଣ ପଜିଟଭ୍ ଚିହ୍ନଟ ହୋଇଥିବା ବେଳେ ୧୦ ଜଣଙ୍କର ଜୀବନ ନେଇଛି କରୋନା। ତେବେ କରୋନା ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୨୪ ହଜାର…
‘ବିଧାନସଭା ନିର୍ବାଚନରେ ଭାଜପା ସମଦଶା ଭୋଗିବ’
ଜୟପୁର,୧୧।୬: ରାଜସ୍ଥାନରୁ ରାଜ୍ୟ ସଭାକୁ କଂଗ୍ରେସରୁ ୩ଜଣ ନିର୍ବାଚିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଅଭିନନ୍ଦନ ଜଣାଇଛନ୍ତି। ଅନ୍ୟପକ୍ଷରେ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ସୁଭାଷ ଚନ୍ଦ୍ରା ହାରିଯାଇଥିବାରୁ ଗୈରିକ ଦଳର ଘୋଡ଼ାବେପାର ଉଦ୍ୟମ ବିଫଳ ହୋଇଥିବା ସେ କହିଛନ୍ତି। ଭାଜପା…
ପଶୁଙ୍କ ପାଇଁ ଆସିଲା କୋଭିଡ୍ ଟିକା
ନୂଆଦିଲ୍ଳୀ,୧୧।୬: ହରିୟାଣାର ଇଣ୍ଡିଆନ୍ କାଉନ୍ସିଲ୍ ଅଫ୍ ଏଗ୍ରିକଲ୍ଚର ରିସର୍ଚ୍ଚ (ଆଇସିଏଆର୍) ଏବଂ ନ୍ୟାଶନାଲ ରିସର୍ଚ୍ଚ ସେଣ୍ଟର (ଏନ୍ଆର୍ସି) ମିଳିତ ଭାବେ ପଶୁଙ୍କ ପାଇଁ କରୋନା ଭାକ୍ସିନ ‘ଏନୋକୋଭାକ୍ସ’ ଆବିଷ୍କାର କରିଛନ୍ତି। କେନ୍ଦ୍ରୀୟ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କ ଦ୍ୱାରା ଏହି ଟିକାକୁ…
Archives


