ଜାତୀୟ

ତିରୁମାଳା ମନ୍ଦିରରେ ଦଳାଚକଟା,୩ ଆହତ

ଅମରାବତୀ,୧୨।୪: ଆନ୍ଧ୍ରପ୍ରଦେଶ ସ୍ଥିତ ତିରୁମାଳା ଭେଙ୍କଟେଶ୍ୱର ମନ୍ଦିରରେ ମଙ୍ଗଳବାର ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼ ଜମିଛି। ତେବେ ପ୍ରବଳ ଭିଡ଼ ଯୋଗୁ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ତିନି ଜଣ ଭକ୍ତ ଏହା ମଧ୍ୟରେ ଆହତ ହୋଇଥିବା ଜଣାପଡ଼ିଛି ।ସୂଚନା...

୪୬ଘଣ୍ଟା ପରେ ଶେଷ ହେଲା ରେସକ୍ୟୁ ଅପରେଶନ୍‌

ଦେଓଘର,୧୨।୪: ଝାଡଖଣ୍ଡ ଦେଓଘରର ତ୍ରିକୁଟ ପାହାଡ଼ର ରୋପଓ୍ବେ ଦୁର୍ଘଟଣାର ପ୍ରାୟ ୪୬ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ରେସକ୍ୟୁ ଅପରେଶନ୍‌ ଶେଷ ହୋଇଛି। ମଙ୍ଗଳବାର ରୋପଓ୍ବେରେ ଫସିରହିଥିବା ସମସ୍ତ ଲୋକଙ୍କୁ ଉଦ୍ଧାର କରାଯାଇଛି। ବାୟୁସେନା, ଭାରତୀୟ ସେନା, ଏନ୍‌ଡିଆରଏଫ୍‌ ଓ ଆଇଟିବିପି...

ମୋଦିଙ୍କ ଗଡ଼ରେ ଭାଜପାର ପରାଜୟ

ବାରାଣସୀ,୧୨।୪: ଉତ୍ତର ପ୍ରଦେଶର ବିଧାନ ପରିଷଦ (ଏମ୍‌ଏଲସି) ନିର୍ବାଚନ ଫଳାଫଳ ଆଜି ଘୋଷଣା କରାଯାଉଛି। ୨୭ଟି ବିଧାନ ପରିଷଦ ଆସନର ଫଳାଫଳ ଆଜି ଅପରାହ୍ନ ସୁଦ୍ଧା ବାହାରିବ। ବିଧାନସଭା ନିର୍ବାଚନରେ ସକାଳ ୮ଟାରୁ ୨୭ଟି ଜିଲାର ମୁଖ୍ୟାଳୟରେ ଥିବା କଲେକ୍ଟରେଟରେ...

ଆସାନସୋଲ ଉପନିର୍ବାଚନ: ଭାଜପା ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ

କୋଲକତା,୧୨।୪:ପଶ୍ଚିମବଙ୍ଗର ଆସାନସୋଲ ଲୋକ ସଭା ଆସନ ପାଇଁ ମଙ୍ଗଳବାର ଉପନିର୍ବାଚନ ଅନୁଷ୍ଠିତ ହେଉଛି। ଭୋଟ ସମୟରେ ହିଂସା ଘଟଣା ସାମ୍ନାକୁ ଆସିଛି। ଭାଜପା ପ୍ରାର୍ଥୀ ଅଗ୍ନିମିତ୍ର ପାଲ ଅଭିଯୋଗ କରିଛନ୍ତି, ଟିଏମସି କର୍ମୀମାନେ ଆମ ଉପରେ ଆକ୍ରମଣ କରିଥିଲେ। ଆମ...

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କଡ଼ ବାର୍ତ୍ତା ଦେଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୨।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ଶେହଓ୍ବାଜ୍‌ ଶରିଫଙ୍କୁ ଅଭିନନ୍ଦନ ଜଣାଇବା ସହ ସେ ଏକ ବାର୍ତ୍ତା ମଧ୍ୟ ଦେଇଛନ୍ତି। ରାଜନାଥ ସିଂ କହିଛନ୍ତି, ପଡୋଶୀ ଦେଶ (ପାକିସ୍ତାନ)ର ନୂତନ ପ୍ରଧାନମନ୍ତ୍ରୀ (ଶେହଓ୍ବାଜ୍‌ ଶରିଫ)ଙ୍କୁ ଏକମାତ୍ର...

କଣ୍ଟେନରରେ ଜଳିଗଲା ୪୦ ଇ-ସ୍କୁଟର

ନାସିକ,୧୨।୪: ମହାରାଷ୍ଟ୍ରର ନାସିକ ସହରରେ ଥିବା ଜିତେନ୍ଦ୍ର ଇଲେକ୍ଟିକ୍‌ ଭେହିକ୍ଲସ୍‌ର ଏକ କଣ୍ଟେନରରେ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୪୦ ଇ-ସ୍କୁଟର ଜଳିଯାଇଛି। ମିଳିଥିବା ସୂଚନା ମୁତାବକ, ଇଭି କାରଖାନାରୁ ଇ-ସ୍କୁଟରଗୁଡ଼ିକୁ ଏକ କଣ୍ଟେନରରେ ନିଆଯାଉଥିଲା। ସେତିକି ବେଳେ ଗାଡିରେ ନିଆଁ...

ଖସୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୨।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୯୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା...

ବୁଚା ନରସଂହାରର ନିନ୍ଦା କଲେ ମୋଦି

ନୂଆଦିଲ୍ଲୀ,୧୨ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ମଧ୍ୟରେ ସୋମବାର ଭର୍ଚୁଆଲ ବୈଠକ ହୋଇଛି । ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଆଲୋଚନା ମଧ୍ୟରେ ସବୁଠାରୁ ଅଧିକ ଗୁରୁତ୍ୱ ରୁଷିଆ-ୟୁକ୍ରେନ୍ ଯୁଦ୍ଧ ଉପରେ ରହିଥିଲା...

ସ୍କୁଲ ଖୋଲୁ ଖୋଲୁ ଭୟ: ଗାଜିଆବାଦ ପରେ ଏବେ ନୋଏଡାର ଏକ ସ୍କୁଲରେ ୧୩ ବିଦ୍ୟାର୍ଥୀ, ୩ ଶିକ୍ଷକ କରୋନା ସଂକ୍ରମିତ

ନୋଏଡା,୧୨ ।୪: କରୋନା ମହାମାରୀ ଯୋଗୁ ଦୀର୍ଘ ପ୍ରାୟ ୨ ବର୍ଷ ପରେ ସ୍କୁଲ ଖୋଲିଛି । ପିଲାମାନେ ବି ସ୍କୁଲ ଯିବାକୁ ଆଗ୍ରହ ପ୍ରକାଶ କରୁଥିବା ଦେଖାଯାଇଛି । ହେଲେ ଏହାରି ଭିତରେ ପୁଣିଥରେ ଡରାଇଲାଣି କରୋନା ମହାମାରୀ...

ରୋପୱେ ଦୁର୍ଘଟଣା: ୨ ଦିନ ହେବ ଫସି ରହିଥିବା ଲୋକଙ୍କ ନିକଟକୁ ଡ୍ରୋନ ସାହାଯ୍ୟରେ ପଠାଯାଉଛି ଖାଦ୍ୟ ସାମଗ୍ରୀ

ଦେବଘର,୧୨ ।୪: ଝାଡଖଣ୍ଡର ଦେବଘର ରୋପୱେରେ ଫସି ରହିଥିବା ଲୋକଙ୍କ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏବେ ପର୍ଯ୍ୟନ୍ତ ୩୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଆହୁର ୧୧ ଜଣ ଫସି ରହିଛନ୍ତି । ଅକାଶ ଏବଂ ପୃଥିବୀ...

ଗୋଶାଳାରେ ଲାଗିଲା ନିଆଁ, ୩୮ ଗାଈ ଜୀବନ୍ତ ଦଗ୍ଧ

ଗାଜିଆବାଦ,୧୨ ।୪: ଉତ୍ତର ପ୍ରଦେଶ ଗାଜିଆବାଦ ଜିଲାରେ ଏକ ବଡ ଦୁର୍ଘଟଣା ଘଟିଛି । ଅଳିଆ ଗଦାରେ ଲାଗିଥିବା ନିଆଁ ଗୋଶାଳା ପର୍ଯ୍ୟନ୍ତ ବ୍ୟାପିଯିବାରୁ ଏହି ଦୁର୍ଘଟଣା ଘଟିଛି । ଗୋଶାଳାରେ ଥିବା ୩୮ ଗାଈଙ୍କର ନିଆଁରେ ପୋଡି ହୋଇ...

ଥୋମାସ, ଜାଖରଙ୍କୁ କଂଗ୍ରେସ ଶୃଙ୍ଖଳା କମିଟି ନୋଟିସ

ନୂଆଦିଲ୍ଲୀ,୧୨।୪: ଦଳ ବିରୋଧୀ କାର୍ଯ୍ୟ ଲାଗି ଦୁଇ ବରିଷ୍ଠ କଂଗ୍ରେସ ନେତା କେ.ଭି. ଥୋମାସ ଏବଂ ସୁନୀଲ ଜାଖରଙ୍କୁ ଦଳୀୟ ଶୃଙ୍ଖଳା କମିଟି ପକ୍ଷରୁ ସୋମବାର ନୋଟିସ ଜାରି ହୋଇଛି। ଏ.କେ. ଆଣ୍ଟୋନିଙ୍କ ଅଧ୍ୟକ୍ଷତାରେ ଗଠିତ ଏଆଇସିସି ଶୃଙ୍ଖଳା କମିଟି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri