ଜାତୀୟ

ହିନ୍ଦୀ ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ସ୍ବରାଷ୍ଟ୍ରମନ୍ତ୍ରୀ…

ନୂଆଦିଲ୍ଲୀ, ୧୪।୯ : ହିନ୍ଦୀ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ହିନ୍ଦୀ ବିଶ୍ୱ ସ୍ତରରେ ଭାରତ ପାଇଁ ଏକ ବିଶେଷ ସମ୍ମାନ ଆଣିଛି ଏବଂ ଏହାର ସରଳତା ତଥା ସମ୍ବେଦନଶୀଳତା…

ଘାଟି ତଳକୁ ବସ୍‌ ଖସିବା ଘଟଣା: ମୃତକଙ୍କ ପରିବାରକୁ ୫ ଲକ୍ଷ ସହାୟତା

ଶ୍ରୀନଗର,୧୪।୯: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ବରେରୀ ନାଲ୍ଲା ନିକଟ ଘାଟି ତଳକୁ ବୁଧବାର ଏକ ବସ୍‌ ଖସପଡିଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ଏହି ଦୁର୍ଘଟଣାକୁ ନେଇ ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା…

ମାୟାବତୀଙ୍କ ପୁତୁରା ବିଏସ୍‌ପିର ନଂ. ୨ ନେତା

ଲକ୍ଷ୍ନୌ,୧୪ା୯(ଆଇଏଏନ୍‌ଏସ୍‌): ବହୁଜନ ସମାଜ ପାର୍ଟି (ବିଏସ୍‌ପି) ଅଧ୍ୟକ୍ଷା ମାୟାବତୀଙ୍କ ପୁତୁରା ଆକାଶ ଆନନ୍ଦ ଏବେ ଦଳରେ ନଂ୨ ନେତା। ଆଗାମୀ ଗୁଜରାଟ, ରାଜସ୍ଥାନ ଓ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଦଳକୁ ସୁଦୃଢ଼ କରାଇବା ଦାୟିତ୍ୱ ତାଙ୍କ ଉପରେ ନ୍ୟସ୍ତ କରାଯାଇଛି।…

୨୦୦ କୋଟି ଟଙ୍କାର ଡ୍ରଗ୍ସ୍‌ ସହିତ ଧରାପଡ଼ିଲା ପାକିସ୍ତାନୀ ଡଙ୍ଗା…

ଅହମଦାବାଦ, ୧୪।୯ : ଇଣ୍ଡିଆନ କୋଷ୍ଟଗାର୍ଡ (ଆଇସିଜି) ଏବଂ ଗୁଜରାଟ ଏଟିଏସ ଭାରତୀୟ ଜଳ ଭିତରକୁ ପ୍ରବେଶ କରୁଥିବା ଏକ ପାକିସ୍ତାନୀ ଡଙ୍ଗାକୁ ଧରିଛନ୍ତି। ଡଙ୍ଗାରୁ ୪୦ କିଲୋଗ୍ରାମ୍‌ ଡ୍ରଗ୍ସ୍‌ ଜବତ କରାଯାଇଛି। ଜବତ ହୋଇଥିବା ଡ୍ରଗ୍ସ୍‌ର ଆନୁମାନିକ ମୂଲ୍ୟ ୨୦୦…

ମାସୁଦ ଆଝାରଙ୍କୁ ଗିରଫ କର, ତାଲିବାନକୁ ଚିଠି ଲେଖିଲା ପାକିସ୍ତାନ…

ଇସଲାମାବାଦ, ୧୪।୯ : ଆତଙ୍କବାଦୀ ନେତା ମୌଲାନା ମାସୁଦ ଆଝାରଙ୍କୁ ଗିରଫ କରିବାକୁ ଦାବି କରି ପଡୋଶୀ ଆଫଗାନିସ୍ତାନରେ ଶାସକ ତାଲିବାନ ସରକାରଙ୍କୁ ପାକିସ୍ତାନ ସରକାର ଏକ ଚିଠି ଲେଖିଛନ୍ତି। ଆଝାର ନିଷିଦ୍ଧ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ ସଦସ୍ୟ ଏବଂ ମିଳିତ…

ଘାଟି ତଳକୁ ଖସିଲା ବସ୍‌: ଚାଲିଗଲା ୧୧ ଜଣଙ୍କ ଜୀବନ

ଶ୍ରୀନଗର,୧୪।୯: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ବରେରୀ ନାଲ୍ଲା ନିକଟ ଘାଟି ତଳକୁ ବୁଧବାର ଏକ ବସ୍‌ ଖସପଡିଛି। ଏହି ଦୁର୍ଘଟଣାରେ ୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଛନ୍ତି। ତେବେ ସ୍ଥାନୀୟ ଲୋକ, ପୋଲିସ ଏବଂ ସେନା…

ଆଜାଦଙ୍କ ମନ୍ତବ୍ୟ ନେଇ କଂଗ୍ରେସ କହିଲା ପାଗ ବଦଳି ଯାଇଛି…

ନୂଆଦିଲ୍ଲୀ, ୧୪।୯ : ବରିଷ୍ଠ ନେତା ଗୁଲାମ ନବୀ ଆଜାଦ କଂଗ୍ରେସ ଠାରୁ ଅଲଗା ହେବା ପରେ ଆସନ୍ତା କିଛି ଦିନ ମଧ୍ୟରେ ଏକ ନୂଆ ଦଳ ଘୋଷଣା କରିବାକୁ ଯାଉଛନ୍ତି। ଦଳ ଘୋଷଣା ପୂର୍ବରୁ ସେ ଲଗାତାର କଂଗ୍ରେସ ଏବଂ…

ପିଲା ଚୋର କହି ସାଧୁଙ୍କୁ ନିସ୍ତୁକ ପିଟିଲେ…

ମୁମ୍ବାଇ,୧୪।୯ : ମହାରାଷ୍ଟ୍ରରେ ସାଧୁଙ୍କ ଉପରେ ଆକ୍ରମଣର ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ସାଂଗଲିର ଏକ ସଦ୍ୟତମ ଘଟଣାରେ ଗ୍ରାମବାସୀମାନେ ଚାରିଜଣ ସାଧୁଙ୍କୁ ପିଲା ଚୋର ବୋଲି କହି ନିସ୍ତୁକ ପିଟିଥିଲେ। ମଙ୍ଗଳବାର ଏହି ଘଟଣା ଘଟିଛି। ପୋଲିସର ସୂଚନାନୁସାରେ,…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪୬ ହଜାର ତଳେ ରହିଛି। କେରଳରେ ସତର୍କ…

ନର୍ସରି ଛାତ୍ରୀଙ୍କୁ ବଳାତ୍କାର: ବସ୍‌ ଡ୍ରାଇଭର୍‌ ଗିରଫ

ଭୋପାଳ,୧୪ା୯: ମଧ୍ୟପ୍ରଦେଶ ଭୋପାଳରେ ଜଣେ ସାଢ଼େ ୩ ବର୍ଷର ନର୍ସରି ଛାତ୍ରୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ସ୍କୁଲ ବସ୍‌ ଡ୍ରାଇଭରଙ୍କୁ ପୋଲିସ ଗିରଫ କରିଛି। ଉତ୍ତ୍ୟକ୍ତ ଲୋକେ ଡ୍ରାଇଭରଙ୍କ ଘର ଭାଙ୍ଗି ଦେଇଛନ୍ତି। ସ୍କୁଲରୁ ଘରକୁ ଫେରିବା ସମୟରେ ବସ୍‌ ଡ୍ରାଇଭର…

ଆଉ ୮୬ ଅସ୍ତିତ୍ୱହୀନ ଦଳ ତାଲିକାରୁ ବାଦ୍‌

ନୂଆଦିଲ୍ଲୀ,୧୪ା୯(ପି.ଟି.): ନିର୍ବାଚନ କମିଶନ (ଇସି) ଆଉ ୮୬ଟି ଅସ୍ତିତ୍ୱହୀନ ପଞ୍ଜୀକୃତ ଅଣସ୍ବୀକୃତ ରାଜନୈତିକ ଦଳ (ଆର୍‌ୟୁପିପି)ଙ୍କୁ ତାଲିକାରୁ ବାଦ୍‌ ଦେବା ଲାଗି ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ମିଶାଇ ମୋଟ ବାଦ୍‌ ପଡ଼ିଥିବା ଆର୍‌ୟୁପିପି ସଂଖ୍ୟା ୫୩୭ରେ ପହଞ୍ଚତ୍ଛି। ଏମାନେ ନିର୍ବାଚନୀ…

ଅକ୍ସିଜେନ ଅଭାବଜନିତ ମୃତ୍ୟୁର ଅଡିଟ୍‌ ପାଇଁ ସୁପାରିସ

ନୂଆଦିଲ୍ଲୀ,୧୪ା୯(ପି.ଟି.): କୋଭିଡ୍‌ ମହାମାରୀର ଦ୍ୱିତୀୟ ଲହର ବେଳେ ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ଅଭାବରୁ ବହୁ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ରାଜ୍ୟଗୁଡ଼ିକ ସହଯୋଗରେ ଉକ୍ତ ମୃତ୍ୟୁର ଅଡିଟ୍‌ କରିବା ଲାଗି ସଂସଦୀୟ କମିଟି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ସୁପାରିସ କରିଛି। ଅକ୍ସିଜେନ ଅଭାବରୁ କେତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?